Sign in
Sign in
Recover your password.
A password will be e-mailed to you.
ଅଜିତ ପାୱାରଙ୍କ ଏନସିପି ଭାଗରେ ପଡ଼ିଲା ମାତ୍ର ୪ ଆସନ
ମହାରାଷ୍ଟ୍ରରେ ସହଯୋଗୀ ଦଳଗୁଡ଼ିକ ସହ ମାରାଥନ ବୈଠକ କରିବା ପରେ ବିଜେପି ସିଟ ଶେୟାରିଂ ଫର୍ମୁଲାକୁ ଚୂଡ଼ାନ୍ତ କରିଛି। ବିଜେପି, ଏକନାଥ ସିନ୍ଦେଙ୍କ ଶିବସେନା ଓ ଅଜିତ ପାୱାରଙ୍କ ଏନସିପିକୁ ନେଇ ଗଠିତ ମାହାୟୁତି ମେଣ୍ଟ ଏକାଠି ମହାରାଷ୍ଟ୍ରରେ ଲୋକସଭା ନିର୍ବାଚନ ଲଢ଼ିବେ। ଏଥିପାଇଁ ୩ ଦଳ!-->…
EDରେ ହାଜର ହେଲେ ବ୍ୟବସାୟୀ ସାଗର ରାୟ
ଭୁବନେଶ୍ୱର : ଅର୍ଥତର୍ତ୍ତ୍ବ ଚିଟ୍ ଫଣ୍ଡ ମାମଲାରେ ଆକ୍ସନ୍ ମୋଡରେ ଇଡି । EDରେ ହାଜର ହୋଇଛନ୍ତି ବ୍ୟବସାୟୀ ସାଗର ରାୟ । ବ୍ୟବସାୟୀ ଭିନିତ ଲଲାନିଙ୍କୁ ମାରାଥନ ଜେରା । ପ୍ରଥମ ପର୍ଯ୍ୟାୟ ଜେରା ପରେ ଏବେ ଦ୍ଵିତୀୟ ପର୍ଯ୍ୟାୟ ଜେରା । ମାର୍ଚ୍ଚ ୭ ତାରିଖରେ ଅର୍ଥତର୍ତ୍ତ୍ବ ଚିଟଫଣ୍ଡରେ!-->…
ଅମିତ ଶାହଙ୍କୁ ଭେଟିଲେ ଓଡ଼ିଶା ବିଜେପି ନେତା
ଭୁବନେଶ୍ୱର : ମେଣ୍ଟ ଚର୍ଚ୍ଚା ମଧ୍ୟରେ ଦିଲ୍ଲୀରେ ଅମିତ ଶାହଙ୍କୁ ଭେଟିଲେ ଓଡ଼ିଶା ବିଜେପି କୋର୍ ଗ୍ରୁପ୍ ନେତା । ଅମିତ ଶାହଙ୍କ ବାସଭବନରେ ଭେଟି ଆଲେଚନା କରିଛନ୍ତି କୋର ଗ୍ରୁପ୍ ନେତା । ବିଜେପି ଆଜି ଦଳର ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ଆସନ ତାଲିକା ପ୍ରକାଶ କରିବାକୁ ଯାଉଥିବା ସମ୍ଭାବନା!-->…
ପ୍ରୋତ୍ସାହନ ରାଶି ବୃଦ୍ଧି ଦାବିରେ ଗାଁ ସାଥୀଙ୍କ ପ୍ରତିବାଦ
ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଗାଁ ସାଥୀ । ପ୍ରୋତ୍ସାହନ ରାଶି ବୃଦ୍ଧି କରିବା ଦାବିରେ ବିକ୍ଷୋଭ ପ୍ରଦର୍ଶନ । ଖରାରେ ଲୋୟର ପିଏଜିରେ ବସି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ହଜାର ହଜାର ଗାଁ ସାଥୀ । ସରକାର ସେମାନଙ୍କୁ ମାସିକ ୧୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଦେବାକୁ!-->…
ଆସନ୍ତାକାଲି ନବୀନ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
ଭୁବନେଶ୍ୱର : ଆସନ୍ତାକାଲି ନବୀନ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ ! ୧୫ରୁ ୨୦ ଜଣ ବରିଷ୍ଠ ନେତା ବୈଠକରେ ଯୋଗ ଦେବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ନିର୍ବାଚନ ରଣନୀତି ଉପରେ ହୋଇପାରେ ଆଲୋଚନା । ଏହାସହ ମେଣ୍ଟ ପ୍ରସଙ୍ଗରେ ମଧ୍ୟ!-->…
