Sign in
Sign in
Recover your password.
A password will be e-mailed to you.
ବିଜେପି ନେତାଙ୍କ ହାତକୁ ପଥରରେ ଛେଚି ଦେଲେ ବିଜେଡି କର୍ମୀ…!
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ସୁବାସ ସାହୁଙ୍କ ଉପରେ ଆଜି ହୋଇଛି ମରଣାନ୍ତକ ଆକ୍ରମଣ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ତୋଟାପଡ଼ାରେ ତାଙ୍କ ଉପରେ ହୋଇଛି ସଂଘବଦ୍ଧ ଆକ୍ରମଣ। ସୁବାସଙ୍କ ସହିତ ତାଙ୍କର ୫ ସାଥୀଙ୍କ ଉପରେ ହୋଇଛି ଆକ୍ରମଣ। ବିଜେଡି କର୍ମୀମାନେ!-->…
କେନ୍ଦ୍ରାପଡ଼ାରେ ନବୀନଙ୍କ ନିର୍ବାଚନୀ ପ୍ରଚାର, ନାଁ ନ ନେଇ ପୂର୍ବତନ ସାଂସଦଙ୍କୁ କଲେ ଟାର୍ଗେଟ
କେନ୍ଦ୍ରାପଡା: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ୟ୍ୟାୟ ନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଆଜି ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରାପଡା ସଭାରେ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ସରକାରଙ୍କ ଯୋଜନା ଭଲ କି ନାହିଁ ବୋଲି!-->…
ରାହୁଲ ଗାନ୍ଧି ଓ କେଜ୍ରିୱାଲଙ୍କୁ ପାକ୍ ନେତାଙ୍କ ସମର୍ଥନ: ମୋଦି
ପାକିସ୍ତାନର ଜଣେ ନେତା ଭାରତର ନିର୍ବାଚନ ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧି ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅଗ୍ନିବର୍ଷୀ ଭାଷଣଙ୍କୁ ସମର୍ଥନ କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।
ଠିକ ନିର୍ବାଚନ ବେଳେ ପାକିସ୍ତାନର ଜଣେ ନିର୍ଦ୍ଦିଷ୍ଟ ନେତା ଭିଡିଓ ଜାରି କରି!-->!-->!-->…
ମୁଖ୍ୟମନ୍ତ୍ରୀ ତାମିଲନାଡୁରୁ ନେତା ଭଡ଼ାରେ ଆଣିଛନ୍ତି: ଧର୍ମେନ୍ଦ୍ର
ବାଲେଶ୍ୱର : ସଭା ଓ ସମିତି ପାଇଁ ମାଇକ୍ ଭଡ଼ାରେ ଆସେ। ହେଲେ ମୁଖ୍ୟମନ୍ତ୍ରୀ ନେତା ଭଡ଼ାରେ ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ତାମିଲ୍ନାଡୁରୁ ନେତା ଭଡ଼ାରେ ଆଣିଛନ୍ତି। ଆମେ କଣ ଏହାକୁ ସ୍ୱୀକାର କରିବା କି ବୋଲି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନିର୍ବାଚନ ପ୍ରଚାର!-->…
ମୌସୁମୀ ସ୍ୱାଭାବିକ ଠାରୁ ଅଧିକ ବର୍ଷିବ, ୩୦ ପରେ ତାତିରୁ ମିଳିବ ନିସ୍ତାର
ଭୁବନେଶ୍ୱର : ଚଳିତ ବର୍ଷ ମୌସୁମୀ ସ୍ୱାଭାବିକ ଠାରୁ ଅଧିକ ବର୍ଷିବ ବୋଲି ପୁଣିଥରେ ଦୋହରାଇଛି ଭାରତୀୟ ପାଣିପାଗ ବିଭାଗ। ଏପ୍ରିଲ ମାସରେ ବିଭାଗ ଯେଉଁ ଆକଳନ କରିଥିଲା ଆଜି ମଧ୍ୟ ଏଥିରେ କାଏମ ରହିଛି।
ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବରେ ଜୁଲାଇ ମାସରେ ସ୍ୱାଭାବିକ ବର୍ଷା ହେବ। କିନ୍ତୁ!-->!-->!-->…
କର୍ମୀମାନଙ୍କୁ ପାଣ୍ଡିଆନଙ୍କ ଆଶ୍ବାସନା; ‘ପ୍ରାର୍ଥୀମାନଙ୍କୁ ଅଧିକ ମାର୍ଜିନରେ ଜିତାଇଲେ ସ୍ୱତନ୍ତ୍ର ପୁରସ୍କାର ଦେବେ…
ଜଗତସିଂହପୁର: ସାରା ଭାରତବର୍ଷରେ ଏକ ନମ୍ୱର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶାକୁ ଏକ ନମ୍ୱର କରିବେ ନବୀନ ପଟ୍ଟନାୟକ ବୋଲି ଆଜି ଜଗତସିଂହପୁର ନିର୍ବାଚନମଣ୍ଡଳୀରେ ଏକ ଜନସଭାକୁ ସମ୍ବୋଧିତ କଲାବେଳେ ଏହା କହିଛନ୍ତି ବିଜେଡି ବରିଷ୍ଠ ନେତା ଭିକେ ପାଣ୍ଡିଆନ । ସେ ବିଜେପିକୁ ଟାର୍ଗେଟ୍!-->…
କ୍ଷମା ମାଗିଲେ ସାଂସଦ ପ୍ରଜ୍ଜ୍ୱଳ ରେଭାନ୍ନା
ଯୌନ ଶୋଷଣ ଭଳି ସାଂଘାତିକ ମାମଲାରେ ଫସିଥିବା କର୍ଣ୍ଣାଟକାର ଜେଡିଏସ୍ ସାଂସଦ ପ୍ରଜ୍ଜ୍ୱଳ ରେଭାନ୍ନା ଶେଷରେ କ୍ଷମା ମାଗିଛନ୍ତି। ତାଙ୍କ ଯୌନ କେଳେଙ୍କାରୀର ଭିଡିଓ ଭାଇରାଲ ହେବା ପରେ ସେ ଗତ ମାସରୁ ଜର୍ମାନୀ ଫେରାର ହୋଇ ଯାଇଥିଲେ।
ନିର୍ବାଚନ ସମୟରେ ଏହାକୁ ନେଇ ରାଜନୀତିକ ତମ୍ବିତୋଫାନ!-->!-->!-->…
ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ବାସୁଙ୍ଗା ପାଟ
ପୁରୀ : ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପହଞ୍ଚିଲା ବାସୁଙ୍ଗା ପାଟ l ତିଗିରିଆ ନୂଆପାଟଣା ଅଞ୍ଚଳରୁ ଆସିଛି ୩ କୁଇଣ୍ଟାଲ ବାସୁଙ୍ଗା ପାଟ l ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ବାସୁଙ୍ଗା ପାଟକୁ ପ୍ରଶାସନିକ ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି l ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ!-->…
ପାଣ୍ଡିଆନଙ୍କ ପ୍ରରୋଚନାରେ ଓଡ଼ିଶାରେ ନିର୍ବାଚନୀ ହିଂସା ହେଉଛି
ଭୁବନେଶ୍ବର: ପାଣ୍ଡିଆନଙ୍କ ପ୍ରରୋଚନାରେ ଓଡ଼ିଶାରେ ନିର୍ବାଚନୀ ହିଂସା ହେଉଛି ।ପାଣ୍ଡିଆନ ଓଡ଼ିଶାରେ ଆତଙ୍କରାଜ ସୃଷ୍ଟି କରିବାକୁ ଚାହୁଁଛନ୍ତି ଏହିଭଳି କହି ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ନେତା ପ୍ରଦୀପ ପୁରୋହିତ। ୨୪ ନିର୍ବାଚନରେ ଅଧିକ ଭୟଭୀତ ହୋଇ ବିଜେଡି ଏଭଳି ହିଂସା!-->…
ଅଳ୍ପକେ ବର୍ତ୍ତିଲେ ରାହୁଲ ଗାନ୍ଧି
ଅଳ୍ପକେ ବର୍ତ୍ତିଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ଲୋକଙ୍କ ଅଭିବାଦନ ଗ୍ରହଣ କରୁଥିବା ବେଳେ ରାହୁଲ ଗାନ୍ଧିଙ୍କ ସଭାମଞ୍ଚର କିଛି ଅଂଶ ଦବି ଯାଇଛି। ସେ ଲୋକଙ୍କୁ ହାତ ହଲାଉ ଥିବା ବେଳେ ହଠାତ୍ ମଞ୍ଚଟି ଦବି ଯାଇଥିଲା।
ତେବେ ରାହୁଲ ଗାନ୍ଧି ଏଥିରେ କୌଣସି ପ୍ରକାରର ଆହତ ହୋଇ!-->!-->!-->…