ଝାରସୁଗୁଡ଼ା ସହର ସାରା ପାଣ୍ଡିଆନଙ୍କ ପୋଷ୍ଟର

ଝାରସୁଗୁଡ଼ା: ଚଳିତ ନିର୍ବାଚନରେ ଓଡିଶାର ୨୪ ବର୍ଷର ନିରବଚ୍ଛିନ୍ନ ସରକାରକୁ ଲାଗିଛି ଶକ୍ତ ଝଟକା । ସାଧାରଣ ନିର୍ବାଚନ ଫଳାଫଳ ବିଜେଡି ପାଇଁ ଅପ୍ରତ୍ୟାଶିତ ରହିଛି ଓ କେତେକଙ୍କୁ ପୁରା ଚକିତ ମଧ୍ୟ କରିଛି। ବିଭିନ୍ନ ପ୍ରସଙ୍ଗରେ ପାଣ୍ଡିଆନଙ୍କ ଓଭର କନଫିଡେନ୍ସ ଆଜି ନବୀନ ଓଡ଼ିଶା ଅନ୍ତର ଏକ…

NDA ବୈଠକରେ ଓଡ଼ିଶାକୁ ପ୍ରଶଂସା କଲେ ମୋଦି

NDAର ନେତା ଭାବେ ନିର୍ବାଚିତ ହେବା ପରେ ସଂସଦୀୟ ଦଳ ବୈଠକରେ ଅଭିଭାଷଣ ରଖିଛନ୍ତି ନରେନ୍ଦ୍ର ମୋଦି। ଲୋକସଭା ନିର୍ବାଚନ ଫଳାଫଳକୁ ନେଇ ପ୍ରତିକ୍ରିୟା ରଖିବା ସହ ଆଗାମୀ ଭିଜନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଓଡ଼ିଶା ଦେଶର ବିକାଶ କ୍ଷେତ୍ରରେ ପ୍ରମୁଖ ସ୍ଥାନ ନେବ ବୋଲି ମୋଦି…

ଆଜିଠୁ ଯୁକ୍ତ ଦୁଇ ଅନଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା। ଦିନ ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହୋଇଛି କମନ ଆପ୍ଲିକେସନ୍ ଫର୍ମ। ଛାତ୍ରଛାତ୍ରୀ www.samsodisha.gov.in ଏହି ୱେବସାଇଟକୁ ଯାଇ ଆବେଦନ କରିପାରିବେ। କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ…

ଯବାନଙ୍କ ଶିବିର ଉପରେ ମାଓବାଦୀଙ୍କ ରକେଟ ମାଡ଼

ମାଲକାନଗିରି: ଯବାନଙ୍କ ଶିବିର ଉପରେ ମାଓବାଦୀଙ୍କ ରକେଟ ମାଡ଼। ଛତିଶଗଡ଼ର ନାରାୟଣପୁରରୁ ଆସିଛି ଏଭଳି ସାଂଘାତିକ ଚିତ୍ର। ନାରାୟଣପୁର ଜିଲ୍ଲା କୋହକାମେଟା ଥାନା ଇରକଭଟ୍ଟି ଶିବିର ଉପରେ ମାଓବାଦୀମାନେ ଲଗାତାର ଭାବେ ୟୁବିଜିଏଲ ଫାୟର କରୁଥିବା ଚିତ୍ର ଦେଖିବାକୁ ମିଳିଛି। ମାଓବାଦୀମାନେ…

ଜୁନ ୧୨ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ଜୁନ୍ ୧୨ ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଅକ୍ଟୋବର ମାସ ପର୍ଯ୍ୟନ୍ତ ପରିଦର୍ଶକମାନଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ । ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛନ୍ତି ଅଭୟାରଣ୍ୟ…

ସରକାର ଗଠନ ପୂର୍ବରୁ ଆଡଭାନୀ ଓ ମୁରଲୀମନୋହର ଯୋଶୀଙ୍କୁ ଭେଟିଲେ ମୋଦି

ଦେଶରେ ଏନଡିଏ ୩.୦ ସରକାର ଗଠନ ହେବାକୁ ଯାଉଛି। ଦେଶରେ ଗଠନ ହେବାକୁ ଥିବା ମେଣ୍ଟ ସରକାରରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବେ। ଆଜି ଏନଡିଏ ସଂସଦୀୟ ଦଳ ବୈଠକରେ ସେ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ଏଥିସହ ସମସ୍ତଙ୍କୁ ସାଙ୍ଗରେ ନେଇ ଦେଶର ବିକାଶର ଗତିକୁ ବୃଦ୍ଧି କରିବେ ବୋଲି…

ପୁଣି ଶୁଭିଲା ପ୍ରଚଣ୍ଡ ଶବ୍ଦ, କେଉଁଠୁ ଆସୁଛି କିଛି ଜଣା ପଡୁନାହିଁ

ବାଲେଶ୍ବର: ପୁଣି ଶୁଭିଲା ପ୍ରଚଣ୍ଡ ଶବ୍ଦ, ଭୟଭୀତ ହୋଇ ଘରୁ ବାହାରି ଆସିଲେ ଲୋକେ । ହେଲେ କେଉଁଠୁ ଆସୁଛି କିଛି ଜଣାପଡୁନି । କିଛି ଏଭଳି ଘଟଣା ଆଜି ପୁଣି ଶୁଣିବାକୁ ମିଳିଛି ବାଲେଶ୍ବର ନୀଳଗିରି ଅଞ୍ଚଳ ଓ ଭଦ୍ରକ ବାସୁଦେବପୁରରେ । ଏଭଳି ପ୍ରଚଣ୍ଡ ଶବ୍ଦ ଶୁଣି ଭୟଭୀତ ହୋଇଛନ୍ତି ଲୋକେ | …

ପୁରୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି, ଏସଆରସିଙ୍କ ଦ୍ବିତୀୟ ତଦନ୍ତ ବୈଠକ

ପୁରୀ : ପୁରୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ଶ୍ରୀକ୍ଷେତ୍ରରେ ଭଉଁରୀଯାତ୍ରା ବେଳେ ବାଣ ବିସ୍ଫୋରଣ ଘଟଣାରେ ବୃଦ୍ଧି ପାଉଛି ମୃତ୍ୟୁ ସଂଖ୍ୟା । ଆଜି ଚିକିତ୍ସାଧୀନ ଥିବା ଆଉ ଜଣେ ଗୁରୁତରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୧୧ ଗୁରୁତର ଆହତଙ୍କ ଚାଲିଛି…

ଚନ୍ଦ୍ରବାବୁ ନାଇଡୁଙ୍କ ପତ୍ନୀ ୭ ଦିନରେ ୫୮୪ କୋଟି ଟଙ୍କା ରୋଜଗାର କଲେ

ଗୁଣ୍ଟୁର: ଲୋକସଭା ନିର୍ବାଚନର ଫଳାଫଳ ଆସିବାର ୩ ଦିନ ବିତିଗଲାଣି। ଏଥର ବିଜେପି ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରି ନାହିଁ ଏବଂ ସହଯୋଗୀମାନଙ୍କ ସହାୟତାରେ ସରକାର ଗଠନ କରିବାକୁ ଯାଉଛି। ଏଥିପାଇଁ ତେଲୁଗୁ ଦେଶମ ପାର୍ଟି (ଟିଡିପି) ମଧ୍ୟ ବିଜେପିକୁ ସମର୍ଥନ ଘୋଷଣା କରିଛି। ଟିଡିପି ମୁଖ୍ୟ…

ତିନିରଥର ୪୨ ଚକ ନିର୍ମାଣ ଶେଷ

ପୁରୀ: ରଥ ନିର୍ମାଣ ପ୍ରକ୍ରିୟାରେ ଗୁରୁବାର ଥିଲା ବ୍ୟସ୍ତବହୁଳ ଦିନ। ମୁଖ୍ୟ ବିଶ୍ୱକର୍ମା ମୁହାଁଟରେ ବିନ୍ଧ ଅନୁକୂଳ କରିବା ସହ ବଡ଼ଦାଣ୍ଡରେ ରଥର ଦଣ୍ଡା ଅନୁକୂଳ ହୋଇଥିଲା। ପୁଣି ଯନ୍ତା ଗାଡ଼ରେ ପଡି ତିନି ରଥର ଶେଷ ସିଙ୍ଗଜା ପ୍ରସ୍ତୁତ ହୋଇଛି। ଜୁଲାଇ ୭ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ…