ଏସଆଇ କେଳେଙ୍କାରୀ ମାମଲା: ୨ସପ୍ତାହ ମଧ୍ୟରେ ସମସ୍ତ ତଥ୍ୟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦେଶ

କଟକ: ପୁଲିସ ଏସଆଇ ନିଯୁକ୍ତିର କେଳେଙ୍କାରୀ ମାମଲାରେ ବିଚାର କରି ଉଚ୍ଚ ନ୍ୟାୟାଳୟ ସରକାରଙ୍କୁ କଡା ନିର୍ଦେଶ ଦେଇଛନ୍ତି। ନିଯୁକ୍ତି ପ୍ରକ୍ରିୟା କେବେ ଆରମ୍ଭ କରାଯିବ ସେ ନେଇ ସରକାରଙ୍କୁ ପଚାରିଛନ୍ତି ନ୍ୟାୟାଳୟ। ତାହା ସହ କେଳେଙ୍କାରୀ ହୋଇଥିବା ସମସ୍ତ ତଥ୍ୟ ଦୁଇ ସପ୍ତାହ ମଧ୍ୟରେ ଦାଖଲ

PUCC ନଥିଲେ ପେଟ୍ରୋଲ ମନା ନିର୍ଦ୍ଦେଶ ପ୍ରତ୍ୟାହୃତ

ଭୁବନେଶ୍ୱର : ଜରିମାନା ନ ଭରିଲେ ପଲ୍ୟୁସନ ସାର୍ଟିଫିକେଟ ମିଳିବ ନାହିଁ ବୋଲି ରହିଛି କ୍ଷମତା ।  ମୋଟର ଭେହିକଲ ଆଇନ ୧୬୭ ଧାରା ଅନୁଯାୟୀ ଏହି କ୍ଷମତା ମିଳିଥିବା ପରିବହନ କମିଶନରଙ୍କ ପକ୍ଷରୁ ଯୁକ୍ତି । ଏହାକୁ ଗ୍ରହଣ କଲେ ନାହିଁ ହାଇକୋର୍ଟ ।  ଏ ନେଇ ବାହାନ ପୋର୍ଟାଲ ସଂଶୋଧନ କରିବାକୁ

ସଡ଼କ ଦୁର୍ଘଟଣାରେ ୨ ବାଇକ୍ ଆରୋହୀ ମୃତ

ବାସୁଦେବପୁର: ଆରପାରିକୁ ଚାଲିଗଲେ ଘରର କୂଳ ନନ୍ଦନ । ଛାରଖାର ହୋଇଗଲା ୨ଟି ପରିବାର । ରୋଜଗାରିଆ ପୁଅକୁ ହରାଇ କାନ୍ଦୁଛନ୍ତି ପରିବାର ଲୋକେ । ରାସ୍ତାରେ ଯାଉ ଯାଉ ଏମିତି ୨ ଜଣଙ୍କ ଜୀବନ ଚାଲିଯିବ କିଏ ବା ଜାଣିଥିଲା । କାଳ ଯେମିତି ଜଗି ବସିଥିଲା ୨ ଜଣଙ୍କୁ ଆରପାରିକୁ ନେବା ପାଇଁ, ଆଉ

ଆସନ୍ତାକାଲି ନଵନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର : `ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି ନଵନିର୍ମାଣ କୃଷକ ସଂଗଠନ । ଆସନ୍ତାକାଲି ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ବନ୍ଦ ଡାକରା ଦିଆଯାଇଛି । ନବନିର୍ମାଣ କୃଷକ ସଂଗଠନ ସହ ନବନିର୍ମାଣ ଯୁବଛାତ୍ର ସଂଗଠନ ମଧ୍ୟ ଏହି ବନ୍ଦ ଡାକରାରେ ସାମିଲ ହୋଇଛି । ବନ୍ଦ ଡାକରାକୁ

