Sign in
Sign in
Recover your password.
A password will be e-mailed to you.
ବିଜେଡି ଛାଡ଼ିଲେ ବିଧାୟକ ପର୍ଶୁରାମ ଧଡ଼ା
ଭୁବନେଶ୍ୱର: ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବାର କିଛି ସମୟ ପରେ ବିଜେଡିରୁ ଇସ୍ତଫା ଦେଇଛନ୍ତି ସୋର ବିଧାୟକ ପର୍ଶୁରାମ ଧଡା। ଦଳ ଏହି ସ୍ଥାନରେ ତାଙ୍କ ପ୍ରତିଦ୍ବନ୍ଦୀ ମାଧବ ଧଡାଙ୍କୁ ଟିକେଟ୍ ଦେବା ପରେ ପର୍ଶୁରାମ ଧଡା ଇସ୍ତଫା ଖବର ସାମ୍ନାକୁ ଆସିଛି। ଏହି ଆସନ!-->…
୪୧ ଡିଗ୍ରି ଉପରେ ରାଜ୍ୟର ୬ ସହର
ଭୁବନେଶ୍ବର: ରାଜ୍ୟର ୬ଟି ସହରରେ ଆଜି ତାପମାତ୍ର ୪୧ ଡିଗ୍ରି କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି। ଏଥିରେ ବୌଦ୍ଧରେ ସର୍ବାଧିକ ତାପମାତ୍ରା ଅନୁଭୂତ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ବୌଦ୍ଧରେ ଆଜି!-->…
ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ତାଇୱାନ; ସୁନାମୀ ଆଲର୍ଟ ଜାରି
ତାଇୱାନରେ ଅନୁଭୂତ ହେଲା ଶକ୍ତିଶାଳୀ ଭୂକମ୍ପ ଝଟକା । ଭୂକମ୍ପରେ ଥରିଲା ସାରା ତାଇୱାନ ସମେତ ରାଜଧାନୀ ତାଇପେଇ ଓ ହୁଆଲିଏନ୍ ସହର । ରିକ୍ଟର ସ୍କେଲରେ ଭୂକଂପ ତୀବ୍ରତା ୭.୪ ବୋଲି ସୂଚନା ମିଳିଛି ।
ଗତ ୨୫ ବର୍ଷରେ ଏହା ତାଇୱାନରେ ସବୁଠୁ ଶକ୍ତିଶାଳୀ ଭୂମିକମ୍ପ ବୋଲି ସୂଚନା ମିଳିଛି।!-->!-->!-->…
ପୁଲିସ୍ ପଞ୍ଝାରେ ଏରାଗୋଲା ଗ୍ୟାଙ୍ଗ, ବାଟୁଳି ମାରି ଲୁଟ୍ କରୁଥିବା ୧୧ ଧରାପଡ଼ିଲେ
ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଆତଙ୍କ ଖେଳାଇଥିବା ଏରାଗୋଲା ଗ୍ୟାଙ୍ଗର ୧୧ ଜଣ ସଦସ୍ୟଙ୍କୁ ଗିରଫ କରିଛି କମିସନରେଟ ପୁଲିସ। ଏମାନଙ୍କର ଲୁଟର ତରିକା ବେଶ ନୂଆ ଥିଲା।
ଗ୍ୟାଙ୍ଗର ସଦସ୍ୟମାନେ ବାଟୁଳି ମାରି କାର କାଚ ଭାଙ୍ଗନ୍ତି ଓ ଏହାପରେ ଯାହା ପାରନ୍ତି ଲୁଟ ପାଟ କରନ୍ତି।!-->!-->!-->…
ପୁରୀରେ ପୁଣି ବୋମା ମାଡ଼, ଜଣେ ବରିଷ୍ଠ ଆଇନଜୀବୀ ଗୁରୁତର
ପୁରୀ: ପୁରୀରେ ପୁଣି ବୋମା ମାଡ଼ । ଜଣେ ବରିଷ୍ଠ ଆଇନଜୀବୀଙ୍କ ଉପରକୁ କେହି ଦୁର୍ବୃତ୍ତ ବୋମା ମାଡ଼ କରିଥିବା ସୂଚନା । ଖବର ନେବାରେ ଜଣାପଡିଛି ଯେ ପେଣ୍ଠକଟା ମେରାଇନ ଥାନା ଅନ୍ତର୍ଗତ ଗୋପାଳପୁରର ବରିଷ୍ଠ ଆଇନଜୀବୀ ସୁବାସ ଚନ୍ଦ୍ର ସାହୁ ନିଜ ସାଇକେଲ ଯୋଗେ ବାର ଆଶୋସେଶନକୁ ଆସୁଥିବା ବେଳେ!-->…
