ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ବିଜେଡି ତରଫରୁ ସାମ୍ବାଦିକ ସମ୍ମିଳନୀ

ହିଞ୍ଜିଳିକାଟୁ ୨୮/୩ : ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ତରଫରୁ ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବିଜେଡିର କାର୍ଯ୍ୟାଳୟ ଗୃହରେ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଜିଲ୍ଲା ସାଧାରଣ ସମ୍ପାଦକ ବିଜେଡ଼ି ବରିଷ୍ଠ ନେତା ଦେବାନନ୍ଦ ମହାପାତ୍ର ଙ୍କ

ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତ ଧୋବାତୁଠ ଠାରେ ପ୍ରତିଷ୍ଠିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୨୦୨୪ ବର୍ଷର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟର ଅଧ୍ୟକ୍ଷ ଆଲୋକ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ସହକାରୀ ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର

ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଗର୍ଭ ଯନ୍ତ୍ରଣାରେ ଆଖି ବୁଜିଲେ ମହିଳା !

ଡାକ୍ତର ନଥିବା ଯୋଗୁଁ ଘଟିଲା ଅଘଟଣ…! ସରକାରଙ୍କ ଯୋଜନା କାହା ପାଇଁ…… ଵ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ର ଆସିକା ଉପଖଣ୍ଡ ଚିକିତ୍ସାଳୟ ରେ ପ୍ରସବ ବେଦନା ସହି ନପାରି ମହିଳା ଆଖି ବୁଜିଥିବା ଅଭିଯୋଗ ଆସିଛି। ମୃତଜଣ ହେଲେ ଆସିକା ବ୍ଲକ ପାଣ୍ଡିଆପଥର ପଞ୍ଚାୟତ ଅନ୍ତର୍ଗତ ସୁନାପଲ୍ଲୀ

ଛତ୍ରପୁର ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ

ଛତ୍ରପୁର : ଛତ୍ରପୁର ର ଗ୍ରାମଦେବୀ ମା ରମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ବୁଧବାର ଶୁଭ ଖୁଣ୍ଟି ସ୍ଥାପନ ହୋଇଯାଇଛି l ଛତ୍ରପୁର ର ଆରାଧ୍ୟା ଦେବି ମା ଠାକୁରାଣୀଙ୍କ ଠାରୁ ଆଜ୍ଞା ମାଳ ନିମନ୍ତେ ବିଭିନ୍ନ ପୂଜାର୍ଚନା କରାଯାଇଛି l ନୀଳକଣ୍ଠେଶ୍ଵର ସାହି ସ୍ଥିତ ମା ଙ୍କ ଅସ୍ଥାୟୀ

ବିବାହ ଫଟୋଗ୍ରାଫି ଓ ଭିଡିଓ ସମ୍ପର୍କିତ ଜ୍ଞାନ କୌଶଳ ତାଲିମ କର୍ମଶାଳା

ଛତ୍ରପୁର : କେନନ କମ୍ପାନୀ ଓ ଗାୟତ୍ରୀ ଇଲେକ୍ଟ୍ରୋନିକସ ସୌଜନ୍ୟରେ ଗୁରୁବାର "ବିବାହ" ଫଟୋଗ୍ରାଫି ସମ୍ପର୍କିତ ଜ୍ଞାନ କୌଶଳ ସମ୍ପର୍କିତ ତାଲିମ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ନିକଟ ତାମ୍ପରା ରିସର୍ଟ ଠାରେ ବିବାହ କାର୍ଯ୍ୟକ୍ରମ ଫଟୋଗ୍ରାଫି ଜ୍ଞାନ କୌଶଳ ଉପରେ ଏକ ଦିନିକିଆ

