ଭାରତ-ଆମେରିକା ମଧ୍ୟରେ ସ୍ବାକ୍ଷର ହେବାକୁ ଯାଉଛି ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ : ଭାରତ ଏବଂ ଆମେରିକା ମଧ୍ୟରେ ଖୁବ୍ ଶୀଘ୍ର ଏକ ବଡ଼ ଧରଣର ବାଣିଜ୍ୟ ଚୁକ୍ତି ସ୍ଵାକ୍ଷରିତ ହେବାକୁ ଯାଉଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ସମ୍ଭାବନାକୁ ନେଇ ଦୃଢ଼ ଆଶା ପ୍ରକଟ କରିଛନ୍ତି । ଗୁରୁବାର ଦିନ ହ୍ୱାଇଟ୍ ହାଉସର ଓଭାଲ ଅଫିସରେ ସାମ୍ବାଦିକମାନଙ୍କ ସହ

ଆସନ୍ତା ୧୭ରେ କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ସମ୍ଭାବନା

ନୂଆଦିଲ୍ଲୀ : ଆସନ୍ତା ୧୭ରେ କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ସମ୍ଭାବନା । ବଦଳିବ ମୋଦି ସରକାରଙ୍କ ରୂପରେଖ । ମନ୍ତ୍ରୀମଣ୍ଡଳରୁ ପ୍ରାୟ ଏକ ଡଜନରୁ ଅଧିକ ମନ୍ତ୍ରୀ ବାଦ୍ ପଡ଼ି ପାରନ୍ତି । ପ୍ରାୟ ୧୫ ଜଣ ମନ୍ତ୍ରୀଙ୍କ ବିଭାଗରେ ପରିବର୍ତ୍ତନ ହୋଇପାରେ। ସାଧାରତଃ ତିଥି ଦେଖି ନିଷ୍ପତ୍ତି

ମୁଖ୍ୟମନ୍ତ୍ରୀଙ୍କ ସହ ବୃକ୍ଷରୋପଣ କଲେ ସାଂସଦ କଙ୍ଗନା ରଣାୱତ

ଭୁବନେଶ୍ବର: ‘ଏକ୍ ପେଡ୍ ମା କେ ନାମ୍’ ଅଭିଯାନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବୃକ୍ଷରୋପଣ କଲେ ସାଂସଦ କଙ୍ଗନା ରଣାୱତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ଆରମ୍ଭ ହୋଇଥିବା ଅଭିଯାନ ‘ଏକ୍ ପେଡ୍ ମା କେ ନାମ୍’ ବା ‘ମାଆଙ୍କ ପାଇଁ ଗଛଟିଏ’ ଅଭିଯାନରେ ସାମିଲ

ଦେଶୀ ବିହନ ସଂରକ୍ଷଣ ଓ ପ୍ରାକୃତିକ କୃଷି ଉପରେ ଜିଲ୍ଲାସ୍ତରୀୟ ସମ୍ମିଳନୀ

ବିଷମୁକ୍ତ ଫସଲ ଓ ଋଣ ମୁକ୍ତ ଚାଷୀ ଉପରେ ଗୁରୁତ୍ଵାରୋପ ସୁନ୍ଦରଗଡ : ପ୍ରକୃତି ଆମ ଜୀବନର ଆଧାର। ଜଳ, ଜଙ୍ଗଲ, ଜମି, ଜୀବଜନ୍ତୁ ଏବଂ ବିହନର ସୁରକ୍ଷା ହିଁ ଆଗାମୀ ପିଢ଼ିର ସୁରକ୍ଷିତ ଭବିଷ୍ୟତର ଭିତ୍ତି। ଦେଶୀ ବିହନ ସୁରକ୍ଷିତ ରହିଲେ ଖାଦ୍ୟ ସୁରକ୍ଷା ନିଶ୍ଚିତ ହେବ ଏବଂ ସୁସ୍ଥ ପରିବେଶ

ଜିଲାପାଳଙ୍କ କାର୍ଯ୍ୟାଳୟରେ ଦଳିତ ଯୁବକଙ୍କ ଆତ୍ମହତ୍ୟା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟରେ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟା କରିଥିବା ଯୁବକଙ୍କ ନାମ ଶ୍ରୀଚନ୍ଦନ ଦାସ । ସେ ତାଙ୍କ ବାପା ଭରତ ଦାସଙ୍କ ସହ କେନ୍ଦ୍ରାପଡ଼ା ପୁରୁଣା ବସଷ୍ଟାଣ୍ଡ ନିକଟ ବାସୁଳେଇ ଗ୍ରାମରେ ରହୁଥିଲା ବେଳେ ତାଙ୍କ ଘର ଡେରାବିଶ

କୋରାପୁଟକୁ ଶିଶୁ ଶ୍ରମ ମୁକ୍ତ କରିବା ପାଇଁ ପ୍ରଶାସନର ସଂକଳ୍ପ : ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ

କୋରାପୁଟ : "ଶିଶୁର ହାତରେ ବହି ରହିବ, ହାତୁଡ଼ି ନୁହେଁ" — ଏହି ମହତ୍ ସଂକଳ୍ପକୁ ନେଇ କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମ ବିରୋଧୀ କର୍ମଶାଳା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସଦଭାବନା ସଭାଗୃହରେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗଙ୍କ

ନୀଳାଦ୍ରି ବିଜେ ପରେ ପୁର୍ନବାର ରତ୍ନଭଣ୍ଡାର ଗଣତି

ପୁରୀ: ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପରିସରରେ ଗଜପତି ମହରାଜଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିଚାଳନା କମିଟି ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପରିଚାଳନା କମିଟି ଦେବସ୍ନାନ ପୂର୍ଣ୍ଣମୀ,ରଥଯାତ୍ରା

ଭଙ୍ଗା ଘରେ ବୃଦ୍ଧାଙ୍କ ଦୟନୀୟ ଜୀବନ : ସରକାରୀ ଆବାସ ଅପେକ୍ଷାରେ ନୀଳାବତୀ ମାଝୀ

ଉମରକୋଟ/ଝରିଗାଁ : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଖାଇରେପେଟ ଗ୍ରାମରେ ଜଣେ ଅସହାୟ ବୃଦ୍ଧା ଆଜିର ଦିନରେ ବି ମୌଳିକ ସୁବିଧାରୁ ବଞ୍ଚିତ ରହିଥିବା ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ୬୯ ବର୍ଷୀୟା ବୃଦ୍ଧା ନୀଳାବତୀ ମାଝୀ ଏକ ଭଙ୍ଗା କୁଡ଼ିଆରେ ଅତି ଦୟନୀୟ ଅବସ୍ଥାରେ ଦିନ କାଟୁଛନ୍ତି।

ବାଲିଗୁଡ଼ାରେ ସାମୂହିକ ଇସ୍ତଫା ଦେଲେ ବିଜେଡ଼ି କର୍ମୀ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲାର ବିଜେଡ଼ି ଦଳର ଉପସଭାପତି ଟୁନା ଦାଶ ଓ ଜିଲ୍ଲା ସାଧାରଣ ସଂପାଦକ ପ୍ରମୋଦ ସାହୁଙ୍କୁ ଦଳରୁ ନିଳମ୍ବିତ ପ୍ରତିବାଦରେ ଏକାଧିକ ନେତା ଇସ୍ତଫା ଦେଇଛନ୍ତି। ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ୫୪ଟି ପଞ୍ଚାୟତର ସଭାପତି, ଚାରୋଟି ବ୍ଲକର ସଭାପତି, ତିନୋଟି ବ୍ଲକର

ଯୋଡ଼ିଙ୍ଗା ପଞ୍ଚାୟତରେ ମନରେଗା ଅନିୟମିତତା ଅଭିଯୋଗ : ପ୍ରକଳ୍ପର ଭିଜିଲାନ୍ସ ତଦନ୍ତ ଦାବି କଲେ ଗ୍ରାମବାସୀ

ଉମରକୋଟ/ରାଇଘର : ଗ୍ରାମାଞ୍ଚଳର ବିକାଶ ଓ ଗରିବ ଲୋକଙ୍କୁ କର୍ମନିଯୁକ୍ତି ଯୋଗାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ 'ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା' (ମନରେଗା) କାର୍ଯ୍ୟକାରୀ ହେଉଥିବା ବେଳେ ଏହାର ସ୍ୱଚ୍ଛତାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି