ବିଚାରାଧୀନ କଏଦୀର ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ

ଫୁଲବାଣୀ, ୧୭।୪ :ଫୁଲବାଣୀ ମଣ୍ଡଳ କାରାଗାରରେ ବିଚାରାଧୀନ ଥିବା ଜଣେ କଏଦୀର ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ମୃତ୍ୟୁ ଘଟିଛି । ଏ ନେଇ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ପରିସରରେ ଉତ୍ତେଜନା ଦେଖାଦେବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜେଲ କର୍ତ୍ତୃପକ୍ଷ ମାଡ ମାରିବା ଯୋଗୁଁ ତାଙ୍କର

ଶ୍ରୀରାମ ନବମୀରେ ବିଶାଳ ମୋଟରସାଇକେଲ୍ ଶୋଭାଯାତ୍ରା

ବ୍ରହ୍ମପୁର, ୧୭/୪ : ପବିତ୍ର ଶ୍ରୀରାମ ନବମୀ ଅବସରରେ ଭାରତୀୟ ଜନତା ପାର୍ଟି ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପକ୍ଷରୁ ବିଧାନସଭା ପ୍ରାର୍ଥୀ କେ.ଅନିଲ କୁମାରଙ୍କ ନେତୃତ୍ବରେ ଏକ ବିଶାଳ ମୋଟରସାଇକେଲ୍ ଶୋଭାଯାତ୍ରା ବ୍ରହ୍ମପୁର ସହର ପରିକ୍ରମା କରିଥିଲେ । ଏହି ଶୋଭାଯାତ୍ରାରେ ହଜାରରୁ

ବିଜୁ ପଟ୍ଟନାୟକଙ୍କ ୨୭ତମ ତିରୋଧାନ ଦିବସ ପାଳିତ

ଫୁଲବାଣୀ : ଓଡ଼ିଶାର ପ୍ରମୁଖ ରାଜନୈତିକ ବ୍ୟକ୍ତିତ୍ବ ବିଜୁ ପଟ୍ଟନାୟକ ହେଉଛନ୍ତି ଅନ୍ୟତମ। ଓଡ଼ିଶାର ସମଗ୍ର ଯୁବ ପିଢ଼ି ତାଙ୍କ ଆଦର୍ଶ ଦ୍ଵାରା ଆକର୍ଷିତ । ଓଡ଼ିଶାକୁ ଏକ ବିଭବଶାଳୀ ରାଜ୍ୟରେ ପରିଣତ କରିବା ଏବଂ ଓଡ଼ି ଶା ରେ କଳକାରଖାନା ସ୍ଥାପିତ କରି ଯୁବ ପିଢିଙ୍କୁ ସେଥିରେ ନିଯୁକ୍ତି

ବ୍ୟାନର ଝୁଲାଇ ନିର୍ବାଚନକୁ ବହିଷ୍କାର ପାଇଁ ନକ୍ସଲଙ୍କ ଆହ୍ବାନ; କଂଗ୍ରେସ ନେତା ଓ ସରପଞ୍ଚଙ୍କୁ ମୃତ୍ୟୁ ଦଣ୍ଡ ନେଇ…

ମାଲକାନଗିରି: ସୀମାନ୍ତରେ ପୁଣି ନକ୍ସଲଙ୍କ ବ୍ୟାନର ଓ ପୋଷ୍ଟର ଦେଖିବାକୁ ମିଳିଛି। ସୁକମା ଜିଲ୍ଲାର ଦୁର୍ଗମ ଅଂଚଳରେ ନକ୍ସଲ ପୋଷ୍ଟର ମାରିବା ସହ ବ୍ୟାନରରେ ୨୮ତମ ଲୋକସଭା ନିର୍ବାଚନକୁ ବହିଷ୍କାର ରିବାକୁ ଆହ୍ବାନ ଦେଇଛନ୍ତି। କେନ୍ଦ୍ରର ବିଜେପି ଓ କଂଗ୍ରେସ ସରକାରଙ୍କୁ ମାରି ଭଗାନ୍ତୁ ବୋଲି

