Sign in
Sign in
Recover your password.
A password will be e-mailed to you.
ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ
ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ରଥ ନିର୍ମାଣର ତୃତୀୟ ଦିନରେ ରଥ ଖଳାରେ ଜୋର ଧରିଛି ରଥ କାମ । ତିନି ମୁଖ୍ୟ ବିଶ୍ୱକର୍ମା ମହାରଣାଙ୍କ ନେତୃତ୍ୱରେ ରଥ ନିର୍ମାଣ କାମ ଆଗେଇ ଚାଲିଛି । ତିନି ରଥ ଲାଗି ୪୨ଟି ଚକର ଆବଶ୍ୟକ ଥିବା ବେଳେ!-->…
୧୫ରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ୧୬ରେ ମଲ୍ଲିକାର୍ଜୁନ ଖଡଗେ
ଭୁବନେଶ୍ବର: ବିଜେପି ଭଳି କଂଗ୍ରେସ ମଧ୍ୟ ଓଡିଶା ଉପରେ ଜୋର୍ ଦେଉଛି। ବିଜେଡି ବିରୋଧରେ ଗୋଟିଏ ଜନ ବିରୋଧୀ ନାରା ତେଜିଛି ବୋଲି କଂଗ୍ରେସ ବାରମ୍ବାର କହି ଆସୁଛି। ଆଉ ଏହି ଧାରାରେ ଦଳର ଶୀର୍ଷ ନେତା ରାହୁଲ ଗାନ୍ଧୀ, ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ପ୍ରଚାର ପାଇଁ ଆସିବେ ବୋଲି ଦଳ ପକ୍ଷରୁ!-->…
ଯାହା ପଛରେ ଇଡି ପଡିଛି, ସେହି ନେତାଙ୍କୁ ଭୋଟ୍ ଦିଅନି
ଦେଶର ଚାବି ଭୁଲ୍ ଲୋକଙ୍କ ହାତରେ ଦିଅନ୍ତୁ ନାହିଁ। ଯାହା ପଛରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପଡିଛି, ସେହି ନେତାଙ୍କୁ ଭୋଟ ଦିଅନ୍ତୁ ନାହିଁ।' ଲକୋଙ୍କୁ ଆଜି ଏଭଳି କିଛି ଅପିଲ କରି ଏକଦା କେଜ୍ରିଓ୍ୱାଲଙ୍କ ଗୁରୁ ଥିବା ବରିଷ୍ଠ ସାମାଜିକ କର୍ମୀ ଅନ୍ନା ହଜାରେ ନିଜ ଶିଷ୍ୟ ଉପରେ ବର୍ଷିଛନ୍ତି।!-->…
ଚିକିଟିରେ ନିର୍ବାଚନୀ ହିଂସା
ଚିକିଟି: ଗଞ୍ଜାମ ଜିଲ୍ଲାର ଚିକିଟିର କଳବାଡ଼ ପଞ୍ଚାୟତ ନୂଆ ମହିଷାଣପୁରରେ ନିର୍ବାଚନୀ ହିଂସାର ବାତାବରଣ ସୃଷ୍ଟି ହୋଇଥିଲା। ବିଜେଡି ବିଜେପି ମଧ୍ୟରେ ହାତାହାତି ପରିସ୍ଥିତି ସ୍ଥାନୀୟ ଅଞ୍ଚଳରେ ଦେଖିବାକୁ ମିଳିଛି। ବିଜେପି ଏଜେଣ୍ଟଙ୍କୁ ବୁଥ ଭିତରକୁ ବିଜେଡି ସମର୍ଥିତ ଲୋକେ ପ୍ରବେଶ କରେଇ!-->…
ଓଡ଼ିଶାରେ ଗଣତନ୍ତ୍ରର ମହାପର୍ବ ମତଦାନ ଆରମ୍ଭ, ଇଭିଏମ ତ୍ରୁଟି ପାଇଁ କିଛି ସ୍ଥାନରେ ଭୋଟିଂରେ ବିଳମ୍ବ
ଓଡ଼ିଶାରେ ଗଣତନ୍ତ୍ରର ମହାପର୍ବ ମତଦାନ ଆରମ୍ଭ । ମାଲକାନଗିରିରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଇଭିଏମ ତ୍ରୁଟି ପାଇଁ କିଛି ସ୍ଥାନରେ ପୋଲିଂ ଆରମ୍ଭ ବିଳମ୍ବ ହୋଇଥିଲା। ମାଲକାନଗିରିର ବଙ୍ଗାଳି ପ୍ରାଥମିକ ବିଦ୍ଯାଳୟ ମତଦାନ କେନ୍ଦ୍ରର ବୁଥ ନଂ ୬୩ ରେ ଇଭିଏମ୍ କଣ୍ଟ୍ରୋଲ ୟୁନିଟ!-->…
