ରତ୍ନଭଣ୍ଡାର ଗଣତି ମଣତି ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସମୀକ୍ଷା ବୈଠକ

ପୁରୀ : ରତ୍ନଭଣ୍ଡାର ଗଣତି ମଣତି ପୂର୍ବରୁ ସମୀକ୍ଷା ବୈଠକ । ଆସନ୍ତା ୨୫ତାରିଖରୁ ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଆଜି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି

ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ଅଛନ୍ତି ମାତ୍ର ୧୫ ନକ୍ସଲ । ମାଓନେତା ଶ୍ରୁକ୍ରୁ ନେତୃତ୍ବରେ ଓଡ଼ିଶାରେ ୧୫ ମାଓବାଦୀ ସକ୍ରିୟ ଅଛନ୍ତି । କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏହି ମାଓବାଦୀମାନେ ସକ୍ରିୟ ଅଛନ୍ତି । ବିଧାନଭାରେ ଏକ ଅଣତାରକା ପ୍ରଶ୍ନର

ରାଜ୍ୟରେ ମହଜୁଦ ଅଛି ପର୍ଯ୍ୟାପ୍ତ ପରିମାଣର ଗ୍ୟାସ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ରାଜ୍ୟରେ ଗ୍ୟାସ୍ ସଙ୍କଟ ନାହିଁ । ପର୍ଯ୍ୟାପ୍ତ ପରିମାଣର ମହଜୁଦ ଅଛି । ତେଣୁ ଲୋକଙ୍କୁ ଭୟଭୀତ ହେବାର ଆବଶ୍ୟକତା ନାହିଁ । ପୂର୍ବରୁ କମର୍ସିଆଲ ଗ୍ୟାସ ବଣ୍ଟନ ୨୦ ପ୍ରତିଶତ ରହିଥିଲା । ଏବେ କେନ୍ଦ୍ର ସରକାର ଆଉ ୨୦ ପ୍ରତିଶତ ମଞ୍ଜୁର କରିଥିବାରୁ ରେଷ୍ଟୁରାଣ୍ଟ ଓ ହୋଟେଲକୁ

ଅନ୍ୟ ଜାତିରେ ବିବାହ କରି ଲଣ୍ଡା ହେବା ସହ ୯୦ ହଜାର ଟଙ୍କା ତଣ୍ଡ ଗଣିଲେ ବର

କୋରାପୁଟ: ଅନ୍ୟ ଜାତିର ଝିଅକୁ ବିବାହ ପଡିଲା ମହଙ୍ଗା । ଲଣ୍ଡା ହେବା ସହ ୯୦ ହଜାର ଟଙ୍କା ତଣ୍ଡ ଗଣିଲେ ବର । କୋରାପୁଟ ଜିଲ୍ଲା ମାଛରା ଜଙ୍ଗଲ ନିକଟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଜୟପୁର ସହରର ମହେଶ୍ବର ଖିଲଙ୍କର ସେହି ଗାଁର ଉର୍ମିଳାଙ୍କ ସହ ପ୍ରେମ ସମ୍ପର୍କ ଥିଲା। ଉଭୟ

ବାଇକକୁ ଧକ୍କା ଦେଲା ବୋଲେରୋ, ୨ ମୃତ

ଜୟପୁର: ବାଇକକୁ ଧକ୍କା ଦେଲା ବୋଲେରୋ । ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ । କେରାପୁଟ ଜିଲ୍ଲା ପାତ୍ରପୁଟ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଉଭୟ ମୃତକ ଜୟପୁର ଅଞ୍ଚଳର । ମୃତଦେହକୁ ଜବତ କରି ତଦନ୍ତ କରୁଛି ପୋଲିସ । ସୂଚନାଯୋଗ୍ୟ, ରିବିବାର ବାଲେଶ୍ବର ଜିଲ୍ଲା ବସ୍ତା ଥାନା

