ଅଗଷ୍ଟ ୧୫ରୁ ଓଡ଼ିଶାରେ ବନ୍ଦ ହୋଇଯିବ କି ମଦ ଦୋକାନ !

ଭୁବନେଶ୍ୱର: ସ୍ୱାଧୀନତା ଦିବସରୁ ସାରା ରାଜ୍ୟରେ ସବୁ ଦେଶୀ ଓ ବିଦେଶୀ ମଦ ଦୋକାନ ବନ୍ଦ ହୋଇଯିବ ବୋଲି ଗୋଟିଏ ପୋଷ୍ଟ ଭାଇରାଲ ହୋଇଥିଲା | ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଥିବା ଏହି ପୋଷ୍ଟ ସତରେ କଣ କାର୍ଯ୍ୟକାରୀ ହେବ | ଏହି ପୋଷ୍ଟ ଭାଇରାଲ ହେବା ପରେ ଏବେ ସରକାରଙ୍କ ପକ୍ଷରୁ ସ୍ପଷ୍ଟୀକରଣ…

ବିଭାଗ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

ଭୁବନେଶ୍ବର : ରାଜ୍ୟରେ ନୂଆ ସରକାର ଗଠନ ହେବାର ୩ ଦିନ ପରେ ଆଜି ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ନିଜ ପାଖରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବିଭାଗ ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଗୃହ ବିଭାଗ ସହିତ ସାଧାରଣ ପ୍ରଶାସନ, ସୂଚନା ଓ…

ଟି-୨୦ ବିଶ୍ୱକପ ବେଟିଂ ରାକେଟର ଫର୍ଦ୍ଦାଫାସ: ଡଲାର-ପାଉଣ୍ଡ ସହ ମିଳିଲା ପୂଳାପୂଳା ଟଙ୍କା

ନୂଆଦିଲ୍ଲୀ : ଆମେରିକା ଓ ୱେଷ୍ଟଇଣ୍ଡିଜରେ ଟି-୨୦ ବିଶ୍ୱକପ ଚାଲିଥିବା ବେଳେ ମଧ୍ୟପ୍ରଦେଶରେ ଗୋଟିଏ ବଡ଼ ବେଟିଂ ରାକେଟର ପର୍ଦ୍ଦାଫାସ ହୋଇଛି। ମଧ୍ୟପ୍ରଦେଶର ଉଜ୍ଜୟୀନରେ ଚାଲିଥିବା ଏହି ବେଟିଂ ରାକେଟର ସଦସ୍ୟଙ୍କୁ ଗିରଫ କରି ପୁଲିସ୍‌ ପୂଳାପୂଳା ନଗଦ ଟଙ୍କା ଜବତ କରିଛି। ଏହା ମଧ୍ୟରେ ଡଲାର,…

NEET ପରୀକ୍ଷାରେ ଅନିୟମିତତା: ଦେଶବ୍ୟାପୀ ୨ ଦିନିଆ ଆନ୍ଦୋଳନ ଡାକରା ଦେଲେ ଛାତ୍ର ସଂଗଠନ

ନୂଆଦିଲ୍ଲୀ : ମେଡିକାଲ ପାଠ୍ୟକ୍ରମରେ ନାଁ ଲେ ଖାଇବା ପାଇଁ ଅନୁଷ୍ଠିତ ନିଟ୍‌ ପରୀକ୍ଷାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଏପରି ଅଭିଯୋଗ ଆଣି ବାମପନ୍ଥୀ ଛାତ୍ର ସଂଗଠନ ପକ୍ଷରୁ ଦେଶବ୍ୟାପୀ ଦୁଇ ଦିନିଆ ଆନ୍ଦୋଳନ ଡାକରା ଦିଆଯାଇଛି।ସର୍ବଭାରତୀୟ…

କୋରାପୁଟରେ ଗଡୁନି ଘରୋଇ ବସ୍, ଯାତ୍ରୀ ନାକେଦମ

କୋରାପୁଟ : କୋରାପୁଟରେ ଗଡୁନି ଘରୋଇ ବସ୍। ଘରୋଇ ବସ୍‌ ମାଲିକ ସଂଘ ଓ ଘରୋଇ ବସ କର୍ମଚାରୀ ସଂଘ ଭିତରେ ବିବାଦକୁ ନେଇ ଆଜି ବସ୍ ଚଳାଚଳ ବନ୍ଦ ରହିଛି। ଆଜି ସକାଳୁ କୋରାପୁଟରୁ କୌଣସି ଘରୋଇ ବସ ଗଡ଼ୁନଥିବାରୁ ହଇରାଣ ହେଉଛନ୍ତି ଯାତ୍ରୀ। ବସଷ୍ଟାଣ୍ଡରେ ଅନେକ ଘଣ୍ଟା ଘଣ୍ଟା ଧରି ଅପେକ୍ଷା…

