Sign in
Sign in
Recover your password.
A password will be e-mailed to you.
କନ୍ଧମାଳର ଯୁବ ଗବେଷକ ରାଜେଶଙ୍କ ନିଆରା ଉଦ୍ୟମ
ଫୁଲବାଣୀ: ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗରେ ପିଏଚଡ଼ି ଗବେଷଣା କରୁଥିବା ଆଦିବାସୀ ଅଧୁଷିତ କନ୍ଧମାଳ ଜିଲ୍ଲା ଘୁ. ଉଦୟଗିରି ବ୍ଳକ୍ ଅନ୍ତର୍ଗତ ତଲାରି ମାହ। ଗ୍ରାମପଞ୍ଚାୟତର ଦୁର୍ଗମ ଗଟାମାହା ଗ୍ରାମର ରାଜେଶ କୁମାର ବଗର୍ତ୍ତୀ ଏବେ ଚର୍ଚ୍ଚାରେ । ଆଦିବାସୀ ଅଧ୍ୟୁଷିତ ଜିଲ୍ଲା ସହ!-->…
ବାରିପଦାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର
ମୟୁରଭଞ୍ଜ: ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜିଲ୍ଲାର ଦୁଇଟି ସ୍ଥାନ ରାଇରଙ୍ଗପୁର ଏବଂ ବାରିପଦାରେ ନିର୍ବାଚନୀ ପ୍ରଚାର କରିଛନ୍ତି ନବୀନ ପଟ୍ଟନାୟକ। ଜନସାଧାରଣଙ୍କୁ ବିଜେଡି ସରକାରଙ୍କ ବିଭିନ୍ନ ଯୋଜନା ଭଲ କି ବୋଲି!-->…
ବାଇକରେ ଦୁଇ ଦୁବୃର୍ତ୍ତ ଆସିଲେ ଝାମ୍ପି ନେଲେ ରୂପାଭର୍ତ୍ତି ବ୍ୟାଗ
ବାଲିଗୁଡା, : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟଖଣ୍ଡା ସାହିରେ ଗୋଟିଏ ରୂପା ବ୍ୟବସାୟୀଙ୍କ ଠାରୁ କିଛି ଲୁଟେରା ୧୦କିଲୋ ରୂପା ଝାମ୍ପି ନେଇ ଥିବା ଖବର ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଅଞ୍ଚଳର ପାଟଖଣ୍ଡା ସାହିର ପୁରୁଖା ରୂପା ବ୍ୟବସାୟୀ ସନ୍ୟାସୀ ନାୟକଙ୍କ!-->…
ଅଭିନେତ୍ରୀ ଲୈଲା ଖାନ ହତ୍ୟା ଘଟଣା: ସାବତ ବାପାଙ୍କୁ ମିଳିଲା ମୃତ୍ୟୁ ଦଣ୍ଡାଦେଶ
ବଲିଉଡ୍ ଅଭିନେତ୍ରୀ ଲୈଲା ଖାନ ହତ୍ୟା ମାମଲାରେ ତାଙ୍କ ସାବତ ବାପା ପରବେଜ ଟାକଙ୍କୁ ମୃତ୍ୟୁ ଦଣ୍ଡାଦେଶ ମିଳିଛି। ମୁମ୍ବାଇର ଏକ କୋର୍ଟ ଶୁକ୍ରବାର ତାଙ୍କୁ ଏହି ସଜା ଶୁଣାଇଛନ୍ତି। ଲୈଲା ଖାନ୍ଙ୍କ ସହିତ ତାଙ୍କ ମା’ ଓ ୪ ଭାଇଭଉଣୀଙ୍କୁ ହତ୍ୟା କରିଥିଲେ ପରବେଜ ଟାକ। ୨୦୧୧ ମସିହାରେ ଘଟିଥିଲା!-->…
ଘସିପୁରାରେ ବିଜେଡି ନେତାଙ୍କ ଗାଡିରୁ ଜବତ ହେଲା ୫ ଲକ୍ଷରୁ ଅଧିକ ଟଙ୍କା
ଘସିପୁରା: ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର କିଛି ଘଣ୍ଟା ବାକି ରହିଛି। ଏହାପୂର୍ବରୁ ଅନ୍ଧାରିବିଜେ ନୁହଁ ବରଂ ଦିନ ଦ୍ବିପ୍ରହରରେ ଶୁକ୍ରବାର କେନ୍ଦୁଝର ଜିଲ୍ଲା ଘସିପୁରା ବିଧାନସଭାରୁ ଜବତ ହୋଇଛି ୫ ଲକ୍ଷ ଟଙ୍କା। ଆଉ ଏହି ଟଙ୍କା ଯିଏ ନେଇ ଯାଉଥିଲେ ସେ ବିଜେଡି ବିଧାୟକ ପ୍ରାର୍ଥୀ!-->…
ବିଜେଡି ସହଜରେ ହାସଲ କରିବ ସଂଖ୍ୟା ଗରିଷ୍ଠତା : ପାଣ୍ଡିଆନ୍
