Sign in
Sign in
Recover your password.
A password will be e-mailed to you.
ରାଜ୍ୟରେ ନିଲାମ ହେବ ୩୪ ଖଣି, ତାଲିକାରେ ରହିଛି ସୁନା ଖଣି
ଭୁବନେଶ୍ବର: ଓଡ଼ିଶା ସରକାର ୨୦୨୬-୨୭ ଆର୍ଥିକ ବର୍ଷରେ ନିଲାମ ପାଇଁ ୨୫ଟି ପ୍ରମୁଖ ଖଣିଜ ପଦାର୍ଥ ଥିବା ଖଣି, ୯ଟି ଗୁରୁତ୍ୱପୂର୍ଣ୍ଣ ଏବଂ ରଣନୈତିକ ଖଣିଜ ସମ୍ପତ୍ତି ସମେତ ୩୪ଟି ଖଣିକୁ ନେଇ ଏକ ମହତ୍ୱାକାଂକ୍ଷୀ ଯୋଜନା ପ୍ରସ୍ତୁତ କରିଛନ୍ତି। ଆଗାମୀ ଦିନରେ ରାଜ୍ୟରେ ଏହି ୩୪ଟି ଖଣି ନିଲାମ!-->…
କନ୍ଧମାଳ : ଘଞ୍ଚ ଜଙ୍ଗଲ ମଧ୍ୟରେ ମାଓବାଦୀ ଙ୍କ ବନ୍ଧୁକ କାରଖାନା ଓ ମାଓ ଡମ୍ପ ଠାବ…
ବାଲିଗୁଡା, ତା, ୨୩/୦୩ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ମାଓମୁକ୍ତ କରିବା ନିମନ୍ତେ ଅହରହ ପ୍ରୟାସ ଜାରି ରଖିଛନ୍ତି ଓଡ଼ିଶା ସରକାର । ଏନେଇ ବିଏସ ଏଫ ଜବାନ ଓ ଜିଲ୍ଲା ପୁଲିସ ପକ୍ଷରୁ ମାଓ ଦମନ ଅପରେସନ ଜୋରଦାର ଚାଲିଛି। ମାଓନେତା ଶୁକ୍ରୁକୁ ଧରିବା ପାଇଁ ଉଦ୍ୟମ ବେଳେ ମାଓବାଦୀଙ୍କ ବନ୍ଧୁକ!-->…
ଏଲପିଜି ଗ୍ୟାସ୍ କଳାବଜାରୀ: ୩ ଗିରଫ
ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ଦିଲ୍ଲୀ ପୁଲିସ୍ ମହିପାଳପୁର ଅଞ୍ଚଳରେ ବେଆଇନ ଏଲପିଜି ସିଲିଣ୍ଡର ସଂରକ୍ଷଣ ଏବଂ କଳାବଜାରୀର ଏକ ବଡ଼ ରାକେଟର ପର୍ଦ୍ଦାଫାସ କରିଛି। ପୁଲିସ୍ ଏହି ମାମଲାରେ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏବଂ ସେମାନଙ୍କ ନିକଟରୁ ମୋଟ ୭୪ ଟି ଏଲପିଜି ସିଲିଣ୍ଡର,!-->…
ଶାସନ ମୁଖ୍ୟ ଭାବରେ ୮୯୩୧ ଦିନ ପୂରଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୂଆ ରେକର୍ଡ । ଭାରତର ସବୁଠାରୁ ଦୀର୍ଘକାଳୀନ ଶାସନ ମୁଖ୍ୟ। ଶାସନ ମୁଖ୍ୟ ଭାବରେ ୮,୯୩୧ ଦିନ ପୂରଣ କରିଛନ୍ତି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ରାଜନୈତିକ ଇତିହାସରେ ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ଜଣେ!-->…
ଏପ୍ରିଲ ୧ରୁ ବଢିପାରେ ବିମାନ ଟର୍ବାଇନ୍ ଇନ୍ଧନର ମୂଲ୍ୟ
ନୂଆଦିଲ୍ଲୀ : ଅଶୋଧିତ ତୈଳ ଦର ବୃଦ୍ଧି ମଧ୍ୟରେ ବିମାନରେ ବ୍ୟବହୃତ ATF ଅର୍ଥାତ୍ ବିମାନ ଟର୍ବାଇନ୍ ଇନ୍ଧନର ମୂଲ୍ୟ ଏପ୍ରିଲ ୧ରୁ ବୃଦ୍ଧି ପାଇପାରେ । ଯଦି ମୂଲ୍ୟ ବୃଦ୍ଧି ପାଏ, ତେବେ ବିମାନ ଯାତ୍ରା ମହଙ୍ଗା ହୋଇପାରେ । ଏହି ସୂଚନା ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ!-->…
