ପଖାଳ ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଖାଳ ଦିବସରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଆ ଖାଦ୍ୟ ସମ୍ଭାର ମଧ୍ୟରେ ପଖାଳର ସ୍ଥାନ ସର୍ବଦା ସ୍ବତନ୍ତ୍ର। ପଖାଳ ସହ ଓଡ଼ିଆଙ୍କ ସମ୍ପର୍କ ବହୁ ପୁରାତନ ଏବଂ ଏହା ଆମ ଖାଦ୍ୟ ବିବିଧତାର ଅନ୍ୟ ପରିଚୟ । ପାରମ୍ପରିକ ଖାଦୟ

ନିର୍ବାଚନ କମିଶନର ନିଯୁକ୍ତି ମାମଲା: ଆବେଦନକାରୀଙ୍କ ଉଦ୍ଦେଶ୍ୟ ବିବାଦ ସୃଷ୍ଟି କରିବା

ନିକଟରେ ଦୁଇ ଜଣ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁଙ୍କୁ ନିଯୁକ୍ତ କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଜଣେ ବିରୋଧୀ ଦଳର ନେତା ଏବଂ ଜଣେ କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ନିଯୁକ୍ତି ହୋଇଥିଲା। ତେବେ ନିର୍ବାଚନ କମିଶନରଙ୍କ

‘ଡିପ୍‌ ଫେକ୍‌’ର ଶିକାର ହେଲେ ମେଦାନ୍ତ ଚେୟାରମ୍ୟାନ୍‌

ବଲିଉଡ ସେଲେବ୍ରିଟି ଠାରୁ ଆରମ୍ଭ କରି କ୍ରିକେଟର ଏପରିକି ରାଜନେତା ସମସ୍ତେ ଡିପ୍‌ ଫେକ୍‌ ଭିଡିଓର ଶିକାର ହୋଇ ସାରିଲେଣି। ଏବେ ମେଦାନ୍ତ ହସ୍ପିଟାଲର ଚେୟାରମ୍ୟାନ୍‌ଙ୍କ ପାଳି ପଡିଛି। ସେ ମଧ୍ୟ ଡିପ୍‌ ଫେକ୍‌ ଭିଡିଓର ଶିକାର ହୋଇଛନ୍ତି। ତାଙ୍କର ଏକ ଡିପ୍‌ ଫେକ୍‌ ଭିଡିଓ ସାମ୍ନାକୁ ଆସିଛି

ପାରାଦୀପରେ ସମୁଦ୍ରରେ ଦୁଇ ଦିନିଆ ମିଳିତ ସମରାଭ୍ୟାସ ‘ସାଗର କବଚ-୧’ ଆରମ୍ଭ

ପାରାଦୀପ: ଆଜି ପାରାଦୀପରେ ଆରମ୍ଭ ହୋଇଛି ସମରାଭ୍ୟାସ ‘ସାଗର କବଚ-୧’ । ଭାରତୀୟ ନୌସେନା, ତଟରକ୍ଷା ବାହିନୀ, ସାମୁଦ୍ରିକ ପୋଲିସ, ମତ୍ସ୍ୟବିଭାଗ ଓ ଗୁଇନ୍ଦା ବିଭାଗ ପରି ଏକାଧିକ ବିଭାଗ ମିଳିତ ଭାବରେ ଏହି ସମରାଭ୍ୟାସରେ ସାମିଲ ହୋଇଛନ୍ତି । ଏହି ସମରାଭ୍ୟାସ ଦୁଇ ଦିନ ଧରି ଚାଲିବ ।

ଓମଫେଡର ପରିଚାଳନା ନିର୍ଦ୍ଦେଶକ ହେଲେ ବିଜୟ ଅମୃତ କୁଲାଙ୍ଗେ

ଭୁବନେଶ୍ୱର : ବିଜୟ ଅମୃତ କୁଲାଙ୍ଗେଙ୍କୁ ନୂଆ ଦାୟିତ୍ୱ । ଓମଫେଡର ପରିଚାଳନା ନିର୍ଦ୍ଦେଶକ ହେଲେ ବିଜୟ ଅମୃତ କୁଲାଙ୍ଗେ । ଓଡ଼ିଶା ସାଧାରଣ ପ୍ରଶାସନ ଓ ଜନଅଭିଯୋଗ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି । ମାର୍ଚ୍ଚ ୧୬ ତାରିଖରେ ଜାରି ହୋଇଥିବା ସରକାରୀ ବିଜ୍ଞପ୍ତିରେ କୁହାଯାଇଛି ଯେ,

