Sign in
Sign in
Recover your password.
A password will be e-mailed to you.
ପରଲୋକରେ ଅଜିତ ପାୱାର; ମହାରାଷ୍ଟ୍ରରେ ୩ ଦିନିଆ ଶୋକ
ମୁମ୍ବାଇ: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତାଙ୍କ ଚାର୍ଟର୍ଡ ବିମାନ ବାରାମତିରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁଃଖଦ ଘଟଣା ଘଟିଥିଲା।
ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ଛଅ!-->!-->!-->…
୧୨ ପାକିସ୍ତାନୀ ସୈନିକଙ୍କୁ ହତ୍ୟା କଲେ ବାଲୁଚ୍ ଲିବରେସନ୍ ଆର୍ମି
ଇସଲାମାବାଦ: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶରେ ବାଲୁଚ୍ ଲିବରେସନ୍ ଆର୍ମି (ବିଏଲ୍ଏ)ର ଯୋଦ୍ଧାମାନେ ୧୨ଜଣ ପାକିସ୍ତାନୀ ସେନା ସୈନିକଙ୍କୁ ହତ୍ୟା କରିଛନ୍ତି। ଏହି ଏନକାଉଣ୍ଟରରେ ଛଅ ଜଣ ପାକିସ୍ତାନୀ ସୈନିକ ଆହତ ହୋଇଛନ୍ତି। ବିଏଲ୍ଏର ଜଣେ ମୁଖପାତ୍ର କହିଛନ୍ତି ଯେ ଏହାର ଯୋଦ୍ଧାମାନେ!-->…
ନଵନିର୍ମାଣ କୃଷକ ସଂଗଠନର ୮ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ, କିଛି ଜିଲ୍ଲାରେ ଦେଖିବାକୁ ମିଳିଲା ପ୍ରଭାବ
ଭୁବନେଶ୍ବର: ଧାନକିଣା ଅବ୍ୟବସ୍ଥା, ଯାନବାହନ ପ୍ରଦୂଷଣ ସାର୍ଟିଫିକେଟ୍ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ଟାଟା କମ୍ପାନିର ମନମାନି ବିରୋଧରେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବନିର୍ମାଣ କୃଷକ ସଂଗଠନ। ଆଜି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟିଆ ରାଜ୍ୟବ୍ୟାପୀ ଆନ୍ଦୋଳନ ଜାରି!-->…
ଧାନମଣ୍ଡୀ ଅବ୍ୟସ୍ଥାକୁ ନେଇ ଚକଅଖ ବନ୍ଦ, ଯାତ୍ରୀ, ବିଦ୍ୟାର୍ଥୀମାନେ ସମସ୍ୟାର ସମ୍ମୁଖୀନ
କୋରାପୁଟ / କୋଟପାଡ଼ : ଧାନମଣ୍ଡିର ଅବ୍ୟବସ୍ଥାକୁ ନେଇ ସାରା ରାଜ୍ୟର ଚାଷୀମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ଓଡିଶା ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ସରକାରଙ୍କ ଚାଷୀ ମାରଣନୀତିକୁ ପ୍ରତିବାଦ କରି ସାରା ରାଜ୍ୟରେ ଚକଅଖ ବନ୍ଦ ଡାକରା ଦେଇଥିଲା, ଏହାକୁ ସମର୍ଥନ କରି!-->…
ଆଦିବାସୀ ମହାବିଦ୍ୟାଳୟର ୪୦ତମ ବାର୍ଷିକ ଉତ୍ସବ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ର ୪୦ ତମ ବାର୍ଷିକ ଉତ୍ସବ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ବାଲିଗୁଡ଼ା ଉପଜିଲ୍ଲାପାଳ ତଥା!-->…
ଗୋପାଳପୁର ବେଳାଭୂମି ମହୋତ୍ସବ ,ଅସ୍ମିତା ସ୍ୱର ଙ୍କୁ ଦୁଃଖ ଦେଇ ପ୍ରଶାସନ ଆନନ୍ଦରେ ମସଗୁଲ..!
ଓଡ଼ିଆ ଅସ୍ମିତା ଆଜି କୋମାରେ...
କଟନୀ ଛଟଣି ରେ ସାରା ରାଜ୍ୟରେ ଗଞ୍ଜାମ ଜିଲ୍ଲା ପ୍ରଥମ….!
ପ୍ରଶାସନ ମିଲର ମାନଙ୍କ ବୋଲ କରା..!
ମିଡିଆକିଆରେ କ୍ଲଷ୍ଟରସ୍ତରୀୟ ଶିକ୍ଷଣ ସାମଗ୍ରୀ କର୍ମଶାଳା
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତ ର ନୁଆସାହି ସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ କର୍ମଶାଳା ମିଡିଆକିଆ କ୍ଲଷ୍ଟର ସିଆରସିସି ଫିଲିପ କୁମାର ଦିଗାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ!-->!-->!-->…
ମା’ ଅସୁରକୁମାରୀ ପୀଠରେ ବିଶ୍ୱଶାନ୍ତି ଗୀତ ମହାଯଜ୍ଞର ପୂର୍ଣ୍ଣାହୁତି
ନୟାଗଡ଼, ୨୭/୦୧ (ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ବଜ୍ରକୋଟସ୍ଥିତ ପ୍ରସିଦ୍ଧ ମା’ ଅସୁରକୁମାରୀ ଦେବୀଙ୍କ ପବିତ୍ର ପୀଠରେ ଚାଲିଥିବା ପାଞ୍ଚଦିନ ବ୍ୟାପୀ ବିଶ୍ୱଶାନ୍ତି ଗୀତ ମହାଯଜ୍ଞ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ପୂର୍ଣ୍ଣାହୁତି ସହ ସମାପ୍ତ ହୋଇଛି। ପ୍ରାଚୀନ!-->…
ନିଲାମ ହେବ ଏସିଡ ଆକ୍ରମଣକାରୀଙ୍କ ସମ୍ପତ୍ତି !
ନୂଆଦିଲ୍ଲୀ: ଦେଶରେ ବିଚାରାଧୀନ ସମସ୍ତ ଏସିଡ ଆକ୍ରମଣ ଘଟଣାର ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛି ସର୍ବୋଚ୍ଚ ନ୍ୟାୟାଳୟ । ଏସିଡ ଆକ୍ରମଣକାରୀଙ୍କ ସମ୍ପତ୍ତି ନିଲାମ ପାଇଁ ପ୍ରସ୍ତାବ ଦେଇଛି ସର୍ବୋଚ୍ଚ ନ୍ୟାୟାଳୟ ।
ଦେଶରେ ବିଚାରାଧୀନ ସମସ୍ତ ଏସିଡ୍ ଆକ୍ରମଣ ମାମଲାରେ ବିଚାରାଧୀନ ଥିବା!-->!-->!-->…