ମାଥିଲି ଥାନା ପୋଲିସଦ୍ଵାରା ଜଣେ ଗଞ୍ଜେଇ ଚାଲାଣକାରୀ ଗିରଫ

ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଥାନାର କର୍ମଚାରୀମାନେ ଛତିଶଗଡ଼ ସୀମାନ୍ତ ମୁଣ୍ଡାଗୁଡା ଫାଣ୍ଡି ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ଜଣେ ଯୁବକର ଚାଲି ଚଳନ ଉପରେ ସନ୍ଧେହ କରି ପୋଲିସ କର୍ମୀମାନେ ଯୁବକକୁ ଅଟକାଇ ଯାଞ୍ଚ କରିଥିଲେ । ଯାଞ୍ଚ ବେଳେ ଯୁବକ ଜଣଙ୍କ ଧରିଥିବା

ହାତ ଧରିଲେ ଅସିତ୍ ପଟ୍ଟନାୟକ

ଭୁବନେଶ୍ବର: ହାତ ଧରିଲେ ପୂର୍ବତନ ମନ୍ତ୍ରୀ ଯୁଗଳ ପଟ୍ଟନାୟକଙ୍କ ପୁଅ ଅସିତ୍ ପଟ୍ଟନାୟକ । ନିଜ ସମର୍ଥକଙ୍କ ସହ ଆସି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ କଂଗ୍ରେସରେ ମିଶିଲେ ଅସିତ୍ । ଅସିତ୍ ବର୍ତ୍ତମାନ ଭଦ୍ରକ ଜିଲ୍ଲା ବିଜେଡି ଉପସଭାପତି ତଥା ବର୍ତ୍ତମାନ

ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଶୋକବାର୍ତ୍ତାରେ କହିଛନ୍ତି, ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ

ବିଦ୍ୟାଳୟ ଶ୍ରେଣୀଗୃହର ପୁନଃ ଉଦ୍ଧାର ସହ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଜିଲ୍ଲା ପ୍ରଶାସନର ଦ୍ଵାରସ୍ଥ ହେଲେ ଅଭିଭାବକ…

ମାଲକାନଗିରି : ମାଲକାନଗିରି ଜିଲ୍ଲା ବାଲିମେଳା ସହରର ୱାର୍ଡ ନମ୍ବର ୧୨ରେ ଥିବା ପ୍ରାଥମିକ ବିଦ୍ୟାଳୟଟି ଦୀର୍ଘ ବର୍ଷ ହେବ ଶୋଚନୀୟ ପରିସ୍ଥିତି ଦେଇ ଗତି କରୁଥିବା ବେଳେ ଏହାର ମରାମତି ସହ ଉନ୍ନତି କରଣ ପାଇଁ ଜିଲ୍ଲା ପ୍ରଶାସନର ଦ୍ୱାରସ୍ତ ହୋଇଛନ୍ତି ଅଭିଭାକ ଓ ସମାଜସେବି । ମିଳିଥିବା

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା

ଭୁବନେଶ୍ବର: ବିଜେପିରେ ଯୋଗ ଦେଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ସେ ଦଳରେ ସାମିଲ ହୋଇଛନ୍ତି । କୈଳାଶ କୁଲେସିକାଙ୍କୁ ଏଥର ଲକ୍ଷ୍ମୀପୁର ପାଇଁ ଟିକେଟ୍ ଦେଇନି ବିଜେଡି

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରକୁ ଶିବରାମ ଆକ୍ଵା ଗାର୍ଡ଼ ପ୍ରଦାନ କଲେ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ର ଛାତ୍ରୀ ମାନଙ୍କୁ ଶୁଦ୍ଧ ପାଣି ଯୋଗାଇବା ନେଇ ଏକ ଆକ୍ଵା ଗାର୍ଡ଼ ପ୍ରଦାନ କରିଛନ୍ତି ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ,ଭୁବନେଶ୍ବର ସ୍ଥିତ ଶ୍ରୀରାମ ପ୍ରଭାତ ଶାଖାର ସ୍ଵୟଂ ସେବକ ତଥା ଇଣ୍ଡିଆନ

ଜମ୍ମୁ ଓ କଶ୍ମୀର ଫେରିପାଇବ ରାଜ୍ୟ ମାନ୍ୟତା, ହେବ ବିଧାନସଭା ନିର୍ବାଚନ: ପ୍ରଧାନମନ୍ତ୍ରୀ

‘ଖୁବ୍‌ଶୀଘ୍ର ଜମ୍ମୁ ଓ କଶ୍ମୀର ରାଜ୍ୟ ମାନ୍ୟତା ଫେରି ପାଇବ। ତା’ପରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ।’ ଆଜି ଜମ୍ମୁ ଓ କଶ୍ମୀରର ଉଧମପୁରରେ ଏକ ନିର୍ବାଚନୀ ସଭାରେ ଯୋଗ ଦେବା ଅବସରରେ ଏହି କଥା କହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ କହିଥିଲେ, ମୋଦି ଟିକେ ଦୂର ଚିନ୍ତା

ଚନ୍ଦନେଶ୍ୱର ଚଡ଼କ ମେଳାରେ ଅଘଟଣ, ଜଣେ ମହିଳା ବ୍ରତଧାରୀଙ୍କ ମୃତ୍ୟୁ

ଜଳେଶ୍ୱର : ବାଲେଶ୍ବର ଜିଲ୍ଲା ଚନ୍ଦନେଶ୍ୱର ଚଡ଼କ ମେଳାରେ ବଡ଼ ଅଘଟଣ ଘଟିଛି । ଚଡକ ଯାତ୍ରାରେ ସମୟରେ ଜଣେ ମହିଳା ବ୍ରତଧାରୀଙ୍କ ମୃତ୍ଯୁ ହୋଇଛି । ମୃତକ ହେଲେ ପଶ୍ଚିମବଙ୍ଗ ରାଜ୍ୟର ପୂର୍ବ ମେଦିନୀପୁର ଜିଲ୍ଲା ଖଡ଼ଗପୁର ଥାନା ଅନ୍ତର୍ଗତ ଗୁମୁରିଆପାଲ ଗ୍ରାମର ତୁଳସୀ ମିର୍ଦ୍ଧା ।

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ

କଟକ: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । ଫୁସଫୁସ୍‌ ଜନିତ ସମସ୍ୟାରେ ପୀଡ଼ିତ ଥାଇ କିଛି ଦିନ ହେବ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା । ସେ ଭୋଗରାଇର ପୂର୍ବତନ ବିଧାୟିକା ତଥା ପୂର୍ବତନ ଥିଲେ ।

ବାଲିଗୁଡ଼ାରେ ପହଞ୍ଚିଲା ଇଭିଏମ୍ ଓ ଭିଭି ପ୍ୟାଟ୍ ମେସିନ

ବାଲିଗୁଡ଼ା : ସାଧାରଣ ନିର୍ବାଚନ ପାଇଁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ପହଁଚିଲା ଇଭିଏମ୍ ଓ ଭିଭି ପ୍ୟାଟ୍ ମେସିନ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଓ ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀ ପାଇଁ ବାଲିଗୁଡା ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଦୁଇଟି ଷ୍ଟ୍ରଙ୍ଗ୍