Sign in
Sign in
Recover your password.
A password will be e-mailed to you.
ପ୍ରତାପ ଷଡ଼ଙ୍ଗୀଙ୍କ ବିରୋଧରେ ଲେଖାଶ୍ରୀ
ଭୁବନେଶ୍ବର : ବାଲେଶ୍ୱର ଲୋକସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳ ଏଠାରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ କରିଛି। ନିକଟରେ ସେ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ମିଶିଥିଲେ।ବିଜେପି ବାଲେଶ୍ୱରରୁ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ପୁଣି ପ୍ରାର୍ଥୀ କରିଛି। ଏଣୁ ଏଥର!-->…
ବିଧାୟକ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ସଭ୍ୟ ପଦ ରଦ୍ଦ
ଭୁବନେଶ୍ବର : ନିକଟରେ ବିଜେଡି ଛାଡ଼ି ବିଜେପିରେ ମିଶିଥିବା ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟ ପଦ ରଦ୍ଦ ହୋଇଛି। ଉଭୟଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ଏନେଇ ଗତକାଲି ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ!-->…
୯ ବିଧାନସଭା ଆସନ ଓ ବାଲେଶ୍ବର ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି
ଭୁବନେଶ୍ବର : ଆଉ ୯ ବିଧାନସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ତା’ସହିତ ବାଲେଶ୍ୱର ଲୋକସଭା ଆସନ ପାଇଁ ଦଳ ପ୍ରାର୍ଥୀ ଘୋଷଣା କରିଛି।ଦଳ ଲକ୍ଷ୍ମୀପୁରରୁ ପ୍ରଭୁ ଜାନିଙ୍କୁ ପ୍ରାର୍ଥୀ କରିଥିବା ବେଳେ ପାରାଦୀପରୁ ଗୀତାଞ୍ଜଳି ରାଉତରାୟ, ସମ୍ବଲପୁରରୁ ପ୍ରସନ୍ନ ଆଚାର୍ଯ୍ୟ,!-->…
ମାଥିଲି ଅଞ୍ଚଳର ଭାଲୁ ଆକ୍ରମଣରେ ଗୁରୁତର ନାବାଳକ
ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ପଲାରିପଦର ଗ୍ରାମର ବୁଦୁରା ମାଝିଙ୍କ ନାବାଳକ ପୁଅ ରମେଶ ମାଝି(୧୬) ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ମହୁଲ ସଂଗ୍ରହ ପାଇଁ ଯାଇଥିଲେ । ଏହି ସମୟରେ ଜଙ୍ଗଲ ମଧ୍ୟରେ ଏକ ଭାଲୁ ରମେଶଙ୍କ ଉପରକୁ ଆକ୍ରମଣ କରିଥିବା ବେଳେ ସେ ଚିତ୍କାର!-->…
ବାଲ୍ୟ ବିବାହ ବନ୍ଦ କରାଇଲ ଶିଶୁ ପ୍ରକଳ୍ପର କାର୍ଯ୍ୟରତ ସୁପରଭାଇଜର
ଉମରକୋଟ : ସରକାର ବାଲ୍ୟ ବିବାହ ବନ୍ଦ କରିବା ପାଇଁ କୋଟିଏ କୋଟିଏ ଟଙ୍କା ଖର୍ଚ୍ଚା କରି ଗ୍ରାମ ଓ ସହର ଭିତରେ ବିଶାଳ ଜଣ ସମାଗମ କରି ଡାକ ଯନ୍ତ୍ର ଦ୍ଵାରା ଜଣ ସାଧାରଣଙ୍କ ବାର୍ତ୍ତା ଦେଇ ବାଲ୍ୟ ବିଭାହଠାରୁ ଦୁରେଇ ରହିବାକୁ ସଚେତନ କରି ଚାଲୁଛନ୍ତି କିନ୍ତୁ ଏହାକୁ ଅବମାନନା କରି କିଛି!-->!-->!-->…
