ବାଣଯାତ୍ରାରେ ଅଘଟଣ, ବାଣ ବିସ୍ଫୋରଣରେ ୮ ଆହତ ସମେତ ଜଣେ ଗୁରୁତର

ହିଞ୍ଜିଳିକାଟୁ : ବୁଧବାର ଠାରୁ ଆରମ୍ଭ ହୋଇଥିବା ହିଞ୍ଜିଳିକାଟୁ ସହରର ଇଷ୍ଟଦେବ ଶ୍ରୀ ଲକ୍ଷ୍ମୀ ନୃସିଂହ ଠାକୁରଙ୍କ ତ୍ରିଦିନାତ୍ମକ ଯାତ୍ରାତ୍ସୋବ ଚାଲୁ ରହିଛି। ଯାତ୍ରାର ମଧ୍ୟମ ଦିବସ ଗୁରୁବାର ବିଳମ୍ବିତ ରାତିରେ କେଉଟବାଡ ପକ୍ଷରୁ ବାଣଯାତ୍ରା ଅନୁଷ୍ଠିତ ହୋଇଥିଲା। ବାଣ ଫୁଟାଇବା ସମୟରେ…

ବାତ୍ୟା ରେମାଲ: ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର: ବାତ୍ୟା ରେମାଲ ପ୍ରଭାବରେ ୪ ଜିଲ୍ଲାରେ ବର୍ଷା ସହିତ ପବନ ସମ୍ଭାବନା ରହିଛି। ତେଣୁ ସଜାଗ ହୋଇଛନ୍ତି ଏସଆରସି। ସମ୍ଭାବ୍ୟ ବର୍ଷା, ପବନକୁ ଦେଖି ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କହିଛନ୍ତି ଏସଆରସି। ଏହି ଚାରି ଜିଲ୍ଲା ହେଲେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଏବଂ…

ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା ଲାଗି ପ୍ରସ୍ତୁତି ବୈଠକ

ଛତ୍ରପୁର : ପ୍ରତ୍ୟେକ ଦୁଇ ବର୍ଷକୁ ଥରେ ଛତ୍ରପୁର ସହରର ଅଧିଷ୍ଠାତ୍ରୀ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହୋଇ ଆସୁଛି । ଚଳିତ ବର୍ଷ ଏହି ଯାତ୍ରା ମେ ୨୭ ତାରିଖରୁ ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ଏହି ଯାତ୍ରା ଅନୁଷ୍ଠିତ ହେବ । ଏଥି ନିମନ୍ତେ ଯାତ୍ରା କମିଟି ପକ୍ଷରୁ…

କନ୍ଧମାଳର ଯୁବ ଗବେଷକ ରାଜେଶଙ୍କ ନିଆରା ଉଦ୍ୟମ

ଫୁଲବାଣୀ: ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗରେ ପିଏଚଡ଼ି ଗବେଷଣା କରୁଥିବା ଆଦିବାସୀ ଅଧୁଷିତ କନ୍ଧମାଳ ଜିଲ୍ଲା ଘୁ. ଉଦୟଗିରି ବ୍ଳକ୍ ଅନ୍ତର୍ଗତ ତଲାରି ମାହ। ଗ୍ରାମପଞ୍ଚାୟତର ଦୁର୍ଗମ ଗଟାମାହା ଗ୍ରାମର ରାଜେଶ କୁମାର ବଗର୍ତ୍ତୀ ଏବେ ଚର୍ଚ୍ଚାରେ । ଆଦିବାସୀ ଅଧ୍ୟୁଷିତ ଜିଲ୍ଲା ସହ…

ବାରିପଦାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର

ମୟୁରଭଞ୍ଜ: ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜିଲ୍ଲାର ଦୁଇଟି ସ୍ଥାନ ରାଇରଙ୍ଗପୁର ଏବଂ ବାରିପଦାରେ ନିର୍ବାଚନୀ ପ୍ରଚାର କରିଛନ୍ତି ନବୀନ ପଟ୍ଟନାୟକ। ଜନସାଧାରଣଙ୍କୁ ବିଜେଡି ସରକାରଙ୍କ ବିଭିନ୍ନ ଯୋଜନା ଭଲ କି ବୋଲି…