ଭାରତରୁ ୟୁରୋପକୁ ଚାଲିବ ହାଇସ୍ପିଡ୍ ଟ୍ରେନ ! ଜି-୭ ସମ୍ମିଳନୀରେ ଭାରତ-ୟୁରୋପ କରିଡରକୁ ନେଇ ସହମତି

ବାରି (ଇଟାଲୀ): ଆମନ୍ତ୍ରିତ ସଦସ୍ୟ ଭାବେ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବା ଭାରତ ପାଇଁ ଅତ୍ୟନ୍ତ ଲାଭଦାୟକ ସାବ୍ୟସ୍ତ ହୋଇଛି। ଜି-୭ ଦେଶଗୁଡ଼ିକ ଭାରତକୁ ସବୁଠାରୁ ବଡ଼ ଉପହାର ଦେଇଛନ୍ତି। ଏହା ଜରିଆରେ ଏବେ ହାଇସ୍ପିଡ୍ ରେଳପଥ ଜରିଆରେ ଭାରତକୁ ସିଧାସଳଖ ୟୁରୋପ ସହ ଯୋଡ଼ିବାକୁ ସହମତି…

ଭୁବନେଶ୍ବରରେ ପହଞ୍ଚିଲା ମୃତ ଦୁଇ ଓଡ଼ିଆଙ୍କ ମରଶରୀର, ରାଜ୍ୟ ସରକାରଙ୍କ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲା କୁଏତ୍ ଅଗ୍ନିକାଣ୍ଡରେ ମୃତ ଦୁଇ ଓଡ଼ିଆଙ୍କ ମର ଶରୀର। ସ୍ବତନ୍ତ୍ର ବିମାନ ଯୋଗେ ମୃତ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କର ମର ଶରୀର ପହଞ୍ଚିଛି। ଏହି ଅବସରରେ ଶେଷ ଦର୍ଶନ କରିଛନ୍ତି ଓଡ଼ିଶାର ଦୁଇ ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓଏବଂ ପ୍ରଭାତୀ ପରିଡ଼ା…

୬୧ ଦିନର କଟକଣା ପରେ ହଟିଲା ନଦୀ ଓ ସମୁଦ୍ର ମୁହାଣରୁ ମାଛଧରା କଟକଣା

ପାରାଦୀପ: ୬୧ ଦିନର କଟକଣା ପରେ ଆଜି ହଟିଛି ନଦୀ, ସମୁଦ୍ର ମୁହାଣରୁ ମାଛଧରା କଟକଣା। ଆଜିଠାରୁ ଆରମ୍ଭ ହୋଇଛି ମାଛଧରା।ସୂଚନାଯୋଗ୍ୟ, ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିଥିଲା। ଦୁଇମାସ ଧରି ମତ୍ସ୍ୟଜୀବୀ…

କାଶୀପୁର ଅଜଣା ରୋଗରେ ମୃତ୍ୟୁ ଘଟଣା: କାରଣ ଖୋଜିବା ନେଇ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର: ରାୟଗଡ଼ା ଜିଲ୍ଲା କାଶୀପୁରରେ ଅଜଣା ରୋଗରେ ମୃତ୍ୟୁ ଖବରକୁ ନେଇ ଆକ୍ସନ ମୋଡରେ ମୋହନ ସରକାର। ଗଣମାଧ୍ୟମରେ କାଶୀପୁରରେ ଅଜଣା ରୋଗରେ ପଡି ଲୋକଙ୍କ ଜୀବନ ଯିବା ଖବର ବାଜିବା ପରେ ସରକାର ହସ୍ତକ୍ଷେପ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ…

ପାୱାର କଟକୁ ନେଇ ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ବଢୁଛି ଅସନ୍ତୋଷ

ହିଞ୍ଜିଳିକାଟୁ ୧୫/୬ : ପାୱାର କଟକୁ ନେଇ ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ସ୍ଥାନରେ ଅସନ୍ତୋଷ ବଢିଚାଲିଛି । ଅନ୍ୟ ସ୍ଥାନ ଭଳି ଗଞ୍ଜାମ ଜିଲ୍ଲା ପୂର୍ବତନ ମୁଖ୍ୟମନ୍ତ୍ରୀ ଙ୍କ ନିର୍ବାଚନ ମଣ୍ଡଳୀ ଶେରଗଡ଼ ବ୍ଳକ ମାରୁଡି ଶାସନ ରେ ଦେଖିବାକୁ ମିଳିଛି ଅଭାବନୀୟ ଦୁର୍ଦ୍ଦଶା । ଦିନ ହେଉ କି ରାତି…