Sign in
Sign in
Recover your password.
A password will be e-mailed to you.
ପଦ୍ମ ଛାଡି ସଙ୍ଗେ ସଙ୍ଗେ ହାତ ଧରିଲେ ସାଂସଦ ବ୍ରିଜେନ୍ଦ୍ର ଚୌଧୁରୀ
ଚଣ୍ଡିଗଡ଼: ହରିୟାଣାର ହିସାର ଲୋକସଭା ସାଂସଦ ବ୍ରିଜେନ୍ଦ୍ର ଚୌଧୁରୀ ବିଜେପିରୁ ଇସ୍ତଫା ଦେଇଛନ୍ତି। ସେ ସକାଳେ ଟୁଇଟ୍ କରି ଦଳ ଛାଡିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ପରେ ଅପରାହ୍ନରେ କଂଗ୍ରେସରେ ଯୋଗ ଦେଇଥିଲେ। କଂଗ୍ରେସ ସହ ହାତ ମିଳାଇବା ପୂର୍ବରୁ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିରେନ୍ଦ୍ର!-->…
ଉଲଗ୍ନ ହୋଇ ଡାକ୍ତରଖାନାରେ ବୁଲିଲେ ଡାକ୍ତର
ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗର (ପୂର୍ବର ଔରାଙ୍ଗାବାଦ) ଜିଲ୍ଲାର ବିଡକିନ ସ୍ଥିତ ସରକାରୀ ଡାକ୍ତରଖାନାରେ ଜଣେ ଡାକ୍ତର ଉଲଗ୍ନ ହୋଇ ବୁଲିବାର ଭିଡିଓ ସାମ୍ନାକୁ ଆସିଛି।
ଏହି ଡାକ୍ତର ଜଣଙ୍କ ସଦାବେଳେ ନିଶା ସେବନ କରନ୍ତି ବୋଲି ଜଣାପଡ଼ିଛି। ନିଶାସକ୍ତ ଅବସ୍ଥାରେ ସେ!-->!-->!-->…
ଯବାନଙ୍କ ଗୁଳିରେ ଛତ୍ରଭଙ୍ଗ ଦେଲେ ମାଓବାଦୀ
କନ୍ଧମାଳ: କନ୍ଧମାଳ ଜିଲ୍ଲା ଦୁର୍ଗାପଙ୍ଗା ସଂରକ୍ଷିତ ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଏସ୍ଓଜି ଯବାନ – ମାଓବାଦୀ ମୁହାଁମୁହିଁ ହୋଇଥିଲେ ।!-->…
ଜେଲରୁ ୨ କଏଦୀ ଫେରାର
ବଲଙ୍ଗୀର: ବଲାଙ୍ଗୀର ଟିଟିଲାଗଡ଼ ସବଜେଲରୁ ୨ ବିଚାରଧୀନ କଏଦୀ ଫେରାର । ହତ୍ୟା ଅଭିଯୋଗରେ ୨ବର୍ଷ ହେଲା ଜେଲରେ ଥିଲେ ୨ ଅଭିଯୁକ୍ତ । ଜେଲ ପାଚେରୀ ଡେଇଁ ବିଚାରଧୀନ କଏଦୀ ଫେରାର ହୋଇଯାଇଥିବା ସୂଚନା ରହିଛି । ଟିଟିଲାଗଡ଼ ଉପଖଣ୍ଡ ସିନ୍ଧେକେଲା ଥାନା ଅଞ୍ଚଳରେ ମାନସିକ ପୂରଣ ପାଇଁ ଦୁଇଟି ଶିଶୁ!-->…
କ୍ରିଷ୍ଟିନା ଜିତିଲେ ମିସ୍ ୱାର୍ଲଡ୍ ୨୦୨୪ ମୁକୁଟ
ମିସ୍ ୱାର୍ଲଡ୍ ୨୦୨୪ର ବିଜେତା ହୋଇଛନ୍ତି ଚେକ୍ ରିପବ୍ଲିକ୍ର କ୍ରିଷ୍ଟିନା ପାଇସ୍କୋଭା। ଶନିବାର ମୁମ୍ବାଇର ଜିଓ ୱାର୍ଲ୍ଡ କନ୍ଭେନସନ ସେଣ୍ଟରରେ ଅନୁଷ୍ଠିତ ମିସ୍ ୱାର୍ଲଡ୍ର ୭୧ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେରେ ୨୪ ବର୍ଷୀୟା କ୍ରିଷ୍ଟିନାଙ୍କୁ ବିଜୟୀ ଘୋଷଣା କରାଯାଇଥିଲା। ଲେବାନନର!-->…
