Sign in
Sign in
Recover your password.
A password will be e-mailed to you.
ନିମାପଡାରେ ବିଶାଳ ରୋଡ ସୋ’ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଭୁବନେଶ୍ୱରରେ ଗଣମାଧ୍ୟମକୁ ସମ୍ବୋଧନ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାରରେ ମଇଦାନକୁ ଓହ୍ଲାଇଛନ୍ତି। ନିମାପଡାରେ ରୋଡ ସୋ’ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜନୀତିର ହଟସ୍ପଟ ପାଲଟିଥିବା ନିମାପଡାରେ!-->!-->!-->…
ବଡ଼ ଧରଣର ଭୂକମ୍ପ ଝଟକା, ଲୋକେ ଆତଙ୍କିତ
ବଡ଼ଧରରଣ ଭୂକମ୍ପ ଝଟକାରେ ଥରିଛି ମିଆଁମାର। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୬ ରେକର୍ଡ କରାଯାଇଛି। ଏହାର ପ୍ରଭାବ ମେଘାଲୟରେ ମଧ୍ୟ ଦେଖିବାକୁ ମିଳିଛି।
ସନ୍ଧ୍ୟା ପ୍ରାୟ ୬.୪୪ ମିନିଟରେ ମେଘାଳୟର ବିଭିନ୍ନ ସ୍ଥାନରେ ଝଟକା ଅନୁଭୂତ ହୋଇଛି। ଗୁହାଟୀ ଓ ମେଘାଳୟର ବିଭିନ୍ନ!-->!-->!-->…
ବଲାଙ୍ଗୀରରେ ତାପମାତ୍ରା ୪୬.୩ ଡିଗ୍ରି ରେକର୍ଡ
ଭୁବନେଶ୍ବର: ପ୍ରବଳ ଖରାରେ ପଶ୍ଚିମ ଓଡ଼ିଶା ଜଳୁଛି। ବିନା ଚପଲରେ ମାଟି ଉପରେ ପାଦ ରଖି ହେଉନାହିଁ। ପୋଖରୀର ପାଣି ଫୁଟୁଛି। ଆଜି ପଶ୍ଚିମ ଓଡ଼ିଶାର ୭ଟି ସହରର ତାପମାତ୍ରା ୪୫ ଡିଗ୍ରି ଉପରେ ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚଳିତ ବର୍ଷ!-->…
ବିଜେପିରୁ ହିମାଂଶୁ ଶେଖର ସାହୁ ବହିଷ୍କୃତ
ଯାଜପୁର : ଦଳ ବିରୋଧୀ କାର୍ଯ୍ୟ କାରଣରୁ ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ହିମାଂଶୁ ଶେଖର ସାହୁଙ୍କୁ ବିଜେପି ଦଳରୁ ବହିଷ୍କାର କରାଯାଇଛି। ଦଳ ବିରୋଧୀ ଓ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ବହିଷ୍କାର କରାଯାଇଛି!-->…
ପ୍ରଧାନମନ୍ତ୍ରୀ ମୋଦିଙ୍କ ଆକ୍ଷେପର କଡ଼ା ଜବାବ ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସ୍ବାସ୍ଥ୍ୟକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆକ୍ଷେପର କଡ଼ା ଜବାବ ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଛନ୍ତି, ମୋ ସ୍ବାସ୍ଥ୍ୟ ସମ୍ପୂର୍ଣ୍ଣ ଠିକ୍ ଅଛି । ପ୍ରଧାନମନ୍ତ୍ରୀ ଯଦି ଏତେ ଚିନ୍ତିତ ମୋତେ କଲ୍ କରିପାରିଥାନ୍ତେ । ମୋ ସ୍ବାସ୍ଥ୍ୟ ଚିନ୍ତା ନୁହେଁ,!-->…
