Sign in
Sign in
Recover your password.
A password will be e-mailed to you.
ବାଲିଗୁଡା ଓ ଜି.ଉଦୟଗିରି ବିଧାନସଭା : ସକାଳ ୮ଟାରୁ ହେବ ମତଗଣନା
ବାଲିଗୁଡା : କନ୍ଧମାଳ ଲୋକସଭା କ୍ଷେତ୍ରର ବାଲିଗୁଡାରେ ୨ଟି ସ୍ଥାନରେ ଭୋଟ ଗଣତି କରାଯିବ ବୋଲି ଉପଖଣ୍ଡ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କନ୍ଧମାଳ ଲୋକସଭା କ୍ଷେତ୍ରର ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ଥାନୀୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏବଂ ଜି. ଉଦୟଗିରି ବିଧାନସଭା!-->…
ଭୁବନେଶ୍ୱରରେ ଛତ୍ରପୁର ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ସମ୍ବର୍ଦ୍ଧିତ
ଛତ୍ରପୁର : ଭୁବନେଶ୍ବର ସ୍ଥିତ ୟୁନିଟ୍-୮ ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ଠାରେ ଓଡିଶା ଶିକ୍ଷା ବିକାଶ ସମିତିଙ୍କ ଦ୍ବାରା ଆୟୋଜିତ ମେଧାବୀ ଅଭିନନ୍ଦନ କାର୍ଯ୍ୟକ୍ରମରେ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାରେ ସମସ୍ତ ଶିଶୁ ଫାଷ୍ଟ କ୍ଲାସ ( 60%ଅଧିକା )ରେ ଉତ୍ତୀର୍ଣ୍ଣ ହୋଇଥିବାରୁ ଛତ୍ରପୁର!-->…
ଖଲିକୋଟ ଦିଲ୍ଲୀପ ପାହାନ ହତ୍ୟା ଘଟଣାରେ ଆଉ ୩ ଜଣ ଗିରଫ…
ଖଲ୍ଲିକୋଟ : ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣଶରଣ ପୁର ଗ୍ରାମରେ ନିର୍ବାଚନୀ ହିଂସାକାଣ୍ଡ ଘଟିଥିଲା। ପୋଷ୍ଟର ମାରିବାକୁ ନେଇ ଗତ ୧୫ ତାରିଖରେ ବିଜେପି କର୍ମୀ ଦିଲ୍ଲୀପ ପାହାନଙ୍କୁ ଖଣ୍ଡାରେ ହାଣି ହତ୍ୟା କରିବା ସହ ଆଉ ୪ ଜଣ ଆହତ ହୋଇ ଥିଲେ। ଏହି ହତ୍ୟାକାଣ୍ଡ ଘଟଣା ଅନୁସନ୍ଧାନ ପାଇଁ!-->…
କ୍ରାନ୍ତି ପକ୍ଷରୁ ଜାତୀୟ କର୍କଟ ବିଜୟୀ ଦିବସ ସହ ବ୍ରହ୍ମପୁର ସମର ଫେଷ୍ଟିଭାଲ ପାଳିତ
"କ୍ୟାନସର ପୀଡିତଙ୍କ ମୁହଁରେ ହସ ଫୁଟାଇବାକୁ ନିଆରା ପ୍ରୟାସ"ବ୍ରହ୍ମପୁର : ଦିନକୁ ଦିନ ବୃଦ୍ଧି ପାଉଛି କର୍କଟ ରୋଗ।କୋମଳ ମତି ଶିଶୁ ଠାରୁ,ଯୁବକ ଯୁବତୀମାନେ ଏବଂ ବୟସ୍କ ବ୍ୟକ୍ତିମାନେ ଏହି ରୋଗରେ ଶିକାର ହେଉଛନ୍ତି। ଏପରି ସ୍ଥଳେ ସଚେତନ ହିଁ ଏକମାତ୍ର ପନ୍ଥା।ଆଜି ଜାତୀୟ ନ୍ୟାସନାଲ!-->…
ଯନ୍ତ୍ରଣାରେ ଛଟପଟ କର୍କଟ ରୋଗୀ, ସ୍ୱାସ୍ଥ୍ୟବୀମା କାର୍ଡରେ ନାମ ନଥିବା ଯୋଗୁଁ ଚିକିତ୍ସା ପାଇଁ ଅର୍ଥ ଅଭାବ
ଉମରକୋଟ : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ କୁଟ୍ରିଛାପର ପଂଚାୟତ ଅନ୍ତର୍ଗତ ରେଖାମାଲ ଗ୍ରାମରେ ଜଣେ ଯୁବକ କର୍କଟ ରୋଗରେ ପୀଡିତ ଥିବା ବେଳେ ବିଜୁ ସ୍ୱାସ୍ଥ୍ୟ କାର୍ଡରେ ନାମ ନଥିବା ଯୋଗୁଁ ପରିବାରର ଲୋକ ମାନେ ଉନ୍ନତ ଚିକିତ୍ସା କରିବାରେ ସମର୍ଥ ହେଇ ପାରୁ ନଥିବା ଅତି ଦୁଃଖର ସହିତ!-->…
