Sign in
Sign in
Recover your password.
A password will be e-mailed to you.
୩ ରୁ ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ
ଭୁବନେଶ୍ବର: ୩ ରୁ ୪ ଦିନରେ ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ । ଓଡ଼ିଶାରେ ମୌସୁମୀ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ।
ଚଳିତଥର!-->!-->!-->…
ଶେଷ କ୍ୟାବିନେଟ ବୈଠକରେ ବଡ଼ କଥା କହିଲେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଚଳିତ କାର୍ଯ୍ୟକାଳର ଶେଷ କ୍ୟାବିନେଟ ବୈଠକର ଆଜି ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ସେ ନିଜର ମନ୍ତ୍ରୀମାନଙ୍କୁ ବଡ଼ କଥା କହିଛନ୍ତି। ବିଜୟ ଓ ପରାଜୟ ରାଜନୀତିର ଅଂଶବିଶେଷ ବୋଲି ମୋଦି ମତ ରଖିଛନ୍ତି।
ବିଜେପି ଏକାକୀ ସରକାର ଗଠନ କରିବାକୁ ଚଳିତ!-->!-->!-->…
ଗାଧେଇବାକୁ ଯାଇଥିବା ସମୟରେ ଭିଡିନେଲା କୁମ୍ଭୀର
ଆଳି : ପୁଣି ମାତିଲା ମଣିଷଖିଆ କୁମ୍ଭୀର । କିଛି ଦିନର ନିରବତା ପରେ ଦେଖିବାକୁ ମିଳିଛି କୁମ୍ଭୀରର ଆତଙ୍କ । କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ କାଟଣାବଣିଆ ପଂଚାୟତର ସିଙ୍ଗିଡ଼ି ଗାଁରେ ଘଟିଛି ଏକ ଅଭାବନୀ ଘଟଣା । ସୂଚନା ମୁତାବକ, ଗାଁ ନିକଟସ୍ଥ ଏକ ଜୋରରେ ମଣିଷଖିଆ!-->…
ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁସଂଖ୍ୟା ୧୫କୁ ବୃଦ୍ଧି, ୧୨ ଜଣ ଚିକିତ୍ସାଧୀନ
ପୁରୀ: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁସଂଖ୍ୟା ୧୫କୁ ବୃଦ୍ଧି ପାଇଥିବା ବେଳେ ୧୨ ଜଣ ଚିକିତ୍ସାଧୀନ ଅଛନ୍ତି। ମୃତ୍ୟୁସଂଖ୍ୟା ବୃଦ୍ଧି ନେଇ ଏସ୍ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା!-->…
କାଲିମେଳା ରେଞ୍ଜ ପକ୍ଷରୁ ପୋର୍ଟରୁ ନର୍ସରି ଠାରେ ବିଶ୍ୱ ପରିବେଶ ଦିବସ ପାଳିତ
ମାଲକାନଗିରି : ମାଲକାନଗିରି ଆଜି କାଲିମେଳା ରେଞ୍ଜ ପକ୍ଷରୁ ପୋଟେରୁ ନର୍ସରି ଠାରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଦିନକୁ ଦିନ ପୃଥିବୀ ପୃଷ୍ଟ ରେ ବର୍ଦ୍ଧିତ ତାପମାତ୍ରା ଯୋଗୁଁ ପରିବେଶ ପ୍ରଦୂଷଣର ମୁଖ୍ୟ ଭୂମିକା ରହିଥିବା ବେଳେ ଆଗାମୀ ଦିନରେ କିଭଳି ଏହାକୁ ରୋକାଯିବା ସହ!-->…
ଜୁନ୍ ୮ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି
ଦେଶରେ ଏଥର ମୋଦି-୩.୦। ପୁଣି ଥରେ ପ୍ରଧାନମନ୍ତ୍ରୀ ହେବେ ନରେନ୍ଦ୍ର ମୋଦି। ସେ ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ଆସନ୍ତା ଜୁନ୍ ୮ ତାରିଖ ସନ୍ଧ୍ୟାରେ ସେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂତ୍ରରୁ ପ୍ରକାଶ ପାଇଛି।
ଚଳିତ ନିର୍ବାଚନରେ ମୋଦି!-->!-->!-->…
ଭାରସାମ୍ୟ ହରାଇ ଘରକୁ ମାଡ଼ିଗଲା ଡମ୍ଫର, ସ୍ୱାମୀ-ସ୍ତ୍ରୀ ମୃତ
ଜଳେଶ୍ୱର : ମାଡିଗଲା ଚିପ୍ସ ବୋଝେଇ ଡମ୍ଫର । ସ୍ୱାମୀ-ସ୍ତ୍ରୀ ମୃତ । ଘର ଭିତରେ ଶୋଇଥିବା ବେଳେ ମାଡିଗଲା ଡମ୍ପର । ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଆମ୍ବଳିଅଠା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ୨ ମୃତକ ହେଲେ କାଶିଡିହା ଗାଁର ସୁଧୀର ଜେନା ଓ ଗୀତାରାଣି ଜେନା । ତେବେ!-->…
ପୁରୀ ବାଣ ବିସ୍ଫୋରଣ ଘଟଣାରେ SRCଙ୍କ ତଦନ୍ତ ଆରମ୍ଭ
ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାର ଆରମ୍ଭ ହେଲା ତଦନ୍ତ। ଆଜି ପୁରୀ ସର୍କିଟ ହାଉସରେ ସ୍ୱତନ୍ତ୍ର ରିଲିଫ କମିଶନର ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଅପରାହ୍ନ ୩ଟାରୁ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହା ସନ୍ଧ୍ୟା ୭ ଟା ଯାଏଁ ଚାଲିବ ବୋଲି ସୂଚନା ମିଳିଛି |
!-->!-->…
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ
ଭୁବନେଶ୍ବର: ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପତ୍ର ପ୍ରଦାନ କଲେ ନବୀନ ପଟ୍ଟନାୟକ । ଦଳର ପରାଜୟ ପରେ ଇସ୍ତଫା ଦେଲେ ନବୀନ । ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ । ଅପ୍ରତିଦ୍ୱନ୍ଦୀ ନେତା ନବୀନ ପଟ୍ଟନାୟକଙ୍କ ହାତରୁ ଦୀର୍ଘ ୨୪ ବର୍ଷ!-->…
ଫୁଲବାଣୀ ସାଂସଦ ଓ ବିଧାୟକଙ୍କୁ ସମ୍ବର୍ଦ୍ଧିତ କଲା ଯାତ୍ରା ପରିଚାଳନା କମିଟି…
ଫୁଲବାଣୀ : କନ୍ଧମାଳ ଜିଲ୍ଲା ସାଂସଦୀୟ କ୍ଷେତ୍ରରେ ବିଜେପିର ବିପୁଳ ବିଜୟ ନେଇ ଚର୍ଚ୍ଚା ରେ ଥିବା ବେଳେ ସମଗ୍ର କନ୍ଧମାଳ l ଏହି ପରିପ୍ରେକ୍ଷୀରେ ଫୁଲବାଣୀ ସ୍ଥିତ ଦ୍ୱି ବାର୍ଷିକ ମା ନାରାୟଣୀ ଠାକୁରାଣୀ ଯାତ୍ରା ପଡିଆ କାର୍ଯ୍ୟାଳୟ ରେ ନବ ନିର୍ବାଚିତ କନ୍ଧମାଳ ସାଂସଦ ସୁକାନ୍ତ କୁମାର!-->…