ତଣ୍ଟି କାଟି ଯୁବକଙ୍କୁ ହତ୍ୟା, ନିଶା କାରବାରକୁ ନେଇ ହତ୍ୟା କରାଯାଇଥିବା ସନ୍ଦେହ
ପୁରୀ: ଚକ୍ରତୀର୍ଥ ରୋଡ଼ରେ ବିଭତ୍ସ୍ୟ ହତ୍ୟାକାଣ୍ଡ। ତଣ୍ଟି ଓ ହାତ, ଗୋଡ଼ କାଟି ଯୁବକଙ୍କୁ ହତ୍ୟା। ବୁଧବାର ଦିନ ଚକ୍ରତୀର୍ଥ ରୋଡରେ ଥିବା ମେଡିକାଲ ନିକଟରୁ ରକ୍ତରେ ଜୁ଼ଡ଼ୁବୁଡ଼ୁ ହୋଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବିଳମ୍ବିତ ରାତିରେ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର!-->…
iPhone ୟୁଜର୍ସଙ୍କୁ ସତର୍କ ସୂଚନା ଜାରି କଲେ ସରକାର
ଆଇ ଫୋନ୍ କିମ୍ବା ଆପଲ୍ର ଆଇ ପ୍ୟାଡ୍ ତଥା ମ୍ୟାକ୍ବୁକ୍ ବ୍ୟବହାର କରୁଥିଲେ ସାବଧାନ। ଏ ସମସ୍ତ ଆପଲ ପ୍ରଡକ୍ସ ପାଇଁ ସତର୍କ ସୂଚନା ଜାରି କରିଛନ୍ତି କେନ୍ଦ୍ର ସରକାର। ଯେକୌଣସି ମୁହୂର୍ତ୍ତରେ ହ୍ୟାକ୍ ହୋଇପାରେ ଆପଣଙ୍କ ଫୋନ୍। ଇଣ୍ଡିଆନ କମ୍ପ୍ୟୁଟର ଏମରଜେନ୍ସି ରେସ୍ପନ୍ସ ଟିମ୍ ତଥା!-->…
ମାଓ କ୍ୟାମ୍ପ ଠାବ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ
ମାଲକାନଗିରି: ମାଲକାନଗିରିରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଓଡ଼ିଶା-ଆନ୍ଧ୍ର ସୀମା କାଲିମେଳାର ଦୟାଲତୁଙ୍ଗ ଗାଁ ନିକଟ ଜଙ୍ଗଲରୁ ମାଓ କ୍ୟାମ୍ପ୍ ଠାବ ସହ ବିପୁଳ ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ କରିଛନ୍ତି ଡିଭିଏଫ୍ ଯବାନ ।
ଜବତ ମାଓ ସାମଗ୍ରୀ ଭିତରେ ୧୯୦ଟି ଜିଲେଟିନ୍!-->!-->!-->…
ଓ୍ୱାୟନାଡରୁ ନାମାଙ୍କନ ଦାଖଲ କଲେ ରାହୁଲ
କେରଳର ଓ୍ୱାୟନାଡରୁ ନାମଙ୍କନ ଦାଖଲ କଲେ କଂଗ୍ରେସ ସାଂସଦ ତଥା ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି। ଏହି ସମୟରେ ଭଉଣୀ ପ୍ରିୟଙ୍କା ଗାନ୍ଧି ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ହଜାର ହଜାର ସମର୍ଥକଙ୍କୁ ନେଇ ରୋଡ୍ ଶୋ' କରିବା ପରେ ବିଶାଳ ପଟୁଆରରେ ଆସି ନାମାଙ୍କନ ଦାଖଲ କରିଛନ୍ତି ରାହୁଲ।
!-->!-->…
ତୃତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି
ଭୁବନେଶ୍ବର: ବିଜୁ ଜନତା ଦଳ ତୃତୀୟ ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଏହି ଟିକେଟ୍ ଘୋଷଣା କରିଛନ୍ତି। ବଲାଙ୍ଗୀର ଲୋକସଭା କ୍ଷେତ୍ର ପାଇଁ ନିକଟରେ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିବା ସୁରେନ୍ଦ୍ର!-->…