Sign in
Sign in
Recover your password.
A password will be e-mailed to you.
ଓଲଟିଲା ଟୁରିଷ୍ଟ ବସ୍: ୫ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ
ଦଶପଲ୍ଲା: ଓଲଟିଲା ଟୁରିଷ୍ଟ ବସ୍ । ୫ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ । ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପୀଠାଖାଇ ଘାଟି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସମସ୍ତ ମୃତାହତ ବ୍ରହ୍ମପୁର ଅଞ୍ଚଳର। ବସଟି ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ବୌଦ୍ଧ ଅଭିମୁଖେ ଯାଉଥିଲା ।!-->…
ଗ୍ରାମେ ଗ୍ରାମେ ପ୍ରବେଶ ଉତ୍ସବର ଉତ୍ସାହ – ଶିଶୁ ବାଟିକା ପାଇଁ ଘରେ ଘରେ ନିମନ୍ତ୍ରଣ…
ଶିକ୍ଷା ପାଇଁ ଦ୍ୱାର ଦ୍ୱାର ବୁଲି ଅଭିଭାବକ ଓ ଶିଶୁଙ୍କୁ ନିମନ୍ତ୍ରଣ ଜଣାଇଲେ ବାଚସ୍ପତି
ନୟାଗଡ଼(ନିସର୍ତ୍ତ) : ଆସନ୍ତା ୨୦୨୬–୨୭ ଶିକ୍ଷା ବର୍ଷର ପ୍ରବେଶ ଉତ୍ସବକୁ ଆଗରୁ ରଖି ନୟାଗଡ଼ ଜିଲ୍ଲା ରଣପୁର ବ୍ଲକରେ ଶିକ୍ଷା ପ୍ରଚାର ଜୋରଦାର ଭାବେ ଆରମ୍ଭ ହୋଇଛି। ସରକାରୀ ବିଦ୍ୟାଳୟରେ!-->!-->!-->!-->!-->…
ଗ୍ୟାସ ସିଲିଣ୍ଡର ରଖି ଗ୍ରାମବାସୀଙ୍କ ରାସ୍ତା ଅବରୋଧ, ପ୍ରଶାସନର ହସ୍ତକ୍ଷେପ ପରେ ହଟିଲା ଅବରୋଧ
ନୟାଗଡ଼,୨୭/୦୩(ନିସର୍ତ୍ତ): ଗ୍ୟାସ ସିଲିଣ୍ଡର ରଖି ରାସ୍ତା ଅବରୋଧ କଲେ ଗ୍ରାମବାସୀ । ଖୋର୍ଦ୍ଧା, ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଯାତାୟତ ସମ୍ପୂର୍ଣ୍ଣ ଠପ ହୋଇଯାଇଥିଲା ଏଥି ସହିତ ଅଟକି ରହିଥିଲା ଶହ ଶହ ଗାଡ଼ି । ସୂଚନା ଅନୁସାରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ବିନୋଦପଡ଼ା!-->…
ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀ ରାମଙ୍କ ଜନ୍ମ ଉତ୍ସବ ଓ ଶ୍ରୀରାମ ନବମୀ ପାଳିତ
ବାଲିଗୁଡା : ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀ ରାମ ଙ୍କ ଜନ୍ମ ଉତ୍ସବ ଓ ଶ୍ରୀରାମ ନବମୀ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳ ରେ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ଅବସରରେ ସ୍ଥାନୀୟ ଟାଉନ ର ଶ୍ରୀ ଶ୍ରୀ ହନୁମାନ ମନ୍ଦିର, ପାଟଖଣ୍ଡା ମନ୍ଦିର ପରିସର!-->!-->!-->…
ଶ୍ରୀରାମ ନବମୀ ଉପଲକ୍ଷେ ବିଶାଳ ବାଇକ୍ ଶୋଭଯାତ୍ରା ଆୟୋଜିତ
ନୟାଗଡ଼ (ନିସର୍ତ୍ତ ) : ପବିତ୍ର ଶ୍ରୀରାମ ନବମୀ ଅବସରରେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକର ବିଭିନ୍ନ ସ୍ଥାନରେ ବିରାଜିତ ପ୍ରଭୁ ଶ୍ରୀରଘୁନାଥଙ୍କ ପୀଠରେ ଶ୍ରୀରାମ ନବମୀ ମହାଆଡମ୍ବରରେ ପାଳିତ ହୋଇଯାଇଛି। ଏନେଇ ରାଜସୁନାଖଳାର ଗୋପୀନାଥପୁର ସାହି ଏବଂ ନୃସିଂହପୁର ଟାଙ୍ଗି ସାହିର ଶ୍ରୀରଘୁନାଥଙ୍କ!-->…
