Sign in
Sign in
Recover your password.
A password will be e-mailed to you.
ଜିତିଲେ ଏମଏସପି ଆଇନ ଆଣିବୁ : କୃଷକଙ୍କୁ ରାହୁଲ ଗାନ୍ଧି ଦେଲେ ୫ ଗ୍ୟାରେଣ୍ଟି
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଯେତିକି ପାଖେଇ ଆସୁଛି, ଦଳଗୁଡ଼ିକ ଭୋଟରଙ୍କୁ ପ୍ରତିଶ୍ରୁତି ଦେଉଛନ୍ତି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଦଳଗୁଡ଼ିକ ବିଭିନ୍ନ ପ୍ରତିଶ୍ରୁତି ଦେଉଛନ୍ତି। ଏହି କ୍ରମରେ କଂଗ୍ରେସ କୃଷକମାନଙ୍କୁ ୫ଟି ଗ୍ୟାରେଣ୍ଟି ଦେଇଛି।କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ନିଜ!-->…
ନିର୍ବାଚନ କମିଶନର ନିଯୁକ୍ତି: ବଡ଼ ଅଭିଯୋଗ ଆଣିଲା କଂଗ୍ରେସ
ନୂଆଦିଲ୍ଲୀ : ଖାଲି ପଡିଥିବା ନିର୍ବାଚନ କମିଶନରଙ୍କ ପଦବୀ ପାଇଁ ଦୁଇ ଜଣଙ୍କୁ ଚୟନ କରାଯାଇଛି। ପୂର୍ବତନ ଆଇଏଏସ୍ ଅଫିସର୍ ଜ୍ଞାନେସ କୁମାର ଓ ସୁଖବୀର ସାନ୍ଧୁଙ୍କ ନାଁରେ ମୋହର ବାଜିଛି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ପାନେଲ ବୈଠକରେ ଏହି ଦୁଇ ଜଣଙ୍କୁ ବଛା ଯାଇଛି। ତେବେ!-->…
‘କେବେ ବି ପ୍ରତ୍ୟାହାର ହେବନି ସିଏଏ
ନୂଆଦିଲ୍ଲୀ : ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧୀଙ୍କ ଆକ୍ଷେପ ମଧ୍ୟରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେ କହିଛନ୍ତି, ଶରଣାର୍ଥୀଙ୍କୁ ନ୍ୟାୟ ଦେବା ସିଏଏର ମୁଖ୍ୟ ଉଦ୍ଦେଶ୍ୟ। ଏହାକୁ କେବେ ହେଲେ ପ୍ରତ୍ୟାହାର କରାଯିବ ନାହିଁ। CAA ଆଦୌ!-->…
ସୁଖବୀର ସିଂହ ସାନ୍ଧୁ ଓ ଜ୍ଞାନେଶ କୁମାର ହେବେ ଇଲେକ୍ସନ କମିଶନର
ନୂଆଦିଲ୍ଲୀ : ସୁଖବୀର ସିଂହ ସାନ୍ଧୁ ଓ ଜ୍ଞାନେଶ କୁମାର ହେବେ ନିର୍ବାଚନ ଆୟୁକ୍ତ। ଖାଲି ପଡ଼ିଥିବା ୨ ନିର୍ବାଚନ କମିଶନର ପଦବୀରେ ଏମାନଙ୍କୁ ନିଯୁକ୍ତି ମିଳିବ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।ଏନେଇ ସରକାରୀ ସ୍ତରରେ କୌଣସି ବିଜ୍ଞପ୍ତି!-->…
ଗଞ୍ଜାମ ପୋଲିସ ଜିଲ୍ଲା ମହକୁମାରେ ବୃହତ୍ତମ ନବନିର୍ମିତ ମଡେଲ ଥାନାର ଲୋକାର୍ପଣ !
ଛତ୍ରପୁର : ଗଞ୍ଜାମ ପୋଲିସ ଜିଲ୍ଲା ମହକୁମା ଛତ୍ରପୁରରେ ଜିଲ୍ଲାର ବୃହତ୍ତମ ନବନିର୍ମିତ ମଡେଲ ଥାନା ର ଲୋକାର୍ପଣ ହୋଇଛି । ଏପରିକି ଗଞ୍ଜାମ ପୋଲିସ ଜ଼ିଲ୍ଲା ଅଧୀନସ୍ଥ ଛତ୍ରପୁର ଓ ହିଞ୍ଜିଳି ଥାନା, ପୁରୁଷୋତ୍ତମପୁର ଏସଡିପିଓ ଓ ବାଲିପଦର ଆଉଟପୋଷ୍ଟ ନୂତନ ବିଲଡିଂ ବୁଧବାର ସନ୍ଧ୍ୟାରେ!-->!-->!-->…
ମାଲକାନଗିରି ରେ ବହୁମୁଖୀ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମକୁ ଉଦଘାଟିତ
ମାଲକାନଗିରି : ଜିଲ୍ଲା ସଦର ମହକୁମାଠାରେ ଆଜି ଆଭାସି କାର୍ଯ୍ୟକ୍ରମ ମାଧ୍ୟମ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାରେ ନବ ନିର୍ମିତ ବହୁମୁଖୀ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମକୁ ଉଦଘାଟନ କରିଛନ୍ତି । ଏ ଅବସରରେ ସେ ଜୟପୁର ସମନ୍ୱିତ ସ୍ପୋର୍ଟସ କମ୍ପ୍ଲେକ୍ସ ସହ ରାଜ୍ୟର ମୋଟ!-->!-->!-->…
ଜୟପୁରରେ ସ୍ପୋର୍ଟସ କମ୍ପ୍ଲେକ୍ସ ଓ ବିଭିନ୍ନ ଜିଲ୍ଲାରେ ବହୁମୁଖୀ ଇନ୍ଡୋର ଷ୍ଟାଡିୟମର ଶୁଭ ଉଦ୍ଘାଟନ କଲେ…
ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ମଧ୍ୟ ଶୁଭାରମ୍ଭ କରିଛନ୍ତି ।
୧୧ ଏକର ପରିମିତ ଏହି ଜୟପୁରର!-->!-->!-->…
୨ ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍, ଜଣେ ମୃତ ୩ ଗୁରୁତର
ଆନନ୍ଦପୁର : ୨ ବାଇକ ଉପରେ ଚଢ଼ିଗଲା ଲୁହାପଥର ବୋଝେଇ ଟ୍ରକ । ଘଟଣା ସ୍ଥଳରେ ଜଣକର ମୃତ୍ୟୁ, ୩ ଗୁରୁତର । ଘସିପୁରା ଥାନା ଜାତୀୟ ରାଜପଥ ୨୦ ର ଶାଳପଡା ନିକଟ କନକମଞ୍ଜରୀ ମହିଳା ମହାବିଦ୍ୟାଳୟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଆନନ୍ଦପୁରରୁ ଯାଜପୁର ଯାଉଥିବା ଦୁଇ ବାଇକର ୪ ଜଣ ଆରୋହୀ!-->…
କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କନିଷ୍ଠ ଶିକ୍ଷକଙ୍କୁ (Junior Teacher)ଙ୍କ ବଢ଼ିଲା ଦରମା । ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ ପାଇବେ । ଜାନୁଆରୀ ମାସରୁ ପିଛିଲା ଭାବେ ଲାଗୁ ହେବା ନେଇ ନିଷ୍ପତି ନେଇଛନ୍ତି ସରକାର । ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ!-->…
ପାସପୋର୍ଟ ଅଫିସ ନିକଟରୁ ଅପହୃତ ଯୁବକ ପୁରୀରୁ ଉଦ୍ଧାର
ଭୁବନେଶ୍ୱର : ତ୍ରିକୋଣୀୟ ପ୍ରେମ ପାଇଁ ଅପହରଣ । ଝିଅର ଭାଇ ସହ ମିଶି ଦ୍ୱିତୀୟ ପ୍ରେମିକକୁ ଅପହରଣ କରିଥିଲେ ପ୍ରଥମ ପ୍ରେମିକ । ଭୁବନେଶ୍ବର ପୁରୁଣା ପାସପୋର୍ଟ ଅଫିସ ସାମ୍ନାରୁ ଅପହରଣ କରାଯାଇଥିବା ବେଳେ ପୁରୀରୁ ତାଙ୍କୁ ଉଦ୍ଧାର କରିଛି ପୋଲିସ । ଦୁଇଟି ବାଇକରେ ବଳପୂର୍ବକ ବସାଇବା ସହ!-->…