Sign in
Sign in
Recover your password.
A password will be e-mailed to you.
ନବୀନ ବାବୁ ଙ୍କୁ ଏକଦମ୍ ଫିଟ୍ ଓ ବ୍ୟୁଟିଫୁଲ୍ କହିଲେ ତାରା…
ଭୁବନେଶ୍ବର : ନିର୍ବାଚନ ସମୟରେ ନବୀନ ପଟ୍ଟନାୟକଙ୍କ ହାତ ଓ ମୁଣ୍ଡ ଥରୁଥିଲା। ତାଙ୍କ ମାଇକ୍ ଆଉ ଜଣେ ଧରୁଥିଲା। ହେଲେ ଏବେ ନବୀନ ବାବୁ ଏକଦମ୍ ଫିଟ୍ ଅଛନ୍ତି। ସେ ଠକ୍ଠକ୍ କରି ଚାଲୁଛନ୍ତି। ବ୍ୟୁଟିଫୁଲ୍ ଦେଖାଯାଉଛନ୍ତି। ଆଜି ଏପରି କହିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ!-->…
ତାଳଚେର-ବିମଳାଗଡ଼ ରେଳପଥ ପ୍ରକଳ୍ପ: ଅବଶିଷ୍ଟ ୩୫୪ ଏକର ଜମି ଅଧିଗ୍ରହଣ କେବେ?
ରାଉରକେଲା: ତାଳଚେର-ବିମଳାଗଡ଼ ରେଳପଥ ପ୍ରକଳ୍ପ ହେଉଛି ଜିଲ୍ଲାବାସୀଙ୍କ ୬ ଦଶନ୍ଧି ପୁରୁଣା ଦାବି। ତେବେ ଏହି ବହୁ ପ୍ରତିକ୍ଷୀତ ଦାବି ପୂରଣହେବାର ନାଁ ନେଉନି। ବାସ୍ତବରେ ପ୍ରକଳ୍ପର ନୈରାଶ୍ୟଜନକ ଅଗ୍ରଗତି ପାଇଁ ଜମି ଅଧିଗ୍ରହଣରେ ଶିଥିଳତା ହିଁ ମୁଖ୍ୟ କାରଣ। ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ!-->…
ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କା ନେଇ ପୋଷ୍ଟ ମାଷ୍ଟର ଫେରାର
ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରସ୍ଥିତ କୃଷ୍ଣନଗର ପୋଷ୍ଟ ଅଫିସରେ କାର୍ଯ୍ୟରତ ପୋଷ୍ଟ ମାଷ୍ଟର ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କା ନେଇ ଫେରାର ହୋଇ ଯାଇଛନ୍ତି। ସେ ହିତାଧିକାରୀଙ୍କ ଜମା ଖାତାରୁ ଟଙ୍କା ଉଠାଇ ଫେରାର ହୋଇ ଯାଇଛନ୍ତି।ଶତାଧିକ ହିତାଧିକାରୀଙ୍କ ଖାତାରୁ ଲକ୍ଷାଧିକ ଟଙ୍କା!-->…
ଆଗକୁ ବଢ଼ୁଛି ମୌସୁମୀ ବାୟୁ, ତଥାପି ଆଗାମୀ ୨ ଦିନ ନିସ୍ତାର ନାହିଁ
ଭୁବନେଶ୍ବର : ଅଗ୍ରସର ହୋଇଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ। ପୂର୍ବରୁ କେବଳ ମାଲକାନଗିରି ଜିଲ୍ଲାକୁ ମୌସୁମୀ ଛୁଇଁଥିବା ବେଳେ ଏବେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର କିଛି ଅଞ୍ଚଳକୁ ପ୍ରବେଶ କରିଛି। ଆସନ୍ତା ୩ ଦିନ ଭିତରେ ରାଜ୍ୟର ଆଉ କିଛି ଅଞ୍ଚଳକୁ ମୌସୁମୀ ବାୟୁ!-->…
ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା: ଆଜି ରାତି ୧୨ଟାରୁ କାଲି ଦିନ ୧୧ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁ ସୁବାଶିତ କଳସରେ ଗାଧୋଇବେ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତମାନଙ୍କର ଆଗମନ ହେଉଛି। ଧୀରେଧୀରେ ଭିଡ଼ ବଢ଼ିବାରେ ଲାଗିଛି। ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ!-->…
ଏନବିଡବ୍ଲୁ ମାମଲା: କୋର୍ଟରେ ହାଜର ପରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ
ଭୁବନେଶ୍ବର: ଏନବିଡବ୍ଲୁ ମାମଲାରେ ହାଜରହେଲେ ଅନୁଭବ ମହାନ୍ତି । ସ୍ୱତନ୍ତ୍ର କୋର୍ଟରେ ହାଜର ହୋଇଛନ୍ତି ଅନଭବ। କୋର୍ଟରେ ହାଜର ପରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ । ଅନୁଭବ ଓ ତାଙ୍କ ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ ହୋଇଛି । ପୁରୀ ଘାଟ ଥାନା ମାମଲାରେ ଚାର୍ଜଫ୍ରେମ ସୂଚନା । ବର୍ଷା!-->…
ବଜ୍ରାଘାତରେ ୩ ନାବାଳକ ଓ ଜଣେ ନାବାଳିକା ମୃତ
ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବଜ୍ରାଘାତରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩ ଜଣ ନାବାଳକ ଥିବା ବେଳେ ଜଣେ ନାବାଳିକା ଅଛନ୍ତି।ନବରଙ୍ଗପୁର, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ ଜିଲ୍ଲାରେ ଘଟିଛି ଏହି ଘଟଣା।ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଚନ୍ଦାହାଣ୍ଡିରେ!-->…
‘ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍, ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ’
ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରରେ ଖୋଲିବ ଚାଉଳ ATM। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍। ହିତାଧିକାରୀଙ୍କୁ କାର୍ଡ ଦିଆଯିବ। ସେମାନେ ମେସିନ୍ରେ କାର୍ଡ!-->…
ଭର୍ତ୍ତୃହରି ମହତାବ କାମଚଳା ବାଚସ୍ପତି ନିଯୁକ୍ତ
ନୂଆଦିଲ୍ଲୀ/ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକ ଲୋକସଭା ନିର୍ବାଚନ ମଣ୍ଡଳୀରୁ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ବାଚସ୍ପତି ନିଯୁକ୍ତ କରିଛନ୍ତି। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବିରେ ନିଯୁକ୍ତ କରାଯାଇଛି। ସେହିପରି ଲୋକସଭା ସଦସ୍ୟ କେ ସୁରେଶ, ଟି ଆର!-->…
୪ ମହଲାରୁ ପଡ଼ି ପୂର୍ବତନ ଭାରତୀୟ କ୍ରିକେଟର ଡେଭିଡ୍ ଜନସନ ମୃତ, ଆତ୍ମହତ୍ୟା ସଂଦେହ
ବେଙ୍ଗାଲୁରୁ: ଟି-୨୦ ବିଶ୍ବକପ୍ ୨୦୨୪ର ସୁପର-୮ରେ ଭାରତୀୟ ଦଳ ଆଜି ଆଫଗାନିସ୍ତାନ ବିପକ୍ଷ ମୁକାବିଲା ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ଅନ୍ୟପଟେ ଭାରତୀୟ କ୍ରିକେଟ ଜଗତରେ ଏକ ଦୁଃଖଦ ଘଟଣା ଘଟିଛି । ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍ ଜନସନଙ୍କ ପରଲୋକ ଘଟିଛି। ମିଳିଥିବା ସୂଚନା!-->…