Sign in
Sign in
Recover your password.
A password will be e-mailed to you.
ଓଡ଼ିଶାରେ ଶାସନ ନାହିଁ, ନବୀନ ବାବୁ ନଜରବନ୍ଦୀ: କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ
ସମ୍ବଲପୁର: ଆଜି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ସମ୍ବଲପୁରରେ ବିଜେପି ପାଇଁ ପ୍ରଚାର କରିଛନ୍ତି। କେନ୍ଦ୍ରମନ୍ତ୍ରୀ ସମ୍ବଲପୁର ଭୂତପଡ଼ା ଠାରୁ ସୁନାପାଲୀ ଯାଏ କରୁଛନ୍ତି ରୋଡ୍ ସୋ। ସେ ରୋଡ୍ ସୋ’ ବେଳେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ଗିରିରାଜ ସିଂହ କହିଛନ୍ତି, ଓଡ଼ିଶାରେ!-->…
ଏମ୍ଡିଏଚ୍ ଓ ଏଭେରେଷ୍ଟ ମସଲାକୁ ମିଳିଲା କ୍ଲିନ୍ଚିଟ୍
ଭାରତୀୟ ମସଲା ଏମ୍ଡିଏଚ୍ ଓ ଏଭେରେଷ୍ଟକୁ ମିଳିଲା କ୍ଲିନ୍ଚିଟ୍। ଭାରତୀୟ ବଜାରରେ ଉପଲବ୍ଧ ମସଲାଗୁଡିକରୁ ନିଆଯାଇଥିବା ନମୂନାରେ କୌଣସି ETO ତଥା ଇଥିଲିନ୍ ଅକ୍ସାଇଡ୍ ନଥିବା ସ୍ପଷ୍ଟ କଲା ଫୁଡ୍ ସେଫ୍ଟି ଷ୍ଟାଣ୍ଡାର୍ଡ ଅଥରିଟି ଅଫ୍ ଇଣ୍ଡିଆ ତଥା FSSAI।
ଏମ୍ଡିଏଚ୍ ଓ ଏଭରେଷ୍ଟର!-->!-->!-->…
ବିଜେଡି ଛାଡିଲେ ଜ୍ୟୋତିପ୍ରକାଶ ପାଣିଗ୍ରାହୀ
ଭୁବନେଶ୍ବର: ବିଜେଡିକୁ ପୁଣି ଆଉ ଏକ ଶକ୍ତ ଝଟକା । ପୁଣି ଦଳରୁ ଇସ୍ତଫା ଦେଲେ ଆଉ ଜଣେ ଟାଣୁଆ ବିଧାୟକ । ଦଳ ସଭାପତିଙ୍କୁ ଇସ୍ତଫା ପତ୍ର ଦେଇ ଦଳ ଛାଡିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ଭିଡିଓ ବାର୍ତ୍ତାରେ ଦେଲେ ସୂଚନା ।
ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ!-->!-->!-->…
ପୋଲ ତଳୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର
ଖୋର୍ଦ୍ଧା: ୧୦ ଦିନ ହେଲା ନିଖୋଜ ଥିଲେ ଯୁବକ, ଯୁବତୀ। ପୋଲ ତଳୁ ମିଳିଲା ଦୁଇ ଜଣଙ୍କର ଗଳିତ ମୃତଦେହ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଅଠରାଙ୍ଗ ଗାଁରେ ଏହି ଘଟଣା ଘଟିଛି। ମୃତକ ଯୁବକଙ୍କ ଘର ଅଠରାଙ୍ଗ ପଞ୍ଚାୟତ ବୋତଳମା ଗାଁରେ। ସେହିପରି ଯୁବତୀଙ୍କ ଘର ହୀରାପୁର ପଞ୍ଚାୟତ!-->…
ଗଞ୍ଜାମ ଜିଲ୍ଲା ରେ ସରିଲା ନିର୍ବାଚନ : ଏବେ ନେତାଙ୍କ ଭାଗ୍ୟ ଇ.ଭି.ଏମ ରେ : ପୁରୁଷ ଅପେକ୍ଷା ମହିଳା ଙ୍କ ଭୋଟ ହାର…
ହିଞ୍ଜିଳିକାଟୁ, ୨୨/୫ (): ଚଳିତ ମାସ ୨୦ ତାରିଖରେ ଓଡ଼ିଶା ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି । ଏଥିରେ ଆସିକା ସଂସଦୀୟ କ୍ଷେତ୍ର ଅଧିନସ୍ଥ ୭ଟି ବିଧାନସଭା ଆସନ ସକାଶେ ମତଦାନ ଅନୁଷ୍ଠିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ରାଜ୍ୟ ମୁଖିଆଙ୍କ ଗଡ ଭାବେ ପରିଚିତ ହିଞ୍ଜିଳି!-->…
