ଗ୍ରାମୀଣ ଉଦ୍ୟୋଗୀ ଓ ଦକ୍ଷତା ବିକାଶ ପ୍ରଶିକ୍ଷଣ ପ୍ରତିଷ୍ଠାନ ପକ୍ଷରୁ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ ଉଦଯାପିତ

ଛତ୍ରପୁର : ଗଞ୍ଜାମ ଅଲାରିଗଡ଼ ସ୍ଥିତ ଗ୍ରାମୀଣ ଉଦ୍ୟୋଗୀ ଓ ଦକ୍ଷତା ବିକାଶ ପ୍ରଶିକ୍ଷଣ ପ୍ରତିଷ୍ଠାନ ଓ ପାଲାଡିଅମର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ଆଇଟିଆଇ ପରିସରରେ ଚାଲିଥିବା ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ ସୋମବାର ଉଦଯାପିତ ହୋଇଯାଇଛି l ଗତ ମେ ମାସ ୪ ତାରିଖରୁ ଚାଲିଥିବା ଏହି…

ଖଜୁରୀ ଗଛରୁ ଝୁଲନ୍ତା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଜଣାପଡ଼ିନି

ଛତ୍ରପୁର : ଛତ୍ରପୁର ଥାନା ଅନ୍ତର୍ଗତ ବରଙ୍ଗ କଇଁଫୁଲିଆ ବନ୍ଧ ନିକଟରେ ଥିବା ଖଜୁରୀ ଗଛ ରୁ ଜଣେ ବ୍ୟକ୍ତି ଙ୍କ ଝୁଲନ୍ତା ମୃତ ଦେହ କୁ ଉଦ୍ଧାର କରିଛି ପୋଲିସ | ମୃତ ବ୍ୟକ୍ତି ଜଣକ ହେଲେ ବରଙ୍ଗ ଗ୍ରାମର ସୁରେନ୍ଦ୍ର ତରେଇ (47) | ତେବେ ସୁରେନ୍ଦ୍ର ଙ୍କୁ କିଏ ମାରିକି ଖଜୁରୀ ଗଛ ରେ ଝୁଲାଇଛି…

ବିଜେଡି ବିଜୟୀ ପରେ ମଧ୍ୟ ବିଜେଡି ଶିବିରରେ ନିରାଶ ଓ ପରାଜୟ ବରଣ ସତ୍ତ୍ବେ ବିଜେପି ଶିବିରରେ ଉତ୍ସାହ ଭାବ

ହିଞ୍ଜିଳିକାଟୁ : ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ଭାବେ ପରିଚିତ ହିଞ୍ଜିିଳି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପୁଣି ବାଜି ଉଠିଛି ଶୁଭ ଶଙ୍ଖ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ମାତ୍ର ୪ ହଜାର ୬ ଶହ ୪୯ ଭୋଟ ବ୍ୟବଧାନରେ ବିଜୟୀ ହେବା ସହ ଲଗାତାର ଭାବେ ୬ଷ୍ଠ…

ଆଜି ଓଡ଼ିଶାରେ ନୂଆ ଇତିହାସ ଲେଖାଗଲା: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ବିଜେପିର ବିଜୟ ପରେ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆଜି ଓଡିଶାରେ ନୂଆ ଇତିହାସ ଲେଖାଗଲା। ୧୯ଟି ଲୋକସଭା ଆସନରେ ବିଜୟ ଏବଂ ଆଉ ଗୋଟେ ଆସନରେ ବିଜୟର ସମ୍ଭାବନା ରହିଛି। ବିଜେଡ଼ି ଓ କଂଗ୍ରେସ ଦଳକୁ ଦୀର୍ଘବର୍ଷ ଧରି ସେବା କରିବାର…

ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୋଦି

ବିଜେପି ନେତୃତ୍ୱାଧୀନ ଏନଡିଏକୁ କ୍ରମାଗତ ତୃତୀୟ ଥର ବିଜୟୀ କରାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିଜେପି ଏଥରର ୪୦୦ ପାର ନାରା ଦେଇ ନିର୍ବାଚନ ଲଢ଼ୁଥିଲା। କିନ୍ତୁ ଏନଡିଏ ୩୦୦ ଆସନ ଜିତିବାକୁ ସଂଘର୍ଷ କରୁଛି। ସେହିପରି ବିଜେପି ଏକାକୀ ମଧ୍ୟ…

ଭୁବନେଶ୍ୱରରୁ ବିଜୟୀ ହେଲେ ବିଜେପି ପ୍ରାର୍ଥି ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ବରରେ ପୁଣି ବିଜୟିନୀ ହୋଇଛନ୍ତି। ସେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କୁ ହରାଇ ବାଜି ମାରିନେଇଛନ୍ତି। ଲଗାତାର ବିଜେପି ପ୍ରାର୍ଥୀଙ୍କ ବିଜୟ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ପ୍ରାରମ୍ଭିକ…

