Sign in
Sign in
Recover your password.
A password will be e-mailed to you.
ଓଡ଼ିଶାରେ ୨୫ ବର୍ଷର ବିଜେଡି ସରକାରର ଶାସନରେ ପୂର୍ଣ୍ଣଛେଦ ପଡ଼ିବ: ମୋଦୀ
ବାରିପଦା: ଓଡ଼ିଶାରେ ୨୫ ବର୍ଷର ବିଜେଡି ସରକାରର ଶାସନରେ ପୂର୍ଣ୍ଣଛେଦ ପଡ଼ିବ। ଜୁନ୍ ୧୦ରେ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ଏଥିଲାଗି ମୁଁ ଆପଣମାନଙ୍କୁ ନିମନ୍ତ୍ରଣ ଦେବାକୁ ଆସିଛି। ଆଜି ଓଡ଼ିଶା କହୁଛି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଜଣେ ଓଡ଼ିଆ ମୁଖ୍ୟମନ୍ତ୍ରୀ ହେବେ। ଦୁଇ ଥର!-->…
କଂଗ୍ରେସ ଓ ଆପ୍ର ମେଣ୍ଟ ସ୍ଥାୟୀ ନୁହେଁ ବୋଲି କହିଲେ କେଜ୍ରିୱାଲ
ଚଳିତ ଲୋକସଭା ନିର୍ବାଚନରେ ଦିଲ୍ଲୀର କ୍ଷମତାସୀନ ଆପ୍ ଓ ଦେଶର ପ୍ରମୁଖ ବିରୋଧୀ ଦଳ କଂଗ୍ରେସ ମେଣ୍ଟ କରିଛନ୍ତି। ପଞ୍ଜାବରେ ଉଭୟ ଦଳ ଅଲଗା ଅଲଗା ନିର୍ବାଚନ ଲଢ଼ୁଥିଲେ ହେଁ ଦିଲ୍ଲୀରେ ମେଣ୍ଟ କରି ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଦେଇଛନ୍ତି।
ତେବେ ଏହି ମେଣ୍ଟ ଚୀରସ୍ଥାୟୀ ନୁହେଁ ଓ!-->!-->!-->…
ସମ୍ବିଧାନ ଓ ଲୋକତନ୍ତ୍ର ପାଇଁ ବିପଦ ବିଜେପି: ଖଡଗେ
ବାଲେଶ୍ୱର: ବାଲେଶ୍ୱରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେଙ୍କ ପ୍ରଚାର । ଦଳୀୟ କର୍ମୀଙ୍କ ପାଇଁ ପ୍ରଚାର କରିବା ସହ ବିଜେପିକୁ ଟାର୍ଗେଟ କରିଛନ୍ତି ଖଡଗେ । ସେ ବିଶାଳ ଜନସଭାକୁ ସମ୍ବୋଧନ କରିବା ସମୟରେ କହିଛନ୍ତି ଯେ, ଦେଶରେ ବହୁ ମାତ୍ରାରେ ଗରିବ ବୃଦ୍ଧି ପାଇବାରେ ଲାଗିଛି ଆଉ ଏହା!-->…
ଯୁବବର୍ଗ ମୋ ଅସମ୍ମାନର ଉଚିତ ଜବାବ ୧ ତାରିଖରେ ଭୋଟରେ ଦେବେ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବାହାରୁ ନେତାମାନେ ଆସି ମୋତେ ବ୍ୟକ୍ତିଗତ ଭାବେ ଆଟାକ କରୁଛନ୍ତି । କଟୁ କଥା କହୁଛନ୍ତି । ଆପଣ ଭଲଭାବେ ଜାଣନ୍ତି ମୁଁ କାହାକୁ କେବେ ଅସମ୍ମାନ କରେନାହିଁ । କଟୁ କଥା କୁହେ ନାହିଁ । ଆପଣମାନେ ବିଶେଷକରି ମାଆମାନେ, ଯୁବବର୍ଗ ଏ ଅସମ୍ମାନର ଉଚିତ ଜବାବ ୧ ତାରିଖରେ ଭୋଟରେ ଦେବେ ।
ସାଢ଼େ ୪!-->!-->!-->…
ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ପଛରେ କିଛି ଷଡ଼ଯନ୍ତ୍ର ହେଉନି ତ..? : ପ୍ରଧାନମନ୍ତ୍ରୀ ମୋଦୀ
ବାରିପଦା: ବର୍ଷେ ହେବ ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ଏତେ ଖରାପ କେମିତି ହେଲା? ନବୀନଙ୍କ ସହ ଅତି ଘନିଷ୍ଠ ଥିବା ଲୋକ କହୁଛନ୍ତି, ନବୀନ ଏବେ ନିଜେ କିଛି କରିପାରୁନାହାନ୍ତି। ନବୀନ ବାବୁଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ପଛରେ କିଛି ଷଡ଼ଯନ୍ତ୍ର ହୋଇଥାଇପାରେ ବୋଲି ତାଙ୍କ ଘନିଷ୍ଠ କହୁଛନ୍ତି।!-->…
ଓଡିଶା ବିଜେପିର ୱାଶିଂ ମେସିନରେ ସ୍ୱଚ୍ଛ ହେଉଛନ୍ତି ବିଜେଡିରୁ ବହିଷ୍କୃତ ନେତା: ବିଜେଡି
ଭୁବନେଶ୍ୱର: ବିଜେପି ଉପରେ ବର୍ଷିଛନ୍ତି ବିଜେଡି ସାଂସଦ ତଥା ବିଜେଡି ମୁଖପାତ୍ର ଡ. ସସ୍ମିତ ପାତ୍ର । ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଡ. ପାତ୍ର, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ବ୍ରହ୍ମପୁର!-->…
ଦିଲ୍ଲୀର ତାପମାତ୍ରା ୫୨.୩ ଡିଗ୍ରୀ ଛୁଇଁଲା
ସର୍ବକାଳୀନ ରେକର୍ଡ କରିଛି ଦେଶର ରାଜଧାନୀ ଦିଲ୍ଲୀର ସର୍ବୋଚ୍ଚ ତାପମାତ୍ରା। ଆଜି ପ୍ରଥମଥର ପାଇଁ ତାପମାତ୍ରା ୫୨.୩ ଡିଗ୍ରୀ ଛୁଇଁଛି। ପୂର୍ବରୁ ଦିଲ୍ଲୀର କୌଣସି ସ୍ଥାନରେ ତାପମାତ୍ରା କେବେ ହେଲେ ୫୨ ଡିଗ୍ରୀ ପାର କରି ନଥିଲା।
କିନ୍ତୁ ଆଜି ଦିଲ୍ଲୀର ମୁଙ୍ଗେଶପୁରରେ ପାରଦ ୫୨!-->!-->!-->…
ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବର୍ଧେପାରା ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ଜଣେ ମହିଳା ମାଓବାଦୀ ସମେତ ଦୁଇ ହାର୍ଡ କୋର ମାଓବାଦୀ ନିହତ । ମହିଳା ମାଓବାଦୀ ମନିଲା ନାଁରେ ୮ ଲକ୍ଷ ଟଙ୍କା ପୁରସ୍କାର!-->…
ବିଜେପିର ସଙ୍ଗୀନ ଅଭିଯୋଗ, ନବୀନଙ୍କୁ ଗୋଡ଼ରେ ଆଡ଼େଇ ଦେଉଛନ୍ତି ପାଣ୍ଡିଆନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କ ଭିଡିଓକୁ ଦୁର୍ଭାଗ୍ୟଜନକ କହିଲେ ସମୀର ମହାନ୍ତି । ଭିଡିଓରେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଗୋଡ଼ରେ ଆଡ଼େଇ ଦେଉଛନ୍ତି ।ମୁଖ୍ୟମନ୍ତ୍ରୀ କୌଣସି ରବର ଷ୍ଟାମ୍ପ ନୁହନ୍ତି, ତାଙ୍କୁ ଅପମାନିତ କରନ୍ତୁ ନାହିଁ । ସେ ଗୁମାସ୍ତାକୁ ସତର୍କ କରାଇ ଦେଉଛୁ,!-->…
ଶାସନରେ ରହି କ୍ଷମତାର ଅପବ୍ୟବହାର କରିଛନ୍ତି ପାଣ୍ଡିଆନ : ଭର୍ତ୍ତୃହରି
ଭୁବନେଶ୍ବର: ପାଣ୍ଡିଆନଙ୍କୁ କଡା ସମାଲୋଚନା କଲେ ବିଜେପି ନେତା ଭର୍ତ୍ତୃହରି ମହତାବ । ଇସିଆଇର କାର୍ଯ୍ୟାନୁଷ୍ଠାନକୁ ନେଇ ପାଣ୍ଡିଆନଙ୍କ ପ୍ରତିକ୍ରିୟାକୁ ସମାଲୋଚନା କରିଛନ୍ତି ଭର୍ତ୍ତୃହରି । କହିଲେ ଯିଏ ଯେଉଁ ପ୍ରକୃତିର ସିଏ ସେଇ ପ୍ରକୃତିର ଲୋକଙ୍କୁ ସମର୍ଥନ କରେ । ଇସିଆଇର!-->…