ଭୋଟ ବର୍ଜନ କଲେ ଗ୍ରାମ ବାସୀ…
ଉମରକୋଟ (୧୩/୦୫/୨୦୨୪) ନବରଙ୍ଗପୁର ଜ଼ିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ଖୁଡୁକ ପଂଚାୟତର ୧୧ ଟି ଗ୍ରାମ ପ୍ରଥମ ଥର ପାଇଁ ମୌଳିକ ଅଧିକାର ଭୋଟ ନ ଦେବା ପାଇଁ ବଡ଼ ନିଷ୍ପତି ନେଇଛନ୍ତି। ଖୁଡୁକ ପଞ୍ଚାଏତ ର ରେନ୍ଦୁ ଗଣ୍ଡଙ୍କୁ ନେର୍ତୃତରେ ୧୧ ଟି ଗ୍ରାମ ଯଥାକ୍ରମେ, ଓଡ଼ମାଧମକୀ, ଲାଲବଟରେଲି,!-->!-->!-->…
ଫୁଲବାଣୀ ଡିଏଲ୍ଏସଏ ପକ୍ଷରୁ ପାନେଲ ଲୟର ଓ ଡିଫେନ୍ସେ କାଉନସିଲଙ୍କ ତାଲିମ ଶିବିର…
ଫୁଲବାଣୀ :- ଜିଲ୍ଲା ଆଇନସେବା ପ୍ରାଧିକରଣ, ଫୁଲବାଣୀର ଅଧ୍ୟକ୍ଷ ଶ୍ରୀ ସତ୍ୟପୀର ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ, ନାଲସା ନିୟମାବଳୀ ଅନୁଯାୟୀ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଫୁଲବାଣୀ ବିକଳ୍ପ ବିବାଦ ସମାଧାନ କେନ୍ଦ୍ର ସମ୍ମିଳନୀ କକ୍ଷରେ ତା ୧୨.୦୫.୨୦୨୪ ରିଖରେ ପାନେଲ ଲୟର ଓ!-->!-->!-->…
ଆସନ୍ତା କାଲି ପ୍ରଥମ ପର୍ଯ୍ୟାୟ ଭୋଟ୍; ୪ ଲୋକସଭା, ୨୮ ବିଧାନସଭା ପାଇଁ ପ୍ରତିନିଧି ବାଛିବେ ଜନତା…
ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଭୋଟ ପଡ଼ିବାକୁ ଯାଉଥିବା ବେଳେ ଶନିବାର ପ୍ରଚାର କାର୍ଯ୍ୟକ୍ରମରେ ବିରାମ ଲାଗିଛି। ଶେଷ ଦିନରେ ନିଜନିଜ ଦଳର ପ୍ରାର୍ଥୀଙ୍କ ପାଇଁ ବିଭିନ୍ନ ଦଳର ହେଭିୱେଟ ଜୋର୍ଦାର ପ୍ରଚାର କରିଛନ୍ତି। ସନ୍ଧ୍ୟା ୬ଟା ପରେ ବିଭିନ୍ନ!-->…
ମୁଁ ଥିବା ଯାଏଁ ରାମନବମୀ ପାଳନ କରିବାକୁ କେହି ଅଟକାଇପାରିବେ ନାହିଁ: ମୋଦୀ
କୋଲକାତା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ତୃଣମୂଳ କଂଗ୍ରେସ ଏବଂ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଭୋଟ୍ ବ୍ୟାଙ୍କ ରାଜନୀତି ଆଗରେ କଂଗ୍ରେସ ଏବଂ ଟିଏମସି ଆତ୍ମସମର୍ପଣ କରିଛନ୍ତି। ଏହି ସମୟ ମଧ୍ୟରେ ସେ ରାମ ମନ୍ଦିର!-->…
ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ପୁଣି ଟାର୍ଗେଟ୍ କଲେ ପାଣ୍ଡିଆନ୍
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବରଗଡ଼ ଆସିଥିଲେ। ବହୁତ ବଡ଼ବଡ଼ କଥା କହିକି ଗଲେ। ହେଲେ ସମ୍ବଲପୁରୀ, କୋଶଳୀ ଭାଷାକୁ ସମ୍ବିଧାନର ୮ମ ଅନୁଚ୍ଛେଦରେ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ୫ ବର୍ଷ ହେଲା ପ୍ରସ୍ତାବ ପଠାଇଥିଲେ ବି ବିଜେପି ସରକାର କ’ଣ କଲା ବୋଲି ରବିବାର ବିଜେଡି ନେତା!-->…