କେଜ୍ରିୱାଲ ଅବକାରୀ ନୀତିର କିଙ୍ଗପିନ୍‌ : ଇଡି

ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତିର ମୁଖ୍ୟ ଷଡ଼ଯନ୍ତ୍ରକାରୀ ତଥା କିଙ୍ଗପିନ୍‌ ହେଉଛନ୍ତି ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଅବକାରୀ ନୀତି ପ୍ରଣୟନ କରି ଆପ୍‌ ୧୦୦ କୋଟି ଟଙ୍କାର ଲାଞ୍ଚ ପାଇଛି। ଏହି ଦୁର୍ନୀତି ପଛରେ କେଜ୍ରିୱାଲ ହିଁ ସକ୍ରିୟ ଭୂମିକା

ସେ ନିଜର କୁକର୍ମ ପାଇଁ ଏବେ ଗିରଫ ହୋଇଛନ୍ତି : ଆନ୍ନା ହଜାରେ

ମୁଁ ତାଙ୍କୁ ମଦ ଠାରୁ ଦୂରେଇ ରହିବାକୁ ଅନେକ ଥର କହିଥିଲି। କିନ୍ତୁ ଅଧିକ ଟଙ୍କା ପାଇଁ ସେ ଅବକାରୀ ନୀତି ପ୍ରଣୟନ କଲେ। ଅବକାରୀ ନୀତି ଦୁର୍ନୀତି ଘଟଣାରେ ଗିରଫ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନେଇ ଏମିତି କିଛି କହିଛନ୍ତି ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ। ଅବକାରୀ

ନାବାଳିକା ଯୌନ ଶୋଷଣ ଅପରାଧିକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

ଭଦ୍ରକ: ନାବାଳିକା ଯୌନ ଶୋଷଣ ଅପରାଧିକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଲେ ଭଦ୍ରକ ପୋକ୍ସ କୋର୍ଟ । ନାବାଳିକା ଯୌନ ଶୋଷଣ ମାମାଲାର ବିଚାର କରି ନାୟକାଣି ଡ଼ିହି ଥାନା ତମ୍ବାଖଣ୍ଡି ଗାଁର ରାଜନୀକାନ୍ତ ନାୟକଙ୍କ ପୁଅ ଜଗା ଓରଫ ରତିକାନ୍ତ ନାୟକ (୩୩) ଙ୍କୁ ଭାରତୀୟ ପିଙ୍ଗଳ କୋଡ଼ର ୩୭୬ (୨)

ସୁପ୍ରିମକୋର୍ଟରେ ଗିରଫଦାରୀ ବିରୁଦ୍ଧରେ କରିଥିବା ଆବେଦନ ଉଠାଇନେଲେ କେଜ୍ରିୱାଲ

ଗିରଫଦାରୀ ବିରୁଦ୍ଧରେ କରିଥିବା ଆବେଦନ ପ୍ରତ୍ୟାହାର କରିନେଲେ ଅରବିନ୍ଦ କେଜ୍ରିୱାଲ। ଇଡିର ଗିରଫଦାରୀ ବିରୁଦ୍ଧରେ କେଜ୍ରିୱାଲ ସୁପ୍ରିମକୋର୍ଟରେ ଯେଉଁ ଆବେଦନ କରିଥିଲେ, ତାକୁ ଆଜି ଉଠାଇ ନେଇଛନ୍ତି। ଏହି ମାମଲା ତଳ କୋର୍ଟରେ ବିଚାରଧୀନ ଥିବାରୁ ଆବେଦନ ପ୍ରତ୍ୟାହାର କରି

ସଫଳତାର ସହ ଲଞ୍ଚ ହେଲା ସ୍ବଦେଶୀ ପୁୁଷ୍ପକ ବିମାନ

ନୂଆଦିଲ୍ଲୀ: ଏସୟୁଭି ଆକାରର ସ୍ବଦେଶର ୱିଙ୍ଗ୍‌ ‌ରକେଟ୍‌ ଅ‌ାଜି ସଫଳତାର ସହ ଲଞ୍ଚ୍‌ ହୋଇଯାଇଛି। ଆଜି ସକାଳେ କର୍ଣ୍ଣାଟକର ଏକ ରନୱେରେ ଅବତରଣ କରି ଦେଶର ପୁନବ୍ୟବହାର ଯୋଗ୍ୟ ରକେଟ୍ ବିଭାଗରେ ପ୍ରବେଶ କରିବାରେ ଏକ ପ୍ରମୁଖ ମାଇଲଖୁଣ୍ଟକୁ ଚିହ୍ନିତ କରିଛି।ପରୀକ୍ଷଣର ଏକ ଅଂଶ

