ନିର୍ବାଚନ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ଦିଗପହଣ୍ଡି ନିର୍ବାଚନ କାର୍ଯ୍ୟ ସମୀକ୍ଷା

ଛତ୍ରପୁର : ଗଞ୍ଜାମ ଜିଲ୍ଲାର ୨୦-ବ୍ରହ୍ମପୁର ଲୋକସଭା ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୌରଭ ଦୁବେ ଏବଂ ଚନ୍ଦ୍ରିତା ଗର୍ଗ ଦିଗପହଣ୍ଡି ଗସ୍ତ କରି ଗୋଷ୍ଠୀ ଉନ୍ନୟନ ଅଧି୍କାରୀ ଚିତ୍ତ ରଞ୍ଜନ ଦାଶ, ତହସିଲଦାର-ତଥା- ନିର୍ବାଚନ ପରିଚାଳନା ଅଧିକାରୀ ଅନିତା ସାହୁ ଏବଂ ଭାରପ୍ରାପ୍ତ ଥାନା ଅଧିକାରୀଙ୍କ…

ଶିମିଳିପାଳରେ ବନାଗ୍ନି ମୁକାବିଲା, ସହଯୋଗର ହାତ ବଢ଼ାଇଲେ ୫୦ ଗ୍ରାମବାସୀ

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଦେଖାଦେଇଥିବା ଗ୍ରୀଷ୍ମପ୍ରବାହ ଯୋଗୁଁ ବନାଗ୍ନି ଆହ୍ବାନ ସୃଷ୍ଟି କରିଛି। ଏହାକୁ କିଭଳି ମୁକାବିଲା କରାଯାଇ ପାରିବ ତାକୁ ନେଇ ଜଙ୍ଗଲ ବିଭାଗ ପକ୍ଷରୁ ଗୁରୁତ୍ବ ଦିଆଯାଇଛି। ଏହିକ୍ରମରେ ଶିମିଳିପାଳର ପିଠାବଟ ବନଖଣ୍ଡର ସୁରକ୍ଷା ପାଇଁ ସ୍ଥାନୀୟ ଗ୍ରାମବାସୀ…

ପୋଷ୍ଟାଲ ବାଲଟ କାର୍ଯ୍ୟ ସମ୍ପାଦନ ନିମନ୍ତେ ପ୍ରସ୍ତୁତି ବୈଠକ

ଛତ୍ରପୁର : ଗଞ୍ଜାମ ଜିଲ୍ଲା ସାଧାରଣ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ପୋଷ୍ଟାଲ ବ୍ୟାଲଟ୍ ପରିଚାଳନା ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଗଞ୍ଜାମ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ରବିବାର…

ନିର୍ଦ୍ଧିଷ୍ଟ କିଛି ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି ନବୀନ: ରାହୁଲ ଗାନ୍ଧି

କଟକ: ଓଡ଼ିଶାରେ ରାହୁଲ ଗାନ୍ଧି । ଓଡ଼ିଶାରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ପହଞ୍ଚି ମଧୁବାବୁଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାହୁଲ । ସେଠାରେ କିଛି ସମୟ ସ୍ମୃତିଚାରଣ କରିବା ପରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି…

କଂଗ୍ରେସ ‘ଶେହଜାଦା’ ଆମ ରାଜା-ମହାରାଜାଙ୍କୁ ଅପମାନିତ କରିଛନ୍ତି: ପ୍ରଧାନମନ୍ତ୍ରୀ ମୋଦି

ନିର୍ବାଚନୀ ପ୍ରଚାରରେ ପୁଣି ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାହୁଲ ଗାନ୍ଧିଙ୍କ ପୂର୍ବର ଏକ ଟିପ୍ପଣୀକୁ ଦୋହରାଇ ମୋଦି କହିଛନ୍ତି, "କଂଗ୍ରେସର ଶେହଜାଦା(ରାଜକୁମାର) ହିନ୍ଦୁ ରାଜା-ମହାରାଜାମାନଙ୍କୁ ଅପମାନିତ କରିଛନ୍ତି। କିନ୍ତୁ ଔରଙ୍ଗଜେବଙ୍କ…

