ବିଜେପି ଇସ୍ତାହାରକୁ ପାଣ୍ଡିଆନଙ୍କ କଟାକ୍ଷ

ଭୁବନେଶ୍ୱର: ବିଜେପିର ଇସ୍ତାହାରକୁ ବିଜେଡିର ନମ୍ବର ଟୁ ନେତା ଭି. କେ ପାଣ୍ଡିଆନ କଲେ ସମାଲୋଚନା। କହିଲେ ଲୋକଙ୍କୁ ଭୂଆଁ ବୁଲାଇବାକୁ ଇସ୍ତାହାର ତିଆରି ହୋଇଛି। ସେ କହିଛନ୍ତି, ଯଦି ଚାଷୀଙ୍କୁ ଧାନ କ୍ୱିଣ୍ଟାଲ ପିଛା ୩ ହଜାର ଟଂକା କରିବାର ଥିଲା ତାହେଲେ ବିଜେପି ୧୦ ବର୍ଷ କ୍ଷମତାରେ ରହିବା…

କଂଗ୍ରେସରୁ ଇସ୍ତଫା ଦେଲେ ରାଧିକା ଖେଡା

ନୂଆଦିଲ୍ଲୀ: ରାଧିକା ଖେଡା କଂଗ୍ରେସର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଘୋଷଣା କରିଛନ୍ତି। ନିକଟରେ ରାଧିକାଙ୍କ ଭିଡିଓ ଭାଇରାଲ ହୋଇଥିଲା ଯେଉଁଥିରେ ସେ କାନ୍ଦୁଥିବାର ନଜର ଆସିଥିଲେ। ଇସ୍ତଫା ଦେବାବେଳେ ରାଧିକା କହିଛନ୍ତି ଯେ ମୁଁ ଜଣେ ଝିଅ ଏବଂ ଲଢ଼ିପାରେ। ରାଧିକା ମଧ୍ୟ ତାଙ୍କ ଇସ୍ତଫା ପତ୍ର…

‘ସଂକଳ୍ପ ପତ୍ର’ ଉନ୍ମୋଚନ କଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା

ଭୁବନେଶ୍ବର: ରାଜ୍ୟ ବିଜେପି ନିର୍ବାଚନ ଇସ୍ତାହାର ‘ସଂକଳ୍ପ ପତ୍ର’ ଉନ୍ମୋଚିତ । ଭୁବନେଶ୍ବରରେ ସଂକଳ୍ପ ପତ୍ର ଉନ୍ମୋଚନ କଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା । ବିଜେପି ସଂକଳ୍ପ ପତ୍ର ‘ଓଡିଶା ପାଇଁ ମୋଦୀ ଗ୍ୟାରେଣ୍ଟି’ ବୋଲି ନିଜ ବକ୍ତବ୍ୟରେ କହିଛନ୍ତି ଜେ.ପି ନଡ୍ଡା । ଆଜି…

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ୍

ବାଲିଗୁଡା : ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ କାର୍ଯ୍ୟ ଜାରୀ ରଖିଛି l ଏପରି ସ୍ଥଳେ ରବିବାର ଦିନ ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ଗ୍ରାମ ପଞ୍ଚାୟତ ର ବରିକିଆ ଗାଁ ରେ ଗଞ୍ଜେଇ…

କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ ନିଲମ୍ବିତ

ନୂଆଦିଲ୍ଲୀ: ଭାରତର ଷ୍ଟାର ଅଲିମ୍ପିକ୍ସ ପଦକ ବିଜେତା କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ଝଟକା ଲାଗିଛି। ଜାତୀୟ ଆଣ୍ଟି-ଡୋପିଂ ଏଜେନ୍ସି (ନାଡା) ଦ୍ୱାରା ବଜରଙ୍ଗ ପୁନିଆଙ୍କୁ ନିଲମ୍ବିତ କରାଯାଇଛି। ତେବେ ଏହି ନିଲମ୍ବନ ସାମୟିକ ବୋଲି କୁହାଯାଉଥିବା ବେଳେ…

ବେଆଇନ ମୋରମ ଚୋରାଚାଲାଣ ବେଳେ ଦୁଇ ଟ୍ରାକ୍ଟର ଓ ଗୋଟେ ଜେସିବି ଜବତ

ଛତ୍ରପୁର : ବେଆଇନ ମୋରମ ଚୋରା ଚାଲାଣ ବେଳେ ଦୁଇ ଟ୍ରାକ୍ଟର ଓ ଗୋଟେ ଜେସିବି ଜବତ କଲା ମାଇନିଂ ବିଭାଗ l ଗତକାଲି ବିଳମ୍ବିତ ରାତ୍ରରେ ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ ବେଆଇନ ମୋରମ ଚାଲାଣ ହେଉଥିବା ବେଳେ ଖବର ପାଇ ମାଇନିଂ ବିଭାଗ ଚଢ଼ାଉ କରିଥିଲା l ସୂଚନା ଥାଉ କି, ଦୀର୍ଘ ଦିନ…

ଜୀବିକା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରୁଛି ଟିପିଏସ୍ଓଡିଏଲ୍

ପ୍ରଶିକ୍ଷଣ, ମାର୍କେଟ ଲିଙ୍କେଜ୍ ଉପରେ ଗୁରୁତ୍ବ ବ୍ରହ୍ମପୁର : ଟିପିଏସଓଡିଏଲ୍ (ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍) ପକ୍ଷରୁ ହାୱାଇ ଚପଲ ଉତ୍ପାଦନ ସମ୍ପର୍କିତ ଜୀବିକା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଗଞ୍ଜାମ ଜିଲ୍ଲାର…

ବୀରମହାରାଜପୁରରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

ସୋନପୁର: ବୀରମହାରାଜପୁରରେ ଭିକେ ପାଣ୍ଡିଆନଙ୍କ ପ୍ରଚାର । ଲୋକଙ୍କ ମୁହଁରେ ହସ ଫୁଟିଲେ ମୁଖ୍ୟମନ୍ତ୍ରୀ ଖୁସି ହୁଅନ୍ତି ବୋଲି କହିଛନ୍ତି ପାଣ୍ଡିଆନ୍ । ବିରୋଧିଙ୍କୁ ସିଧାସଳଖ ଟାର୍ଗେଟ କରି ପାଣ୍ଡିଆନ କହିଛନ୍ତି ଯେ, ବିରୋଧୀଙ୍କର କଥା ବେଶି, କାମ କମ୍ । ସେମାନେ କେବଳ ଭୋଟ୍ ପାଇଁ ଆସନ୍ତି,…

ସାମ୍ବାଦିକ ସାମାଜସେବୀ ତଥା ଆଇନଜୀବୀ ଅଶୋକ ପରିଡା ଉତ୍କଳ ହସ୍ପିଟାଲକୁ ସ୍ଥାନାନ୍ତର

ଫୁଲବାଣୀ : ସମ ହସପିଟାଲରେ ଚିକିତ୍ସିତ ହେଉଥିବା କନ୍ଧମାଳର ଗଣମାଧ୍ୟମ ପ୍ରତିନିଧି , ଆଇନଜୀବୀ ତଥା ସମାଜସେବୀ ଅଶୋକ ପରିଡାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ନ ଆସିବାରୁ ଭୁବନେଶ୍ୱର ଉତ୍କଳ ହସପିଟାଲକୁ ସ୍ତାନାନ୍ତର କରାଯାଇଛି । ନିମୋନିଆ, ଖାଦ୍ୟ ନଳୀ ଓ ଶ୍ୱାସ ନଳୀ ଜନିତ ସଂକ୍ରମଣ ଯୋଗୁଁ…

ଚାକିରି ଦେବା ନାମରେ ୧୭ ଲକ୍ଷ ଟଙ୍କା ଠକେଇ, ଗିରଫ ହେଲେ ୩ ଠକ

କେନ୍ଦୁଝର : ଚାକିରି ନାଁରେ ଯୁବକ ଓ ଯୁବତୀଙ୍କ ସହ ଖେଳାଯାଉଛି ଖେଳ । ବର୍ତ୍ତମାନର ଯୁବପିଢ଼ି ଚାକିରି ଆଶାରେ ଠକାମିର ଶିକାର ହେଉଛନ୍ତି । ଦିନକୁ ଦିନ ବଢ଼ିଚାଲିଛି ଠକେଇର ମାମଲା । ଠକମାନେ ଟଙ୍କା ଲୁଟିବା ପାଇଁ ସାଧାରଣ ଲୋକଙ୍କୁ ଟାର୍ଗେଟ କରୁଛନ୍ତି । ଆଉ ସୁଯୋଗ ପାଇଲେ ଲୋକଙ୍କ ଠାରୁ…