ଶିଶୁଙ୍କୁ ଶ୍ରମରେ ନିୟୋଜିତ କରିବା ପଡିଲା ମହଙ୍ଗା
ମାଲକାନଗିରି : ମାଲକାନଗିରି ଜିଲ୍ଲାର ପୁସୁଗୁଡା ଗ୍ରାମରେ କେନ୍ଦୁପତ୍ର ଫଡିରେ କେନ୍ଦୁ ଶୁଖେଇବାକୁ କିଛି ଶିଶୁ ଙ୍କୁ ନିୟୋଜିତ କରିଥିବା ଦେଖିବାକୁ ମିଳିଥିଲା l ଉକ୍ତ ଘଟଣା ସର୍ବ ପ୍ରଥମେ ନିଶର୍ତ ଖବର ରେ ପ୍ରକାଶିତ ହୋଇଥିଲା । ଏହି ଖବରକୁ ନେଇ ସାମାଜିକ ସଂଗଠନ ଇଣ୍ଟେରଣସନଲ ହ୍ୟୁମାନ!-->…
ମୃଦଙ୍ଗ ଗୁରୁ କୋରାମଣୀ ସାହୁ ନିଖୋଜ
ପାତ୍ରପୁର : ପାତ୍ରପୁର ବ୍ଲକ୍ ଅନ୍ତର୍ଗତ ସୁରଙ୍ଗୀ ଗ୍ରାମପଞ୍ଚାୟତର ଷୋଲଭାଗପେଣ୍ଠର ମୃଦଙ୍ଗଗୁରୁ କୋରମଣୀ ସାହୁ (୫୨) ,ପିତା - ସ୍ବର୍ଗତ ବିଦ୍ୟାଧର ସାହୁ । କୋରାମଣୀଙ୍କ ମାନସିକ ଅବସ୍ଥା ଠିକ୍ ନଥିଲା । ବ୍ୟକ୍ତି ଜଣକ ଘର ଛାଡ଼ି ଚାଲିଯାଇଛନ୍ତି । ପରିବାରରେ ସ୍ତ୍ରୀ , ଆଉ ୨ପୁଅ!-->!-->!-->…
ବୀରମହାରାଜପୁରରେ ଶାନ୍ତି ଶୃଙ୍ଖଳା ସହ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ଉଭୟ ସୋନପୁର ଏବଂ ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ରେ ଶାନ୍ତି ଶୃଙ୍ଖଳା ସହ ଭୋଟ ଗ୍ରହଣ ସରିଛି |ଏଥିରେ ଉଭୟ ମଣ୍ଡଳୀର ୧୫ପ୍ରାର୍ଥୀ ଭାଗ୍ୟ ଇଭିଏମରେ ସିଲ ହୋଇଛି |
ଜିଲ୍ଲାର ବିଭିନ୍ନ ବୁଥରେ ମତଦାନ ପାଇଁ ଭିଡ଼ ପରିଲକ୍ଷିତ ହୋଇଥିଲା |!-->!-->!-->…
ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ
ଛତ୍ରପୁର : ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ ନିକଟରେ ବସ୍ଟି ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଫଳରେ ୨୦ ପୋଲିସ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଜଣେ ପୋଲିସ କର୍ମଚାରୀ!-->…
ବାଲିଗୁଡା ଷ୍ଟ୍ରଙ୍ଗ୍ରୁମ୍ରେ ସିଲ୍ ହେଲା ୧୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ, ୨୪ ଘଣ୍ଟିଆ ସୁରକ୍ଷା ସହ ନଜର ରଖିବ ସିସିଟିଭି
ବାଲିଗୁଡା : ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ସୋମବାର ଦିନ ସମାପନ ହୋଇଛି l ଏହି ପରିପ୍ରେକ୍ଷୀରେ ଇଭିଏମ ମେସିନରେ ବାଲିଗୁଡା ର ୫ଜଣ ଓ ଜି. ଉଦୟଗିରି ର ୮ଜଣ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍ ହୋଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡା!-->…