ବାଇକରେ ଦୁଇ ଦୁବୃର୍ତ୍ତ ଆସିଲେ ଝାମ୍ପି ନେଲେ ରୂପାଭର୍ତ୍ତି ବ୍ୟାଗ

ବାଲିଗୁଡା, : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟଖଣ୍ଡା ସାହିରେ ଗୋଟିଏ ରୂପା ବ୍ୟବସାୟୀଙ୍କ ଠାରୁ କିଛି ଲୁଟେରା ୧୦କିଲୋ ରୂପା ଝାମ୍ପି ନେଇ ଥିବା ଖବର ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଅଞ୍ଚଳର ପାଟଖଣ୍ଡା ସାହିର ପୁରୁଖା ରୂପା ବ୍ୟବସାୟୀ ସନ୍ୟାସୀ ନାୟକଙ୍କ…

ଅଭିନେତ୍ରୀ ଲୈଲା ଖାନ ହତ୍ୟା ଘଟଣା: ସାବତ ବାପାଙ୍କୁ ମିଳିଲା ମୃତ୍ୟୁ ଦଣ୍ଡାଦେଶ

ବଲିଉଡ୍‌ ଅଭିନେତ୍ରୀ ଲୈଲା ଖାନ ହତ୍ୟା ମାମଲାରେ ତାଙ୍କ ସାବତ ବାପା ପରବେଜ ଟାକଙ୍କୁ ମୃତ୍ୟୁ ଦଣ୍ଡାଦେଶ ମିଳିଛି। ମୁମ୍ବାଇର ଏକ କୋର୍ଟ ଶୁକ୍ରବାର ତାଙ୍କୁ ଏହି ସଜା ଶୁଣାଇଛନ୍ତି। ଲୈଲା ଖାନ୍‌ଙ୍କ ସହିତ ତାଙ୍କ ମା’ ଓ ୪ ଭାଇଭଉଣୀଙ୍କୁ ହତ୍ୟା କରିଥିଲେ ପରବେଜ ଟାକ। ୨୦୧୧ ମସିହାରେ ଘଟିଥିଲା…

ଘସିପୁରାରେ ବିଜେଡି ନେତାଙ୍କ ଗାଡିରୁ ଜବତ ହେଲା ୫ ଲକ୍ଷରୁ ଅଧିକ ଟଙ୍କା

ଘସିପୁରା: ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର କିଛି ଘଣ୍ଟା ବାକି ରହିଛି। ଏହାପୂର୍ବରୁ ଅନ୍ଧାରିବିଜେ ନୁହଁ ବରଂ ଦିନ ଦ୍ବିପ୍ରହରରେ ଶୁକ୍ରବାର କେନ୍ଦୁଝର ଜିଲ୍ଲା ଘସିପୁରା ବିଧାନସଭାରୁ ଜବତ ହୋଇଛି ୫ ଲକ୍ଷ ଟଙ୍କା। ଆଉ ଏହି ଟଙ୍କା ଯିଏ ନେଇ ଯାଉଥିଲେ ସେ ବିଜେଡି ବିଧାୟକ ପ୍ରାର୍ଥୀ…

ବିଜେଡି ସହଜରେ ହାସଲ କରିବ ସଂଖ୍ୟା ଗରିଷ୍ଠତା : ପାଣ୍ଡିଆନ୍

ଭୁବନେଶ୍ୱର: ଓଡ଼ିଶାରେ ଶେଷ ପର୍ଯ୍ୟାୟ ମତଦାନ ପାଇଁ କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ ରାଜ୍ୟ ବିଜେପିର ଜୋଶ ବଢ଼ାଇଛି। ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି, ବିଜେପି ୭୫ ବିଧାନସଭା ଆସନ ଜତିବ ସେହିପରି ୧୫ଟି ଲୋକସଭା ଆସନ ଜିତିବ। ଏହାରି ଭିତରେ ଗତକାଲି ବିଜେପି ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା…

ବରଗଡ଼ରେ ମତଦାନ ବେଳେ ଅଟୋ ଚାଳକଙ୍କୁ ହତ୍ୟା ଘଟଣା, ଦୁଇ ପୁଲିସ ଅଧିକାରୀଙ୍କ ବଦଳି

ଭୁବନେଶ୍ୱର: ବରଗଡ଼ ମତଦାନ କେନ୍ଦ୍ର ନିକଟରେ ଜଣେ ଅଟୋ ଚାଳକଙ୍କୁ ଛୁରୀ ଭୁସି ହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ହତ୍ୟା ଘଟଣାର ୪ ଦିନ ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଦୁଇ ଜଣ ପୁଲିସ ଅଧିକାରୀଙ୍କୁ ବଦଳି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହତ୍ୟାକାଣ୍ଡରେ ସମ୍ପୃକ୍ତ…