Sign in
Sign in
Recover your password.
A password will be e-mailed to you.
ନଳକୂପ ଅଚଳ : ଚୁଆପାଣି ପିଉଛନ୍ତି ପାଇବରସାହି ଗ୍ରାମବାସୀ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଳକ ସାରଙ୍ଗଗଡ଼ ପଞ୍ଚାୟତର ୧୬ ନମ୍ବର ୱାର୍ଡ଼ ପାଇବରସାହି ଗ୍ରାମରେ ଜଳଯନ୍ତ୍ରଣା ଦେଖାଦେଇଛି। ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ୬ କିଲୋମିଟର ଦୂରରେ ଥିବା ଏହି ଗାଁର ଜନସଂଖ୍ୟା ୨୦୦ରୁ ଊର୍ଦ୍ଧ, ଗ୍ରାମରେ ଏକମାତ୍ର!-->…
ଛାତ୍ରଛାତ୍ରୀଙ୍କୁ ରାହୁଲ କହିଲେ, ‘ମୁଁ ସଂସଦରେ ଆପଣଙ୍କ ସ୍ୱର ହେବି’!
ନୂଆଦିଲ୍ଲୀ: ନିଟ-ୟୁଜି ମେଡିକାଲ ପ୍ରବେଶିକା ପରୀକ୍ଷା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧି ରବିବାର ପ୍ରଧାନମନ୍ତ୍ରୀ ଭାବେ ମନୋନୀତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ପରୀକ୍ଷାରେ ଅନିୟମିତତା ଯୋଗୁଁ ୨୪ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ସେ ତୃତୀୟ ଥର!-->…
ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ବସ ଦୁର୍ଘଟଣାଗ୍ରସ୍ତ, ୧୦ ଜଣଙ୍କର ମୃତ୍ୟୁ: ଆତଙ୍କବାଦୀଙ୍କ ହାତ ଥିବା ସନ୍ଦେହ
ଶ୍ରୀନଗର: ରବିବାର ଦିନ ଜମ୍ମୁକଶ୍ମୀରରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ଘାଟି ତଳକୁ ଖସିପଡିଛି | ଜମ୍ମୁକାଶ୍ମୀରର ରିୟାସି ଜିଲ୍ଲାରେ ଏହି ଦୁର୍ଘଟଣା ହୋଇଛି | ପ୍ରାରମ୍ଭିକ ଖବର ଅନୁଯାୟୀ, ଆତଙ୍କବାଦୀମାନେ ବସ୍ ଉପରେ ଗୁଳି ଚଳାଇଥିଲେ, ପରେ ବସ୍ ଦୁର୍ଘଟଣାର!-->…
ନୂଆପଡ଼ା ଜିଲ୍ଲାରେ ପିଆଜ ଗୋଦାମ ପାଲଟିଛି ଗୁହାଳ, ଚାଷୀ ପାଉନି ଉଚିତ ମୂଲ୍ୟ
ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ପିଆଜର ଅଭାବୀ ବିକ୍ରି ଚାଲିଛି। ଏପଟେ ଚାଷୀ ପିଆଜ ଚାଷ ପାଇଁ ଗୁରୁତ୍ବ ଦେଇ ଜୋର୍ସୋର୍ରେ ପିଆଜ ଅମଳ କରିଚି। ହେଲେ ଜିଲ୍ଲା ପ୍ରଶାସନ ପକ୍ଷରୁ ପିଆଜ ପାଇଁ ସଂରକ୍ଷଣ ବ୍ୟବସ୍ଥା ଯେଉଁ ପରିମାଣରେ ହେବା କଥା ହୋଇ ନାହିଁ। ଜିଲ୍ଲାରେ ୨୦୨୩-୨୪ରେ ୧୫ଟି ପିଆଜ!-->…
ଓଡ଼ିଶା ଖଦି ବୋର୍ଡ ସଭାପତି ପଦରୁ ସଂଗ୍ରାମ ପାଇକରାୟଙ୍କ ଇସ୍ତଫା
ଭୁବନେଶ୍ୱର: ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବିଭାଗ ବୋର୍ଡର ସଭାପତି ପଦରୁ ରବିବାର ସଂଗ୍ରାମ କେଶରୀ ପାଇକରାୟ ଇସ୍ତଫା ଦେଇଛନ୍ତି । ସେ ପ୍ରଥମେ ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବିଭାଗରେ ୩୧ ଆଗଷ୍ଟ ୨୦୧୯ ରୁ ୫ ଜୁନ ୨୦୨୨ ପର୍ଯ୍ୟନ୍ତ ଇନଚାର୍ଜ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ । ପରବର୍ତ୍ତୀ!-->…
