୧୧ତମ ଆର୍ଟ ଅଫ୍ ଗିଭିଙ୍ଗ ଡେ ପ୍ରେସକ୍ଲବ ଠାରେ ଅନୁଷ୍ଠିତ

ଫୁଲବାଣୀ : ଜିଲ୍ଳା ପ୍ରେସ୍ କ୍ଲବ୍ ଫୁଲବାଣୀ ଠାରେ ବରିଷ୍ଠ ସାମ୍ବାଦିକ କଳିଙ୍ଗ ଟିଭି ବ୍ୟୁରୋ ହେଡ ଅଜିତ ମହାରଣାଙ୍କ ନେତୃତ୍ବରେ ୧୧ ତମ ଆର୍ଟ ଅଫ୍ ଗୀଭିଙ୍ଗ ଡେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା କ୍ରୀଡା ସଂଘ ସମ୍ପାଦକ ଶିବ ପ୍ରସାଦ ତ୍ରିପାଠୀ…

ଆସନ୍ତାକାଲି ଠାରୁ କିଛି ଜିଲ୍ଲାରେ ଖୋଲିବ ବିଦ୍ୟାଳୟ

ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଆସନ୍ତାକାଲି ଠାରୁ କିଛି ଜିଲ୍ଲାର ବିଦ୍ୟାଳୟଗୁଡ଼ିକ ଖୋଲିବ। ପ୍ରଥମରୁ ଦ୍ବାଦଶ ଶ୍ରେଣୀର ପିଲାମାନେ ବିଦ୍ୟାଳୟକୁ ପାଠ ପଢ଼ିବାକୁ ଯାଇପାରିବେ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗଣମାଧ୍ୟମକୁ ଏହା କହିଛନ୍ତି।…

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହେଲେ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଯୁଗ୍ମ ସଚିବ ନିଯୁକ୍ତ । କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ଆଜି ନିଯୁକ୍ତ ହୋଇଛନ୍ତି । କେନ୍ଦୁଝର ଉପଜିଲ୍ଲାପାଳ ପଦରୁ ଯୁଗ୍ମ ସଚିବ ପଦକୁ ବଦଳି ହେଲେ ତ୍ରିଲୋଚନ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…

ପବିତ୍ର ଇଦୁଲ ଯୁହା ବକ୍ରିଦ ପର୍ବ ପାଳିତ

ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନ ବୀରମିତ୍ରପୁର, କୁଆଁରମୁଣ୍ଡା ଓ ରାଏବଗାରେ ଇଦୁଲ ଜୁହା ବକ୍ରିଦ ପର୍ବ ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ ହୋଇଛି | ଏହି ପର୍ବରେ ମୁସଲିମ ସମ୍ପ୍ରଦାୟର ପୁରୁଷ ଯୁବକ ଓ ଛୋଟ ଛୋଟ ପିଲାମାନେ ମସଜିଦ ଓ…

ରାଜ୍ୟରେ ଅଂଶୁଘାତ ନେଲାଣି ୪୧ ଜୀବନ

ରାଜ୍ୟରେ ଚଳିତ ବର୍ଷ ଏଯାବତ୍ ଅଂଶୁଘାତରେ ୪୧ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି) ସତ୍ୟବ୍ରତ ସାହୁ ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଂଶୁଘାତଜନିତ ମୃତ୍ୟୁ ନେଇ ୧୬୧ଟି ଅଭିଯୋଗ ଆସିଥିଲା। ଶବ ବ୍ୟବଚ୍ଛେଦ ଓ ତଦନ୍ତ ପରେ ଜିଲ୍ଲାପାଳମାନେ ଯେଉଁ…

