Sign in
Sign in
Recover your password.
A password will be e-mailed to you.
ରିଆମାଳ ଓ ବାରକୋଟ ବ୍ଲକକୁ ରାଜସ୍ୱ ଉପଖଣ୍ଡ ଓ ବିଜ୍ଞାପିତ ଅଂଚଳ ପରିଷଦ ଘୋଷଣା ଦାବୀ…
ଜିଲା କଂଗ୍ରେସ ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ
ଦେବଗଡ,୧ା୩:ଦେବଗଡ ଜିଲାର ରିଆମାଳ ଓ ବାରକୋଟ ବ୍ଲକକୁ ରାଜସ୍ୱ ଉପଖଣ୍ଡ ଓ ବିଜ୍ଞାପିତ ଅଂଚଳ ପରିଷଦ ଘୋଷଣା ନିମନ୍ତେ ଦେବଗଡ ଜିଲା କଂଗ୍ରେସ କମିଟୀ ପକ୍ଷରୁ ଦାବୀ କରାଯିବା ସହ ଏମର୍ମରେ ଜିଲାପାଳଙ୍କ ଜରିଆରେ!-->!-->!-->…
ମାଟି ତଳୁ ଉଦ୍ଧାର ହୋଇଥିବା ମହିଳାଙ୍କ ପରିଚୟ ମିଳିଲା:ଶାଲ୍ ରେ ଗଳାଚିପି ହତ୍ୟା କରାଯାଇଥିବା ସନ୍ଦେହ..!
୨ ବର୍ଷ ପୂର୍ବେ ସ୍ୱାମୀ ଓ ଶିଶୁ କନ୍ୟାକୁ ଛାଡି ପ୍ରେମିକ ସହ ଫେରାର ହୋଇଯାଇଥିଲେ
ଦେବଗଡ଼,୨ା୩: ରିଆମାଳ ଥାନା ତାଳକୁଣ୍ଡି ଗ୍ରାମ ପଂଚାୟତ ଅନ୍ତର୍ଗତ ମଧ୍ୟପୁର ଗ୍ରାମ ଖେଳପଡିଆ ନିକଟରେ ମାଟି ତଳୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଠାବ କରାଯାଇଥିବା ବେଳେ ଶନିବାର ଉଦ୍ଧାର କରାଯାଇ!-->!-->!-->…
ଫୁଲବାଣୀ ପୌର ପରିଷଦ ଅଂଚଳରେ ବିଜେଡିର ଘରେଘରେ ଶଂଖ କାର୍ଯ୍ୟକ୍ରମ ଉଦଯାପିତ
ଫୁଲବାଣୀ :କନ୍ଧମାଳ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଫୁଲବାଣୀରେ ଆଜି ଘରେ ଘରେ ଶଂଙ୍ଖ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଗତ ନେତାଜୀ ସୁଭାଷ ଚନ୍ଦ୍ର ଜୟନ୍ତୀରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଫୁଲବାଣୀ ପୌର ପରିଷଦର ସମସ୍ତ ୧୩ ଟି ୱାର୍ଡରେ ଏହି ଅଭିଯାନ କରାଯାଇଛି। ଆଜି ଫୁଲବାଣୀର!-->…
ମାଟି ଖୋଳି ପୋତା ଯାଇଥିବା ମହିଳାଙ୍କ ଗଳିତ ଶବ ଠାବ, ହତ୍ୟା ସନ୍ଦେହ
ଦେବଗଡ : ଦେବଗଡ ଜିଲ୍ଲା ରିଆମାଳ ଥାନା ତାଳକୁଣ୍ଡି ପଂଚାୟତ ମଧ୍ୟପୁର ଗ୍ରାମରେ ଏଭଳି ଏକ ଘଟଣା ଦେଖାଯାଇଛି । ଖେଳ ପଡିଆ ନିକଟ ଏକ ଚାଷ ଜମିରେ ମହିଳାଙ୍କ ଶବ ପୋତା ଯାଇଥିବା ଦେଖିବାକୁ ମିଳିଛି । ପ୍ରାୟ ୧ ରୁ ୨ ଫୁଟ ମାଟି ଖୋଳି ଗତ କିଛି ଦିନ ଭିତରେ ମହିଳାଙ୍କ ଶବ ପୋତା ଯାଇଛି । ସ୍ଥାନୀୟ!-->…
ଗଞ୍ଜାମ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟଠାରେ ପୋଷ୍ଟର ଚିରାକୁ ନେଇ ଟାଉନ ଥାନାରେ ରୁଜୁ ହେଲା ମାମଲା
ବ୍ରହ୍ମପୁର : ଆଗକୁ ରହିଛି ସାଧାରଣ ନିର୍ବାଚନ ତେବେ ଏଭଳି କଂଗ୍ରେସ ପୋଷ୍ଟର ଚିରାକୁ ନେଇ ଜିଲ୍ଲା କଂଗ୍ରେସ ପକ୍ଷରୁ ଅସନ୍ତୋଷ ଜାହିର କରାଯାଇଛି।କଂଗ୍ରେସ ଭବନ ବାପୁଜି ଆଶ୍ରମ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୂର୍ବ ଜିଲ୍ଲା ସଭାପତି ଦୀପକ ପଟ୍ଟନାୟକ।ଗତକାଲି!-->…
