ଦେଶର ପ୍ରଥମ ଅଣ୍ଡରୱାଟର୍ ମେଟ୍ରୋ ଟନେଲ ଉଦଘାଟିତ

ପାଣି ଭିତରେ ଦୌଡିବ ମେଟ୍ରୋ। ଦେଶର ପ୍ରଥମ ଅଣ୍ଡରୱାଟର ମେଟ୍ରୋ ଟନେଲ ଉଦଘାଟିତ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀର୍ଘଦିନର ଏହି ପ୍ରୋଜେକ୍ଟକୁ ଉଦଘାଟିତ କରିଛନ୍ତି। କୋଲକାତାରେ ହୁଗୁଳି ନଦୀ ଭିତରେ ୧୬.୬ କିଲୋମିଟର ପର୍ଯ୍ୟନ୍ତ ଏହି ଅଣ୍ଡରୱାଟର ମେଟ୍ରୋ ଟନେଲ

ଆଜି ପଙ୍କୋଦ୍ଧାର ଏକାଦଶୀ; ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଲୋକନାଥ

ପୁରୀ: ଆଜି ହେଉଛି ଫାଲଗୁନ ମାସ କୃଷ୍ଣପକ୍ଷ ଦଶମୀ ତିଥି । ଆଜି ପୁରୀ ରେ ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ ପାଳିତ ହେଉଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଭାବେ ପରିଚିତ ଶ୍ରୀଲୋକନାଥ ଦେବଙ୍କ ପୀଠରେ ଆଜିର ଦିନର ବିଶେଷ ମହତ୍ତ୍ବ ରହିଛି । ବିଳମ୍ବିତ ରାତି ୨ ଟାରେ

ମାର୍ଚ୍ଚ ୩୧ ସୁଦ୍ଧା ଧାନ କିଣା ଶେଷ ହେବ, ମାତ୍ର ନୟାଗଡ଼ରେ ୧୭ହଜାର ଚାଷୀ ଏବେ ବି ମଣ୍ଡିକୁ ଯାଇନାହାନ୍ତି

ନୟାଗଡ଼ : ୨୦୨୩-୨୪ ଖରିଫ ବିପଣନ ଋତୁ ପାଇଁ ଧାନ କିଣା ମାର୍ଚ୍ଚ ୩୧ସୁଦ୍ଧା ଶେଷ ହେବାକୁ ଥିବା ବେଳେ ନୟାଗଡ଼ ଜିଲ୍ଲାରୁ ଧାନ ସାଂଗ୍ରହ ଧାର୍ଯ୍ୟ ମୁତାବକ ହୋଇପାରିବ ନାହିଁ । ପଞ୍ଜୀକୃତ ପ୍ରାୟ ୧୭ହଜାର ୩୯୮ଜଣ ଚାଷୀ ମଣ୍ଡି କୁ ଯାଇନଥିବା ବେଳେ ସେମାନେ ବେପାରୀଙ୍କୁ ଧାନ ବିକ୍ରି କରୁଥିବାର

୩ ଔଷଧର ବ୍ୟବହାର ଉପରେ ଲାଗିଲା ରୋକ

ମେଗ ଲାଇଫ ସାଇନ୍ସ ପକ୍ଷରୁ ଉତ୍ପାଦନ ହେଉଥିବା ସମସ୍ତ ଔଷଧର ସେବନ ଓ ବ୍ୟବହାର ବିରୋଧରେ ଲୋକଙ୍କୁ ସତର୍କ କରାଇଛି ତେଲଙ୍ଗାନା ସରକାର। କମ୍ପାନୀ ପକ୍ଷରୁ ମାର୍କେଟରେ ବିକ୍ରି ହେଉଥିବା MPOD 200, MEXCLAV 625, and CEFOXIM-CVରେ କୌଣସି ପ୍ରକାରର ସକ୍ରିୟ ଔଷଧୀୟ ଉପାଦନ ନ ମିଳିବା ପରେ

ମୋହନା ହିଲ୍ଟପ କଲେଜରେ ନୂଆ-ଓ ଛାତ୍ରବୃତ୍ତି ପ୍ରଦାନ କାର୍ଯ୍ୟକ୍ରମ

ଆର, ଉଦୟଗିରି : ସ୍ଥାନୀୟ ମୋହନା ହିଲ୍ଟପ କଲେଜ ସମ୍ମିଳନୀ କକ୍ଷରେ ବିଜୁ ଜୟନ୍ତୀ ଅବସରରେ ନୂଆ-ଓ ଛାତ୍ରବୃତ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କଲେଜ୍ ଅଧ୍ୟକ୍ଷ ଜଗନ୍ନଥ ପଣ୍ଡା ଓ ଅଧ୍ୟାପିକା ଶ୍ରୀମତିସୟଂପ୍ରଭା ସାହୁ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରରେ ମୁଖ୍ୟ