ସତ୍ୟଭାମାପୁରରେ ମଧୁବାବୁଙ୍କ ଜନ୍ମପୀଠ ବୁଲି ଦେଖିଲେ ରାହୁଲ ଗାନ୍ଧୀ

ଭୁବନେଶ୍ବର:ଓଡିଶାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ ରାହୁଲ। ଏଠାରୁ ସିଧାସଳଖ ଉତ୍କଳ ଗୌରବ ମଧସୁଦନ ଦାସଙ୍କ ଜନ୍ମପୀଠ ସତ୍ୟଭାମାପୁର ଯାଇଥିଲେ । ଏକ ସ୍ବତନ୍ତ୍ର ହେଲିକାପ୍ଟର ଯୋଗେ ସତ୍ୟଭାମାପୁରରେ…

ପୁରୀରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ଶତାଧିକ ଆକ୍ରାନ୍ତ

ପୁରୀ: ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ଆଉ କିଛି ମାସ ପରେ ପୁରୀ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା । ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କାଲି ଝାଡ଼ାବାନ୍ତି ରେ ଆକ୍ରାନ୍ତ ହୋଇ ୨ ଜଣ ଆଖି ବୁଜି ସାରିଥିବା…

ଅଶ୍ଳୀଳ ଭିଡିଓ ମାମଲା: ଦେଶ ଛାଡ଼ି ପଳାଇଲେ ଦେବଗୌଡାଙ୍କ ନାତି!

ଦେଶ ଛାଡ଼ି ପଳାଇଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ ଡି ଦେବଗୌଡାଙ୍କ ନାତି ତଥା ଜନତା ଦଳ (ସେକ୍ୟୁଲାର) ସାଂସଦ ପ୍ରଜ୍ୱଳ ରେଭାନ୍ନା। ତାଙ୍କ ଅଶ୍ଳୀଳ ଭିଡିଓ କ୍ଲିପ୍ ମାମଲାର ତଦନ୍ତ ପାଇଁ କର୍ଣ୍ଣାଟକ ସରକାର ଏସଆଇଟି ଗଠନ କରିବାକୁ ନିଷ୍ପତ୍ତି ନିର୍ଦ୍ଦେଶ ଦେବାର ଦିନକ ପରେ ସେ ଦେଶ ଛାଡି…

ଟ୍ରକକୁ ଧକ୍କା ଦେଲା ବସ୍ : ଡ୍ରାଇଭର ଓ ହେଲପର ମୃତ

ସୁବର୍ଣ୍ଣପୁର: ଟ୍ରକକୁ ଧକ୍କାଦେଲା ବସ୍, ଡ୍ରାଇଭର ଓ ହେଲ୍ପର ମୃତ । ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି । ମୃତକ ଦ୍ୱୟ ହେଲେ ଡ୍ରାଇଭର ଡମ୍ବରୁଧର ସ୍ୱାଇଁ (୫୩)ଏବଂ ହେଲପର ଶିବ୍ରମ ଗୌଡ଼ (୩୨) । ବଲାଙ୍ଗୀର- ସୋନପୁର ୫୭ନମ୍ବର ଜତୀୟ ରାଜପଥ ହରଡ଼ଖୋଲ ନିକଟରେ ଘଟିଛି ଏହି…

ମେ ୬ରୁ ଓଜେଇଇ, ୱେବସାଇଟରେ ଉପଲବ୍ଧ ହେଲା ଆଡମିଟ୍ କାର୍ଡ

ଭୁବନେଶ୍ଵର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୪ ଆସନ୍ତା ମେ’୬ ତାରିଖରୁ ଆରମ୍ଭ ହେବ । ଏହି ପରୀକ୍ଷା ସମ୍ପୂର୍ଣ୍ଣ ସିବିଟି (କମ୍ପ୍ୟୁଟର ବେସ ଟେଷ୍ଟ) ମୋଡରେ କରାଯିବ । ଏଥିପାଇଁ ଆରମ୍ଭ ହୋଇଛି ଆଡମିଟ୍ କାର୍ଡ ଡାଉନଲୋଡ ପ୍ରକ୍ରିୟା । ଛାତ୍ରଛାତ୍ରୀମାନେ ତାଙ୍କ ଆଡମିଟ୍…