ମହିଳା କମାଣ୍ଡୋଙ୍କୁ ହତ୍ୟା କଲା ସ୍ବାମୀ

ନୂଆଦିଲ୍ଲୀ : ଦିଲ୍ଲୀ ପୋଲିସରେ କର୍ତ୍ତବ୍ୟରତ ୨୭ ବର୍ଷୀୟ ଜଣେ ମହିଳା କନଷ୍ଟେବଳଙ୍କୁ ହତ୍ୟା । ମହିଳା କମାଣ୍ଡୋଙ୍କୁ ତାଙ୍କ ସ୍ବାମୀ ଯୌତୁକ ପାଇଁ ହତ୍ୟା କରିଥିବା ଜଣାପଡିଛି । ସେ ସ୍ପେଶାଲ ଓ୍ୱିପନ୍ ଆଣ୍ଡ୍ ଟାକ୍ଟିଟିକ୍ସ ବା ସ୍ୱାଟରେ ନିୟୋଜିତ ହୋଇଥିଲେ । ମଙ୍ଗଳବାର ଏକ ଘରୋଇ

କଲମ୍ବିଆରେ ବିମାନ ଦୁର୍ଘଟଣା, ୧୫ ମୃତ

ଭେନେଜୁଏଲା : କଲମ୍ବିଆରେ ମର୍ମନ୍ତୁଦ ବିମାନ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ସରକାରୀ ଏୟାରଲାଇନ୍ସ Satena ର ‘Beechcraft 1900’ ଟ୍ୱିନ୍-ପ୍ରୋପେଲର୍ ବିମାନ ଦୁର୍ଘଟଣାଗସ୍ତ ହୋଇଛି । ବିମାନଟି କୁକୁଟା ରୁ ଓକାନା ଅଭିମୁଖେ ଯାଉଥିବା ବେଳେ ‘ଲା ପ୍ଲାୟା ଡେ

ଦିଲ୍ଲୀର ୪ଟି ଘରୋଇ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଦିଲ୍ଲୀର ଚାରୋଟି ଘରୋଇ ସ୍କୁଲକୁ ଇମେଲ୍ ମାଧ୍ୟମରେ ବୋମା ଧମକ ମିଳିଛି । ଘଟଣା ସମ୍ପର୍କରେ ପୋଲିସ ସୂଚନା ପାଇବା ପରେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡିଛି । କିନ୍ତୁ ଏପର୍ଯ୍ୟନ୍ତ ସୁଦ୍ଧା କୌଣସି ସନ୍ଦେଜନକ ଜିନିଷ ମିଳିନାହିଁ । ସୂଚନାନୁଯାୟୀ, ଦିଲ୍ଲୀ

ନିଖୋଜ ହେବାର ୨୪ ଘଣ୍ଟା ଭିତରେ ୩ ବର୍ଷର ନିଖୋଜ ଶିଶୁକୁ ଉଦ୍ଧାର କଲା ପୋଲିସ

ବାଲିଗୁଡା, ତା, ୨୯/୦୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଜରିଘାଟି ର ମାଣ୍ଡିଆ ପଦର ଗ୍ରାମରୁ ବୁଧବାର ଦିନ ଏକ ୩ ବର୍ଷ ର ଶିଶୁ ନିଖୋଜ ହୋଇଯାଇଥିଲେ l ଏହି ଖବର ଗ୍ରାମରେ ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳ ରେ କୋକୁଆ ଭୟ ସୃଷ୍ଟି ହୋଇଥିଲା l ଘଟଣା ରୁ

ରାଜ୍ୟ ସରକାରଙ୍କ ଏସସି, ଏସଟି ପଦୋନ୍ନତି ସଂରକ୍ଷଣ ନିର୍ଦ୍ଦେଶ ଅସିଦ୍ଧ ଘୋଷିତ

କଟକ : ପଦୋନ୍ନତିରେ ଏସ୍.ସି ଓ ଏସ୍.ଟି ସଂରକ୍ଷଣ ନେଇ ଓଡିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ । ରାଜ୍ୟ ସରକାରଙ୍କ ଏସସି, ଏସଟି ପଦୋନ୍ନତି ସଂରକ୍ଷଣ ନିର୍ଦ୍ଦେଶକୁ ଅସିଦ୍ଧ ଘୋଷଣା କଲେ ଓଡିଶା ହାଇକୋର୍ଟ । ମାନ୍ୟବର ବିଚାରପତି ଜଷ୍ଟିସ ବିରଜା ପ୍ରସନ୍ନ

