Sign in
Sign in
Recover your password.
A password will be e-mailed to you.
ବିଜେଡି-ବିଜେପି ମେଣ୍ଟ: ଛିଣ୍ଡୁନି ଅଙ୍କ, ଏକାକୀ ଲଢ଼ିବା ନେଇ ଚର୍ଚ୍ଚା
ଭୁବନେଶ୍ବର: ରାଜ୍ୟ ରାଜନୀତି ବେଶ କିଛି ଦିନ ହେବ ସରଗରମ ଥିଲା । ଶୁଣିବାକୁ ମିଳୁଥିଲା ଉଭୟ କେନ୍ଦ୍ର ରାଜ୍ୟ ମିଶି ଚଳିତ ନିର୍ବାଚନ ଲଢ଼ିବେ । ଅର୍ଥାତ ବିଜେଡି-ବିଜେପି ମେଣ୍ଟ କରିବେ । ଭୁବନେଶ୍ବରରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ଘନ ଘନ ବୈଠକ ମଧ୍ୟ ବସିଥିଲା । ଗତକାଲି ବିଜେଡି ନେତା!-->…
ଲଘୁ ଖଣିଜ ପରିବହନକାରୀ ଟ୍ରକ ଧର୍ମଘଟ ପ୍ରତ୍ୟାହୃତ
ଭୁବନେଶ୍ୱର: ପାଞ୍ଚ ଦିନ ପରେ ଲଘୁ ଖଣିଜ ଦ୍ରବ୍ୟ ପରିବହନକାରୀ ଟ୍ରକ ଧର୍ମଘଟ ପ୍ରତ୍ୟାହାର ହୋଇଛି । ବିଭିନ୍ନ ଦାବି ନେଇ ସରକାରଙ୍କ ସହ ଆଲୋଚନା ସଫଳ ହେବା ପରେ ଆଜି ମଧ୍ୟାହ୍ନରୁ ଧର୍ମଘଟ ପ୍ରତ୍ୟାହାର ହୋଇଛି ।
ଏନେଇ ଖୋର୍ଦ୍ଧା ଟ୍ରକ ମାଲିକ ସଂଘ,!-->!-->!-->…
କମିଲା ଏଲ୍ପିଜି ସିଲିଣ୍ଡର ଦର
ମହିଳା ଦିବସରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା। କମିଲା ଏଲ୍ପିଜି ସିଲିଣ୍ଡର ଦର। ସିଲିଣ୍ଡର ପିଛା ୧୦୦ ଟଙ୍କା ହ୍ରାସ ପାଇଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ବର୍ତ୍ତମାନ ଏଲପିଜି ଗ୍ୟାସ ମୂଲ୍ୟରେ ୧୦୦ ଟଙ୍କା ରିହାତି ଦିଆଯିବ। ଏହି ପଦକ୍ଷେପ!-->!-->!-->…
ବ୍ରାହ୍ମଣୀ ନଦୀରେ ଶୌଚ ହେବା ବେଳେ ଝାମ୍ପିନେଲା କୁମ୍ଭୀର
କେନ୍ଦ୍ରାପଡ଼ା: ଶୌଚ ପାଇଁ ଯିବା ହେଲା କାଳ । ବ୍ୟକ୍ତିଙ୍କୁ ଟାଣିନେଲା କୁମ୍ଭୀର । କିଛି ସମୟ ଭିତରେ ଘଟିଗଲା ବଡ଼ ଅଘଟଣ । କେନ୍ଦ୍ରାପଡ଼ା ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ହଂସୁଆ ନଦୀରେ ବାଇଧର ମଲ୍ଲିକ ଶୌଚ ହେବାକୁ ଯାଇଥିବା ବେଳେ କୁମ୍ଭୀର ଟାଣି!-->…
କପିଳାସରେ ରାତି ୩ଟା ୫୫ରେ ଉଠିବ ମହାଦୀପ
ଢେଙ୍କାନାଳ: ଚଳଚଞ୍ଚଳ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ । ଶିବରାତ୍ରି ପାଇଁ କପିଳାସଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଗହଳି ଲାଗିଛି । ମହା ଶିବରାତ୍ରି ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କପିଳାସ ପୀଠର ମହାପ୍ରଭୁ ଶ୍ରୀଶ୍ରୀ!-->…