ଷ୍ଟାର୍ଟଅପ ମହାକୁମ୍ଭରେ ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କଲେ ନରେନ୍ଦ୍ର ମୋଦି

କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ଆଜି କଡ଼ା ଭାଷାରେ ପୁଣିଥରେ ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜନୀତିକ ଷ୍ଟାର୍ଟଅପ ଓ ପ୍ରକୃତ ଷ୍ଟାର୍ଟଅପ କଥା କହି ସେ ରାହୁଲଙ୍କୁ ତାଚ୍ଛଲ୍ୟ ମଧ୍ୟ କରିଛନ୍ତି। ରାହୁଲ ଗାନ୍ଧିଙ୍କ ନାଁ ନ ନେଇ ପ୍ରଧାନମନ୍ତ୍ରୀ ମୋଦି

ଶ୍ରୀମନ୍ଦିର ନାଟମଣ୍ଡପ ସଂପୂର୍ଣ୍ଣ ସୁରକ୍ଷିତ : ଏଏସଆଇ

ପୁରୀ: ଏବେ ସୁରକ୍ଷିତ ଶ୍ରୀମନ୍ଦିର ନାଟମଣ୍ଡପ । ଆଉ ନାହିଁ ଶ୍ରୀମନ୍ଦିର ନାଟମଣ୍ଡପ ଭାଙ୍ଗିବାର ଭୟ । ଏଏସଆଇ ସୁପରିଟେଣ୍ଡଣ୍ଟଙ୍କ ନାଟମଣ୍ଡପ ବିମରେ ଫାଟର ମରାମତି କାର୍ଯ୍ୟ ୯୦ ପ୍ରତିଶତ ଶେଷ ହୋଇଛି । ଆଉ ଅବଶିଷ୍ଟ ମରାମତି କାର୍ଯ୍ୟ ରଥଯାତ୍ରାରେ ଶେଷ ହେବା ନେଇ କୁହାଯାଇଛି । ଯାହା ଏବେ

କୋରାପୁଟ ଓ ନବରଙ୍ଗପୁର ସଂସଦୀୟ କ୍ଷେତ୍ରକୁ ନେଇ ନବୀନ ନିବାସରେ ଆଲୋଚନା

ଭୁବନେଶ୍ବର: ନବୀନ ନିବାସରେ ବୁଧବାର ସନ୍ଧ୍ୟାରେ ନବରଙ୍ଗପୁର ସଂସଦୀୟ କ୍ଷେତ୍ର ପାଇଁ ବୈଠକ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ନବରଙ୍ଗପୁର ସାଂସଦ ରମେଶ ମାଝୀ, ବିଧାୟିକା ପଦ୍ମିନୀ ଦିଆନ, ବିଧାୟକ ମନୋହର ରାନ୍ଧାରୀ, ଝରିଗାଁ ବିଧାୟକ ପ୍ରକାଶ ଚନ୍ଦ୍ର

କେଜ୍ରିଓ୍ୱାଲଙ୍କୁ ସମନ ମାମଲା: EDକୁ ୨ ସପ୍ତାହ ମଧ୍ୟରେ ଜବାବ ମାଗିଲେ କୋର୍ଟ

ଦିଲ୍ଲୀର ତଥା କଥିତ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ୯ଥର ସମନ କରିଛି। କେବଳ ସେତିକି ନୁହେଁ ଦିଲ୍ଲୀ ଜଳ ବୋର୍ଡ ମାମଲାରେ ଥରେ ସମନ କରାଯାଇଛି। ଏହି ମାମଲାରେ ଏବେ ଦିଲ୍ଲୀ ହାଇକୋର୍ଟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟଙ୍କୁ ଜବାବ

ରାଜ୍ୟରେ ପ୍ରବଳ ବର୍ଷା ଜାରି, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ଟ୍ବିନ୍ ସିଟି ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ରାଜ୍ୟ ତମାମ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମଧ୍ୟ ଜାରି ରହିଛି । ଫଳରେ ଜନଜୀବନ ପ୍ରଭାବିତ ହୋଇଛି । କଟକ ସହରର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି । ଗଞ୍ଜାମ, ଗଜପତି, ରାୟଗଡା,