ଶ୍ରୀମନ୍ଦିରରେ ଭିଡ଼ ନିୟନ୍ତ୍ରଣ ପାଇଁ ୩୦ ପ୍ଲାଟୁନ୍‌ ପୁଲିସ ମୁତୟନ ଅଛନ୍ତି: ଡିଜିପି

ଭୁବନେଶ୍ବର: ଗତ ୧୩ ତାରିଖରେ ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲିଦିଆଯିବା ପରେ ସିଂହଦ୍ବାର ସାମ୍ନାରେ ଆଉ ପୂର୍ବଭଳି ଭିଡ଼ ରହୁନାହିଁ ଏକଥା ସତ। କିନ୍ତୁ ଶ୍ରୀମନ୍ଦିର ପରିସର ଭିତରେ ପ୍ରବଳ ଭିଡ଼ ଲାଗି ରହୁଛି। ଶ୍ରୀ ମନ୍ଦିରର ଚାରି ଦ୍ୱାର ଖୋଲିବାକୁ ନେଇ ପୁଲିସ ଡ଼ିଜି ଅରୁଣ କୁମାର ଷଡ଼ଙ୍ଗୀ…

ସାଂସଦଙ୍କୁ ତୁମୁଡିବନ୍ଧ ଶିଶୁ ବିଦ୍ୟାମନ୍ଦିର ତରଫରୁ ସ୍ୱାଗତ ସମର୍ଦ୍ଧନା

ଫୁଲବାଣୀ : କନ୍ଧମାଳ ସଂସଦୀୟ କ୍ଷେତ୍ରର ନବ ନିର୍ବାଚିତ ସାଂସଦ ମାନନୀୟ ସୁକାନ୍ତ ପାଣିଗ୍ରାହୀଙ୍କୁ ଆଜି କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭବ୍ୟ ସମର୍ଦ୍ଧନା ଜ୍ଞାପନ କରାଯାଇଛି l ଜିଲ୍ଲାର ଫିରିଙ୍ଗିଆ, ସାରଙ୍ଗଡ଼, ନୂଆଗାଁ, ବାଲିଗୁଡା, କୁର୍ତ୍ତମଗଡ଼ ତୁମୁଡିବନ୍ଧ ଓ କୋଟଗଡ଼…

ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମୁହାଁମୁହିଁରୁ ଗଣ୍ଡଗୋଳ, ୧୪୪ ଜାରି

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ଦୁଇ ଗୋଷ୍ଠୀ ମୁହାଁମୁହିଁରୁ ଗଣ୍ଡଗୋଳ। ପରସ୍ପରକୁ ଢେଲା ପଥର ମାଡ଼ କରିଛନ୍ତି। ଏଥିରେ ୪ରୁ ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ବାଲେଶ୍ୱର ଟାଉନ୍‌ରେ । ଏହି ଗଣ୍ଡଗୋଳ ଯୋଗୁଁ ଟାଉନ ଥାନା ପୀର ବଜାରରୁ ପାତ୍ରପଡ଼ା ମଧ୍ୟରେ ୧୪୪ ଲାଗୁ ହୋଇଛି। …

ଫୁଲବାଣୀ ଲେଖକ ସାମ୍ମୁଖ୍ୟର କାର୍ଯ୍ୟକାରିଣୀ ବୈଠକ

ପୁଲବାଣୀ : ଜିଲ୍ଲା ଲେଖକ ସାମ୍ମୁଖ୍ୟର କାର୍ଯ୍ୟକାରିଣୀ ବୈଠକ ସମ୍ମୁଖ୍ୟର ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି l ସଭାପତି ରବିନ୍ଦ୍ରନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏଇ ବୈଠକରେ ପ୍ରଥମେ ସମ୍ପାଦକ ବନବିହାରୀ ନନ୍ଦ ଅତିଥିମାନଙ୍କ ପରିଚୟ ପ୍ରଦାନ ସହ ପ୍ରାରମ୍ଭିକ ସୂଚନା ଦେଇଥିଲେ l…

ରାଜ୍ୟରେ ଆହରି ୩ ଦିନ ତାତି

ଭୁବନେଶ୍ବର: ଦେଶରେ ମୌସୁମୀ ଆଗମନର ୨ ସପ୍ତାହ ଅତିକ୍ରମ କରିଛି, କିନ୍ତୁ ଗ୍ରୀଷ୍ମ ପ୍ରବାହରେ ଲଗାମ ଲାଗୁ ନାହିଁ। ବରଂ ପ୍ରବଳ ଖରା ଓ ଗରମରେ ଓଡ଼ିଶା ଭାଜି ହେଉଛି। ଗ୍ରୀଷ୍ମଲହରି ଆହୁରି ଜାରି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ତାପମାତ୍ରା ଆହୁରି ୩ ଦିନ…