ଅଞ୍ଜନ ବେହେରା ହତ୍ୟାକାଣ୍ଡ ଘଟଣା, ୪ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର: ବହୁଚର୍ଚ୍ଚିତ ଲକ୍ଷ୍ମୀସାଗର ଚମ୍ପାପୋଖରୀ ଅଞ୍ଜନ ବେହେରା ହତ୍ୟା ଘଟଣା । ଆଉ ୪ଜଣଙ୍କୁ ଗିରଫ କଲା ଲକ୍ଷ୍ମୀସାଗର ପୋଲିସ । ପୂର୍ବରୁ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ପିଙ୍କୁ ଓ ନିହାରିକାଙ୍କୁ ଗିରଫ କରିଥିଲା ପୋଲିସ । ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ଏହି ହତ୍ୟାକାଣ୍ଡ

ଧରାପଡ଼ିଲେ ନକଲି ଆର୍‌ଟିଓ ଓ ଏମ୍‌ଭିଆଇ: ଓଡ଼ିଶା ସୀମାନ୍ତରେ ଖୋଲିଥିଲେ ଜାଲି ଅଫିସ

ବାଲେଶ୍ୱର: ନକଲି ଆରଟିଓ ଓ ମୋଟର ଯାନ ନିରୀକ୍ଷକ (ଏମ୍‌ଭିଆଇ) ସାଜି ଜାତୀୟ ରାଜପଥରେ ଗାଡ଼ି ଯାଞ୍ଚ ଆଳରେ ଟଙ୍କା ଆଦାୟ କରୁଥିବା ୨ ଜଣ ଧୂର୍ତ୍ତ ଯୁବକଙ୍କୁ ଆଜି ବାଲେଶ୍ୱର ପୁଲିସ ବାନ୍ଧିଛି। ୨ ଅଭିଯୁକ୍ତଙ୍କ ମଧ୍ୟରୁ ଆରଟିଓ ସାଜିଥିବା ଯୁବକ ଜଣକ ଜଳେଶ୍ବର ଥାନା ଅଞ୍ଚଳର ତୁଷାର ରଞ୍ଜନ

ଦାମୋଦର ରାଉତଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଶଙ୍ଖ ଭବନରେ ରହିଛି ଦାମୋଦର ରାଉତଙ୍କ ପାର୍ଥୀବ ଶରୀର । ସେଠାରେ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଫାଇଭ ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ , ବିଧାୟକ ଓ ବରିଷ୍ଠ ନେତା ମାନେ ମଧ୍ୟ ତାଙ୍କର ଶେଷ ଦର୍ଶନ

ଝାରପଡ଼ା ଜେଲ୍‌ରେ ପିଟାପିଟି ଘଟଣା: ୱାର୍ଡର ସସ୍‌ପେଣ୍ଡ

ଭୁବନେଶ୍ଵର; ଝାରପଡା ଜେଲ୍ ଭିତରେ ଗୋଷ୍ଠୀ ସଂଘର୍ଷ ଘଟଣା । ଜଣଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଅନ୍ୟ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି ବିଭାଗ । କାର୍ଯ୍ୟରେ ଅବହେଳା କାରଣ ଦର୍ଶାଇ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଭାଗ । ଦୁଇ କର୍ମଚାରୀ ହେଉଛନ୍ତି ଜେଲର

ଟ୍ରକକୁ ପିଟିଲା ଟ୍ରକ, ଡ୍ରାଇଭର ଜୀବନ୍ତ ଦଗ୍ଧ

ନୂଆପଡ଼ା: ନୂଆପଡ଼ା ସିନାପାଲି ଥାନା ଅଧୀନ ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକକୁ ପଛରୁ ଧକ୍କା ଦେଲା ଆଉ ଏକ ଟ୍ରକ୍ । ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଗୋଟିଏ ଟ୍ରକରେ ନିଆଁ ଲାଗିଯାଇଥିଲା । ଫଳରେ ଗୋଟିଏ ଟ୍ରକର ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଖବର