Sign in
Sign in
Recover your password.
A password will be e-mailed to you.
ରାମଲଲାଙ୍କ ମଥାରେ ଝଲସିଲା ସୂର୍ଯ୍ୟ ତିଳକ
ରାମଲଲାଙ୍କ ହେଲା ସୂର୍ଯ୍ୟାଭିଷେକ। ମଥାରେ ଝଲସିଲା ସୂର୍ଯ୍ୟ ତିଳକ। ଗର୍ଭଗୃହରେ ଦିବ୍ୟ ରୂପରେ ଦର୍ଶନ ଦେଲେ ରାମଲଲା। ରାମନବମୀ ଅବସରରେ ଅଯୋଧ୍ୟାରେ ପ୍ରଭୁ ରାମଙ୍କ ବିଗ୍ରହର ସୂର୍ଯ୍ୟ ତିଳକ ହୋଇଛି। ଏହି ସମୟରେ ମନ୍ଦିର ଭିତରେ ଦେଖିବାକୁ ମିଳିଛି ଅଦ୍ଭୁତ ଦୃଶ୍ୟ।ବିଶ୍ୱାସ ଏବଂ ବିଜ୍ଞାନର!-->…
ଭୋଟିଂ ବେଳେ ବେଙ୍ଗଲ ରାଜ୍ୟପାଳଙ୍କୁ କୁଚବିହାର ମନା
କୋଲକାତା : ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋସ୍ଙ୍କୁ କୁଚବିହାର ଯିବାକୁ ମନା କରିଛନ୍ତି ନିର୍ବାଚନ କମିଶନ। ଭୋଟିଂ ବେଳେ ଏଠାକୁ ନ ଯିବାକୁ ନିର୍ବାଚନ କମିଶନ ତାଙ୍କୁ ପରାମର୍ଶ ଦେଇଛନ୍ତି। ଆସନ୍ତା ଏପ୍ରିଲ ୧୮ ଓ ୧୯ ତାରିଖ ଦିନ କୁଚବିହାର ଯାତ୍ରା ନକରିବାକୁ ରାଜ୍ୟପାଳଙ୍କୁ ଇସି!-->…
ଟିଏମ୍ସିର ୧୦ ପ୍ରତିଶ୍ରୁତି: ରଦ୍ଦ ହେବ ସିଏଏ ଆଇନ୍, ଲାଗୁ ହେବନି ୟୁସିସି
କୋଲକାତା : ଦେଶରେ ଲାଗୁ ହେବନି ୟୁନିଫର୍ମ ସିଭିଲ୍ କୋଡ ତଥା ୟୁସିସି। ସେହିପରି ସିଏଏ ଆଇନ୍ ମଧ୍ୟ ରଦ୍ଦ ହେବ। ଆଜି ନିଜ ନିର୍ବାଚନୀ ଘୋଷଣାପତ୍ର ଜାରି କରି ଏଭଳି କିଛି ପ୍ରତିଶ୍ରୁତି ଦେଇଛି ତୃଣମୂଳ କଂଗ୍ରେସ।ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଆରମ୍ଭ ହେବାକୁ ଆଉ ଦିନ ଥିବା ବେଳେ!-->…
‘ଅବକି ବାର୍ ୪୦୦ ପାର୍’ ସଫଳ ହେବ କି? କ’ଣ କହୁଛି ଜନମତ ସର୍ଭେ?
ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ସତ୍ତାରେ ରହିପାରେ ବିଜେପି, କିନ୍ତୁ ଦଳର 'ଅବକି ବାର୍ ୪୦୦ ପାର୍' ନାରା ବିଫଳ ହୋଇପାରେ ବୋଲି NDTV ଜନମତ ସର୍ଭେ ପ୍ରକାଶ କରିଛି। ସର୍ଭେ ରିପୋର୍ଟ ଅନୁସାରେ, ବିଜେପି ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଏନ୍ସ(NDA) ୫୪୩ ଆସନରୁ ୩୬୫ ଜିତିବ ବୋଲି!-->…
ଭାଜପା ପକ୍ଷରୁ ଚିତ୍ରକୋଣ୍ଡା ବିଧାନସଭା ବିଧାୟକ ଆସନ ହାତେଇଲେ ଡମ୍ବରୁ ଶୀଶା…
ମାଲକାନଗିରି :ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବିଧାନସଭା ବିଧାୟକ ଆସନ ପାଇଁ ବିଦ୍ଧିବଦ୍ଧ ଭାବେ ରାଜ୍ଯ ବିଜେପି ଡ଼ମ୍ବୁରୁ ଶୀସା ଙ୍କ ନାମ ଘୋଷଣା କରିଛି ରାଜ୍ୟ ବିଜେପି । ୨୦୦୯ ମସିହାରେ ଚିତ୍ରକୋଣ୍ଡା ବିଧାନ ସଭା ଆସନରୁ ବିଜେଡି ପକ୍ଷରୁ ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦ୍ବିତା କରି!-->!-->!-->…
ଏନ୍କାଉଣ୍ଟରରେ ୨୯ ନକ୍ସଲ ସଫା, ସର୍ଚ୍ଚ ଅପରେସନ୍ ଜାରି
ଭୁବନେଶ୍ବର/ମାଲକାନଗିରି: ସାଧାରଣ ନିର୍ବାଚନ-୨୦୨୪ ପାଇଁ ମତଦାନ ପୂର୍ବରୁ ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ପୁଣି ବଡ଼ଧରଣର ଏନ୍କାଉଣ୍ଟର ହୋଇଛି। କାଂକେର ଜିଲ୍ଲା ଛୋଟେବେଟିଆ ଥାନା କଲପର ଜଂଗଲରେ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି। ଏହି ଏନ୍କାଉଣ୍ଟରରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ!-->…
ଅଧାବାଟରେ ଅଟକିଲେ ପ୍ରଭୁ ଶ୍ରୀଲିଙ୍ଗରାଜ, ଆସନ୍ତାକାଲି ପୁଣି ଗଡ଼ିବ ରୁକୁଣା ରଥ
ଭୁବନେଶ୍ବର: ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ମଙ୍ଗଳବାର ସନ୍ଧ୍ୟାରେ ପାପନାଶିନୀ ଛକ ନିକଟରେ ଅଟକିଛି। ବିଧି ରହିଛି ସୂର୍ଯ୍ୟାସ୍ତ ପରେ ରଥ ଟଣା ହୁଏନି। ତେଣୁ ଅଧା ରାସ୍ତାରେରଥ ଅଟକିଛି। ଅଧଘଣ୍ଟା ବିଳମ୍ବରେ ନୀତିକାନ୍ତ ଆରମ୍ଭ ହୋଇ ଦେଢ଼ଘଣ୍ଟା ବିଳମ୍ବରେ ଗଡିଥିଲା ମହାପ୍ରଭୁ!-->…
ଦେଶୀ ବନ୍ଧୁକ ତିଆରି କାରଖାନା ଉପରେ ଚଢ଼ାଉ, ୨୨ ବନ୍ଧୁକ ଜବତ ଓ ୩ ଗିରଫ
ସମ୍ବଲପୁର : ସମ୍ବଲପୁର ପୋଲିସକୁ ମିଳିଛି ବଡ ସଫଳତା । ସମ୍ବଲପୁର ପୋଲିସ ବେଆଇନ ଭାବରେ ଦେଶୀ ବନ୍ଧୁକ ତିଆରି ହେଉଥିବା କାରଖାନା ଉପରେ ଚଢ଼ାଉ କରି ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ସମ୍ବଲପୁର ଏସପିଙ୍କ ନିର୍ଦ୍ଦେଶରେ ଜମନକିରା ପୋଲିସ ପକ୍ଷରୁ ବଡରମା ଘାଟି ଓ ବାସୁପାଲି ଠାରେ!-->…
ପ୍ରଧାନମନ୍ତ୍ରୀ ମୋଦି ସବୁଠାରୁ ବଡ଼ ଦୁର୍ନୀତିର ଓକିଲାତି କରୁଛନ୍ତି : ରାହୁଲ ଗାନ୍ଧି
ନିର୍ବାଚନୀ ବଣ୍ଡ ପ୍ରସଙ୍ଗରେ ପୁଣିଥରେ ସିଧାସଳଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରହୁଲ ଗାନ୍ଧି। ସବୁଠାରୁ ବଡ଼ ଦୁର୍ନୀତି କାଣ୍ଡକୁ ଠିକ ବୋଲି ପ୍ରମାଣିତ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଚେଷ୍ଟା କରୁଛନ୍ତି ବୋଲି ରାହୁଲ କହଛନ୍ତି।
!-->!-->!-->…
ଓଆରଏଚଡିସି ଦୁର୍ନୀତି ମାମଲା: ମୋକିମଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କଲେ ସୁପ୍ରିମକୋର୍ଟ
କଟକ: ଓଆରଏଚଡିସି ଦୁର୍ନୀତି ମାମଲାରେ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ସାମୟିକ ଆଶ୍ଵସ୍ତି । ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଆଶ୍ବସ୍ତି ପ୍ରଦାନ କଲେ ସୁପ୍ରିମକୋର୍ଟ । ଓଆରଏଚଡିସି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡ ହାଇକୋର୍ଟ କାଏମ ରଖିଥିଲେ ଏହାକୁ!-->…