ହିଞ୍ଜିଳିରେ ଜିତିଲେ ନବୀନ, କଣ୍ଟାବାଞ୍ଜିରେ ବିଜେପି ପ୍ରାର୍ଥୀ ଆଗୁଆ

ଭୁବନେଶ୍ବର: ଭାଙ୍ଗିଲା ଅଢେଇ ଦଶନ୍ଧିର ପରମ୍ପରା। ଇତିହାସ ବନିବାକୁ ଯାଉଛି ଅପରାଜୟ ଓ ଅଜୟର ଟ୍ୟାଗ୍। ଓଡ଼ିଶାରେ ଭୁଷିଡ଼ିଛି ବିଜେଡି ଗଡ଼। ଷଷ୍ଠ ଥରର ରେକର୍ଡ ନୁହେଁ, ଔପଚାରିକତା ଏବେ ଇତିହାସ ପୃଷ୍ଠାରେ ସ୍ଥାନ ପାଇବାକୁ ଜଣେ ପୂର୍ବତନ ମୂଖ୍ୟମନ୍ତ୍ରୀଙ୍କ କାହାଣୀ। ନବୀନ ପଟ୍ଟନାୟକଙ୍କ…

ନୂଆପଡାରେ ଶରତ ପଟ୍ଟନାୟକଙ୍କ ସହ ପାରାଦ୍ବୀପରେ ହାରିଲେ ଗୀତାଞ୍ଜଳି ରାଉତରାୟ

ନୂଆପଡା/ପାରାଦ୍ବୀପ: ନୂଆପଡାରେ କାମ ଦେଲାନି ହାତ | ଏଠାରୁ ନିର୍ବାଚନ ଲଢ଼ୁଥିବା ପିସିସି ସଭାପତି ଶରତ ପଟ୍ଟନାୟକ ପରାସ୍ତ ହୋଇଛନ୍ତି | ବଡ କଥା ହେଉଛି ଯେ ସେ ସ୍ୱାଧୀନ ପ୍ରାର୍ଥୀଙ୍କଠାରୁ ବି କମ ଭୋଟ ପାଇଛନ୍ତି | ମିଳିଥିବା ସୂଚନା ମୁତାବକ ଏଠାରୁ ବିଜେଡିର ରାଜେନ୍ଦ୍ର ଢୋଲକିଆ ୬୧୮୨୨ ଭୋଟ…

ରାଜ୍ୟର ୧୨ଜଣ ମନ୍ତ୍ରୀ ପରାଜିତ

ଭୁବନେଶ୍ୱର : ଚଳିତ ନିର୍ବାଚନରେ ରାଜ୍ୟର ୧୨ଜଣ ମନ୍ତ୍ରୀ ପରାଜିତ ହୋଇଛନ୍ତି । ବିଜେପିର ସମସ୍ତ ନବାଗତ(କେବେବି ବିଧାୟକ କି ସାଂସଦ ହୋଇନାହାନ୍ତି)ଙ୍କଠୁ ଏହି ମନ୍ତ୍ରୀମାନେ ପରାଜିତ ହୋଇଛନ୍ତି । ୧୧ଜଣ ମନ୍ତ୍ରୀ ନିଜେ ଲଢ଼ୁଥିବାବେଳେ ଜଣେ ମନ୍ତ୍ରୀ ଉଷା ଦେବୀ ତାଙ୍କର ପୁଅ ଚିନ୍ମୟାନନ୍ଦ…

କଟକ-ବାରବାଟୀ କଂଗ୍ରେସ ପ୍ରାର୍ଥୀନୀ ସୋଫିଆ ଫିର୍ଦ୍ଦୋସ ବିଜୟୀ

କଟକ: ବାପାଙ୍କ ଗଡରେ ବିଜୟୀ ହେଲେ ଝିଅ ସୋଫିଆ । କଟକ-ବାରବାଟୀ ବିଧାନସଭା ଗାଦି ହାତେଇଲେ କଂଗ୍ରେସ ପ୍ରାର୍ଥୀନୀ ସୋଫିଆ ଫିର୍ଦ୍ଦୋସ । ବିପକ୍ଷରେ ଲଢୁଥିବା ବିଜେପି ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ୭, ୯୭୪ ଭୋଟ ବ୍ୟବଧାନରେ ହରାଇଛନ୍ତି ସୋଫିଆ । ଦିନେ ବାପାଙ୍କର ଗଡ ଥିଲା ।…