ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ତ୍ରିଂଶତମ ବାର୍ଷିକ ଉତ୍ସବ : ଯୋଗଦେଲେ ଓଡିଶା ବିଧାନସଭାର ବାଚସ୍ପତି

ନୟାଗଡ଼,୨୭/୦୧(ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ତ୍ରିଂଶତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଆୟୋଜିତ ଏହି ସଭାରେ ପରିଚାଳନା ସମିତି ସଭାପତି ପ୍ରଶାନ୍ତ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି

ବୁଧବାର ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି: ସନ୍ଧ୍ୟା ୬ରୁ ରାତି ୧୦ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ୩ ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ସ୍ୱତନ୍ତ୍ର ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ବଢ଼ିଲା ଅଙ୍ଗନବାଡି ପିଲାଙ୍କ ପୋଷାକର ମୂଲ୍ୟ

ଭୁବନେଶ୍ୱର: ବଢିଲା ଅଙ୍ଗନୱାଡି ପିଲାଙ୍କ ପୋଷାକର ମୂଲ୍ୟ । ମାଳତୀ ଦେବୀ ପ୍ରକ୍ ବିଦ୍ୟାଳୟ ଯୋଜନାରେ ପ୍ରିସ୍କୁଲ ପିଲାଙ୍କ ପୋଷାକର ମୂଲ୍ୟ ବଢ଼ାଯାଇଛି । ସ୍କୁଲର ଉଭୟ ପୋଷାକ ଓ ଜୋତା ପାଇଁ ବଢ଼ାଯାଇଛି ସରକାରୀ ଖର୍ଚ୍ଚ। ପୋଷାକ ଓ ଜୋତା ପାଇଁ ବଢିବ ସରକାରୀ ଖର୍ଚ୍ଚ । ପୂର୍ବରୁ ଛାତ୍ରଙ୍କ

୩ରେ ପୁରୀ ଆସିବେ ମହାମହିମ, ଶ୍ୱେତଗଙ୍ଗାରେ କରିବେ ପିଣ୍ଡଦାନ

ପୁରୀ: ଆସନ୍ତା ୩ ତାରିଖ ଦିନ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏହାସହ ମହାମହିମ ପଞ୍ଚତୀର୍ଥ ଶ୍ୱେତଗଙ୍ଗା ପୁଷ୍କରିଣୀକୁ ଯାଇ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି । ପରେ

ପୋଖରୀରୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର

ବ୍ରହ୍ମପୁର: ପୁଣି ଅଲୋଡା ହେଲା ଶିଶୁ କନ୍ୟା। ଗଞ୍ଜାମ ଦିଗପହଣ୍ଡି ଥାନା ଭୀଷ୍ମଗିରୀ ପୋଖରୀରେ ଭାସୁଛି ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର। ବିଳମ୍ବିତ ରାତିରେ ନବଜାତ ଶିଶୁ କନ୍ୟାକୁ ଫିଙ୍ଗି ଦେଇଥିବା ସନ୍ଦେହ। ନବଜାତକୁ ଦେଖି ପୋଲିସକୁ ଖବର ଦେଲେ ସ୍ଥାନୀୟ ଲୋକେ। ପୋଲିସ ଖବର ପାଇ

ମହାନଦୀ ପ୍ରସଙ୍ଗ: କ୍ଷେତ୍ର ପରିଦର୍ଶନ ଲାଗି ଛତିଶଗଡ ଯିବେ ଓଡିଶାର ଟିମ

ଭୁବନେଶ୍ୱର: ଏଥର ଗୋଟିଏ ଟେବୁଲରେ ବସିବେ ଓଡିଶା- ଛତିଶଗଡ଼। ମହାନଦୀକୁ ନେଇ ମୁହାଁମୁହିଁ ହେବେ ଏବଂ କରିବେ ଆଲୋଚନା। ଖୁବଶୀଘ୍ର ଓଡିଶାର ଏକ ଟିମ ଛତିଶଗଡର କ୍ଷେତ୍ର ପରିଦର୍ଶନ କରିବ । ହେଲେ ଓଡିଶା କେଉଁ ପ୍ରସଙ୍ଗରେ ଆଲୋଚନା କରିବ ସେ ଉପରେ ସମସ୍ତଙ୍କ ନଜର। ଅନ୍ୟପଟେ ଉପମୁଖ୍ୟମନ୍ତ୍ରୀ