ଦେଶ ଛାଡିବାକୁ ଚାହୁଁଛନ୍ତି ରାଜୀବ ଗାନ୍ଧିଙ୍କ ହତ୍ୟାକାରୀ
ଦେଶ ଛାଡିବାକୁ ଚାହୁଁଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧି ହତ୍ୟାକାଣ୍ଡ ମାମଲାର ଦୋଷୀ ଏସ୍. ନଳିନୀ। ସେ ବ୍ରିଟେନ୍ରେ ନିଜ ଝିଅ ସହ ମିଶି ରହିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏଥିପାଇଁ ସେ ମଡ୍ରାସ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ପାସପୋର୍ଟ ପାଇବା ଉଦ୍ଦେଶ୍ୟରେ ତାଙ୍କ!-->…
ଓଁ ନମଃ ଶିବାୟ ଧ୍ୱନିରେ କମ୍ପୁଛି ଶିବାଳୟ
ଭୁବନେଶ୍ବର: ଆଜି ଜାଗର,ଚଳଚଞ୍ଚଳ ପ୍ରମୁଖ ଶୈବପୀଠ । ରାଜ୍ୟର ତିନି ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି । ଧାଡିରେ ଛିଡ଼ା ହୋଇ ଓମ୍ ନମଃ ଶିବାୟ କହୁଛନ୍ତି ଭକ୍ତ । ଓଁ ନମଃ ଶିବାୟ ଧ୍ୱନିରେ!-->…
ମହାଶିବରାତ୍ରୀ: ବାଲୁକା କଳାରେ ୫୦୦ ଶିବଲିଙ୍ଗ ତିଆରି କଲେ ସୁଦର୍ଶନ ପଟ୍ଟନାୟକ
ପୁରୀ: ଆଜି ହେଉଛି ମହାଶିବରାତ୍ରୀ । ଏହି ଅବସରରେ ବାଲୁକା କଳାରେ ଶିବରାତ୍ରୀର ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ନିଳାଦ୍ରୀ ବିଚରେ ବାଲିରେ ତିଆରି କରିଛନ୍ତି ଦେବ ଦେବ ମହାଦେବଙ୍କ ଏକ ବିରାଟ ପ୍ରତିମା । ଏହାସହ ୫୦୦ ଶିବଲିଙ୍ଗ ମଧ୍ୟ ତିଆରି କରିଛନ୍ତି ।
ଏହି!-->!-->!-->…
ନୂତନ ଅଧ୍ୟକ୍ଷ ଡ଼ଃ. ଅଜୟ କୁମାର ତ୍ରିପାଠୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ଛତ୍ରପୁର : ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବରେ ଡ଼ଃ.ଅଜୟ କୁମାର ତ୍ରିପାଠୀ ଦାୟିତ୍ଵ ଗ୍ରହଣ କରିଛନ୍ତି । ଏହାକୁ ନେଇ ନୂତନ ଅଧ୍ୟକ୍ଷଙ୍କୁ ଏହି କଲେଜ୍ ର ପୁରାତନ ଛାତ୍ର ସଂସଦ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ପୁରାତନ ଛାତ୍ର ସଂଘର ସଭାପତି ତଥା!-->…
ଟାଟା ଚା’ କମ୍ପାନୀ ସମ୍ମୁଖରେ ଏ.ପି.ପି.ଏଲ୍. କର୍ମଚାରୀ ୟୁନିୟନ ପକ୍ଷରୁ ୪ଦଫା ଦାବିନେଇ ବିକ୍ଷୋଭ ପ୍ରଦର୍ଶନ !
ଛତ୍ରପୁର : ଭାରତୀୟ ମଜଦୁର୍ ସଂଘ୍ ସହ ଅନୁବନ୍ଧିିତ ଏ.ପି.ପି.ଏଲ୍ କର୍ମଚାରୀ ୟୁନିୟନ ତରଫରୁ ୪ଦଫା ଦାବୀ ନେଇ ଗୁରୁବାର ଟାଟା ଚା' ପ୍ଲାଣ୍ଟ ଆଗରେ ଆନ୍ଦୋଳନ କରି ଟାଟା-ପ୍ଲାଣ୍ଟ କର୍ମଚାରୀମାନଙ୍କ ପକ୍ଷ ରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ୍ଅନ୍ତର୍ଗତ!-->…