Sign in
Sign in
Recover your password.
A password will be e-mailed to you.
ଡାକ୍ତର ପୂର୍ଣ୍ଣଚନ୍ଦ୍ର ଦାଶ ଜେରିଆଟ୍ରିକ୍ ସୋସାଇଟି ଅଫ୍ ଇଣ୍ଡିଆର ସଭାପତି
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ର ତଥା ସ୍ଥାନୀୟ ବାସିନ୍ଦା ସ୍ବର୍ଗତ ଡାକ୍ତର ବୃନ୍ଦାବନ ଚନ୍ଦ୍ର ଦାଶଙ୍କ ପୁଅ ବରିଷ୍ଠ ଭେଷଜ ବିଶେଷଜ୍ଞ ପ୍ରଫେସର ଡା.ପୂର୍ଣ୍ଣଚନ୍ଦ୍ର ଦାଶ ଜେରିଆଟ୍ରିକ୍ ସୋସାଇଟି ଅଫ୍!-->…
ନଭି ମୁମ୍ବାଇ ନଗର ନିଗମ ଅଧିକାରୀଙ୍କୁ ହାଇକୋର୍ଟଙ୍କ ଚେତାବନୀ, ପ୍ରଦୂଷଣ କମ୍ ନ ହେଲେ ମିଳିବନି ଦରମା
ମୁମ୍ବାଇ : ମୁମ୍ବାଇରେ ବାୟୁ ପ୍ରଦୂଷଣ ବୃଦ୍ଧିକୁ ନେଇ ବମ୍ବେ ହାଇକୋର୍ଟ ମୁମ୍ବାଇ ଏବଂ ନଭି ମୁମ୍ବାଇ ନଗର ନିଗମ ଅଧିକାରୀଙ୍କୁ କଠୋର ଚେତାବନୀ ଦେଇଛନ୍ତି । ଯଦି ଅଧିକାରୀମାନେ ପ୍ରଦୂଷଣ କମ୍ କରିବା ଲାଗି ଉଦ୍ଦିଷ୍ଟ ଆଦେଶ ପାଳନ ନ କରିବେ ତେବେ ସେମାନଙ୍କ ଦରମା ବନ୍ଦ କରିଦିଆଯିବ ବୋଲି!-->…
ଝିଅକୁ ପିଟି ପିଟି ହତ୍ୟା କଲା ବାପା
ହରିୟାଣା : ନିଜ ଜନ୍ମ କଲା ଝିଅକୁ ହତ୍ୟା କଲା ବାପା । ହୋମୱାର୍କ ନ କରିବାରରୁ ୪ବର୍ଷର ଝିଅକୁ ପିଟି ପିଟି ହତ୍ୟା କଲା । ହରିୟାଣା ଫରିଦାବାଦରେ ଚାଞ୍ଚଲ୍ୟ । ଫରିଦାବାଦର ସେକ୍ଟର ୫୮ରେ ଦେଖିବାକୁ ମିଳିଛି ଏପରି ଏକ ଅଭାବନୀୟ ଦୃଶ୍ୟ । ଝିଅର ମାଆ ଘରକୁ ଫେରି ସମ୍ପୂର୍ଣ୍ଣ ଘଟଣା!-->…
ଗିରିଧରପୁର ପ୍ରାଥମିକ ଓ ଆଞ୍ଚଳିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସଂଯୁକ୍ତ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଗିରିଧରପୁର ବିଦ୍ୟାଳୟର ବାର୍ଷିକ ଉତ୍ସବରେ ଶିକ୍ଷା–ସଂସ୍କୃତି–ପ୍ରତିଭାର ଝଲକ
ନୟାଗଡ଼, ୨୪/୦୧ (ନିସର୍ତ୍ତ) : ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ କୁଳାସର କ୍ଲଷ୍ଟରର ଗିରିଧରପୁର ପ୍ରାଥମିକ ବିଦ୍ୟାଳୟ ଓ ଆଞ୍ଚଳିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସଂଯୁକ୍ତ ବାର୍ଷିକ ଉତ୍ସବ ଶନିବାର!-->!-->!-->!-->!-->…
ସାଧାରଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ୬ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା
ନୂଆଦିଲ୍ଲୀ : ସାଧାରଣତନ୍ତ୍ର ଦିବସ ପାଳନ ପୂର୍ବରୁ ଅଭେଦ୍ୟ ଦୁର୍ଗରେ ପରିଣତ ହୋଇଛି ରାଜଧାନୀ ଦିଲ୍ଲୀ । ଆକାଶରୁ ପାତାଳ ଜଗିଛି ପୋଲିସ । ସମ୍ଭାବ୍ୟ ଅଘଟଣକୁ ଏଡାଇବାକୁ ଦିଲ୍ଲୀରେ ୬ ସ୍ତରୀୟ ସୁରକ୍ଷା ଚକ୍ରବ୍ୟୂହ ରଚିଛନ୍ତି ସୁରକ୍ଷାକର୍ମୀ । କେନ୍ଦ୍ର ସରକାର ଓ!-->…