ଟିପିଏସ୍ଓଡିଏଲକୁ ମିଳିଲା ‘ବେଷ୍ଟ୍ ସିଏସ୍ଆର୍ ପ୍ରୋଜେକ୍ଟ୍ ଅଫ୍ ଦି ଇୟର’ ଆୱାର୍ଡ
ବ୍ରହ୍ମପୁର : ଟିପିଏସ୍ଓଡିଏଲ୍ (ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍)କୁ କର୍ପୋରେଟ ସାମାଜିକ ଦାୟିତ୍ୱବୋଧ କ୍ଷେତ୍ରରେ 'ବେଷ୍ଟ୍ ସିଏସ୍ଆର୍ ପ୍ରୋଜେକ୍ଟ ଅଫ୍ ଦି ଇୟର ଆୱାର୍ଡ' ମିଳିଛି । ପ୍ରୋଜେକ୍ଟ ‘ସକ୍ଷମ’ ଅଧିନରେ ଜୀବିକା ପ୍ରୋତ୍ସାହନ କାର୍ଯ୍ୟକ୍ରମର ସଫଳ ପରିଚାଳନା!-->…
ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅନୁଷ୍ଠିତ
ହିଞ୍ଜିଳିକାଟୁ ୨/୩ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ପାଟଣା ସାହି ରେ ଶନିବାର ଅପରାହ୍ନରେ ବିଜେଡି ଘରେ ଘରେ ଶଙ୍ଖ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଙ୍କ ଜିଲ୍ଲା ପରିଷଦ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର, ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ!-->…
ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ‘ନୂଆ-ଓ’ ଛାତ୍ରବୃତ୍ତି ଅନୁଦାନ ପତ୍ର ବିତରଣ
ଛତ୍ରପୁର : ଗଞ୍ଜାମ ଜିଲ୍ଲାର ଅଗ୍ରଣୀ ମହାବିଦ୍ୟାଳୟ ତଥା ଛତ୍ରପୁରସ୍ଥ ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ‘ନୂଆ-ଓ’ ଛାତ୍ରବୃତ୍ତି ଅନୁଦାନ ପତ୍ର ବିତରଣ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବ୍ରହ୍ମପୁର ମହାନଗର ନିଗମ ମେୟର ଶ୍ରୀମତୀ!-->…
ଫୁଲବାଣୀ ଆଇଟିଡିଏ ସହକାରୀ ନିର୍ବାହୀଯନ୍ତ୍ରୀଙ୍କ ବେକରେ ରଶି ଲଗାଇ ଆତ୍ମହତ୍ୟା
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲଵାଣୀ ଆଇଟିଡିଏ ସହକାରୀ ନିର୍ବାହୀଯନ୍ତ୍ରୀ ତୁଷାରେନ୍ଦ୍ର ନାୟକ ଫୁଲବାଣୀ ସ୍ଥିତ ନିଜ ସରକାରୀ ବାସଭବନରେ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ସକାଳ ୯ ଟାରେ ଘଟଣା ଘଟିଥିବା ଜଣାପଡିଛି। ଫୁଲବାଣୀର ଆଇଟିଡିଏର କର୍ମଚାରିମାନେ ତାଙ୍କ ବାସଭବନରେ ପହଞ୍ଚି!-->…
ମନ୍ତ୍ରୀଙ୍କ ଦ୍ଵାରା ରାସ୍ତା ଉନ୍ନତିକରଣ ସକାଶେ ଭିତ୍ତିପ୍ରସ୍ତର ସ୍ଥାପନ
ଚିକିଟୀ : ଶୁକ୍ରବାର ଦିନ ନୂଆପଡା ଠାରୁ ପତି ଗୋବିନ୍ଦପୁର ଦେଇ ଗଡ଼ ଗୋବିନ୍ଦପୁର ପର୍ଯ୍ୟନ୍ତ ପ୍ରାୟ ୬ କିଲୋମିଟର ରାସ୍ତାର ଗ୍ରାମାଞ୍ଚଳ ସଂଯୋଗୀ କରଣ ଯୋଜନା ଦ୍ଵାରା ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ଥାନୀୟ ବିଧାୟିକା ତଥା ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ!-->…