Sign in
Sign in
Recover your password.
A password will be e-mailed to you.
ନିର୍ମାଣ ଶ୍ରମିକ ମାନଙ୍କ ପେନ୍ସନ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକମାନଙ୍କ ପେନ୍ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡ଼ିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ!-->…
ବିଜେପିକୁ ୨ ହଜାର ଟଙ୍କା ଚାନ୍ଦା ଦେଲେ ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଦଳ ଭାରତୀୟ ଜନତା ପାର୍ଟିକୁ ଟଙ୍କା ଦାନ କରିଛନ୍ତି। ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଦଳକୁ ଆର୍ଥିକ ଦୃଷ୍ଟିରୁ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଡୋନେଟ୍ ଫର ନେସନ୍ ବିଲ୍ଡିଂ ଅଭିଯାନ ଅଧୀନରେ ବିଜେପିକୁ ଦାନ କରିଛନ୍ତି।!-->…
ଡ୍ରାଇଭର ମୋବାଇଲ୍ ଫୋନ୍ରେ କ୍ରିକେଟ୍ ମ୍ୟାଚ୍ ଦେଖୁଥିବାରୁ ଘଟିଥିଲା ଟ୍ରେନ୍ ଦୁର୍ଘଟଣା..!
ଭୁବନେଶ୍ୱର : ୨୦୨୩ ଅକ୍ଟୋବର ୨୯ ତାରିଖ ସନ୍ଧ୍ୟା ପ୍ରାୟ ୭ଟା ବେଳେ ଆନ୍ଧ୍ର ପ୍ରଦେଶର ବିଜୟନଗରମ ଜିଲ୍ଲା କଣ୍ଟକପଲ୍ଲୀରେ ରାୟଗଡ଼ା ପାସେଞ୍ଜର ଓ ବିଶାଖାପଟନମ-ପଲାସା ଟ୍ରେନ୍ ମଧ୍ୟରେ ଧକ୍କା ହୋଇଥିଲା। ଏଥିରେ ୧୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିଲେ। ଏହି ଦୁର୍ଘଟଣା!-->…
DRDO କ୍ୟାମ୍ପରେ ଅଘଟଣ, ନିଜକୁ ଗୁଳି କରି ଜୀବନ ହାରିଲେ ଯବାନ
ମହାକାଳପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା କେୟାରବାଙ୍କ ସ୍ଥିତ ଡିଆରଡିଓ କେନ୍ଦ୍ରରେ ଡିଉଟିରେ ଥିବା ଯବାନ ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡିଛି। ଶନିବାର ରାତି ୧୨ଟାରୁ ୨ ପର୍ଯ୍ୟନ୍ତ ଜେନେରାଲ ଡିଉଟିରେ ଥିଲେ ଯବାନ ଜଣକ। ରାତି ପ୍ରାୟ ୧.୫୫ ସମୟରେ ନିଜ!-->…
ଧର୍ମଗଡ଼ରେ ନୂଆ-ଓ ଛାତ୍ରବୃତ୍ତି ବିତରଣ କାର୍ଯକ୍ରମ
ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟ ସାମ୍ନା ପଡ଼ିଆରେ ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବା ସହ ନୂଆ-ଓ ଛାତ୍ରବୃତ୍ତିର ଉଦଘାଟନ କରିବା ସହ ଅନୁମୋଦନ ଆଦେଶ!-->…
ମୋଦି ହିନ୍ଦୁ ନୁହନ୍ତି : ଲାଲୁ ପ୍ରସାଦ ଯାଦବ
ପୁଣି ଥରେ ଫର୍ମକୁ ଫେରିଛନ୍ତି ଆର୍ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ। ବିହାରରେ ସତ୍ତା ପରିବର୍ତ୍ତନ ପରେ ପ୍ରଥମ ଥର ପାଇଁ ନିଜ ପୁରୁଣା ଷ୍ଟାଇଲ୍ରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଏକ ଭୋଜପୁରୀ ଗୀତ ଗାଇ ବାଣ ମାରିଛନ୍ତି । ସେ!-->…
ବିଜେପିରେ ମିଶିବେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ବିଜୁ ଜନତା ଦଳ ଛାଡି ନିକଟ ଭବିଷ୍ୟତରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେବା ପାଇଁ ପ୍ରସ୍ତୁତି ଚଳାଇଥିବା ଜଣାପଡିଛି ।
ମିଳିଥିବା ସୂଚନା ଅନୁଯାୟୀ, କେନ୍ଦୁଝର ଜିଲ୍ଲାର ବରିଷ୍ଠ ନେତା ଶ୍ରୀ ନାୟକ ସୋମବାର ଦଳର!-->!-->!-->…
ବାପାକୁ ଠେଙ୍ଗାରେ ପିଟି ମାରିଲା ପୁଅ
ଅନୁଗୁଳ : ବାପାକୁ ପିଟି ମାରିଲା ପୁଅ । ଠେଙ୍ଗାରେ ପିଟି ପିଟି ବାପାକୁ ହତ୍ୟା କଲା ନୃଶଂସ ପୁଅ । ମୃତଦେହକୁ ଚଦରରେ ଘୋଡାଇ ଫେରାର ହୋଇଯାଇଛି । ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ନୂଆଭୂଇଁ ଗାଁର ଅଭାବନୀୟ ଘଟଣା । ମୃତକ ହେଲେଊ ଗାଁ ବିପ୍ରବର ଭୋଇ । ହତ୍ୟାକାରୀ ପୁଅ ହେଲା ବଳରାମ ଭୋଇ ।
!-->!-->!-->…
ଗ୍ରୁପ୍ ଋଣ ଟଙ୍କା ମାଗିବାରୁ ମହିଳାଙ୍କୁ ଆକ୍ରମଣ
ଗ୍ରୁପ୍ରୁ ଋଣ ନେଇ ଦେଉନଥିଲେ। ମାଗିବାରୁ ମହିଳାଙ୍କୁ ଆକ୍ରମଣ ହୋଇଛି। ଏପରି ଅଭିଯୋଗ ବାଲେଶ୍ୱର ସଦର ମହକୁମାରେ ଘଟିଛି। ପନିକି ଚୋଟରେ ଗୁରୁତର ଆହତ ହୋଇଥିବା ମହିଳା ଜଣକ ମେଡ଼ିକାଲ୍ରେ ଭର୍ତ୍ତି ହୋଇଛନ୍ତି।
ଶ୍ରୀକୋଣା ପଞ୍ଚାୟତର ପଟାପୋଲୋ ଗାଁର SKS ଭାରତ ଫାଇନାନ୍ସ ଗ୍ରୁପ୍ରୁ ରେଖା!-->!-->!-->…
କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର: ଥାଇଲାଣ୍ଡରେ ଅନୁଷ୍ଠିତ ହୋଇଥିବା ବିଡବ୍ଲୁଏଫ ବିଶ୍ୱ ପାରା ଚମ୍ପିୟାନସିପ ୨୦୨୪ ରେ ଗୋଟିଏ ସ୍ବର୍ଣ୍ଣ ଓ ଦୁଇଟି ବ୍ରୋଞ୍ଜ ପଦକ ବିଜୟୀ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି I ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡ଼ିୟମ ପରିସରରେ!-->…