ସମ୍ବଲପୁର ଜେଲରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ

ସମ୍ବଲପୁର: ସମ୍ବଲପୁର ଜେଲରେ ରେଡ୍ । ସମ୍ବଲପୁର ମଣ୍ଡଳ କାରାଗାରରେ ବଡ଼ ଧରଣର ରେଡ୍ । ଆଜି ସକାଳୁ ପୋଲିସ ପକ୍ଷରୁ ଏକ ବଡ଼ ଧରଣର ସର୍ଚ୍ଚ ଅପରେସନ କରାଯାଇଛି । ଜେଲ୍ ଭିତରେ ବିଭିନ୍ନ ବେଆଇନ କାରବାର ଚାଲୁଥିବା ନେଇ ଗୁପ୍ତ ସୂଚନା ମିଳିବା ପରେ ପୋଲିସ ପ୍ରଶାସନ ପକ୍ଷରୁ ରେଡ୍

ପୁରୀ ବସଷ୍ଟାଣ୍ଡରେ ହୁ ହୁ ହୋଇ ଜଳିଗଲା ବସ୍

ପୁରୀ: ବସଷ୍ଟାଣ୍ଡରେ ହୁ ହୁ ହେଇ ଜଳିଲା ଯାତ୍ରୀବାହୀ ବସ୍ । ପୁରୀ ବସଷ୍ଟାଣ୍ଡରେ ଅଗ୍ନିକାଣ୍ଡ । ଯାତ୍ରୀବାହୀ ବସରେ ରାତିରେ ଲାଗିଲା ନିଆଁ । ତେବେ ଗୋଟିଏ ବସରୁ ଅନ୍ୟ ବସ୍ କୁ ବ୍ୟାପିବା ପୂର୍ବରୁ ନିଆଁ ଆୟତ୍ତ କଲା ଅଗ୍ନିଶମ ବିଭାଗ । ସୂଚନା ମିଳିବା ପରେ ତୁରନ୍ତ ପୁରୀ ଅଗ୍ନିଶମ ଓ

ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ଦୁଇ ଜଣଙ୍କୁ ବାନ୍ଧିଲା ପୋଲିସ

କେନ୍ଦୁଝର: ଓଡ଼ିଶା କଂଗ୍ରେସ ସଂଗଠକ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ହ୍ବାଟସ୍ ଆପ୍ ଜରିଆରେ ଜୟଦେବ ଜେନାଙ୍କୁ ହତ୍ୟାଧମକ ମିଳିଥିଲା । ଅଭିଯୁକ୍ତଙ୍କୁ ଗିରଫ ସହ ନିଜ ସୁରକ୍ଷା ଦାବି କରିଥିଲେ ଜୟଦେବ । ଗତ ୯ ତାରିଖ

୧୦ହଜାର କମିଲା ସୁନା ଦର

ଭୁବନେଶ୍ବର: ସୁନା କିଣିବାକୁ ଚାହୁଁଥିଲେ ଆଜି ହିଁ କିଣନ୍ତୁ । ଦଶ ହଜାର ଖସିଲା ସୁନା ଦର । ଆଜି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୫,୬୫୦ଟଙ୍କା ରହିଛି । ଗତକାଲି ୨୪ କ୍ୟାରେଟ୍ ସୁନା ମୂଲ୍ୟ ₹୧,୪୫,୯୭୦ଟଙ୍କା ରହିଥିଲା । ଆଜି ୧୦,୩୨୦ଟଙ୍କା କମ୍

ଓଡ଼ିଶାରୁ ପଶ୍ଚିମବଙ୍ଗକୁ ହେଉଛି ସର୍ବାଧିକ ଗୋ-ଚାଲାଣ, ୩ ବର୍ଷରେ ୧୮୭୮ ମାମଲା

ଭୁବନେଶ୍ଵର:ସୀମାଞ୍ଚଳରେ ଗୋ-ମାଫିଆମାନେ ବିଭିନ୍ନ ଉପାୟରେ ଗୋ ଚାଲାଣ କରୁଛନ୍ତି। ଓଡ଼ିଶାରୁ ପଶ୍ଚିମବଙ୍ଗକୁ ହେଉଛି ସର୍ବାଧିକ ଗୋ ଚାଲାଣ। ଏଥିସହ ଆନ୍ଧ୍ର ପ୍ରଦେଶ, ଝାଡ଼ଖଣ୍ଡ, ଛତିଶଗଡ଼, ତେଲେଙ୍ଗାନା ଓ ତାମିଲନାଡ଼ୁକୁ ମଧ୍ୟ ଗୋ ଚାଲାଣ କରାଯାଉଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