ଝାରସୁଗୁଡ଼ାରେ କୋର୍ଟ ଛାତ ଉପରୁ ଡେଇଁ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ଝାରସୁଗୁଡ଼ା: ଛାତ ଉପରୁ ଡେଇଁ ଜଣେ କଏଦୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଝାରସୁଗୁଡ଼ା ଜିଲ୍ଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରୁଥିବାର ଘଟଣା ସାମ୍ନାକୁ ଆସିଛି। ଅଭିଯୁକ୍ତ ଜଣଙ୍କ ହେଲେ ବେଲପାହାଡ଼ ଥାନା ଅନ୍ତର୍ଗତ ଜୁନାଡ଼ିହି ଗାଁର ସନାତନ

ବିଜେଡିରେ ମିଶିଲେ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ ନେତା

ଭୁବନେଶ୍ୱର: ବିଜେଡ଼ିରେ ଯୋଗଦେଲେ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ । ଆଜି ଶଙ୍ଖଭବନ ଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ

SCBରୁ ଫେରାର୍ କଏଦୀଙ୍କ ଝୁଲନ୍ତା ମୃତଦେହ ଯାଜପୁରରୁ ଉଦ୍ଧାର

କଟକ ବଡ଼ ମେଡ଼ିକାଲରୁ ଫେରାର କଏଦୀଙ୍କ ମୃତଦେହ ଯାଜପୁର ଜିଲ୍ଲା କାଳିଆପାଣି ଥାନା ଅନ୍ତର୍ଗତ ଗିରିଙ୍ଗାମାଳି ଜଙ୍ଗଲରୁ ଉଦ୍ଧାର କରାଯାଇଛି। ମୃତ କଏଦୀ ଜଣଙ୍କ ହେଲେ ସ୍ଥାନୀୟ ଅଞ୍ଚଳର ଶୁକ୍ରା ମୁଣ୍ଡା। ଶୁକ୍ରା ଏକ ହତ୍ୟା ମାମଲାରେ ଦଣ୍ଡିତ ହୋଇ ଆଠଗଡ଼ ରାଧାରମଣପୁର ମଡେ଼ଲ ଜେଲରେ ଆଜୀବନ

ଉନ୍ନତିକରଣ ନେଇ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ ଉନ୍ନତିକରଣକୁ ନେଇ ଲୋକଙ୍କ ମତ ନେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ଭଏସ କଲ ଆଉ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ସହ କଥା ହେବା ସଙ୍ଗେ ସଙ୍ଗେ ସେମାନଙ୍କ ଅଞ୍ଚଳର ବିକାଶ କଥା ପଚାରି

ଶ୍ରୀମନ୍ଦିରରେ ଅଶୋକାଷ୍ଟମୀ ନୀତି ପାଳିତ

ପୁରୀ : ଶ୍ରୀମନ୍ଦିରରେ ଅଶୋକାଷ୍ଟମୀ । ଶ୍ରୀମନ୍ଦିରରେ ଶ୍ରୀଲୋକନାଥଙ୍କ ଅଶୋକାଷ୍ଟମୀ ନୀତି ପାଳିତ ହୋଇଛି । ଶ୍ରୀଲୋକନାଥ ହେଉଛନ୍ତି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ। ମହାପ୍ରଭୁଙ୍କ ଭଣ୍ଡାର ଗୃହରେ ଲୋକନାଥଙ୍କ ଚଳନ୍ତି ପ୍ରତିମା ପୂଜା ପାଇଥାନ୍ତି। ମହାପ୍ରଭୁଙ୍କ ସକାଳ ଧୂପ

ଅଭିଷେକ ବାନାର୍ଜୀଙ୍କ ବିରୋଧରେ ଅଭିଜିତ ଦାସଙ୍କୁ ପ୍ରାର୍ଥୀ କଲା ବିଜେପି

ଅନେକ ମାନସମନ୍ଥନ ପରେ ଶେଷରେ ବିଜେପି ପଶ୍ଚିମବଙ୍ଗର ଡାଇମଣ୍ଡ ହାର୍ବର ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଏଠାରେ ଅଭିଜିତ ଦାସ ବବୀ ବିଜେପିର ଲୋକସଭା ପ୍ରାର୍ଥୀ ହୋଇଛନ୍ତି। ତାଙ୍କର ଲଢ଼େଇ ଟିଏମସିର ଅଭିଷେକ ବାନାର୍ଜୀଙ୍କ ସହ ହେବ। ଅଭିଷେକ ହେଉଛନ୍ତି ଡାଇମଣ୍ଡ ହାର୍ବର୍‌ର

ବିଜେପିରେ ଯୋଗଦେଲେ ତେଲକୋଇର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

ଭୁବନେଶ୍ବର: ବିଜେପିରେ ଯୋଗଦେଲେ ତେଲକୋଇର ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ । ସେ ପ୍ରାର୍ଥୀ ପାଇଁ ଆଶାୟୀ ଥିବାବେଳେ, ଦଳ ଟିକେଟ୍ ନଦେବାରୁ ବେଦବ୍ୟାସ ଅସନ୍ତୁଷ୍ଟ ଥିଲେ । ସେନେଇ ବେଦବ୍ୟାସ ନିକଟରେ ବିଜେଡି ଛାଡିଥିଲେ । ଆଜି ବିଜେପି ରାଜ୍ୟ କାର୍ଯ୍ୟଳୟରେ ବେଦବ୍ୟାସ ସହ ଶହଶହ

ଆଇଏଏସ୍ ପରୀକ୍ଷାରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ବାଜିମାତ୍

ଭୁବନେଶ୍ବର/ତାଳଚେର: ଲୋକ ସେବା ଆୟୋଗ (ୟୁପିଏସ୍‌ସି) ଦ୍ବାରା ପରିଚାଳିତ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ପରୀକ୍ଷା ୨୦୨୩ ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ଆଦିତ୍ୟ ଶ୍ରୀବାସ୍ତବ ଏବଂ ଓଡ଼ିଶାର ଅନିମେଷ ପ୍ରଧାନ ଯଥାକ୍ରମେ ପ୍ରଥମ ଏବଂ ଦ୍ବିତୀୟ ସ୍ଥାନରେ ରହିଛନ୍ତି। ସେହିପରି ତୃତୀୟ

ଦୁର୍ନୀତି ଅର୍ଥ ହେରଫେର ଅଭିଯୋଗରେ ଚାରି ଶିକ୍ଷକଙ୍କୁ ଭିଜିଲାନ୍ସ ନୋଟିସ

ଫୁଲବାଣୀ : ମାତ୍ରାଧିକ ଦୁର୍ନୀତି ଓ ଅର୍ଥ ହେରଫେର ଅଭିଯୋଗ ରେ ଭିଜିଲାନ୍ସ ବିଭାଗ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ପିପଲମାଳସରକାରୀ ଉପ୍ରା ବିଦ୍ୟାଳୟର ଚାରି ଜଣ ଶିକ୍ଷକ ଙ୍କ ବିରୁଦ୍ଧରେ ନୋଟିସ ଜାରି କରିଛି l ସେମାନେ ହେଲେ ଅଶୋକ କୁମାର ମୁଦୁଲି,ଶରତ ଚନ୍ଦ୍ର ସାହୁ,ସନାତନ