ମୋଦୀଙ୍କ ନୂଆ କ୍ୟାବିନେଟ୍ରେ ସ୍ଥାନ ପାଇଲେ ଧର୍ମେନ୍ଦ୍ର, ଜୁଏଲ୍ଙ୍କ ସହିତ ଅଶ୍ବିନୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ତୃତୀୟ ପାଳିରେ ଓଡ଼ିଶାକୁ ଗୁରୁତ୍ବ ଦେଇଛନ୍ତି। ସେ ନିଜ କ୍ୟାବିନେଟ୍ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ ତିନି ଜଣଙ୍କୁ ସ୍ଥାନ ଦେଇଛନ୍ତି। ଏଥିରେ ଅଛନ୍ତି ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ, ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ ଓ ରାଜ୍ୟସଭା!-->…
ମୋଦୀ କ୍ୟାବିନେଟରେ ସାମିଲ ହେଲେ ସବୁଠୁ କମ୍ ବୟସ୍କ ସାଂସଦ ରାମମୋହନ ନାଇଡୁ
ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ପରେ ଏବେ ଦେଶରେ ନୂଆ ସରକାର ‘ମୋଦୀ ୩.୦’ ର ଶପଥ ଗ୍ରହଣ ହୋଇସାରିଛି । ସନ୍ଧ୍ୟା ୭ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ମୋଦୀ ଶପଥ ଗ୍ରହଣ କରିଛନ୍ତି । ମୋଦୀଙ୍କ ସହିତ ତାଙ୍କ କ୍ୟାବିନେଟ୍ ମନ୍ତ୍ରୀମାନେ ମଧ୍ୟ ଶପଥ ନେଇଛନ୍ତି । ତେବେ ମେଣ୍ଟ ସରକାରରେ ନୂଆ ମୁହଁ!-->…
କେନ୍ଦୁପତ୍ର ଗୋଦାମରେ ଲାଗିଲା ନିଆଁ
ମାଲକାନଗିରି: ମାଲକାନଗିରି ସଦର ବ୍ଲକ ଏମଭି-୩ ଗ୍ରାମ ନିକଟସ୍ଥ କେନ୍ଦୁପତ୍ର ଗୋଦାମରେ ଲାଗିଲା ନିଆଁ। ଗତକାଲି ବିଳମ୍ବିତ ରାତିରେ ଅଚାନକ କେନ୍ଦୁପତ୍ର ଗୋଦାମରେ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ସମ୍ପୂର୍ଣ୍ଣ ଗୋଦାମ ପୋଡିଯାଇଥିଲା। ଅଗ୍ନିଶମ ସେବା ଭାରପ୍ରାପ୍ତ ଅଧିକାରୀ କମଳ ଗୌଡ଼ ତଥା!-->…
ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ
ଭୁବନେଶ୍ବର: ବିଜେଡିର ବରିଷ୍ଠ ନେତା ତଥା କନ୍ଧମାଳର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଇଛନ୍ତି। ରବିବାର ଏନେଇ ଘୋଷଣା କରିଛନ୍ତି ଅଚ୍ୟୁତ ସାମନ୍ତ। ଜୁନ୍ ୯ ତାରିଖରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି।ଶ୍ରୀ ସାମନ୍ତ କହିଛନ୍ତି, ଗତକାଲି!-->…
ମୋଦୀ ସରକାର ୩.0 : ଶପଥ ନେଲେ ଶାହ, ରାଜନାଥ, ଗଡକରୀ
ନୂଆଦିଲ୍ଲୀ : ଆରମ୍ଭ ହୋଇଛି ମୋଦି ସରକାରଙ୍କ ତୃତୀୟ ଇନିଂସ । ଆଜି ସଂଧ୍ୟା ୭ଟା ୧୫ ମିନିଟରେ ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।!-->…