ଓଡ଼ିଶାର ବିକାଶ ନାଁରେ ବିଶ୍ୱାସଘାତକତା କରିଛି ବିଜେଡି: ମୋଦି
ବାଲେଶ୍ବର: ଆସନ୍ତା ୧ ତାରିଖ ଦିନ ରାଜ୍ୟରେ ଶେଷ ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ । ଏହି ମଧ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ବାରିପଦା ପରେ ବାଲେଶ୍ୱର ଜିଲ୍ଲାର ରେମୁଣାଠାରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି ।!-->…
ମୋଦିଙ୍କ ପରମାତ୍ମା ବୟାନକୁ କଟାକ୍ଷ କଲେ, ସମ୍ବିତ ପାତ୍ରଙ୍କ କଥା ଉଠାଇଲେ ମମତା
କୋଲକତା : ନିର୍ଦ୍ଦିଷ୍ଟ କାରଣ ପାଇଁ ପରମାତ୍ମା ପୃଥିବୀଙ୍କୁ ତାଙ୍କୁ ପଠାଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ବୟାନ ଚର୍ଚ୍ଚାର ବିଷୟ ପାଲଟିଛି। ମୋଦିଙ୍କ ଏପରି ବୟାନକୁ ଆଜି କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ।
ସେ!-->!-->!-->…
ଓଡ଼ିଶାର ରାଜନୀତିରେ ଏଥର ନୂଆ ଦେଖିବାକୁ ମିଳିବ: ପ୍ରଧାନମନ୍ତ୍ରୀ
କେନ୍ଦ୍ରାପଡ଼ା/ଭୁବନେଶ୍ବର: ଓଡ଼ିଶାରେ ପ୍ରଚୁର ପରିମାଣରେ ପାଣି ଅଛି। କିନ୍ତୁ ଚାଷୀଙ୍କ ଜମିକୁ ଏହି ପାଣି ପହଞ୍ଚିପାରୁ ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନିର୍ବାଚନ ପ୍ରଚାର ବେଳେ ବୁଧବାର ଦିନ ଏହା କହିଛନ୍ତି। କେନ୍ଦ୍ରାପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ଦ୍ବାରା!-->…
ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ କ୍ୟାମ୍ପେନ
ବାଙ୍ଗିରିପୋଷି : ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ କ୍ୟାମ୍ପେନ । ନିର୍ବାଚନୀ ସଭାରୁ ବିରୋଧୀଙ୍କୁ ଟାର୍ଗେଟ । କହିଛନ୍ତି, ବିରୋଧୀ ନେତାମାନେ ଆସୁଛନ୍ତି, ସେମାନେ ଭାବୁଛନ୍ତି ଆଦିବାସୀ ଭାଇଭଉଣୀମାନେ କାହିଁକି ନବୀନ ବାବୁଙ୍କୁ ଏତେ ଭଲ ପାଉଛନ୍ତି ।!-->…
ଶ୍ରୀକ୍ଷେତ୍ରରେ ଆଜି ଭଉଁରୀ ତିଥିରେ ଶେଷ ହେଲା ଚକ ଅଖ ଡେରା ନୀତି
ପୁରୀ: ଆଜି ରଥ ଖଳାରେ ସମ୍ପାଦିତ ହୋଇଛି ଚକାଡେରା ନୀତି । ପରମ୍ପରା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ସକାଳ ଧୂପ ସରିବା ପରେ ଏକ ପଟୁଆରରେ ଆଜ୍ଞାମାଳ ଶ୍ରୀନଅରକୁ ଅଣାଯାଇଥିଲା । ଏହାପରେ ବିଶ୍ୱକର୍ମା ମହାରଣାଙ୍କ ନିର୍ଦ୍ଦେଶକ୍ରମେ ଭୋଇ ସେବାୟତମାନେ ୩ ରଥର ଅଖରେ ୨ଟି ଲେଖାଏଁ ଚକକୁ ସଂଯୋଗ କରି!-->…