Sign in
Sign in
Recover your password.
A password will be e-mailed to you.
ସମସାମୟିକ ପରିପ୍ରେକ୍ଷୀରେ ପ୍ରଯୁକ୍ତିବିଦ୍ୟାକୁ ଆଧ୍ୟାତ୍ମିକତା ସହିତ ଯୋଡ଼ିବାର ଆବଶ୍ୟକତା ରହିଛି: କୁଳପତି
କୋରାପୁଟ: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟର ଇଂରାଜୀ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ଆୟୋଜିତ ‘ବିୟଣ୍ଡ ହୋରିଜିନ୍ସ: ବିଶ୍ୱ ସାହିତ୍ୟରେ ବିଶ୍ୱର ଅନୁସନ୍ଧାନ’ ଶୀର୍ଷକ ସମ୍ମାନଜନକ ଅନ୍ତର୍ଜାତୀୟ ସମ୍ମିଳନୀ ଗୁରୁବାର ବିଶ୍ୱବିଦ୍ୟାଳୟ ପରିସରରେ ଉଦ୍ଘାଟିତ ହୋଇଯାଇଛି।!-->…
ଅର୍ଥତତ୍ତ୍ଵ ଚିଟ୍ଫଣ୍ଡ୍ ମାମଲା : ବ୍ୟବସାୟୀ ତଥା ପରିବହନ ଠିକାଦାର ଅହିଭୂଷଣ ସାହୁଙ୍କ ଘରେ ଇଡି ର ଚଢ଼ାଉ…
ଛତ୍ରପୁର : ଅର୍ଥତତ୍ତ୍ଵ ଚିଟ୍ଫଣ୍ଡ୍ ମାମଲାରେ ବ୍ୟବସାୟୀ ତଥା ପରିବହନ ଠିକାଦାର ଅହିଭୂଷଣ ସାହୁ ଓରଫ ବାବୁଲି ସାହୁଙ୍କ କାଳିଆବାଲି ବାସଭବନରେ ଇଡି ଚଢ଼ାଉ ହୋଇଛି । ଗୁରୁବାର ସକାଳୁ ଇଡିର ଭୁବନେଶ୍ୱର ଓ ଦିଲ୍ଲୀ ର ୮ ଜଣିଆ ପ୍ରତିନିଧି ଦଳ ଛତ୍ରପୁର ବ୍ଲକ କାଳିଆବାଲି ଛକ ନିକଟ ଆଇଆରଇଏଲ!-->!-->!-->…
ପ୍ରସାଦଙ୍କୁ ନୂଆ ଦାୟିତ୍ୱ…
ଭୁବନେଶ୍ବର : ୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ପୂର୍ବତନ ମନ୍ତ୍ରୀ ତଥା ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କୁ ନୂଆ ଦାୟିତ୍ୱ ଦେଇଛି ଏଆଇସିସି। ତାଙ୍କୁ ରାଜ୍ୟ କଂଗ୍ରେସୀ ନିର୍ବାଚନ ପରିଚାଳନା ଆବାହକ ଭାବେ ନିଯୁକ୍ତି ଦିଆଯାଇଛି। ପ୍ରସାଦ ହରିଚନ୍ଦନ ମିଡିଆ ସହିତ ସମନ୍ୱୟ ଓ!-->…
ରାଜଧାନୀରେ ହାଲୁକା ବର୍ଷା; ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି
ଭୁବନେଶ୍ବର: ରାଜ୍ୟରେ ବଢୁଥିବା ତାତି ଭିତରେ ଗୁରୁବାର ଅଦିନିଆ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଦେଇଛି। ଭୁବନେଶ୍ୱରର କେତେକ ସ୍ଥାନରେ ଆଜି ସନ୍ଧ୍ୟାରେ ହାଲୁକା ବର୍ଷା ହୋଇଛି। ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଆଉ କେତେକ ସ୍ଥାନରେ ବର୍ଷା ହୋଇନଥିଲେ ବି କଳାବାଦଲ ଘୋଡ଼େଇ ହୋଇଛି। ଆକାଶ!-->…
ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ DG ପାହ୍ୟାକୁ ପଦୋନ୍ନତି
୧୯୯୨ ବ୍ୟାଚ୍ର ଦୁଇ ବରିଷ୍ଠ ଆଇପିଏସ୍ ଅଫିସର ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଲଳିତ ଦାସଙ୍କୁ ତାଙ୍କ ପୂର୍ବ ସ୍ଥାନରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଅନ୍ୟପକ୍ଷରେ ଏବେ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି!-->…