କେତେ ଆଉ ମିଛ କହିବ ? ସଞ୍ଜୟ ରାଉତଙ୍କ ଉପରେ ବର୍ଷିଲେ ପ୍ରକାଶ ଆମ୍ବେଦକର

ମୁମ୍ବାଇ: ବଞ୍ଚିତ ବହୁଜନ ଅଘାଡି (ଭିବିଏ) ଅଧ୍ୟକ୍ଷ ପ୍ରକାଶ ଆମ୍ବେଦକର ଆଜି ଶିବସେନା(ୟୁବିଟି) ନେତା ସଞ୍ଜୟ ରାଉତଙ୍କ ଉପରେ ଆକ୍ରମଣ କରିଛନ୍ତି। ଏଥିସହ ସେ ଶିବସେନା (ୟୁବିଟି) ସାଂସଦ ମିଥ୍ୟା କହିଥିବାର ଅଭିଯୋଗ କରିଛନ୍ତି। ଆମ୍ବେଦକର କହିଛନ୍ତି, ଆପଣ ସଞ୍ଜୟ ରାଉତ କେତେ ମିଛ କହିବେ? ଯଦି

ଅନ୍ୟକୁ ଡରେଇବା-ଧମକାଇବା କଂଗ୍ରେସର ସଂସ୍କୃତି: ମୋଦୀ

ନୂଆଦିଲ୍ଲୀ: ଦେଶର ପ୍ରମୁଖ ଆଇନଜୀବୀମାନେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ଚିଠି ଲେଖି ନ୍ୟାୟାଳୟ ଉପରେ ଏକ ଗୋଷ୍ଠୀ ପ୍ରଭାବ ପକାଇବାକୁ ଉଦ୍ୟମ କରୁଥିବା ଅଭିଯୋଗ କରିଛନ୍ତି । ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି ।

ସ୍ୱାମୀଙ୍କ ମୃତ୍ୟୁକୁ ନେଇ ସଂଗୀନ ଅଭିଯୋଗ ଆଣିଲେ ସୀତା ସୋରେନ

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭାଉଜ ସୀତା ସୋରେନ ତାଙ୍କ ସ୍ୱାମୀଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଏହା ସହିତ ସେ ତାଙ୍କ ସ୍ୱାମୀଙ୍କ ମୃତ୍ୟୁ ମାମଲାର ତଦନ୍ତ କରିନଥିବାରୁ ରାଜ୍ୟ ସରକାରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସୀତାଙ୍କର ଏହି ବୟାନ

ରାମେଶ୍ୱରମ୍ କାଫେ ବିସ୍ଫୋରଣ ମାମଲା : ଅନ୍ୟତମ ଅଭିଯୁକ୍ତ ମୁଜାମ୍ମିଲ ସରିଫକୁ ଗିରଫ କଲା ଏନଆଇଏ

ବେଙ୍ଗାଲୁରୁ: କର୍ଣ୍ଣାଟକର ବେଙ୍ଗାଲୁରୁରେ ରାମେଶ୍ୱରମ୍ କାଫେ ବିସ୍ଫୋରଣ ମାମଲାରେ ଜାତୀୟ ତଦନ୍ତକାରୀ ଏଜେନ୍ସି (ଏନ୍ଆଇଏ) ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗୁରୁବାର ଜାରି ଏକ ବିବୃତିରେ ଏନଆଇଏ କହିଛି ଯେ ମୁଜାମ୍ମିଲ ସରିଫ ଏହି ମାମଲାର ମୁଖ୍ୟ ଷଡ଼ଯନ୍ତ୍ରକାରୀ, ଯିଏକି ତିନୋଟି ରାଜ୍ୟ

ଚାଇନାର ଅରୁଣାଚଳ ଦାବିକୁ ଭିତ୍ତିହୀନ କହିଲା ଭାରତ

ନୂଆଦିଲ୍ଲୀ : ଭାରତର ଅରୁଣାଚଳ ପ୍ରଦେଶକୁ ନେଇ ଚାଇନା ବାରମ୍ବାର କରୁଥିବା ଦାବି ଉପରେ ଆଜି ନୂଆଦିଲ୍ଲୀ ଜବାବ ରଖିଛି। ଚାଇନାର ଦାବିକୁ ଭାରତ ସରକାର ଭିତ୍ତିହୀନ ବୋଲି କହିଛନ୍ତି।ଭାରତର ଆଭିମୁଖ୍ୟ ସମ୍ପର୍କରେ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣନ୍ଧୀର ଜୈସୱାଲ କହିଛନ୍ତି, ଅରୁଣାଚଳ