ବଢ଼ିଲା ମେୟର, ଡେପୁଟି ମେୟରଙ୍କ ଦରମା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବଢ଼ିଲା ମେୟରଙ୍କ ଦରମା । ୫୦ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର । ଡେପୁଟି ମେୟରଙ୍କ ଦରମା ୨୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ପୌରପରିଷଦ ଅଧ୍ୟକ୍ଷଙ୍କ ଦରମା ୧୫ ହଜାରକୁ ବୃଦ୍ଧି, ପୌରପରିଷଦ!-->…
ଆସନ୍ତା କାଲିଠୁ ଓଡିଶାର କିଛି କିଛି ସ୍ଥାନରେ ହାଲକା ମଧ୍ୟମ ଧରଣ ବର୍ଷା
ଭୁବନେଶ୍ୱର : ତାତିରେ ଲାଗିବ ବ୍ରେକ ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି । ଆସନ୍ତା କାଲିଠୁ ଓଡିଶାର କିଛି କିଛି ସ୍ଥାନରେ ହାଲକା ମଧ୍ୟମ ଧରଣ ବର୍ଷା ହେବ । ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ!-->…
ଛାତ୍ର କଂଗ୍ରେସର ବିକ୍ଷୋଭ: ବେକାରୀ ସମସ୍ୟା, ବିପର୍ଯ୍ୟସ୍ତ ଶିକ୍ଷାନୀତିକୁ ନେଇ ପ୍ରତିବାଦ
ଭୁବନେଶ୍ବର: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ । ବେକାରୀ ସମସ୍ୟା, ପ୍ରଶ୍ନପତ୍ର ଲିକ୍ କୁ ନେଇ ଛାତ୍ର କଂଗ୍ରେସର ରଣହୁଙ୍କାର । ରାଜମହଲ ଛକରୁ ନବୀନ ନିବାସ ଘେରାଉ କରିବାକୁ ଯାଉଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଛି । ଶିଶୁଭବନ ଛକରେ ଛାତ୍ର କଂଗ୍ରସକୁ ରୋକିବାକୁ!-->…
ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ମହିଳାଶାଖା ପକ୍ଷରୁ ଜାତୀୟ ମହିଳା ଦିବସ ପାଳନ
ଫୁଲବାଣୀ : ଫୁଲବାଣୀ ସହର ସେନାପତି ରେସିଡେନ୍ସ ଠାରେ କନ୍ଧମାଳ ମଜଦୂର ମହିଳା କଂଗ୍ରେସ ସଭାନେତ୍ରୀ ପ୍ରତିଭା କହଁରଙ୍କ ନେତୃତ୍ୱରେ ରାଜ୍ୟ ସ୍ତରୀୟ ବିଶ୍ୱ ମହିଳା ଦିବସ ପାଳନ ହୋଇଯାଇଛି l ଜିଲ୍ଲା ମଜଦୂର କଂଗ୍ରେସ ସଭାପତି ଘନ କୁମାର ଶବର ମଞ୍ଚ ପରିଚାଳନା କରିଥିଲେ l ଏଥିରେ ରାଷ୍ଟ୍ରୀୟ!-->…
ଆସିଲା ବିଜେପିର ୨ୟ ପ୍ରାର୍ଥୀ ତାଲିକା, ଖଟ୍ଟର ଓ ଗଡକରୀଙ୍କୁ ମିଳିଲା ଟିକେଟ, ତାଲିକାରେ ଓଡ଼ିଶାର ନାଁ ନାହିଁ
ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ୨୦୨୪ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ବୁଧବାର ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି। ଦ୍ବିତୀୟ ତାଲିକାରେ ୭୨ ଜଣଙ୍କ ନାଁ ରହିଛି । କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ହିମାଚଳର ହମିରପୁର ଲୋକସଭା ଆସନରୁ ପ୍ରାର୍ଥୀ!-->…