Sign in
Sign in
Recover your password.
A password will be e-mailed to you.
ICICI ବ୍ୟାଙ୍କ ଉପରେ ଲାଗିଲା ୧ କୋଟିର ଜୋରିମାନା, YES ବ୍ୟାଙ୍କ ଦେବ ୯୧ ଲକ୍ଷ ଟଙ୍କା
ଦେଶର ଦୁଇ ପ୍ରତିଷ୍ଠିତ ଘରୋଇ ବ୍ୟାଙ୍କ ଉପରେ ମୋଟା ଅଙ୍କର ଜୋରିମାନା ଲଗାଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ ବା ଆରବିଆଇ। ନିୟମ ଉଲ୍ଲଙ୍ଘନ କରି ଦୁଇ ବ୍ୟାଙ୍କ କାର୍ଯ୍ୟ କରୁଥିଲେ। ଏଥିପାଇଁ ଆରବିସିଆଇ ପକ୍ଷରୁ ICICI ବ୍ୟାଙ୍କ ଉପରେ ୧ କୋଟି ଟଙ୍କାର ଜୋରିମାନା ଲାଗୁ କରାଯାଇଛି। ସେହିପରି ୟେସ୍!-->…
ପ୍ରଶାନ୍ତ ଜଗଦ୍ଦେବ ଇଭିଏମ ଭାଙ୍ଗିବା ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍
ଭୁବନେଶ୍ବର: ସାମ୍ନାକୁ ଆସିଲା ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍ ଭାଙ୍ଗିବା ମାମଲାର ସିସିଟିଭି ଫୁଟେଜ୍ । ରଚାଯାଇଥିଲା ବଡ ଷଡଯନ୍ତ୍ର । ଏହାକୁ ନେଇ ନିଜ ସୋସିଆଲ ମିଡିଆରେ ଭିଡିଓ ଜାରି କଲେ ସାଂସଦ ଅପରାଜିତା । ଯେଉଁଥିରେ କି ପ୍ରଶାନ୍ତ ଇଭିଏମ୍ ଭାଙ୍ଗିଥିବାର କୌଣସି ସ୍ଫଷ୍ଟ ଚିତ୍ର ଦୃଶ୍ୟମାନ!-->…
‘ବିଜେଡି ଆସିଲେ ନୂଆ-ଓ ଛାତ୍ରବୃତ୍ତି ରାଶି ବୃଦ୍ଧି କରାଯିବ, ପୁଅ ପାଇବେ ୧୨ ଓ ଝିଅ ପାଇବେ ୧୪ ହଜାର ଟଙ୍କା’
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଅଧୀନ ବେତନଟୀରେ ବିଜେଡି ବରିଷ୍ଠ ନେତା ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର । ଆୟୋଜିତ ଜନସଭାକୁ ସମ୍ବୋଧିତ କରିଛନ୍ତି ପାଣ୍ଡିଆନ । ସେଠାରୁ ସେ ସିଧା ସଳଖ ବିଜେପିକୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଦିନରାତି କଠିନ!-->…
ଆପ୍ ନେତ୍ରୀ ଆତିଶୀଙ୍କୁ କୋର୍ଟ ସମନ
ବଢ଼ିଲା ଆପ୍ ନେତ୍ରୀ ତଥା ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା ଆତିଶୀଙ୍କ ଅଡ଼ୁଆ। ତାଙ୍କୁ ଦିଲ୍ଲୀର ଗୋଟିଏ କୋର୍ଟ ହାଜର ହେବାକୁ ସମନ କରିଛନ୍ତି। ଦିଲ୍ଲୀ ବିଜେପିର ମିଡିଆ ମୁଖ୍ୟ ପ୍ରବୀଣ ଶଙ୍କର କପୁର ରୁଜୁ କରିଥିବା ମାନହାନୀ କେସ୍ରେ କୋର୍ଟ ଏପରି ସମନ କରିଛନ୍ତି। କୋର୍ଟ ଆଜି ଆତିଶୀଙ୍କୁ!-->…
‘ବିଜେପିକୁ ଭୋଟ୍ ଦିଅନ୍ତୁ, ଓଡ଼ିଆ ସନ୍ତାନକୁ ମୁଖ୍ୟମନ୍ତ୍ରୀ କରାଯିବ’
ଭଦ୍ରକ: ଭଦ୍ରକ ଚାନ୍ଦବାଲିରେ ବିଶାଳ ନିର୍ବାଚନ ରାଲି କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଏହି ସମୟରେ ଜନସଭାକୁ ସମ୍ବୋଧିତ କରି ନବୀନ ସରକାର ଉପରେ ଗର୍ଜିଛନ୍ତି ଶାହା । ସେ କହିଛନ୍ତି ଯେ, ନବୀନ ଜଣେ ତାମିଲ ଲୋକକୁ ଉତ୍ତରାଧିକାରୀ କରିବାକୁ ଯାଉଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ!-->…