ପୋଲିସ ପାଟ୍ରୋଲିଂ ବେଳେ ଦୁଇ ଫେରାର ଅଭିଯୁକ୍ତ ଗିରଫ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଅବାଧ ଓ ମୁକ୍ତ ନିର୍ବାଚନ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଥାନା ଅଞ୍ଚଳରେ ପୋଲିସର ଉପସ୍ଥିତକୁ ଲୋକଙ୍କୁ ଜଣାଇବା ଓ ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ସବୁ!-->…
କେରଳରେ ପ୍ରେମିକାକୁ ହତ୍ୟା : ଅଭିଯୁକ୍ତ ପ୍ରେମିକ କନ୍ଧମାଳରୁ ଗିରଫ
ବାଲିଗୁଡା : ଯୁବକ ଓ ଯୁବତୀ ଦୁହେଁ କନ୍ଧମାଳ ଜିଲାର । ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା । କାମଧନ୍ଦା ପାଇଁ କେରଳ ପଳାଇ ଗଲେ । ସେଠାରେ କୌଣସି କାରଣରୁ ପ୍ରେମିକାଙ୍କୁ ହତ୍ୟା କରିଥିଲା ପ୍ରେମିକ । ଏହି ଘଟଣାରେ କେରଳ ପୁଲିସ ଅଭିଯୁକ୍ତ ପ୍ରେମିକ ସାମୁଏଲ ବଡମାଝୀଙ୍କୁ କନ୍ଧମାଳ!-->…
ହିନ୍ଦୁ ନବବର୍ଷ ଓ ବିଶ୍ୱ ବ୍ରହ୍ମାଣ୍ଡର ସୃଷ୍ଟିର ଦିବସ ମହାସମାରୋହରେ ପାଳନ
ଉମରକୋଟ : ନବରଙ୍ଗପୁର ଜିଲ୍ଲା ଅନ୍ତର ଗତ ଉମରକୋଟ ସହରରେ ଗତକାଲି ମହା ସମାରହରେ ପାଳନ କରା ଯାଇଅଛି | ହିନ୍ଦୁ ନବବର୍ଷ, ଉମରକୋଟ ପୌର ପରିଷଦର ସମସ୍ତ ୱାର୍ଡ ଏବଂ ବ୍ଲକର ସମସ୍ତ ପଞ୍ଚାୟତରେ ଡାକବାଜି ଯନ୍ତ୍ର ଦ୍ୱାରା ଆମନ୍ତ୍ରଣ କରି ସନ୍ଧ୍ୟା ୬ଘଣ୍ଟା ସମୟରେ ଶ୍ରୀ ଜଗନ୍ନାଥ ମନ୍ଦିରରେ!-->…
ବିଭିନ୍ନ ସମସ୍ୟା ପାଇଁ ଉପଜିଲ୍ଲାପାଳଙ୍କ ଦ୍ଵାରସ୍ଥ ହେଲେ ଲେତିଙ୍ଗିଆ ଗ୍ରାମବାସୀ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଲେତିଙ୍ଗିଆ ପଞ୍ଚାୟତବାସୀ ବ୍ଲକ ପ୍ରଶାସନ ନିକଟରେ ଗ୍ରାମର ବିଭିନ୍ନ ସମସ୍ୟା ସମ୍ପର୍କରେ ବହୁବାର ଲିଖିତ ଅଭିଯୋଗ କରିଥିଲେ ସୁଦ୍ଧା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ ବୋଲି ଅଭିଯୋଗ ହୋଇଛି।!-->…
ଏନସିଇଆରଟି ପାଠ୍ୟ ପୁସ୍ତକରେ ଏଏପିକୁ ଜାତୀୟ ପାର୍ଟି ମାନ୍ୟତା, ତାଲିକାରୁ କଂଗ୍ରେସ-ଏନସିପି ବାହାର
ନୂଆଦିଲ୍ଲୀ: ପରିବର୍ତ୍ତିତ ଏନସିଇଆରଟି ପାଠ୍ୟ ପୁସ୍ତକରେ ଆମ୍ ଆଦମୀ ପାର୍ଟି(ଏଏପି)କୁ ଜାତୀୟ ପାର୍ଟିର ମାନ୍ୟତା ପ୍ରଦାନ କରାଯାଇଛି। ଅପରପକ୍ଷରେ କଂଗ୍ରେସ, ଏନସିପି, ଟିଏମସି ଏବଂ ସିପିଆଇ ଭଳି ରାଜନୈତିକ ଦଳଙ୍କୁ ଜାତୀୟ ପାର୍ଟି ତାଲିକାରୁ ବାଦ୍ ଦିଆଯାଇଛି। ପ୍ରଥମ ଥର ପାଇଁ ଏନସିଇଆରଟି!-->…