ତେଲେଙ୍ଗାନାରେ ପୁଣି ୩ଶହ ବୁଲା କୁକୁରଙ୍କୁ ହତ୍ୟା
ତେଲେଙ୍ଗାନା : ସୀମା ଟପିଲା ବର୍ବରତା । ପୁଣି ୩ଶହ କୁକୁରଙ୍କୁ ହତ୍ୟା । ମାସକରେ ତେଲେଙ୍ଗାନାରେ ୯ଶହ କୁକୁରଙ୍କୁ ହତ୍ୟା । ତେଲେଙ୍ଗାନା ଜଗତିଆଲ ଜିଲ୍ଲା ପେଗଡାପାଲିରେ ଏକ ଗାତରୁ ୩ ଶହ କୁକୁରଙ୍କ ମୃତଦେହ ଉଦ୍ଧାର କରାଯାଇଛି । କୁକୁରଙ୍କୁ ବିଷାକ୍ତ ଇଞ୍ଜେକସନ୍ ଦେଇ ହତ୍ୟା!-->…
ଇଣ୍ଡୋନେସିଆରେ ଭୂସ୍ଖଳନ, ୭ ମୃତ ଓ ୮୨ ନିଖୋଜ
ଇଣ୍ଡୋନେସିଆ : ଇଣ୍ଡୋନେସିଆରେ ଭୟଙ୍କର ଭୂସ୍ଖଳନ । ପଶ୍ଚିମ ଜାଭାର ବାନ୍ଦୁଙ୍ଗ ଅଞ୍ଚଳରେ ଘଟିଥିବା ଏହି ଭୂସ୍ଖଳନରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ୮୨ରୁ ଅଧିକ ଲୋକ ନିଖୋଜ ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି ଉଦ୍ଧାରକାରୀ ଦଳ!-->…
ଶ୍ରମ ଅଧିକାରୀ ପରିଚୟ ଦେଇ ମହିଳାଙ୍କଠାରୁ ୩୦ ଲକ୍ଷରୁ ଅଧିକ ଟଙ୍କା ଲୁଟ୍; ଲେଟି ଲୁଟେରାକୁ ବାନ୍ଧିଲା ପୋଲିସ
ଉଦଳା : ନିଜକୁ ଶ୍ରମ ବିଭାଗର ବଡ଼ ଅଧିକାରୀ କହି ମହିଳାମାନଙ୍କୁ ଟାର୍ଗେଟ କରି ଲୁଟୁଥିଲା ମହିଳା । ହେଲେ ଅଭିଯୋଗ ପରେ ଖୋଲିଯାଇଛି ଫୋର ଟୋଣ୍ଟି ମହିଳାଙ୍କ ଅସଲ ମୁଖା । ଆଉ ଏବେ ପୋଲିସ କବଜାରେ ଠକ ମହିଳା । ଉକ୍ତ ମହିଳାଙ୍କୁ ଭୁବନେଶ୍ୱରରୁ ଉଠାଇ ଆଣିଛି କପ୍ତିପଦା ପୋଲିସ ।
!-->!-->!-->…
ବଡ଼ବିଲ ବ୍ୟାଙ୍କ ଡକାୟତି: ଧାନବାଦରୁ ୨ ମୁଖ୍ୟ ଅଭିଯୁକ୍ତ ଗିରଫ
ଯୋଡ଼ା : ବଡ଼ବିଲରୁ ବ୍ୟାଙ୍କ ଡକାୟତି, ଧାନବାଦରୁ ୨ ମୁଖ୍ୟ ଅଭିଯୁକ୍ତ ଗିରଫ । ୨୮୮ ଗ୍ରାମ ସୁନା, ଦୁଇଟି ସ୍କର୍ପିଓ ଓ ୪ ଟି ମୋବାଇଲ ଜବତ । କେନ୍ଦୁଝର ବଡ଼ବିଲ ସ୍ଥିତ ବ୍ୟାଙ୍କ ଅଫ ମହାରାଷ୍ଟ୍ରରୁ ଡକାୟତି ଘଟଣାରେ ଝାଡ଼ଖଣ୍ଡକ ଧାନବାଦରୁ ୨ ଜଣଙ୍କୁ ଗିରଫ!-->…
ଶ୍ରୀମନ୍ଦିରରେ ନାବାଳକକୁ ମାଡ଼, ସଂଜ୍ଞାହୀନ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
ପୁରୀ: ଶ୍ରୀମନ୍ଦିରରେ ନାବାଳକକୁ ମାଡ଼ । ପରିବାର ସହ ଜଗନ୍ନାଥ ଦର୍ଶନ କରିବାକୁ ଆସିଥିବାବେଳେ ଶ୍ରୀମନ୍ଦିର ବାହାର କାଠ ନିକଟରେ ନାବାଳକକୁ ପୋଲିସର ମାଡ଼ ଅଭିଯୋଗ । ତାଙ୍କ କାନରେ ଗଭୀର ଆଘାତ ଲାଗିଛି । ଚିକିତ୍ସା ପାଇଁ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
!-->!-->!-->…