ରାଜ୍ୟରେ ୮୦୧୨୫ କୋଟି ଟଙ୍କାର ୭ ବୃହତ୍ ପ୍ରକଳ୍ପକୁ ଉଚ୍ଚସ୍ତରୀୟ କ୍ଲିଅରାନ୍ସ
ଭୁବନେଶ୍ବର : ରାଜ୍ୟରେ ୮୦,୧୨୫.୮୦କୋଟି ଟଙ୍କାର ୭ଟି ବୃହତ୍ ପ୍ରକଳ୍ପକୁ ଆଜି ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି(ଏଚଏଲସିଏ)ଙ୍କ ମଞ୍ଜୁରୀ ମିଳିଛି । ଏହାଦ୍ୱାରା ଅଧିକ ୨୪୫୫୨ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ । ଗ୍ରୀନ୍ ଏନର୍ଜି, ଫାର୍ମାସ୍ୟୁଟିକାଲ, କେମିକାଲ ଓ ଇସ୍ପାତ!-->…
ମହିଳାଙ୍କ ସମ୍ମାନ ପ୍ରତି ହେଉଥିବା ଅନ୍ୟାୟକୁ ବରଦାସ୍ତ କରାଯିବ ନାହିଁ: ମାଓବାଦୀ
ମାଲକାନଗିରି: ଆନ୍ଧ୍ର ଓଡ଼ିଶା ସୀମା ସ୍ବତନ୍ତ୍ର ଜୋନାଲ କମିଟି ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି। ଆସନ୍ତାକାଲି (୨୦୨୪ ମାର୍ଚ୍ଚ ୮) ମହିଳା ଦିବସ ପାଳନ ନେଇ ଏହି ପ୍ରେସ ବିଜ୍ଞପ୍ତିରେ ମାଓ ସଂଗଠନ ପକ୍ଷରୁ ଆହ୍ବାନ କରାଯାଇଛି। ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଜୋନାଲ କମିଟିରେ ମହିଳାଙ୍କ!-->…
ଯେଉଁଠି ମା’ଙ୍କୁ ସମ୍ମାନ ମିଳେ, ସେଠି ଦେବତାମାନେ ବାସ କରନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶାର ମହିଳାମାନେ ବହୁତ ଉପରକୁ ଉଠି ପାରିଛନ୍ତି। ରାଜ୍ୟ ସରକାର ସେମାନଙ୍କ ରାଜନୈତିକ, ସାମାଜିକ ଓ ଅର୍ଥନୈତିକ ଅଧିକାରର ସୁରକ୍ଷା ପାଇଁ ପ୍ରତିବଦ୍ଧତାର ସହ ଉଦ୍ୟମ ଜାରି ରଖିଛନ୍ତି। ରାଜ୍ୟସ୍ତରୀୟ ବିଶ୍ୱ ମହିଳା ଦିବସ ପାଳନ ଅବସରରେ ଗୁରୁବାର!-->…
ସ୍ୱଚ୍ଛ ଓ ଅବାଧ ନିର୍ବାଚନ ପାଇଁ କମିସନରେଟ୍ ପୁଲିସ୍ର ସ୍ୱତନ୍ତ୍ର ପଦକ୍ଷେପ
ଭୁବନେଶ୍ୱର: ଆଗାମୀ ଲୋକସଭା ଓ ବିଧାନସଭା ପାଇଁ ନିର୍ବାଚନ ପରିଚାଳନା ନେଇ ପୁଲିସ ସେବା ଭବନରେ ଗୁରୁବାର କମିସନରେଟ୍ ପୁଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ପୁଲିସ କମିସନର ସଞ୍ଜୀବ ପଣ୍ଡା, ଅତିରିକ୍ତ ପୁଲିସ କମିସନର ଅବିନାଶ କୁମାର, ଖୋର୍ଦ୍ଧା ଜିଲ୍ଲାପାଳ!-->…
ବିଜେପି ସହ ଆସନ ବୁଝାମଣା: ଦିଲ୍ଲୀ ଗଲେ ପାଣ୍ଡିଆନ ଓ ବବି
ଭୁବନେଶ୍ବର : ଦୀର୍ଘ ୧୫ବର୍ଷ ପରେ ବିଜେପି ନେତୃତ୍ୱାଧୀନ ଏନଡିଏ ମେଂଟକୁ ଫେରିବ ବିଜେଡି । ଗତକାଲି ଦୁଇଦଳ ଭିନ୍ନ ଭିନ୍ନ ବୈଠକ କରି ଦଳୀୟ ନେତାମାନଙ୍କୁ ସମ୍ଭାବ୍ୟ ମେଂଟ ସମ୍ପର୍କରେ ଆନୁଷ୍ଠାନିକ ଭାବେ ଅବଗତ କରିବା ପରେ ଆଜି ଏହି ପ୍ରକ୍ରିୟା ଆଉ ପାଦେ ଆଗେଇବାର ସମ୍ଭାବନା ରହିଛି ।!-->…