କତାରର ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ, ୬ ମୃତ
ନୂଆଦିଲ୍ଲୀ : ଇସ୍ରାଏଲ-ଆମେରିକା-ଇରାନ ବିବାଦ ମଧ୍ୟରେ କାତାରର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଛି ବୋଲି ସରକାର ସ୍ପଷ୍ଟ କରିଛନ୍ତି । ପାରସ୍ୟ ଉପସାଗରର ଦେଶର ଜଳସୀମାରେ ଏହି ଦୁର୍ଘଟଣା ଘଟିଛି । ଜଣେ ବ୍ୟକ୍ତି ନିଖୋଜ ଥିବା!-->…
ଭାରତକୁ ପରମାଣୁ ବୋମାର ଧମକ ଦେଲା ପାକିସ୍ତାନ
ନୂଆଦିଲ୍ଲୀ : ଭାରତକୁ ପରମାଣୁ ବୋମାର ଧମକ। ଆମେରିକା ଆମ ପରମାଣୁ ଅସ୍ତ୍ରକୁ ଟାର୍ଗେଟ୍ କଲେ ଆମେ ଦିଲ୍ଲୀ-ମୁମ୍ବାଇ ଉପରେ ବୋମା ପକାଇବୁ ବୋଲି କହିଛନ୍ତି ପାକିସ୍ତାନର ପୂର୍ବତନ ହାଇକମିଶନର ଅବଦୁଲ ବାସିତ। ପାକିସ୍ତାନର ପୂର୍ବତନ ହାଇକମିଶନର ଅବଦୁଲ ବାସିତ ଏକ ଅତ୍ୟନ୍ତ ବିବାଦୀୟ!-->…
ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ବିମାନ ଶିଳ୍ପ ପ୍ରଭାବିତ, ୩ ସପ୍ତାହ ମଧ୍ୟରେ ୨୫୦୦ ଉଡାଣ ରଦ୍ଦ
ନୂଆଦିଲ୍ଲୀ : ଏୟାର ଇଣ୍ଡିଆ ଫ୍ଲାଇଟ୍ ଉପରେ ପଶ୍ଚିମ ଏସିଆରେ ଚାଲୁଥିବା ଯୁଦ୍ଧର ବହୁତ ବଡ଼ ପ୍ରଭାବ ପଡିଛି । ଗତ ତିନି ସପ୍ତାହ ମଧ୍ୟରେ ପାଖାପାଖି ୨୫୦୦ ଉଡାଣ ବାତିଲ କରାଯାଇଛି ବୋଲି ଏୟାରଲାଇନ୍ସର ସିଇଓ କ୍ୟାମ୍ପେବେଲ ୱିଲସନ୍ କର୍ମଚାରୀମାନଙ୍କୁ ସୂଚନା ଦେଇଛନ୍ତି । ଏୟାର!-->…
ଆମେରିକାରୁ ଭାରତକୁ ଆସିଲା ଏଲପିଜି ବୋଝେଇ ଜାହାଜ
ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଚାଲିଥିବା ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଏକ ଭଲ ଖବର ସାମ୍ନାକୁ ଆସିଛି । ଗୋଟିଏ ପଟେ ବିଶ୍ବସ୍ତରରରେ ଶକ୍ତି ଯୋଗାଣକୁ ନେଇ ଅନିଶ୍ଚିତତା ଥିବାବେଳେ ଅନ୍ୟପଟେ ଏଲପିଜି ମାଲବାହୀ ଜାହାଜ ଭାରତର ନ୍ୟୁ ମାଙ୍ଗାଲୁରୁ ବନ୍ଦରରେ ପହଞ୍ଚିଛି । ଆଜି!-->…
୨୩ରୁ ବିଏଡ, ଏମଏଡ, ବିଏଚଏଡ ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଆରମ୍ଭ
ଭୁବନେଶ୍ଵର:ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼, ଏମ. ଏଡ଼, ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।
ଦୁଇ ବର୍ଷିଆ ବି. ଏଡ଼, ଏମ. ଏଡ଼, ବି.ଏଚ.ଏଡ଼ ପାଠ୍ୟକ୍ରମରେ!-->!-->!-->…