Sign in
Sign in
Recover your password.
A password will be e-mailed to you.
ବଢ଼ିଲା ପଞ୍ଚାୟତିରାଜ ପ୍ରତିନିଧିଙ୍କ ପାରିତୋଷିକ, ସରପଞ୍ଚ ପାଇବେ ୧୦ ହଜାର
ଭୁବନେଶ୍ୱର : ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା!-->…
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନାୟବ ସିଂହ
ହରିଆଣାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନାୟବ ସିଂହ ସୈନି। ତାଙ୍କୁ ରାଜ୍ୟପାଳ ଭଣ୍ଡାରୁ ଦତ୍ତାତ୍ରେୟ ପଦ ଓ ଗୋପନୀୟତାର ଶପଥ ପଠା କରାଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଉପସ୍ଥିତିରେ ନାୟବ ସିଂହ ଶପଥ ନେଇଛନ୍ତି। ତେବେ ମଞ୍ଚ ଉପରେ ଶପଥ ନେବା ପୂର୍ବରୁ ନାୟବ!-->…
କିମ୍ସ ଗ୍ରାମୀଣ ଡାକ୍ତରଖାନା ଓ କଲରାବାଙ୍କ ସ୍ମାର୍ଟ ଭିଲେଜର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଲୋକାର୍ପଣ ହେଲା କିମ୍ସ ଗ୍ରାମୀଣ ଡାକ୍ତରଖାନା । କଟକ ଜିଲ୍ଲା କଲରାବାଙ୍କଠାରେ କିମ୍ସ ଗ୍ରାମୀଣ ଡାକ୍ତରଖାନା ଏବଂ କଲରାବାଙ୍କ ସ୍ମାର୍ଟ ଭିଲେଜକୁ ଆଭାଷୀ ମାଧ୍ୟମରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୯ଟି କିମ୍ସ!-->…
ଡନ୍ Weds ଲେଡି ଡନ୍: କାଲାର ହାତ ଧରିଲେ ମ୍ୟାଡମ ମିଞ୍ଜ୍
ବାହା ହୋଇଛି ଗ୍ୟାଙ୍ଗଷ୍ଟର କାଲା ଜଠେଡି। ବାହା ହେବା ପାଇଁ ୬ ଘଣ୍ଟା ଜେଲରୁ ମୁକ୍ତି ପାଇଥିବା କାଲା ବନ୍ଧୁକ ରାଣୀ ଭାବେ ପରିଚିତ ପେଶାଦାର ଅପରାଧୀ ଅନୁରାଧ ଚୌଧୁରୀ ଓରଫ ମ୍ୟାଡମ ମିଞ୍ଜଙ୍କର ହାତ ଧରିଛନ୍ତି। ପୁଲିସ୍ ଓ କଡ଼ା ସୁରକ୍ଷାବଳୟ ମଧ୍ୟରେ କାଲା ଓ ମିଞ୍ଜଙ୍କ ବାହାଘର!-->…
ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ଖୁସି ଖବର । ଏଣିକି ବାର୍ଷିକ ୨୫ ଦିନର ସାମୟିକ ଛୁଟି ପାଇବେ ମହିଳା କର୍ମଚାରୀ । ଏନେଇ ଆଜି ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ!-->…
ବିଜେଡି ସରକାର ଦୁର୍ନିତୀର ପ୍ରତୀକ ରାଜେନ୍ଦ୍ର ଢୋଲକିଆ, ଇସ୍ତଫା ଦାବି କଲା କଂଗ୍ରେସ
ଭୁବନେଶ୍ବର: ଦୁର୍ନିତୀ ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଆଜି ନୂଆପଡ଼ା ଜିଲ୍ଲା ବନ୍ଦ ହୋଇଛି । ଓଡ଼ିଶାର ବିଜେଡ଼ି ସରକାରର ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢ଼ୋଲକିଆ ସଂଗୀନ ଦୁର୍ନିତୀ ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଦିଆଯାଇଛି ଏହି ବନ୍ଦ ଡାକରା । ଏହି ବନ୍ଦ ଡାକରା ପଛରେ ଜିଲ୍ଲାବାସୀଙ୍କ ସମର୍ଥନ!-->…
ରାଜସ୍ଥାନର ଜୈସଲମେର୍ରେ ସେନାର ବିମାନ କ୍ରାସ୍
କ୍ରାଶ୍ ହେଲା ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ। ରାଜସ୍ଥାନ ଜୈସଲମେରର ଜବାହର ନଗର ନିକଟରେ ବାୟୁସେନା ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯୁଦ୍ଧାଭ୍ୟାସ୍ରେ ସାମିଲ ହେବାକୁ ଯାଉଥିବା ବେଳେ ବୟଜ୍ ହଷ୍ଟେଲ ନିକଟରେ ଏହି ଯୁଦ୍ଧ ବିମାନଟି କ୍ରାଶ୍ ହୋଇ ଖସି ପଡିଛି। ୨୩ ବର୍ଷ ଭିତର!-->…
ଓଡ଼ିଶାରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାରୁ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍ । ପୁରୀ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ । ୮୫ ହଜାର କୋଟି ଟଙ୍କାର ୬ ହଜାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହା ସହ ୧୦ଟି ବନ୍ଦେ!-->…
CAAକୁ ବିରୋଧ, ସୁପ୍ରିମକୋର୍ଟ ଗଲା ଇଣ୍ଡିଆନ୍ ୟୁନିଅନ ମୁସଲିମ୍ ଲିଗ୍
ଦେଶରେ ଲାଗୁ ହୋଇଛି ନାଗରିକତ୍ୱ ସଂଶୋଧ ଆଇନ। ତେବେ ଏହା ଏବେ ସୁପ୍ରିମକୋର୍ଟରେ ପହଞ୍ଚି। ସିଏଏକୁ ବିରୋଧ କରି ସୁପ୍ରିମକୋର୍ଟରେ ଦାଖଲ ହୋଇଛି ଆବେଦନ। ଇଣ୍ଡିଆନ୍ ୟୁନିଅନ ମୁସଲିମ୍ ଲିଗ୍ ତଥା IUML ଏହାକୁ ବିରୋଧ କରି ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଛି। ସିଏଏକୁ ନେଇ ଜାରି!-->…
କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା: ଓସେପାର ମେରିଟ୍ ଲିଷ୍ଟ ଖାରଜ କଲେ ହାଇକୋର୍ଟ
କଟକ: କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲାରେ ଆସିଲା ଗୁରୁତ୍ୱପୂର୍ଣ୍ଣ ରାୟ । ଆଜି ହାଇକୋର୍ଟ ଓସେପାର ମେରିଟ୍ ଲିଷ୍ଟ ଖାରଜ କରିଦେଇଛନ୍ତି । ଏହାସହ ଜିଲ୍ଲାୱାରୀ ମେରିଟ୍ ଲିଷ୍ଟକୁ ମଧ୍ୟ ଖାରଜ କରିଛନ୍ତି । ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରସ୍ତୁତ କରିବାକୁ!-->…