ବ୍ରହ୍ମପୁରରେ ‘ଅଭିନୟ ଜଗତ’ ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ ପାଳିତ: ବହୁ କଳାକାର ସମ୍ବର୍ଦ୍ଧିତ
ବ୍ରହ୍ମପୁର : ରେଶମ ସହର ବ୍ରହ୍ମପୁରଠାରେ ସଂସ୍କୃତିଧର୍ମୀ ପତ୍ରିକା ‘ଅଭିନୟ ଜଗତ’ ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଜିଲ୍ଲା ସଂସ୍କୃତି ପରିଷଦର ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଳା ଓ ସଂସ୍କୃତିର ଏକ ନିଆରା ଝଲକ ଦେଖିବାକୁ ମିଳିଥିଲା।!-->!-->!-->…
ଲାଞ୍ଜିପଲ୍ଲୀ ବରିଷ୍ଠ ନାଗରିକ ମଂଚରେ ଶ୍ରୀରାମ ଜନ୍ମୋତ୍ସବ ପାଳିତ
ବ୍ରହ୍ମପୁର : ଲାଞ୍ଜିପଲ୍ଲୀସ୍ଥ ବରିଷ୍ଠ ନାଗରିକ ମଂଚର ହସ, ଯୋଗ ଓ ବ୍ୟାୟାମ କେନ୍ଦ୍ର ତରଫରୁ ଚଣ୍ଡି ମନ୍ଦିର ନିକଟସ୍ଥ ଦିବ୍ୟ ଜୀବନ ସଂଘ ପରିସରରେ ମର୍ଯ୍ଯାଦା ପୁରୁଷ ଭଗବାନ ଶ୍ରୀରାମଙ୍କ ଜନ୍ନୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମଂଚ ସଭାପତି ଶ୍ରୀ ବିଶ୍ବନାଥ!-->!-->!-->…
ବିବାହିତ ପୁରୁଷଙ୍କ ଲିଭ୍-ଇନ୍ ସମ୍ପର୍କ ଅପରାଧ ନୁହେଁ: ଆହ୍ଲାବାଦ ହାଇକୋର୍ଟ
ଆହ୍ଲାବାଦ: ବିବାହିତ ପୁରୁଷଙ୍କ ଲିଭ୍-ଇନ୍ ସମ୍ପର୍କ ଅପରାଧ ନୁହେଁ । ଆହ୍ଲାବାଦ ହାଇକୋର୍ଟ ଏକ ବଡ଼ ଶୁଣାଣି କରି କହିଛନ୍ତି ଯେ, ଯଦି ଜଣେ ବିବାହିତ ପୁରୁଷ ଅନ୍ୟ ଜଣେ ଯୁବତୀଙ୍କ ସହ ସହମତିରେ ‘ଲିଭ୍-ଇନ୍’ ସମ୍ପର୍କରେ ରହୁଛନ୍ତି, ତେବେ କୌଣସି ଅପରାଧ ନୁହେଁ। କୋର୍ଟ କହିଛନ୍ତି ଯେ!-->…
ଲକଡାଉନ୍ ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ, ସ୍ପଷ୍ଟୀକରଣ ରଖିଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ : ଲକଡାଉନ୍ ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ । ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ । ଦେଶରେ ପୁଣିଥରେ ‘ଲକଡାଉନ୍’ ଲାଗୁ ହେବା ନେଇ ଚାଲିଥିବା ଚର୍ଚ୍ଚା ଉପରେ କେନ୍ଦ୍ର ସରକାର ନିଜର ନୀରବତା ଭାଙ୍ଗିଛନ୍ତି । କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀ ସ୍ପଷ୍ଟ କରିଛନ୍ତି, ଲକଡାଉନ୍!-->…
ରାମ ନବମୀରେ ରାମଲଲାଙ୍କ ସୂର୍ଯ୍ୟ ତିଳକ, ଦିବ୍ୟ ଦର୍ଶନ କଲେ ଭକ୍ତ
ଉତ୍ତରପ୍ରଦେଶ: ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ପ୍ରଭୁ ରାମଲାଲାଙ୍କ କପାଳରେ ‘ସୂର୍ଯ୍ୟ ତିଳକ’ ଏକ ଅତ୍ୟନ୍ତ ଚମତ୍କାର ଦୃଶ୍ୟ ଦେଖାହୋଇଛି । ପ୍ରତିବର୍ଷ ରାମ ନବମୀ ତିଥିରେ ମଧ୍ୟାହ୍ନ ୧୨ଟା ସମୟରେ ସୂର୍ଯ୍ୟକିରଣ ସିଧାସଳଖ ଯାଇ ପ୍ରଭୁଙ୍କ କପାଳରେ ପଡ଼ିଥାଏ, ଯାହା ଏକ ପ୍ରକାଶମୟ!-->…