Sign in
Sign in
Recover your password.
A password will be e-mailed to you.
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କରିବେ ଉଦଘାଟନ
ଯାଜପୁର : ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଯାଜପୁର ଜିଲ୍ଲାର ଚଣ୍ଡିଖୋଲ ଗସ୍ତ କରିବେ । ୧୯ ହଜାର ୬ ଶହ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସରେ କରିବେ ପ୍ରଧାନମନ୍ତ୍ରୀ । ଏହା ଭିତରେ ରହିଛି ତୈଳ, ଗ୍ୟାସ, ରେଳବାଇ, ସଡ଼କ ପରିବହନ, ଜାତୀୟ ରାଜପଥ ଓ ଆଣବିକ!-->…
ଆଜି ୮ଟି ସହରର ତାପମାତ୍ରା ୩୬ ଡିଗ୍ରୀ ସେଲ୍ସିୟସ
ରାଜ୍ୟରେ ଆଜି ୮ଟି ସହରର ଦିନର ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀ ସେଲ୍ସିୟସ ବା ତା’ ଉପରେ ରେକର୍ଡ କରାଯାଇଛି। ନୟାଗଡ଼ାରେ ସବୁଠୁ ଅଧିକ ଖରା ହୋଇଛି। ସେଠାରେ ଦିନର ସର୍ବାଧିକ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଛି।
ଭବାନୀପାଟଣାରେ ଦିନର ସର୍ବାଧିକ ତାପମାତ୍ରା ୩୬.୨!-->!-->!-->…
ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦!-->…
ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିବା ଘଟଣା: ବଢ଼ିଲା ସୁରକ୍ଷା
ପୁରୀ: ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିବା ପରେ ବଢ଼ିଛି ସୁରକ୍ଷା ବ୍ୟବସ୍ଥା। ଆଜି ସିଂହଦ୍ୱାରରେ ଅଧିକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏହାସହ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି।
ଗତକାଲି ଜଣେ ହିନ୍ଦୁ ସହ ୩ ଜଣ ଅଣହିନ୍ଦୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିବା ଅଭିଯୋଗ!-->!-->!-->…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଝି ରାସ୍ତାରେ ମରଣାନ୍ତକ ଆକ୍ରମଣ, ଦୁଇ ଅଭିଯୁକ୍ତ ଗିରଫ
ଭୁବନେଶ୍ବର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଝି ରାସ୍ତାରେ ମରଣାନ୍ତକ ଆକ୍ରମଣ। ଏପରି ଘଟଣା ଘଟିଛି ଜାଗମରା ନୂଆ ରାସ୍ତାରେ। ସୂଚନା ଅନୁସାରେ ବିଶ୍ୱବିଜୟ ସିଂହ ଏବଂ ତାଙ୍କର ବନ୍ଧୁମାନେ ମିଶି ଆଇଟିଆର ଫୁଡ଼ କୋର୍ଟରୁ ଘରକୁ ଫେରୁଥିବା ବେଳେ କିଛି ଯୁବକ ସେମାନଙ୍କ ଉପରେ ଆକ୍ରମଣ!-->…
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ: ଏୟାରପୋର୍ଟରୁ ଗଭର୍ଣ୍ଣର ହାଉସ ଯାଏ ୪୩ ସେକ୍ସନ୍ ଫୋର୍ସ ମୁତୟନ
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ କମିଶନର ସଂଜୀବ ପଣ୍ଡା । ଏୟାରପୋର୍ଟରୁ ଗଭର୍ଣ୍ଣର ହାଉସ ପର୍ଯ୍ୟନ୍ତ ୪୩ ସେକସନ ଫୋର୍ସ ମୁତୟନ ହେବେ । ୬ ଜଣ ଡିସିପି ଓ ଅତିରିକ୍ତ ଡିସିପି ସୁରକ୍ଷା ଦାୟିତ୍ଵରେ ରହିବେ ।
୧୦!-->!-->!-->…
ଏସଟିଏଫ କବଜାରେ ବାଘ ଛାଲ ବେପାରୀ
ଫୁଲବାଣୀ: ଏସଟିଏଫକୁ ବଡ଼ ସଫଳତା । କନ୍ଧମାଳର ଫିରଙ୍ଗିଆ ଥାନା ମଣିପଦର ଗାଁରୁ ଚିତା ବାଘ ଛାଲ ଜବତ କରିଛି ଏସଟିଏଫ । ଘଟଣାରେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଅଭିଯୁକ୍ତ ହେଲା କନ୍ଧମାଳ କୁରକନପଲ୍ଲୀର ବିଲରାସେନ କହଁର । ରେଡ୍ ବେଳେ ନଗଦ ୫ ହଜାର ୫ଶହ ଟଙ୍କା ସହ ମାରଣାସ୍ତ୍ର ଜବତ କରିଛି!-->…
୨ ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ ନକ୍ସଲ ମୁକ୍ତ ହେବ ଓଡ଼ିଶା: ବିଏସଏଫ୍ ଡିଆଇଜି
ଭୁବନେଶ୍ବର: ୨ ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ ନକ୍ସଲ ମୁକ୍ତ ହେବ ଓଡ଼ିଶା। ମାଓ ଦମନ ପାଇଁ ବଡ଼ ଯୋଜନା କରିଛି ବିଏସଏଫ। ଏନେଇ ବିଏସଏଫ୍ ଡିଆଇଜି ଧୀରେନ୍ଦ୍ର କୁମାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟର ବିଭିନ୍ନ ମାଓପ୍ରବଣ ଜିଲ୍ଲାରେ ନିର୍ମାଣ ହେବ ଅଧିକରୁ ଅଧିକ ବିଏସଏଫ କ୍ୟାମ୍ପ।!-->…
ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ଆଇଆଇଟି ମଧ୍ୟରେ ବୁଝାମଣା
ଭୁବନେଶ୍ୱର: ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ପାଇଁ ଗୁଣାତ୍ମକ ଓ ଅନ୍ତର୍ଭୁକ୍ତି ଶିକ୍ଷାକୁ ବ୍ୟାପକ କରିବା ଉଦ୍ଦେଶ୍ୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଆଇଆଇଟି-ଭୁବନେଶ୍ୱର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ବିଭାଗୀୟ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା!-->…
ଭିଡିଓ କନଫରେନ୍ସିଂ ଜରିଆରେ ଇଡି ପ୍ରଶ୍ନର ଉତ୍ତର ଦେବେ କେଜ୍ରିୱାଲ
ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଅଷ୍ଟମ ସମନ ପରେ ବି ହାଜର ହେବେନି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଅବକାରୀ ଦୁର୍ନୀତି ମାମଲାରେ ଅଷ୍ଟମ ଥର ପାଇଁ ସମନ ପଠାଇଥିଲା ଇଡି । ହେଲେ ଅଷ୍ଟମ ଡାକରାକୁ ବେଆଇନ୍ ଦର୍ଶାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ଏହା ପରେ!-->…