ଫନି ବାତ୍ୟା ଟଙ୍କା ହଡ଼ପ କରି ୨ ଗିରଫ
ଫନି ବାତ୍ୟା ଟଙ୍କା ହଡ଼ପ କରି ୨ ଗିରଫ। ଜଣ ପୂର୍ବତନ ବ୍ୟାଙ୍କ ମ୍ୟାନେଜର ଓ ଷଡ଼ଯନ୍ତ୍ରକାରୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା। ଅଭିଯୁକ୍ତ ପୂର୍ବତନ ବ୍ଯାଙ୍କ ମ୍ୟାନେଜର ସରୋଜ କାନ୍ତ ମହାପାତ୍ର ଓ ସହଯୋଗୀ ତଥା ଷଡ଼ଯନ୍ତ୍ରକାରୀ ଆଞ୍ଜେଲ ମିଶ୍ର ଗିରଫ। ଏମାନଙ୍କ!-->…
ଅନୁଦାନପ୍ରାପ୍ତ ସ୍କୁଲର ମହିଳା କର୍ମଚାରୀଙ୍କୁ ମିଳିବ ୧୮୦ ଦିନର ମାତୃତ୍ୱ ଛୁଟି
ଭୁବନେଶ୍ୱର : ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ କର୍ମଚାରୀଙ୍କ ବିଭିନ୍ନ ସେବା ସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଏହି ବ୍ଲକ ଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ପନ୍ଦର ଦିନର ସାମୟିକ ଛୁଟି ପାଇବେ। ଏଥି ସହିତ!-->…
ଇସ୍ତଫା ଦେଲେ ନିର୍ବାଚନ କମିଶନର ଅରୁଣ ଗୋଏଲ
ଆଉ କିଛି ସପ୍ତାହ ପରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ଆସନ୍ତା ଗୁରୁବାର କିମ୍ବା ଶୁକ୍ରବାର ଏନେଇ ତାରିଖ ମଧ୍ୟ ଘୋଷଣା ହେବାର ଥିଲା। କିନ୍ତୁ ଏହାପୂର୍ବରୁ ହଠାତ୍ ଭାରତୀୟ ନିର୍ବାଚନ କମିଶନର ପଦରୁ ଇସ୍ତଫା ଦେଇଛନ୍ତି ଅରୁଣ ଗୋଏଲ। ଇସ୍ତଫାର କାରଣ ଏଯାଏ ଜଣାପଡ଼ିନାହିଁ। କିନ୍ତୁ!-->…
ମେଣ୍ଟ ଚର୍ଚ୍ଚା ହୋଇନି, ସବୁ ଆସନ ପାଇଁ ପ୍ରସ୍ତୁତି କରୁଛୁ: ଲତା ଉସେଣ୍ଡି
ଭୁବନେଶ୍ୱର: କୌଣସି ମେଣ୍ଟ ଚର୍ଚ୍ଚା ହୋଇନି । ସବୁ ଆସନ ପାଇଁ ଆମେ ପ୍ରସ୍ତୁତି କରୁଛୁ ବୋଲି ଆଜି ଏପରି କହିଛନ୍ତି ବିଜେପି ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି ।
ସେ ଆହୁରି କହିଛନ୍ତି,‘‘ ଦିଲ୍ଲୀରେ ହୋଇଥିବା ବୈଠକରେ ପ୍ରତିଟି ଆସନ ପାଇଁ ଆଲୋଚନା!-->!-->!-->…
ଇବ୍ ନଦୀରୁ ମିଳିଲା ଦୁଇ ନାବାଳକଙ୍କ ସମେତ ତିନି ମୃତଦେହ
ସୁନ୍ଦରଗଡ଼: ଜନ୍ମଦିନରେ ପରିବାର ସହ ବଣଭୋଜି କରିବାକୁ ଯାଇ ଇବନଦୀ ସେମିନା ଘାଟରେ ୩ଜଣ କକାପୁଅ ଭାଇ ବୁଡ଼ି ଯାଇଥିଲେ। ଆଜି ସକାଳୁ ୩ଟି ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ।ଗତକାଲି ସୁନ୍ଦରଗଡ଼ ସହର ରିଜେଣ୍ଟ ମାର୍କେଟର ମହମ୍ମଦ ଫରାନ (୧୫) ମହମ୍ମଦ ରିଜୱାନ (୧୭) ଓ ମହମ୍ମଦ ସାହିଦ!-->…