ଭିଜିଲାନ୍ସ ଜାଲରେ ଏସସିବି ଡାକ୍ତର

କଟକ : ଭିଜିଲାନ୍ସ ଜାଲରେ ଏସସିବି ଡାକ୍ତର । ୨ ଲକ୍ଷ ୬୩ ହଜାର ଟଙ୍କା ସହିତ ଧରିଲା ଭିଜିଲାନ୍ସ । ଡାକ୍ତର ହେଲେ ହେପାଟୋଲୋଜି ଆସୋସିଏଟ ପ୍ରଫେସର ଡାକ୍ତର ସନାତନ ବେହେରା । ଏହି ଟଙ୍କା ବେନିୟମରେ ଆଦାୟ କରିଥିଲେ ଡାକ୍ତର ସନାତନ ବେହେରା । ଏ ନେଇ ଖବର ପାଇ ଭିଜିଲାନ୍ସ ଟିମ ପ୍ରସ୍ତୁତ ଥିଲା

ଉତ୍ତର ଘୁମୁସର ବନଖଣ୍ଡରେ କୃଷ୍ଣସାର ମୃଗ ଗଣନା

ଭଂଜନଗର : ଗଂଜାମ ଜିଲ୍ଲା ଭଂଜନଗର – ଉତ୍ତର ଘୁମୁସର ବନଖଣ୍ଡରେ ବିଶ୍ବ ବିରଳ ବନ୍ୟପ୍ରାଣୀ କୃଷ୍ଣସାର ମୃଗ ଗଣନା ଆରମ୍ଭ ହୋଇଛି । ବିଭାଗୀୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ବନଖଣ୍ଡର ମୁଜାଗଡ, ତାରାସିଙ୍ଗି, ଜଗନ୍ନାଥପ୍ରସାଦ ଏବଂ କେନ୍ଦ୍ରୀୟ ବନାଞ୍ଚଳରେ ୧୮ଟି ଟିମକୁ ନେଇ ଗଣନା ଆରମ୍ଭ ହୋଇଛି ।

ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ…

ବ୍ରହ୍ମପୁର : ଏକ ଗଣଦୁଷ୍କର୍ମ ମାମଲାର ବିଚାର କରି ବ୍ରହ୍ମପୁର ପୋକ୍ସୋ ସ୍ୱତନ୍ତ୍ର ଜଜ୍ ପ୍ରଣତି ପଟନାୟକ ୬ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ।  ଅଭିଯୁକ୍ତମାନେ ହେଲେ ରୁତୁନ୍ କୁମାର ଦାସ, ରୁଦ୍ର ଜେନା, ଅଭିଳାଶ ପଲେଇ, ଜୁମନ୍ ଗୌଡ଼, ଆକାଶ ନାୟକ ଓ ଓଁମକାର ।

ବିଚ୍ ରାସ୍ତାରେ ଯୁବକଙ୍କ ଆତଙ୍କରାଜ, ଖଣ୍ଡା ଧରି ମାଗୁଛନ୍ତି ଟଙ୍କା

ବ୍ରହ୍ମପୁର: ବିଚ୍ ରାସ୍ତାରେ ଖଣ୍ଡା ଧରି ଯୁବକଙ୍କ ଆତଙ୍କରାଜ । ଟଙ୍କା ମାଗୁଛନ୍ତି ନହେଲେ ହାଣିବେ ବୋଲି ଧମକ ଦେଉଛନ୍ତି । ବ୍ରହ୍ମପୁର ସୁବାରାଓ ଛକ ନିକଟରେ ଏପରି ଏକ ଘଟଣାର ଭିଡ଼ିଓ ସିସିଟିଭିରେ କଏଦ ହୋଇଛି । ଯେଉଁଥିରେ ଦେଖିବାକୁ ମିଳିଛି ଏକ ଲଜ ସମ୍ମୁଖର ୩ଜଣ ଦୁର୍ବୁତ୍ତ ଗୋଟିଏ

ଡାହାଣୀ ସନ୍ଦେହରେ ମା’କୁ ହତ୍ୟା କଲା ପୁଅ

ମୟୂରଭଞ୍ଜ: ଅନ୍ଧ ବିଶ୍ୱାସର କରୁଣ ପରିଣତି । ଡାହାଣୀ ସନ୍ଦେହରେ ଜନ୍ମକଲା ମା’କୁ କଟୁରୀରେ ହାଣି ହତ୍ୟା କଲା ଜହ୍ଲାଦ ପୁଅ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଭଳିଆଡ଼ିହା ପଞ୍ଚାୟତ କଲରାଫୁଲିଆ ଗାଁରେ ଏହି ଘଟଣା ଘଟିଛି । ଅଭିଯୁକ୍ତ ପୁଅ ତପନ ସିଂ ଗିରଫ । ମୃତ ମାଆ ହେଲେ ରାଇମଣି ସିଂ