ମହା ପଟୁଆରରେ ଆରମ୍ଭ ହେଲା ମାର୍କେଟ ଯାତ୍ରା ପରିଚାଳନା
ଫୁଲବାଣୀ : ରବିବାର ଶ୍ରୀ ଶ୍ରୀ ମା ନାରାୟଣୀ ଠାକୁରାଣୀଙ୍କ ଚତୁଃ ବିଂଶତମ ଦିବସ ଯାତ୍ରା l ପରିଚାଳନା କରିଥିଲେ ନାରାୟଣୀ ପରିବା ବଜାର, ହାଟପଦା ଓ ବାପୁଜୀ ବସଷ୍ଟାଣ୍ଡ l ଗମ୍ଭିରାରୁ ବାହାରି ଶ୍ରୀରାମ ନଗର ରାସ୍ତା ଦେଇ ବିଜୁ ପଟ୍ଟନାୟକ ଛକରୁ ହାଟପଦା ମା ନାରାୟଣୀ ପରିବା ବଜାରକୁ ପୂଜା!-->…
ତାଜ୍ ଏକ୍ସପ୍ରେସ୍ରେ ଭୟାବହ ଅଗ୍ନିକାଣ୍ଡ
ଦିଲ୍ଲୀର ଓଖଲା ରେଳ ଷ୍ଟେସନରେ ତାଜ୍ ଏକ୍ସପ୍ରେସରେ ଲାଗିଛି ଭୟାବହ ନିଆଁ । କୁହାଯାଉଛି ଯେ ଯେତେବେଳେ ତାଜ୍ ଏକ୍ସପ୍ରେସ ଟ୍ରେନ (୨୨୮୦) ଓଖଲା-ତୁଗଲକାବାଦ ବ୍ଲକ ସେକ୍ସନରେ ପହଞ୍ଚିଥିଲା, ସେତେବେଳେ ଗୋଟିଏ କୋଚ୍ରେ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବା ସମ୍ପର୍କରେ ସୂଚନା ପାଇବା ମାତ୍ରେ!-->…
ଭୋଟ ଗଣତି କେନ୍ଦ୍ରକୁ ନେଇ ହେବନାହିଁ ମୋବାଇଲ: ପୁଲିସ
ଭୁବନେଶ୍ୱର: ଆସନ୍ତାକାଲି ଭୋଟ ଗଣତି ପାଇଁ ସାରା ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି ଓଡିଶା ପୁଲିସ | ଷ୍ଟ୍ରଙ୍ଗ ରୁମ ସୁରକ୍ଷା ଠାରୁ ଆରମ୍ଭ କରି ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପର୍ଯ୍ୟନ୍ତ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛି ପୁଲିସ | ୬୯ଟି ଷ୍ଟ୍ରଙ୍ଗରୁମ ଓ ଗୋଟିଏ!-->…
ପୁରୀ ବାଣ ବିସ୍ଫୋରଣ ଘଟଣା; ସୁସ୍ଥ ହୋଇ ଫେରିଲେ ଆଉ ୨ଜଣ
ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୩ରେ ପହଞ୍ଚିଥିବା ବେଳେ ଡାକ୍ତରଙ୍କ ପରାମର୍ଶ କ୍ରମେ ଆଜି ୨ଜଣଙ୍କୁ ଡିସଚାର୍ଜ କରାଯାଇଛି। ସେମାନେ ହେଲେ ନାବାଳକ ବଳରାମ ଦାସ ଓ ମନମୋହନ ବେହେରା (୨୪) ବର୍ଷ। ଏହି ଦୁଇ ଜଣଙ୍କୁ ମିଶାଇ ମୋଟ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା!-->…
ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ
ଭୁବନେଶ୍ୱର: ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ | ଏ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କିଛି ସମୟ ଆଗରୁ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶେଷ ରାଜ୍ୟ କ୍ୟାବିନେଟ ବୈଠକ ହୋଇଥିଲା । ଆସନ୍ତାକାଲି ଭୋଟ ଗଣତି ରହିଛି । ଏହା ପୁବରୁ ଓଡିଶା ବିଧାନସଭା!-->…