ବାର୍‌ହା ଆକ୍ରମଣରେ ମହିଳା ମୃତ, ୨ ଗୁରୁତର

କନ୍ଧମାଳ: ସୋମବାର ଏକ ଅଘଟଣ ଘଟିଛି। ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି ଓ ଅନ୍ୟ ୨ଜଣ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଘଟଣାଟି କାନବାଗିରୀ-ଶ୍ରୀକଲା ଘାଟି ଅଞ୍ଚଳର । ମୃତକ ହେଲେ କାନବାଗିରୀ ଗ୍ରାମର ଅପସରୀ ପ୍ରଧାନ(୬୦)। ଆହତମାନେ ହେଲେ ନିରଜିନୀ

ସରକାରୀ କଟକଣା କୁ ଫୁ : ଗୁଟଖା, ସିଗାରେଟ ଓ ଖଇନି ଦଶ ଗୁଣାରେ ହେଉଛି ବିକ୍ରି……!

ବ୍ରହ୍ମପୁର: ରାଜ୍ୟ ସରକାର ତମାଖୁ, ସିଗାରେଟ ଗୁଟଖା ଉପରେ ବେଆଇନ ଘୋଷଣା କରିବା ପରେ ଗୁଟଖା ପ୍ରତି ୧୦ ରୁ ୧୫ ଟଙ୍କା ଦରରେ ବିକ୍ରି ହେଉଛି।ସେହି ଭଳି ସିଗାରେଟ, ଖଇନି, ନାଶ ରେ ଅହେତୁକ ଭାବେ ମନ ଇଚ୍ଛା ଦରରେ କଳା ବଜାର ରେ ବିକ୍ରି ହେଉଛି। ସରକାରଙ୍କ ଘୋଷଣା ପରେ କିଛି ବ୍ୟବସାୟୀ ମାନେ

ଜିଲ୍ଲା ସ୍ତରୀୟ ଇଂରାଜୀ ବକ୍ତୃତା ପ୍ରତିଯୋଗିତାରେ ଓମ୍ ସ୍ବସ୍ତି ତ୍ରିପାଠୀ ପ୍ରଥମ ।

ନୟାଗଡ଼: ନୟାଗଡ଼ ଜିଲ୍ଲା ପ୍ରଶାସନ ଦ୍ବାରା ନୟାଗଡ଼ ପିଟିଏସ ପଡ଼ିଆରେ ଆୟୋଜିତ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଜିଲ୍ଲା ସ୍ତରୀୟ ଇଂରାଜୀ ବକ୍ତୃତା ପ୍ରତିଯୋଗିତାରେ ଓଏଭି ଓଡ଼ଗାଁର ୯ମ ଶ୍ରେଣୀ ଛାତ୍ରୀ ଓମ୍ ସ୍ବସ୍ତି ତ୍ରିପାଠୀ ପ୍ରଥମ ସ୍ଥାନ ଅଧିକାର କରି ଉଚ୍ଚଶିକ୍ଷା ମନ୍ତ୍ରୀ

୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କଲେ ବାଚସ୍ପତି ସୁରମା ପାଢ଼ୀ…

ନୟାଗଡ଼,:(ନିସର୍ତ୍ତ): ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହେଉଥିବା ବେଳେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସି.ଟି ସ୍କୁଲ୍ ପଡ଼ିଆରେ ଫ୍ରେଣ୍ଡସ ସ୍ପୋର୍ଟସ କ୍ଲବ୍ ଆନୁକୁଲ୍ୟରେ ଆୟୋଜିତ ହୋଇଥିବା ୭୭ ତମ ସାଧାରଣ ତନ୍ତ୍ର ଦିବସ ଉତ୍ସବରେ ଓଡ଼ିଶା ବିଧାନସଭାର