ସାଇବର ଠକେଇକୁ ନେଇ ଓଡିଶା ପୋଲିସ୍ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସୂଚନା
ଭୁବନେଶ୍ୱର : ଅନେକ ସମୟରେ ଜନସାଧାରଣ ସାଇବର ଠକେଇର ଶିକାର ହେଉଥିବା ନଜର ଆସିଛି । ଚୋର ଠାରୁ ପୋଲିସ ଯେତେ ଚାଲାକ୍ ଭାବେ କାମ କଲେ ମଧ୍ୟ ସବୁବେଳେ ଚୋର ପୋଲିସକୁ ଭୁଆଁ ବନେଇ ତା କାମ ହାସଲ କରି ନେଉଛି । ପୋଲିସ ଯେତେ ସଜାଗ ହେଲେ ମଧ୍ୟ ତାଙ୍କ ଆଖିରେ ଧୂଳି ଦେଇ ଚୋର ଲୁଟ କରିଚାଲୁଛି!-->…
ରାଜ୍ୟରେ ଅଂଶୁଘାତ ଜନିତ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି
ଭୁବନେଶ୍ୱର: ଅଂଶୁଘାତ ନେଲାଣି ୪ ଜୀବନ । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଜନିତ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ଘଟିଛି । ଢେଙ୍କାନାଳ, ବାଲେଶ୍ବରରୁ ଜଣେ ଲେଖାଏଁ ପ୍ରାଣ ହରାଇଥିବା ବେଳେ, ମୟୂରଭଞ୍ଜରୁ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ!-->…
ଚଳଚଞ୍ଚଳ ରଥଖଳା: ମୋଟ ୪୨ଟି ଚକ ମଧ୍ୟରୁ ୧୬ଟି ଚକ ନିର୍ମାଣ ଶେଷ
ପୁରୀ : ଚଳଚଞ୍ଚଳ ରଥଖଳା । ୧୮ଦିନରେ ପହଁଚିଛି ରଥ ନିର୍ମାଣ କାର୍ଯ୍ୟ l ତିନି ରଥ ନାହାକା ଅଖର ଉଭୟ ପାର୍ଶ୍ଵ ଗୋଲେଇ ସହ ମାଠେଣୀ କାର୍ଯ୍ୟ ଶେଷ ହୋଇଛି । ତିନି ରଥର ମୋଟ ୪୨ଟି ଚକ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୬ ଟି ଚକ ନିର୍ମାଣ ଶେଷ ହୋଇଛି । ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ୫ଟି!-->…
ଇଭିଏମ୍ ଭାଙ୍ଗିବାରେ ପ୍ରଶାନ୍ତଙ୍କ ଭୂମିକା ନାହିଁ ; ଅପରାଜିତା
ଭୁବନେଶ୍ବର: ‘ଇଭିଏମ୍ ଭାଙ୍ଗିବାରେ ପ୍ରଶାନ୍ତ ଜଗଦ୍ଦେବଙ୍କ କୌଣସି ଭୂମିକା ନାହିଁ । ଦୁଇ ତିନି ଘଣ୍ଟା ଭିତରେ ସାର୍ବଜନୀନ ହେବ ସିସିଟିଭି ଫୁଟେଜ୍ ।’
କିଛି ଏମିତି କହି ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ନେଇ ବର୍ଷିଛନ୍ତି ସାଂସଦ ଅପରାଜିତା ମହାନ୍ତି । ଆଜି ଏନେଇ ପ୍ରେସମିଟ କରି!-->!-->!-->…
ଭୁବନେଶ୍ବରରୁ ସିଧା ମାଲେସିଆ, ଆରମ୍ଭ ହେଲା ବିମାନ ସେବା
ଭୁବନେଶ୍ବର: ଭୁବନେଶ୍ବରରୁ ମାଲେସିଆ, ଏବେ ଉଡିବ ବିମାନ । ଭୁବନେଶ୍ବର ବିମାନବନ୍ଦରରୁ ମାଲେସିଆ କୁଆଲାଲମ୍ପୁର ବିମାନବନ୍ଦର ମଧ୍ୟରେ ସିଧାସଳଖ ବିମାନ ସେବା ଆଜିଠାରୁ ଆରମ୍ଭ ହେବାକୁ ଯାଉଛି । ଏହି ସେବା ବିମାନ ସଂସ୍ଥା ଏୟାର ଏସିଆ ପକ୍ଷରୁ ପ୍ରଦାନ କରାଯିବ ।
ସୂଚନା ଅନୁଯାୟୀ,!-->!-->!-->…