Sign in
Sign in
Recover your password.
A password will be e-mailed to you.
ମତଦାନରେ ଓ୍ୱାର୍ଲ୍ଡ ରେକର୍ଡ କରିଛି ଭାରତ, ୬୪ କୋଟିରୁ ଅଧିକ ଲୋକ ଦେଇଛନ୍ତି ଭୋଟ୍
'ଚଳିତଥର ଐତିହାସିକ ରେକର୍ଡ ହାସଲ କରିଛି ଭାରତ। ମତଦାନରେ ଭାରତ କରିଛି ଓ୍ୱାର୍ଲ୍ଡ ରେକର୍ଡ।' ଆସନ୍ତାକାଲି ପ୍ରକାଶ ପାଇବ ଚଳିତ ଲୋକସଭା ନିର୍ବାଚନର ଫଳାଫଳ। ଏଥିପାଇଁ ସକାଳ ୮ଟାରୁ ଭୋଟ୍ ଗଣତି ହେବ। ତେବେ ଭୋଟ୍ ଗଣତି ପୂର୍ବରୁ ଭାରତୀୟ ନିର୍ବାଚନ କମିଶନ ପ୍ରେସମିଟ୍ କରି ଏଭଳି କିଛି!-->…
ଓଜେଇ ୨୦୨୪ର ଫଳାଫଳ ପ୍ରକାଶ, ୨୩ ଟି ବିଭାଗରେ ୨୩ ଜଣ ଟପ୍ପର
ଭୁବନେଶ୍ୱର : ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା -ଓଜେଇ ୨୦୨୪ର ଫଳାଫଳ ପ୍ରକାଶ । ଚଳିତ ବର୍ଷ ମେ’ରେ ହୋଇଥିଲା ପରୀକ୍ଷା । ଏଥିରେ ୬୫ ହଜାର ୭୪୨ ଜଣ ପରୀକ୍ଷାର୍ଥୀ ରେଜିଷ୍ଟ୍ରେସନ କରିଥିବା ବେଳେ ୫୬ ହଜାର ୪୭ ଜଣ ପରୀକ୍ଷା ଦେଇଥିଲେ । ଯେଁଉଥିରୁ ୫୬ ହଜାର ଛାତ୍ରଛାତ୍ରୀ କୃତକାର୍ଯ୍ୟ!-->…
ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଆଉ ୫ ଗିରଫ, ଗିରଫଦାରୀ ସଂଖ୍ୟା ୧୦କୁ ବୃଦ୍ଧି
ଭଦ୍ରକ: ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଏବଂ ସମ୍ପାଦକ ସୁବ୍ରତ ବିଶ୍ୱାଳଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ। ପୂର୍ବରୁ ପୋଲିସ ୫ ଜଣଙ୍କୁ ଗିରଫ କରିଥିଲା। ଏବେ ଯାଏଁ ମୋଟ ଗିରଫଦାରୀ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି।
ସୂଚନା ଅନୁସାରେ ଗତ ୩୦ ତାରିଖ!-->!-->!-->…
ରାଜ୍ୟରେ ଅଂଶୁଘାତ ନେଲାଣି ୨୬ ଜୀବନ; ରାଉରକେଲାରେ ୨୦ ମାମଲା
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ କଲବଲ ହେଉଛନ୍ତି ରାଜ୍ୟବାସୀ। ସକାଳୁ ସକାଳୁ ତତଲା ପବନ ଯୋଗୁ ଘରୁ ବାହାରିବା କଷ୍ଟକର ହୋଇ ପଡ଼ୁଛି। ଏପରି ସ୍ଥିତିରେ ରାଜ୍ୟରେ ବଢିଛି ଅଂଶୁଘାତ ରୋଗୀଙ୍କ ସଂଖ୍ୟା। ରାଜ୍ୟରେ ଚଳିତବର୍ଷ ଏଯାଏ ଅଂଶୁଘାତରେ ୨୬ ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ୨୦ଟି!-->…
ରାଜ୍ୟ କ୍ୟାବିନେଟର ଶେଷ ବୈଠକ, ବିଧାନସଭା ଭଙ୍ଗ ସୁପାରିସ
ଭୁବନେଶ୍ବର: ଆଜି ଅନୁଷ୍ଠିତ ହୋଇଯାଇଛି ବିଜେଡି ସରକାରଙ୍କର ପଞ୍ଚମ ପାଳିର ଶେଷ ବୈଠକ । ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଥିଲା। ଏହି ଭର୍ଚୁଆଲ ବୈଅଂକରେ ବିଜିନ୍ନ ଗୁରୁତ୍ବପୂଣ୍ଣ ପ୍ରସଙ୍ଗ ନେଇ ଆଲୋଚନା ଚାଲିଥିବା ବେଳେ!-->…
ଜୁନ୍ ୪ର ରେଜଲ୍ଟକୁ ଅପେକ୍ଷା କରନ୍ତୁ: ସୋନିଆ
ଆସନ୍ତାକାଲି ଆସିବ ନିର୍ବାଚନ ଫଳାଫଳ। ହାତୀ କାହା ମୁଣ୍ଡରେ କଳସ ଢ଼ାଳିବ, କିଏ ସରକାର ଗଢ଼ିବ ସବୁକିଛି ହୋଇଯିବ ସ୍ପଷ୍ଟ। ହେଲେ ଏହା ପୂର୍ବରୁ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ଏବଂ ସର୍ଭେ ଏଜେନ୍ସିର ଏକଜିଟ୍ ପୋଲକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି । ଆଉ ଏହାରି ଭିତରେ ଏକଜିଟ ପୋଲର ସର୍ଭେକୁ!-->…
ନିଖୋଜ ଡାକ୍ତରଙ୍କ ମିଳୁନି ପତ୍ତା, ଫେରାଇ ଆଣିବା ପାଇଁ ଜିଲ୍ଲାପାଳଙ୍କୁ ନିବେଦନ କଲେ ପରିବାରବର୍ଗ
ମାଲକାନଗିରି : ମାଲକାନଗିରି କାଲିମେଳାରେ ନିଖୋଜ ଡାକ୍ତରଙ୍କ ମିଳୁନି ପତ୍ତା। ଅପହରଣ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଗତକାଲି ଠାରୁ ନିଖୋଜ ନେଇ ସ୍ବାସ୍ଥ୍ୟ ବିଭାଗ ତରଫରୁ କାଲିମେଳା ଥାନାରେ ଏତଲା ପରେ ତଦନ୍ତ ଆରମ୍ଭ କରିଛି କାଲିମେଳା ପୋଲିସ । ନିଖୋଜ ଡାକ୍ତର ଅମ୍ଳାନ କୁମାର ଭୋଇଙ୍କ!-->…
ନିର୍ମାଣାଧିନ ବ୍ରିଜରୁ ଖସିଲା ବୋଲେରୋ, ୨ ମୃତ
ସମ୍ବଲପୁର: ନିର୍ମାଣାଧିନ ବ୍ରିଜରୁ ଖସିଲା ବୋଲେରୋ । ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ସମ୍ବଲପୁର ଏନ୍ଏଚ୍ ୫୫ ଝାଙ୍କରପାଲୀ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତାହତଙ୍କ ପରିଚୟ ମିଳିନାହିଁ।
ଗତକାଲି ବିଳମ୍ବିତ ରାତିରେ ଛତିଶଗଡର!-->!-->!-->…
୨୨ ସରକାରୀ ବିଦ୍ୟାଳୟ କୁ ସାତ ଦିନ ମଧ୍ୟରେ କାରଣ ଦର୍ଶାଅ ନୋଟିସ…
ଫୁଲବାଣୀ: ସରକାରୀ ବିଦ୍ୟାଳୟରେ ଶିକ୍ଷାର ମାନ ବୃଦ୍ଧି ପାଇଁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି। ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବିଦ୍ୟାଳୟ ସ୍କୁଲରେ ରୂପାନ୍ତରିତ ହୋଇଛି।ସବୁ ପ୍ରକାର ସୁବିଧା ଯୋଗାଇ ଦିଆଯାଇଛି। ହେଲେବି ଶିକ୍ଷାଦାନରେ ଗୁଣାତ୍ମକ ମାନ ବୃଦ୍ଧି ହୋଇପାରୁ ନାହିଁ। ଗତ!-->!-->!-->…
ନିଖୋଜ ମହିଳାଙ୍କ ଶବ ଉଦ୍ଧାର…
ବେଲଗୁଣ୍ଠା-୨/୬-ବେଲଗୁଣ୍ଠା ଥାନା ଅର୍ନ୍ତଗତ କେବିରି ବରପୁର ଗ୍ରାମର ନିଖୋଜ ଥିବା ଜଣେ ମହିଳାଙ୍କ ଶବ ଉଦ୍ଧାର ହୋଇଥିବା ସୂଚନା ମିଳିଛି । ପୋଲିସ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ,ଏହି ଗ୍ରାମର ସୁବାସ ସ୍ୱାଇଁଙ୍କ ପତ୍ନୀ ବଙ୍ଗାଳୀ ସ୍ୱାଇଁ(୬୬) ଗତ ୩୦ ତାରିଖରୁ ନିଖୋଜ ଥିଲେ ।ଏ ନେଇ ସୁବାସ!-->…