ବିଜେପିକୁ କଡ଼ା ଚ୍ୟାଲେଞ୍ଜ ଦେଲେ ମମତା

ପାଖେଇ ଆସିଲାଣି ଲୋକସଭା ନର୍ବାଚନ। ଏଥିପାଇଁ ଜୋରସୋର୍‌ରେ ଲାଗି ପଡିଛନ୍ତି ସମସ୍ତ ରାଜନୈତିକ ଦଳ। ଏହାର ଭିତରେ ଆରୋପ ପ୍ରତ୍ୟେରୋପ ମଧ୍ୟ ଆରମ୍ଭ ହୋଇସାରିଛି। ଏହିକ୍ରମରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପି ଦେଇଛି ଖୋଲା ଚ୍ୟାଲେଞ୍ଜ। ବିଜେପିର ୪୦୦ ପାର୍‌ ନାରାକୁ ନେଇ ସେ

ଭୁବନେଶ୍ବରରେ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା: ଚା’ ଦୋକାନୀଙ୍କ ଉପରେ ଚଢ଼ିଗଲା ଦାମୀ କାର୍‌

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ରବିବାର ହିଟ୍ ଆଣ୍ଡ୍ ରନ୍ ମାମଲା ଦେଖିବାକୁ ମିଳିଛି। ସହିଦନଗର ଥାନା ପଣ୍ଡାପାର୍କ ନିକଟରେ ଘଟିଥିବା ଏବି ଦୁର୍ଘଟଣାରେ ଜଣେ ଚା ଦୋକାନୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଯାଜପୁର ବିଞ୍ଝାରପୁରର ଦିଲୀପ ପରିଡ଼ା। ସୂଚନା ଅନୁସାରେ ଦିଲୀପ ନିଜ ଚା’

ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେନି ଗୋବିନ୍ଦା!

ଲୋକସଭା ନିର୍ବାଚନ ଲଢି ନପାରନ୍ତି ଗୋବିନ୍ଦା। ମାର୍ଚ୍ଚ ୨୮ରେ ଏକନାଥ ସିନ୍ଦେଙ୍କ ଶିବସେନା ଗୋଷ୍ଠୀରେ ଯୋଗ ଦେଇଥିବା ଅଭିନେତା ଗୋବିନ୍ଦା ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ସମ୍ଭାବନା ନଥିବା ବିଶେଷ ସୂତ୍ରରୁ ପ୍ରକାଶ ପାଇଛି। ସେ ନିର୍ବାଚନରେ

ଶକ୍ତି ପ୍ରଦର୍ଶନ କଲେ ବିଜେଡ଼ି ନେତା ଉମାକାନ୍ତ ସାମନ୍ତରାୟ

ପୁରୀ: ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ସଦର ବ୍ଲକ୍ ଅଧିନସ୍ଥ ୧୧ ଗୋଟି ପଞ୍ଚାୟତରେ ଆଜି ଶକ୍ତି ପ୍ରଦର୍ଶନ କରିଛନ୍ତି ବ୍ରହ୍ମଗିରି ବିଜେଡ଼ି ନେତା ତଥା ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ । ବିଜେଡ଼ି ସୁପ୍ରିମୋଙ୍କ ପ୍ରାର୍ଥୀ ଘୋଷଣା ପରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ପାଦ

‘ମ୍ୟାଚ୍ ଫିକ୍ସିଂ ହୋଇଛି, ନହେଲେ ୪୦୦ ପାର୍ ନାରା ସମ୍ଭବ ନୁହେଁ’

ବିଜେପିର ୪୦୦ ପାର୍ ନାରାକୁ ଟାର୍ଗେଟ କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ମ୍ୟାଚ୍ ଫିକ୍ସିଂ ବିନା ଦଳର '୪୦୦ ପାର୍ ନାରା ସମ୍ଭବ ନୁହେଁ' ବୋଲି ରାହୁଲ ଗାନ୍ଧୀ କଟାକ୍ଷ କରି କହିଛନ୍ତି। ସେ ଆହୁରି କହିଛନ୍ତି ଯେ, '୪୦୦ ପାର୍' କରିବା ପାଇଁ ପ୍ରଧାନମନ୍ତ୍ରୀ 'ଅମ୍ପାୟାର' ମଧ୍ୟ

