ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର, ନବୀନ ବାବୁଙ୍କୁ ବିଶ୍ରାମ ଦରକାର: ଜେପି ନଡ୍ଡା

ଭୁବନେଶ୍ୱର: ରାଜଧାନୀ ରାଜରାସ୍ତାରେ ନିଜର ପାୱାର ସୋ କରି ନବୀନ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆଜି ସକାଳ ପାଖାପାଖି ୧୦ ଟା ବେଳକୁ ମାଉସୀ ମା ମନ୍ଦିରଠାରୁ ନିଜର କର୍ମୀ ଓ ସହଯୋଗୀଙ୍କ ସହିତ ରୋଡ ସୋ ଆରମ୍ଭ କରିଥିଲେ ନଡ୍ଡା। ଏହାପରେ ସେ ପ୍ରଭୁ…

ବିଜେଡି ଜିତିଲେ ମୁଖ୍ୟମନ୍ତ୍ରୀ ହେବେନି ନବୀନ

ଭୁବନେଶ୍ବର: ‘ବିଜେଡି ଆସିଲେ ନବୀନ ନୁହେଁ, ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ’ଏମିତି କିଛି ରୋଡ ସୋ ପରେ ଓଡିଶାବାସୀଙ୍କୁ ଉଦବୋଧନ ଦେଇଛନ୍ତି ଭୁବନେଶ୍ବର ସାଂସଦ ପ୍ରାର୍ଥୀ ଅପରାଜିତା ଷଢଙ୍ଗୀ । ଭୁବନେଶ୍ବରରେ ଜେ.ପି ନଡ୍ଡାଙ୍କ ସହ ସାମିଲ ହୋଇ ଅପରାଜିତା ଷଢଙ୍ଗୀ ମାଉସୀମା ମନ୍ଦିର ଠାରୁ…

କଦମଫୁଲ ସାହିତ୍ୟସଂସଦର ବାର୍ଷିକ ଉତ୍ସବ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ଗୋପାଳଜୀ ଯୋଗାଶ୍ରମ ପରିସରରେ କଦମ ଫୁଲ ସାହିତ୍ୟ ସଂସଦର ବାର୍ଷିକୋଉତ୍ସବ ହୋଇ ଯାଇଛି | ଏହି ଅବସରରେ ଏକ କୋଶଲି କବିତା ଆସର ହୋଇଥିଲା | କବି ଯୁଧିଷ୍ଠିର ଖମାରୀଙ୍କ ଦ୍ୱାରା ସମ୍ପାଦିତ ପୁସ୍ତକ "କଦମ ଫୁଲ, ତଥା ସତ୍ୟ ନାରୟଣ ବହିଦାର ଙ୍କ ଜୀବନୀ…

ରାଉରକେଲାରେ ନିର୍ବାଚନୀ ସଭା: କେନ୍ଦ୍ର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେକ୍ଟର-୧୩ ମେଳଣ ପଡ଼ିଆରେ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ବାହାରି ପୂର୍ବାହ୍ନ ସାଢ଼େ ୧୧ଟାରେ ରାଉରକେଲାରେ ବିମାନବନ୍ଦରରେ ପହଞ୍ଚି ସେଠାରୁ ସିଧାସଳଖ…

୧୭ ତାରିଖରେ ଓଡ଼ିଶା ଆସିବେ ହେମା

ଭୁବନେଶ୍ୱର,୧୫ା୫: ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। କେନ୍ଦ୍ରରୁ ଓଡ଼ିଶାକୁ ଭାଜପାର ହେଭିଓ୍ବେଟ୍‌ ନେତା ଘନଘନ ପ୍ରଚାରରେ ଆସୁଛନ୍ତି। ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି ହେମାମାଳିନୀ ମଧ୍ୟ ଓଡ଼ିଶା ଆସିବେ। ଆସନ୍ତା ୧୭ ତାରିଖରେ ହେମାମାଳିନୀ ଓଡ଼ିଶାର…

ଦୁବାଇ-ଇଟାଲୀକୁ ଆମ୍ବ ରପ୍ତାନି କଲା ଓଡ଼ିଶା

ଢେଙ୍କାନାଳ,୧୫ା୫: ଜିଲାରେ ଜଳବାୟୁ ଏବଂ ଜୈବିକ ପଦ୍ଧତି ଆମ୍ବ ଚାଷ ନିମନ୍ତେ ଅତ୍ୟନ୍ତ ଉପାଦେୟ ହେଉଥିବାରୁ ଏହାର ନିଆରା ସ୍ୱାଦ ପାଇଁ ଦେଶ, ରାଜ୍ୟ ଓ ରାଜ୍ୟ ବାହାରେ ନିଜର ସ୍ୱତନ୍ତ୍ର ଚାହିଦା ସୃଷ୍ଟି କରିପାରିଛି। ଢେଙ୍କାନାଳରେ ପ୍ରତିଷ୍ଠିତ ୧୦ କୋଟି ଟଙ୍କା ବ୍ୟୟରେ ମ୍ୟାଙ୍ଗୋ ହବ୍‌‌…

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା: ୫ ଜଣଙ୍କର ମୃତ୍ୟୁ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସିରିଜ୍ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନଙ୍କର ପରିଚୟ ମିଳି ନାହିଁ।ସୂଚନା ଅନୁସାରେ କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ ଚମ୍ପୁଆ ଥାନା ରିମୁଳି…

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି କର୍ମୀ

ବୀରମହାରାଜପୁର: ଓଡ଼ିଶାରେ ସାଧାରଣ ନିର୍ବାଚନର ଦ୍ବତୀୟ ପର୍ଯ୍ୟାୟ ପାଇଁ ମତଦାନ ତାରିଖର ୪ ଦିନ ପୂର୍ବରୁ ସୁବର୍ଣ୍ଣପୁର ଜିଲ୍ଲା ବିଜେଡିକୁ ଆଉ ଏକ ଧକ୍କା ଲାଗିଛି। ଉଲୁଣ୍ଡା ବ୍ଲକର କାଦୋଦର ଗାଁରେ ଶତାଧିକ କର୍ମୀ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ : ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ନିର୍ବାଚନ ଆୟୋଗ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂ ସାନ୍ଧୁ ଭିଡିଓ କନଫରେନ୍ସିଂ ଜରିଆରେ ଲୋକସଭା ନିର୍ବାଚନ ୨୦୨୪ର ପଞ୍ଚମ…