ଭୁବନେଶ୍ୱର: ଓଡ଼ିଶାରେ ଶେଷ ପର୍ଯ୍ୟାୟ ମତଦାନ ପାଇଁ କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ ରାଜ୍ୟ ବିଜେପିର ଜୋଶ ବଢ଼ାଇଛି। ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି, ବିଜେପି ୭୫ ବିଧାନସଭା ଆସନ ଜତିବ ସେହିପରି ୧୫ଟି ଲୋକସଭା ଆସନ ଜିତିବ। ଏହାରି ଭିତରେ ଗତକାଲି ବିଜେପି ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା!-->…
ବରଗଡ଼ରେ ମତଦାନ ବେଳେ ଅଟୋ ଚାଳକଙ୍କୁ ହତ୍ୟା ଘଟଣା, ଦୁଇ ପୁଲିସ ଅଧିକାରୀଙ୍କ ବଦଳି
ଭୁବନେଶ୍ୱର: ବରଗଡ଼ ମତଦାନ କେନ୍ଦ୍ର ନିକଟରେ ଜଣେ ଅଟୋ ଚାଳକଙ୍କୁ ଛୁରୀ ଭୁସି ହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ହତ୍ୟା ଘଟଣାର ୪ ଦିନ ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଦୁଇ ଜଣ ପୁଲିସ ଅଧିକାରୀଙ୍କୁ ବଦଳି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ହତ୍ୟାକାଣ୍ଡରେ ସମ୍ପୃକ୍ତ!-->!-->!-->…
କର୍ଣ୍ଣାଟକ ସେକ୍ସ ଭିଡିଓ ସ୍କାଣ୍ଡାଲ; ପ୍ରଜ୍ଜ୍ୱଳ ରେଭାନ୍ନାଙ୍କୁ କେନ୍ଦ୍ରର କାରଣ ଦର୍ଶାଅ ନୋଟିସ୍
କର୍ଣ୍ଣାଟକ ସେକ୍ସ ଭିଡିଓ ସ୍କାଣ୍ଡାଲରେ ଜଡିତ ସାଂସଦ ପ୍ରଜ୍ଜ୍ୱଳ ରେଭେନ୍ନାଙ୍କୁ କାରଣ ଦର୍ଶାଅ ନୋଟିସ୍ ପଠାଇଲା କେନ୍ଦ୍ର। ଆଜି ବୈଦେଶିକ ମନ୍ତ୍ରଣାଳୟ ସାଂସଦ ରେଭାନ୍ନାଙ୍କୁ ନୋଟିସ୍ ପଠାଯାଇଛି। ଏହି ମାମଲା ଉପରେ କାରଣ ଦର୍ଶାଇବାକୁ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ସେକ୍ସ ଭିଡିଓ!-->!-->!-->…
ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟ କଥା ନେଇ ବିରୋଧୀଙ୍କ ଅପପ୍ରଚାର ନିନ୍ଦନୀୟ : କାର୍ତ୍ତିକ ପାଣ୍ଡିଆନ
ନବୀନ ବାବୁଙ୍କ ସ୍ବାସ୍ଥ୍ୟ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ମୁଖ୍ୟ ନିର୍ବାଚନ ରଣନୀତିକାର କାର୍ତ୍ତିକ ପାଣ୍ଡିଆନ। କହିଛନ୍ତି ନବୀନ ବାବୁଙ୍କ ସ୍ବାସ୍ଥ୍ୟ କଥା ନେଇ ଅପପ୍ରଚାର କରୁଛନ୍ତି ବିରୋଧୀ । ନବୀନ ବାବୁଙ୍କ ପରି ମହାନ ଜନନେତାଙ୍କୁ ଅସମ୍ମାନ କରୁଛନ୍ତି । ବଡ଼ ପାହାଡ଼!-->…
ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ, ୬ ଆହତ
ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମରେ ଥିବା ଏକ ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ। ଏହି ବିସ୍ଫୋରଣରେ ୬ଜଣ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରେ ତିନିଜଣଙ୍କ ଅବସ୍ଥା ଗୁରୁତର ବୋଲି କୁହାଯାଉଛି।
ସୂଚନାନୁସାରେ, ଗଞ୍ଜାମର ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ର ରାସାୟନିକ!-->!-->!-->…