ପଦ୍ମ ଧରିଲେ ଆକାଶ ଦାସନାୟକ

ଭୁବନେଶ୍ଵର: ବିଜେପିରେ ସାମିଲ ହେଲେ ଆକାଶ ଦାସନାୟକ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହେଲେ । ଗତକାଲି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଆକାଶ । ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ଅରବିନ୍ଦ ଢାଲି, ସିଦ୍ଧାନ୍ତ ମହାପାତ୍ର, ପ୍ରଦୀପ

ଚନ୍ଦ୍ରଗିରି ଜଙ୍ଗଲରେ ହାତୀର ମୃତ୍ୟୁ

ଭଞ୍ଜନଗର : ସକାଳେ ଏକା ଏକା ବୁଲୁଥିଲା । ମଧ୍ୟାହ୍ନରେ ଆଖି ବୁଜିଲା, ଦନ୍ତା ହାତୀ । ଗଂଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡର ଗାଲେରୀ ବନାଞ୍ଚଳ ଅନ୍ତର୍ଗତ ବେରୁହାଁବାଡି ଗାଁକୁ ଲାଗିରହିଥିବା ଚନ୍ଦ୍ରଗିରି ଜଙ୍ଗଲରେ ହାତୀର ମୃତ୍ୟୁ ହୋଇଛି । ଆଜି ସକାଳେ , ହାତୀଟି ଗାଁକୁ

ଇଏ ଦୁ୍ର୍ଗ ପତନର ବେଳ: ଭର୍ତ୍ତୃହରି ମହତାବ

ଭୁବନେଶ୍ଵର: ଦିଲ୍ଲୀରୁ ଫେରିଛନ୍ତି ବିଜେପି ନେତା ତଥା କଟକ ଲୋକସଭା ଆସନର ପାର୍ଥୀ ଭର୍ତ୍ତୃହରୀ ମହାତାବ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଭର୍ତ୍ତୃହରୀଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା କରିଛି ରାଜ୍ୟ ବିଜେପି । କଟକ ଲୋକସଭା ଆସନରୁ ଲୋକସଭା ପ୍ରାର୍ଥୀ ଭାବରେ

‘ଅରବିନ୍ଦ କେଜ୍ରିୱାଲ ଜଣେ ସିଂହ, ତାଙ୍କୁ ବେଶି ଦିନ ବନ୍ଦୀ କରି ରଖିପାରିବେନି’

ଅରବିନ୍ଦ କେଜ୍ରିୱାଲଙ୍କୁ ସିଂହ ବୋଲି ସମ୍ବୋଧିତ କରିଛନ୍ତି ପତ୍ନୀ ସୁନିତା କେଜ୍ରିୱାଲ ଏବଂ ତାଙ୍କୁ ବେଶି ଦିନ ବନ୍ଦୀ କରି ରଖାଯାଇ ପାରିବନି ବୋଲି କହିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଗିରଫଦାରୀକୁ ବିରୋଧ କରି ଆଜି କରାଯାଉଥିବା ରାଲିରେ ଏପରି କହିଛନ୍ତି ସୁନିତା।

୧୪ ଦିନ ପରେ ବନ୍ଦ ଘରୁ ମିଳିଲା ମହିଳାଙ୍କ ମୃତଦେହ, ଦୁର୍ଗନ୍ଧ ହେବାରୁ ସ୍ୱାମୀଙ୍କୁ ଜଣାଇଲେ ପଡୋଶୀ

ଭଦ୍ରକ : ୧୪ ଦିନ ପରେ ବନ୍ଦ ଘରୁ ମିଳିଲା ସ୍ତ୍ରୀଙ୍କ କ୍ଷତାକ୍ତ ମୃତଦେହ । ଭଦ୍ରକ ଟାଉନ ଥାନା ଅପର୍ତ୍ତୀବିନ୍ଧା ନିଉ କଲୋନୀରୁ ଉଦ୍ଧାର ହୋଇଛି ଗଲିତ ମୃତଦେହ । ମୃତକ ତିହିଡ଼ି ଥାନା ଗୋଳାପୋଖରୀ ଅଞ୍ଚଳର ମଧୁମିତା ନାୟକ । ଗତ ୫ ମାସ ହେଲା ମଧୁମିତା ଘର ଭଡ଼ା ନେଇ