ଜେଜେବାପାଙ୍କ ଶୁଦ୍ଧିକ୍ରିୟା ସାରି ନଦୀରେ ଶୌଚ ହେଉଥିବା ବେଳେ ଭାସିଗଲା ନାତି

କେନ୍ଦ୍ରାପଡା :  ଜେଜେ ବାପାଙ୍କ ଶୁଦ୍ଧିକ୍ରିୟା ସାରି ଶୌଚ ହେଉଥିବା ବେଳେ ନଦୀରେ ଭାସିଗଲା ନାତି। କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ମଙ୍ଗରାଜପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମଙ୍ଗରାଜପୁର ଗାଁର ସୁଶାନ୍ତ ଗିରିଙ୍କ ପୁଅ ରାକେଶ ଗିରି ଜେଜେ ବାପାଙ୍କ ଶୁଦ୍ଧିକ୍ରିୟା

ଖ୍ରୀଷ୍ଟ ନଗର ସାହିରେ ପାନୀୟ ଜଳ ସମସ୍ୟା

ନୂତନ ନଳକୂପ ପାଈଁ ସାହି ବାସିନ୍ଦାଙ୍କ ଦାବୀ ଦାରିଙ୍ଗବାଡି, ୬/୩ : ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ କାଟିଙ୍ଗିଆ ଗ୍ରାମ ପଞ୍ଚାୟତ ମହକୁମା ସ୍ଥିତ ଖ୍ରୀଷ୍ଟନଗର ସାହିରେ ବିଶୁଧ ପାନୀୟ ଜଳ ସମସ୍ୟା ଲାଗିରହିଛି। ପାଇପ ଲାଇନ ଯୋଗେ ସପ୍ଲାଇ ପାଣିର ବ୍ୟବସ୍ତା ରହିଛି, ହେଲେ ଗୋଳିଆ ପାଣି ଆସୁ

ଟିପିଏସଓଡିଏଲ୍ ପକ୍ଷରୁ ଲାଇନମ୍ୟାନ ଦିବସ ଓ ଜାତୀୟ ସୁରକ୍ଷା ଦିବସ ପାଳିତ

ବ୍ରହ୍ମପୁର : ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣରେ ଲାଇନମ୍ୟାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସମ୍ମାନ ଦେଇ ଟିପି ସଦର୍ଣ୍ଣ ଓଡ଼ିଶା ବିତରଣ ଲିମିଟେଡ଼(ଟିପିଏସଓଡିଏଲ୍)ରେ ଲାଇନମ୍ୟାନ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଟିପିଏସଓଡିଏଲ୍, ଲାଇନମ୍ୟାନଙ୍କ ମଧ୍ୟରେ ସୁରକ୍ଷା ସଚେତନତା ସୃଷ୍ଟି

ବସ୍ ଭଡ଼ା ପାଇଁ ୧୫ ଶହ ଟଙ୍କା ଦେଇ ଲୁଟି ନେଲେ ୯୦ ହଜାର ଟଙ୍କା

ଢେଙ୍କାନାଳ: ଦିନିକୁ ଦିନ ବଢିଚାଲିଛି ଲୁଟପାଟ୍। କେହି ଘରେ ପଶି ଲୁଟୁଛନ୍ତି ତ ଆଉ କିଛି ଲୋକଙ୍କୁ ନିଶା ଦେଇ ଲୁଟୁଛନ୍ତି ଲୁଟେରା। ଢେଙ୍କାନାଳରେ ଏପରି କିଛି ଦୃଶ୍ୟ ସାମ୍ନାକୁ ଆସିଛି। ବସ୍ ଭଡ଼ା ପାଇଁ ୧୫ ଶହ ଟଙ୍କା ଦେଇଥିଲେ ଆଡ଼ଭାନ୍ସ। ଆଉ ତା ପରେ ନିଶା ଦେଉ ଲୁଟିନେଲେ ୯୦ ହଜାର

ଶିକ୍ଷକଙ୍କ ଅଫର୍ ମଧ୍ୟାହ୍ନ ଭୋଜନ ରୋଷେଇ ନ ହୋଇ ପୋର୍ଟାଲରେ ପିଲା ଖାଇଛନ୍ତି ରନ୍ଧାଖାଦ୍ୟ

ରାଜନଗର : କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଶିକ୍ଷାଧିକାରୀଙ୍କ ଅପାରଗତା ଓ ଦୁର୍ନୀତିକୁ ପ୍ରୋତ୍ସାହିତ କରିବା ଯୋଗୁ ଵ୍ଲକ ଶିକ୍ଷା ବିଭାଗରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଛି । ଯାହାକି ଶିକ୍ଷକଙ୍କର ଏକପ୍ରକାର ଅଫର୍ ମିଳିଛି ଛାତ୍ରଛାତ୍ରୀ ମାନଙ୍କୁ ସେ ଅଫର୍ ଟିହେଉଛି ମଧ୍ୟାହ୍ନ