ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାପାଳଙ୍କ ପାଇଁ ନିର୍ଦ୍ଦେଶାନାମା ଜାରି କରିଛନ୍ତି ଏସଆରସି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲା ପାଇଁ ଜାରି ହୋଇଛି ନିର୍ଦ୍ଦେଶନାମା । ଦିନ ୧୧ଟାରୁ…

ଯେତେ ଶୀଘ୍ର ଜଣେ ଉପରକୁ ଉଠିବ, ସେତେଶୀଘ୍ର ଖସିବ: ଅମର ଶତପଥୀ

ଭୁବନେଶ୍ୱର: ବିଜେଡିର ପୂର୍ବତନ ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ ବିଜେଡି ଭିତରେ ନେତାଙ୍କ ବିରୋଧ ଥମିବାର ନାମ ନେଉନାହିଁ | ବିଜେଡିର ପରାଜୟ ପରେ ଏବେ ବିଜେଡି ନେତା ଅମର ଶତପଥୀ କହିଛନ୍ତି ଯେ ପାଣ୍ଡିଆନ କେବେ ରାଜନୀତିରେ ନଥିଲେ। ହଠାତ୍ ଉତ୍ଥାନ ହେଲେ ଶୀଘ୍ର ପତନ ମଧ୍ୟ ହୋଇଥାଏ।…

ମୋଦି ୩.୦ ସରକାରର ପ୍ରଥମ କ୍ୟାବିନେଟ: ନିର୍ମାଣ ହେବ ଆଉ ୩ କୋଟି ଘର

ନୂଆଦିଲ୍ଲୀ : ମୋଦି ୩.୦ ସରକାରର ପ୍ରଥମ କ୍ୟାବିନେଟ୍‌ରେ ହୋଇଛି ବଡ଼ ନିଷ୍ପତ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦେଶରେ ଆଉ ୩ କୋଟି ଘର ନିର୍ମାଣ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି କ୍ୟାବିନେଟ ବୈଠକ ବସିଥିଲା। ରବିବାର ଶପଥ…

ବଡ଼ଦାଣ୍ଡରୁ ହଟିଲା AC ଟନେଲ୍‌, ଖୋଲିଲା ବ୍ୟାରିକେଡ୍‌

ପୁରୀ : ଜୁନ ୨୨ ତାରିଖରେ ପଡ଼ୁଛି ଦେବସ୍ନାନ ପୂର୍ଣ୍ଣିମା। ଆଉ ଜୁଲାଇ ୭ ତାରିଖ ପଡ଼ିବ ମହାପ୍ରଭୁଙ୍କ ଘୋଷଯାତ୍ରା। ସେଥିପାଇଁ ପୁରୀ ବଡ଼ଦାଣ୍ଡରେ ନିର୍ମାଣ ହୋଇଥିବା ଏସି ଟନେଲ୍‌ ସେଡକୁ ହଟା ଯାଉଛି। ଏଥିରେ ଲାଗିଥିବା ଏୟାରକଣ୍ଡିସନ୍‌ ମେସିନକୁ ଖୋଲାଯାଇଛି। ବ୍ୟାରିକେଡ କଢା ଯାଉଛି। ଆଗାମୀ…

ରାସ୍ତାରେ ଯିବା ବେଳେ ମହିଳାଙ୍କୁ କଚାଡ଼ି ଦେଲା ହାତୀ

ଦେବଗଡ଼ : ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ଆହାତ ହୋଇଛି। ଗୁରୁତର ମହିଳା ଜଣଙ୍କ ହେଲେ ମନ୍ଦାକିନୀ ବେହେରା। ଘଟଣାଟି ହେଉଛି ଦେବଗଡ଼ ବନଖଣ୍ଡ ରିଆମାଳ ବନାଞ୍ଚଳ ସିଆରିମାଳିଆ ଗାଁରେ।ଆଜି ସକାଳେ ସିଆରିମାଳିଆ ଗାଁରେ ୧୧ ଟିକିଆ ହାତୀ ପଲ ପଶି ଯାଇଥିଲେ। ସେଇ ରାସ୍ତା ଦେଇ ମନ୍ଦାକିନୀ…

ଶପଥ ନେଲେ ପ୍ରେମ ସିଂହ ତମାଙ୍ଗ, କ୍ରମାଗତ ଦ୍ୱିତୀୟ ଥର ପାଇଁ ହେଲେ ମୁଖ୍ୟମନ୍ତ୍ରୀ

ଗାଙ୍ଗଟକ : ସିକ୍କିମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ପ୍ରେମ ସିଂହ ତମାଙ୍ଗ। ଆଜି ସିକ୍କିମର ପାଲଜୋର ଷ୍ଟାଡିୟମରେ ଆୟୋଜିତ ସମାରୋହରେ ଶପଥ ଗ୍ରହଣ କରିଛନ୍ତି ତମାଙ୍ଗ। ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।ଏହି ଶପଥ ଗ୍ରହଣ ସହ ସିକ୍କିମ…

କାୟା ମେଲାଇଲାଣି ଡେଙ୍ଗୁ, ୨୩୫ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କାୟା ମେଲାଇଲାଣି ଡେଙ୍ଗୁ। ଚଳିତ ବର୍ଷ ରାଜ୍ୟରେ ଚିହ୍ନଟ ହେଲେଣି ୨୩୫ ଜଣ ଡେଙ୍ଗୁ ରୋଗୀ। ସେଥିମଧ୍ୟରୁ ଗତକାଲି ଆସିଛି ୩ଟି କେସ୍‌। ପୁରୀରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ଜଣେ ଚିହ୍ନଟ ହୋଇଛନ୍ତି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର…

ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ

ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଦଳ ଛାଡ଼ିଥିବା କାରଣ ଦର୍ଶାଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଚିଠି ଲେଖିଛନ୍ତି। ସେ ନିଜକୁ ଦଳର…

୧୨ ତାରିଖ ଅପରାହ୍ଣ ୪ଟା ୪୫ ମିନିଟରେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ: ଯୋଗ ଦେବେ ପ୍ରଧାନମନ୍ତ୍ରୀ…

ଭୁବନେଶ୍ବର: ବୁଧବାର (ଜୁନ୍ ୧୨ ତାରିଖ) ଅପରାହ୍ଣ ୪ଟା ୪୫ ମିନିଟ ସମୟରେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ। ଏନେଇ ପୁଲିସ କମିସନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।ତାଙ୍କ ସୂଚନା ଅନୁଯାୟୀ,…

ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ସମାରୋହରେ ବହୁ ପଡୋଶୀ ଦେଶର ନେତା ଆସିଥିଲେ କିନ୍ତୁ ସର୍ବାଧିକ ଆଲୋଚନା ହେଉଥିବା ବ୍ୟକ୍ତି ହେଉଛନ୍ତି ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁ। ଶପଥ ଗ୍ରହଣ ସମାରୋହ ପରେ ରାଷ୍ଟ୍ରପତିଙ୍କ ଦ୍ୱାରା ଆୟୋଜିତ ରାତ୍ରଭୋଜନ ଟେବୁଲରେ…