ଗତକାଲିଠୁ ନିଖୋଜ ଥିଲେ; ଆଜି ସକାଳେ ସମୁଦ୍ରରୁ ମିଳିଲା ମୃତଦେହ

ପୁରୀ : ଗତକାଲିଠୁ ନିଖୋଜ ଥିଲେ। ଆଜି ସକାଳେ ସମୁଦ୍ର କୂଳରୁ ଠାବ ହୋଇଛି ବ୍ୟକ୍ତିଙ୍କ ମୃତଦେହ। ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଅନ୍ତର୍ଗତ ଗୁଣ୍ଡଳବା ନିକଟ ସମୁଦ୍ର କୂଳରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ ଆଇଁସଣିଆ ଗ୍ରାମର ରାଧୁ ସ୍ୱାଇଁ। ତାଙ୍କ ଦେହରେ

କଲବଲ କରୁଛି ତାତି; କାଲିଠୁ ସ୍କୁଲ ଛୁଟି

ଭୁବନେଶ୍ବର : ଉପକୂଳଠୁ ଆରମ୍ଭ କରି ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶା ସବୁଠି ଲୋକେ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛନ୍ତି। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ସପ୍ତାହେ ହେଲାଣି ଏଭଳି ଅବସ୍ଥା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି।ଖରାକୁ

କଣ୍ଟାବାଞ୍ଜିରୁ ଲଢ଼ିବେ ନବୀନ ପଟ୍ଟନାୟକ : ୨୦୧୯ ନିର୍ବାଚନରେ ପଶ୍ଚିମ ଓଡ଼ିଶାର ବିଜେପୁରରୁ ଲଢ଼ିଥିଲେ

ଭୁବନେଶ୍ବର : ବିଜେଡି ଆଜି ତାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି। ନବୀନ ହିଞ୍ଜିଳି ସହ କଣ୍ଟାବାଞ୍ଜିରେ ଲଢ଼ିବା ନେଇ ଘୋଷଣା କରିବା ପରେ ରାଜ୍ୟରେ ସାଧାରଣ

ମଳଦ୍ୱାରରେ ଲୁଚାଇ ଆଣୁଥିଲେ ସୁନା

ଭୁବନେଶ୍ବର : ଭୁବନେଶ୍ୱର ବିମାନବନ୍ଦରରୁ ଏକ କେଜି ସୁନା ଜବତ ହୋଇଛି। ବିମାନବନ୍ଦରରେ କାର୍ଯ୍ୟରତ କର୍ମଚାରୀ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଠାରୁ ଏହି ସୁନା ଜବତ କରିଛନ୍ତି। ବ୍ୟାଙ୍କକରୁ ଭୁବନେଶ୍ୱର ଆସି ଅବତରଣ କରିବା ପରେ ଜଣେ ଅଣ ଓଡ଼ିଆ ଯାତ୍ରୀଙ୍କ ଠାରୁ ଏହି ସୁନା ଜବତ କରିଛି କଷ୍ଟମ

ପଶ୍ଚିମଓଡ଼ିଶାକୁ ବାରମ୍ବାର ଧୋକା ଦେଇଛନ୍ତି ନବୀନ : ବିରୋଧୀ

ଭୁବନେଶ୍ବର : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା ହେବାପରେ ବିରୋଧୀ ଦଳ କଡ଼ା ସମାଲୋଚନା କରିଛନ୍ତି । ନବୀନ ଆତ୍ମବିଶ୍ୱାସ ହରାଇସାରିଛନ୍ତି । ପଶ୍ଚିମଓଡ଼ିଶାବାସୀଙ୍କୁ ବାରମ୍ବାର ଧୋକା ଦେଇ ଏବେ ପୁଣିଥରେ ଧୋକା ଦେବାକୁ ପ୍ରୟାସ କରୁଛନ୍ତି ।

ଘୋଷଯାତ୍ରା ଲାଗି ରଥକାଠ ଚିରଟ ଅନୁକୂଳ

ପୁରୀ : ଘୋଷଯାତ୍ରା ପାଇଁ ଆରମ୍ଭ ହେଲା ରଥ କାଠ ଚିରଟ। ପବିତ୍ର ରାମ ନବମୀରେ ପରମ୍ପରା ଅନୁସାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଚିରଟ ଅନୁକୂଳ ହୋଇଛି।କଟକ ଖପୁରିଆରେ ଥିବା ବନ ବିଭାଗର ସରକାରୀ କରତ କଳରେ ଆରମ୍ଭ ହୋଇଛି ଚିରଟ କାମ। ଶ୍ରୀମନ୍ଦିର