ସ୍ତ୍ରୀକୁ ହାଣି ସ୍ବାମୀର ଆତ୍ମହତ୍ୟା ଉଦ୍ୟମ

ପଟ୍ଟାମୁଣ୍ଡାଇ: ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ହାଣି ସ୍ବାମୀର ଜୀବନ ହାରିବାକୁ ଉଦ୍ୟମ । ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମାଳିପୁର ଗ୍ରାମର ଅଭାବନୀୟ ଘଟଣା । ଉଭୟଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର । ସୂଚନା ଅନୁସାରେ ଗତକାଲି

ଓଡ଼ିଶା ରାଜ୍ୟ ଦଲିଲ ଲେଖକ ଓ ମୋହରିର ସଂଘ ତରଫରୁ ଭିନ୍ନକ୍ଷମ ଶିଶୁଙ୍କୁ ଶୀତ ବସ୍ତ୍ର ବଣ୍ଟନ

ବାଲିଗୁଡ଼ା, ତା, ୨୭/୦୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳ ର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତି ଦ୍ଵାରା ପରିଚାଳିତ ରେଡ୍‌କ୍ରସ ଦୃଷ୍ଟିହୀନ ବିଦ୍ୟାଳୟର ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ବନବିହାର ନିମନ୍ତେ ଭଞ୍ଜନଗର ସ୍ଥିତ ଫରେଷ୍ଟ ପାର୍କ ବୁଲିବାକୁ ଯାଇଥିଲେ।

୭୭ ତମ ସାଧାରଣତନ୍ତ୍ର ଦିବସରେ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ସଫଳତା

​ବାଲିଗୁଡ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ୭୭ତମ ସାଧାରଣତନ୍ତ୍ର ଦିବସ - ୨୦୨୬ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇ ଯାଇଛି। ଏହି ଉତ୍ସବରେ ସ୍ଥାନୀୟ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। କିନ୍ତୁ ଗର୍ବ ଏବଂ ଗୌରବର

ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ (ଟିପିଏସ୍‌ଓଡିଏଲ୍‌) ୭୭ତମ ସାଧାରଣତନ୍ତ୍ର ଦିବସ ଗର୍ବ ଓ ଦେଶପ୍ରେମର ଉତ୍ସାହ ସହିତ ପାଳନ କରାଯାଇଛି। ବ୍ରହ୍ମପୁରସ୍ଥିତ ଏହାର କର୍ପୋରେଟ୍‌ କାର୍ଯ୍ୟାଳୟରେ ସିଇଓ ଶ୍ରୀ ଅମିତ କୁମାର ଗର୍ଗ ଜାତୀୟ ପତାକା ଉତ୍ତୋଳନ କରି

କୋଲକାତାରେ ୫ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ, ଆଲର୍ଟରେ ଅଛି ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ବର: ପଶ୍ଚିମବଙ୍ଗରେ ନିପା ଭାଇରସ୍ ଆତଙ୍କ । କୋଲକାତାର ୫ଜଣ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟରେ ଅଛି ସ୍ୱାସ୍ଥ୍ୟ ବିଭାଗ । ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଡାକ୍ତର ଓ କିଛି ନର୍ସ ଅଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଜଣ ନର୍ସଙ୍କ ଅବସ୍ଥା ସଂକଟାପନ୍ନ ରହିଛି

ଗଂଜାମ ଜିଲାସ୍ତରୀୟ ଜାତୀୟ ମତଦାତା ଦିବସ : ୧୩ ଜଣ ବୁଥ୍ ସ୍ତରୀୟ ଅଧିକାରୀ ଓ ୧୩ ଜଣ ବିଏଲଓ ସୁପର ଭାଇଜର ପୁରସ୍କୃତ

ଛତ୍ରପୁର : ଗଂଜାମ ଜିଲାସ୍ତରୀୟ ଜାତୀୟ ମତଦାତା ଦିବସ-୨୦୨୬ ମହାସମାରୋହରେ ଛତ୍ରପୁରସ୍ଥିତ ଜିଲ୍ଲାପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଦେବଦତ୍ତ ପଣ୍ଡା ଯୋଗଦେଇ ଜାତୀୟ ମତଦାତା ଦିବସର ମହତ୍ଵ ଓ ମତଦାନର ଗୁରୁତ୍ବ ସମ୍ପର୍କରେ